ଅନ୍ଲାଇନ୍ ଠକେଇ: ରେଭେନ୍ଶା ବିଶ୍ୱବିଦ୍ୟାଳୟ ଛାତ୍ରଙ୍କ ଆକାଉଣ୍ଟରୁ ୧୫ ହଜାର ଗାଏବ
କଟକ ଅଫିସ,୧୬।୨: ଅନ୍ଲାଇନ ଠକେଇର ଶିକାର ହୋଇଛନ୍ତି ରେଭେନ୍ଶା ବିଶ୍ୱବିଦ୍ୟାଳୟ ଆଇଏସ୍ଟି ବିଭାଗ ସ୍ନାତକ ତୃତୀୟ ବର୍ଷର ଛାତ୍ର କୈଳାସ ବେହେରା। ତାଙ୍କ ଆକାଉଣ୍ଟରୁ କେହି ଦୁର୍ବୃତ୍ତ ୧୫ ହଜାର ଟଙ୍କା ଠକି ନେଇଥିବା ଜଣାପଡିଛି। ମିଳିଥିବା ସୂଚନାନୁଯାୟୀ, କୈଳାସଙ୍କ ବାପା…
ବାଙ୍କୀରେ ଡବଲ ମର୍ଡର: ସରପଞ୍ଚଙ୍କ ସ୍ବାମୀ,ଖବରଦାତାଙ୍କୁ ହାଣି ହତ୍ୟା
ବାଙ୍କୀ, ୧୫ା୨ (ସ୍ବ.ପ୍ର.): କଟକ ଜିଲା ବାଙ୍କୀରେ ଘଟିଛି ଡବଲ ମର୍ଡର। ବରପୁଟ ପଞ୍ଚାୟତର ଜୋକଲାଞ୍ଜି ପ୍ରକଳ୍ପ ନିକଟରେ ସରପଞ୍ଚଙ୍କ ସ୍ବାମୀ ଓ ଜଣେ ଖବରଦାତାଙ୍କୁ ଶନିବାର ଅପରାହ୍ନରେ ଗୋଡ଼ାଇ ଗୋଡ଼ାଇ ହାଣି ହତ୍ୟା କରାଯାଇଛି। ମୃତକ ଦ୍ୱୟ ହେଲେ ଖଜୁରିପଦା…
ବୋର୍ଡ ଅଫ୍ ରେଭିନ୍ୟୁ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ
କଟକ ଅଫିସ,୧୫।୨- କଟକସ୍ଥିତ ବୋର୍ଡ ଅଫ୍ ରେଭିନ୍ୟୁ କାର୍ଯ୍ୟାଳୟର ତୃତୀୟ ମହଲାରେ ଶନିବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଦିବା ପ୍ରାୟ ସାଢ଼େ ୧୨ଟା ବେଳେ ତୃତୀୟ ମହଲାର ଶୌଚାଳୟରୁ ଧୂଆଁ ବାହାରୁଥିବା କର୍ମଚାରୀମାନେ ଦେଖିଥିଲେ। ଏ ନେଇ ଅଗ୍ନିଶମ ବିଭାଗକୁ ଖବର…
ଶହୀଦ ମନୋଜଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ
ନିଆଳି, ୧୫।୨ (ଡି.ଏନ୍.ଏ.): ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାର ଲେଥ୍ପୋରାରେ ୨୦୧୯ ଫେବୃୟାରୀ ୧୪ରେ ଆତଙ୍କବାଦୀଙ୍କ ଆକ୍ରମଣରେ ଓଡ଼ିଆ ଯବାନ କଟକ ଜିଲା ନିଆଳି ବ୍ଲକ ଅନ୍ତର୍ଗତ ରତନପୁରର ମନୋଜ ବେହେରା ଶହୀଦ ହୋଇଥିଲେ। ଶହୀଦ ଦିବସ ଅବସରରେ ଶୁକ୍ରବାର ମନୋଜଙ୍କ ବାସଭବନ…
ଏସ୍ସିବି ମେଡିକାଲରେ ଖୋଲିଲା ଜରୁରୀକାଳୀନ ଲୋକସମ୍ପର୍କ କାର୍ଯ୍ୟାଳୟ
କଟକ ଅଫିସ,୧୫।୨: କଟକ ଏସ୍ସିବି ମେଡିକାଲ ପରିସରରେ ୨୪ ଘଣ୍ଟିଆ ଜରୁରିକାଳୀନ ଲୋକ ସମ୍ପର୍କ କାର୍ଯ୍ୟାଳୟ ଶୁକ୍ରବାର ଉଦ୍ଘାଟିତ ହୋଇଛି। ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ଏହାକୁ ଉଦ୍ଘାଟନ କରି କହିଛନ୍ତି, ଦୁର୍ଘଟଣାର ଶିକାର ହୋଇ ଏସ୍ସିବି ମେଡିକାଲରେ ଭର୍ତ୍ତି ହେଉଥିବା…
ସ୍ମିତାରାଣୀ ମୃତ୍ୟୁ ମାମଲା: ହାଇକୋର୍ଟରୁ ଜାମିନ ଆବେଦନ ପ୍ରତ୍ୟାହାର କଲେ ରୂପେଶ
କଟକ ଅଫିସ,୧୩।୨: ଯାଜପୁର ଜିଲା ଧର୍ମଶାଳା ବ୍ଳକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଅଭିଯୁକ୍ତ ରୂପେଶ ଭଦ୍ର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହେଲେ ଗୁରୁବାର କୋର୍ଟରୁ ସେ ଜାମିନ ଆବେଦନ ପ୍ରତ୍ୟାହାର କରିନେଇଛନ୍ତି। ପୁଣି…
ଭଙ୍ଗାହେଲା ୧୦ ମନ୍ଦିର
କଟକ ଅଫିସ,୧୩ା୨: କଟକସ୍ଥ ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସ୍ସିବି) ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟର ସଂପ୍ରସାରଣ ଓ ଉନ୍ନତୀକରଣ ଯୋଜନା କାର୍ଯ୍ୟକାରୀ କ୍ରମରେ ଏହାର ଆଖପାଖ ଅଞ୍ଚଳକୁ ଖାଲି କରାଯାଉଛି। ଏ ନେଇ ବୁଧବାରଠାରୁ ତୃତୀୟ ପର୍ଯ୍ୟାୟ ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଛି।…
କୋର୍ଟ ଚାଲାଣ ବେଳେ ଖସିଗଲେ ଅଭିଯୁକ୍ତ
ବଡମ୍ବା,୧୩ା୨(ଡି.ଏନ୍.ଏ): ନରସିଂହପୁର ଅବକାରୀ ସ୍କ୍ବାର୍ଡ ପକ୍ଷରୁ ବୁଧବାର ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବେଳେ ଜଣେ ଖସି ପଳାଇଯାଇଥିଲେ। ପରେ ତାଙ୍କୁ ଗିରଫ କରାଯାଇଛି। ସେ ହେଲେ ନରେଶ ବେହେରା(୩୦)। ତାଙ୍କ ଘର ବଡ଼ମ୍ବା ଥାନା ଅନ୍ତର୍ଗତ ମହୁଲିଆ ଗ୍ରାମରେ…
ଘରୋଇ ଛାତ୍ରୀନିବାସରେ ଅଗ୍ନିକାଣ୍ଡ
କଟକ ଅଫିସ୍,୧୨ା୨: କଟକ ସହର ମୁରାଦ୍ଘାଁପାଟଣା ଗଳିରେ ଥିବା ଏକ ଘରୋଇ ଛାତ୍ରୀନିବାସର ରୋଷେଇ ଶାଳ ଗ୍ୟାସ୍ଟାଙ୍କିରେ ବୁଧବାର ଅପରାହ୍ନରେ ନିଆଁ ଲାଗିଯାଇଥିଲା। ଟାଙ୍କିରୁ ଗ୍ୟାସ୍ ଲିକ୍ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିଲା। ଛାତ୍ରୀନିବାସର ପ୍ରଥମ ମହଲାରେ ଥିବା ରୋଷେଇ ଶାଳରେ…
ପୂର୍ବତନ ଡିଜିପି ପ୍ରଫୁଲ୍ଲ ଚନ୍ଦ୍ର ରଥଙ୍କ ପରଲୋକ
କଟକ ଅଫିସ,୧୨।୨: ପୂର୍ବତନ ଡିଜିପି ପ୍ରଫୁଲ୍ଲ ଚନ୍ଦ୍ର ରଥଙ୍କ(୮୫)ର ହୃଦ୍ଘାତରେ ପରଲୋକ ହୋଇଯାଇଛି। କଟକ ବିଜୁ ପଟ୍ଟନାୟକ ଛକସ୍ଥିତ ବାସଭବନରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୧ଟାରେ ସେ ଶେଷନିଃଶ୍ୱାସ ତ୍ୟାଗ କରିଥିଲେ। ଏହି ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ…
ମେଣ୍ଢରାଜପୁର ବସ୍ ଦୁର୍ଘଟଣା ମାମଲା: ଓଏଚ୍ଆର୍ସିଙ୍କ ରିପୋର୍ଟ ତଲବ
କଟକ ଅଫିସ, ୧୧ା୨- ଗଞ୍ଜାମ ଜିଲାର ଗୋଳନ୍ଥରା ଥାନା ଅନ୍ତର୍ଗତ ମେଣ୍ଢରାଜପୁର ଠାରେ ଗତ ରବିବାର ବସ୍ ଦୁର୍ଘଟଣାରେ ୧୦ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ ଆହତ ହୋଇଥିଲେ। ଏହି ଘଟଣାର ଉପଯୁକ୍ତ ତଦନ୍ତ ଓ ମୃତାହତଙ୍କୁ କ୍ଷତିପୂରଣ ପ୍ରଦାନ ଦାବିରେ…
ଏସ୍ସିବି ପୁନର୍ବିନ୍ୟାସ: ବୁଧବାରଠାରୁ ଉଚ୍ଛେଦ ପ୍ରକ୍ରିୟା ଜୋରଦାର
କଟକ ଅଫିସ,୧୧।୨: ବୁଧବାରଠାରୁ ଉଚ୍ଛେଦ ପ୍ରକ୍ରିୟା ଜୋରଦାର ହେବ। ଫେବୃୟାରୀ ମଧ୍ୟରେ ଉଚ୍ଛେଦ କାର୍ଯ୍ୟ ଶେଷ କରାଯିବ। ମନ୍ଦିର ଓ ମସ୍ଜିଦ୍ ଆଦି ଉଚ୍ଛେଦ ହେବ। ପର୍ଯ୍ୟାୟକ୍ରମେ ବସ୍ତି, ବାସଗୃହ ଓ ସରକାରୀ କ୍ୱାର୍ଟର୍ସ ଭଙ୍ଗାଯିବ। ମେଡିକାଲ କଲେଜ ପରିସରରେ ଥିବା…

