କଟକ

ସାବରମତି ରିଭରଫ୍ରଣ୍ଟ ଢାଞ୍ଚାରେ ହେବ ମହାନଦୀ ପଠାର ବିକାଶ

କଟକ ଅଫିସ, ୧୪ା୧୨: କଟକରେ ଦେଖିବାକୁ ମିଳିବ ଗୁଜରାଟର ସାବରମତି ରିଭରଫ୍ରଣ୍ଟ ଭଳି ପ୍ରକଳ୍ପ। ବାଲିଯାତ୍ରା ତଳପଡ଼ିଆରୁ ଯୋବ୍ରା ନୌବାଣିଜ୍ୟ ସଂଗ୍ରହାଳୟ ସାମ୍ନା ପର୍ଯ୍ୟନ୍ତ ମହାନଦୀ ପଠାର ୪୦୦ ଏକର ପରିମିତ ଜାଗାକୁ ଚିହ୍ନଟ କରାଯାଇଛି। ଏଠାରେ ସ୍ପୋଟର୍‌ସ କମ୍ପ୍ଲେକ୍ସ, ଏସ୍‌ସିବିର…

ୱାଇ ଫର୍ମରେ ବାଲି ଜାଲିଆତି

କଟକ ଅଫିସ, ୧୪ା୧୨: କଟକ ଜିଲାର ବିଭିନ୍ନ ନଦୀରୁ ବାଲି ଚୋରାଚାଲାଣ ହେଉଛି। ଏହି ଚୋରାଚାଲାଣ କାର୍ଯ୍ୟରେ ନେତାଙ୍କଠାରୁ ଆରମ୍ଭ କରି ପ୍ରଶାସକ ଓ ଗ୍ୟାଙ୍ଗଷ୍ଟରଙ୍କ ସମ୍ପୃକ୍ତି ରହୁଛି। ତେଣୁ ଏଥିରେ କେହି ବି ହସ୍ତକ୍ଷେପ କରିବାକୁ ସାହସ କରୁନାହାନ୍ତି। ମାତ୍ର…

ଟ୍ରାଫିକ ଅବ୍ୟବସ୍ଥା ନେଇ ହାଇକୋର୍ଟଙ୍କ ଶୁଣାଣି: ଡିସିପିଙ୍କ ଅଧ୍ୟକ୍ଷତାରେ ଗଠନ ହେବ କମିଟି

କଟକ ଅଫିସ,୧୪ା୧୨: ବାଦାମବାଡିରୁ ଲିଙ୍କରୋଡ ପର୍ଯ୍ୟନ୍ତ ଟ୍ରାଫିକ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ପରିସ୍ଥିତିରେ ସୁଧାର ଆଣିବା ପାଇଁ ଏକ କମିଟି ଗଠନ କରାଯିବ। ଏଥିରେ କଟକ ଡିସିପି ଅଧ୍ୟକ୍ଷ ରହିବେ। ସ୍ଥାୟୀ ସମାଧାନ ପାଇଁ ବାଦାମବାଡ଼ିରୁ ଲିଙ୍କରୋଡ ମଧ୍ୟରେ ଫୁଟ୍‌ ଓଭରବ୍ରିଜ୍‌…

ସ୍ମାର୍ଟ ଫୋନ୍‌ର ମାୟା: ପ୍ରଭାବିତ ହେଉଛି ପିଲାଙ୍କ ଶାରୀରିକ, ମାନସିକ ସ୍ବାସ୍ଥ୍ୟ

କଟକ ଅଫିସ,୧୪ା୧୨: ସ୍ମାର୍ଟ ଫୋନରେ କାର୍ଟୁନ୍‌, ଗୀତ, ଭିଡିଓ ଗେମ୍‌ ସହିତ ଟିକ୍‌ଟକ୍‌ ମାୟାରେ ପିଲାଠୁ ବୟସ୍କଙ୍କ ପର୍ଯ୍ୟନ୍ତ ବାୟା। ଏପରି କି ପିଲା ଅଝଟ କଲେ ମା’ ବାପାମାନେ ସ୍ମାର୍ଟ ଫୋନ ଧରାଇ ଦେଇ ଶାନ୍ତ କରୁଛନ୍ତି। କିନ୍ତୁ ଏହା…

କଟକରେ ବୃଦ୍ଧ ଦମ୍ପତିଙ୍କୁ ହତ୍ୟା ଘଟଣା: ସାଇଣ୍ଟିଫିକ୍‌ ଟିମ୍‌ ସହ ପୋଲିସର ତଦନ୍ତ, ସନ୍ଦେହ ଘେରରେ ଘର ବାହାରେ ଥିବା ଜୋତା

କଟକ ଅଫିସ,୧୩।୧୨: କଟକ ନୂଆବଜାର ଅଞ୍ଚଳରେ ବୃଦ୍ଧ ଦମ୍ପତିଙ୍କ ହତ୍ୟା ଘଟଣାରେ ଶୁକ୍ରବାର ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ଏବଂ ସନ୍ଧାନୀ କୁକୁର ସହ ପହଞ୍ଚି ଯାଞ୍ଚ କରିଛି। ଘରେ ପଡ଼ିଥିବା ରକ୍ତଛିଟାରୁ ରକ୍ତନମୂନା ସଂଗ୍ରହ କରାଯିବା ସହ ଦମ୍ପତି ବ୍ୟବହାର କରୁଥିବା…

ମାହାଙ୍ଗା, ସାଲେପୁର ବିଦ୍ୟୁତ୍‌ ସେବା ସମ୍ପର୍କରେ ମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ୱର, ୧୩।୧୨(ବ୍ୟୁରୋ):ମାହାଙ୍ଗା ଏବଂ ସାଲେପୁର ନିର୍ବାଚନମଣ୍ଡଳୀରେ ନିରବଚ୍ଛିନ୍ନ ବିଦ୍ୟୁତ୍‌ ସେବା ଯୋଗାଣ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ମନ୍ତ୍ରୀ ଜେନାଙ୍କ ପ୍ରକୋଷ୍ଠରେ ଅନୁଷ୍ଠିତ ଏହି ବୈଠକରେ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଯୋଗଦେଇ କହିଛନ୍ତି…

ପିସିସି ବଦଳାଅ, କଂଗ୍ରେସ ବଞ୍ଚାଅ:କେନ୍ଦ୍ରୀୟ ନେତୃବୃନ୍ଦଙ୍କୁ ଭେଟିବାକୁ ଦିଲ୍ଲୀ ଯାତ୍ରା

କଟକ ଅଫିସ,୧୩ା୧୨:ପିସିସି ବଦଳାଅ, ଓଡ଼ିଶାରେ କଂଗ୍ରେସକୁ ବଞ୍ଚାଅ। ପିସିସି ସଭାପତିଙ୍କୁ ବଦଳାଇବା ଦାବି କଂଗ୍ରେସରେ ଜୋର ଧରିବାରେ ଲାଗଛି। ଏହି ଦାବି ନେଇ ଦଳର କର୍ମକର୍ତ୍ତାମାନେ ଗୁରୁବାର ଦିଲ୍ଲୀ ଯାତ୍ରା କରିଛନ୍ତି। ସେଠାରେ ଆସନ୍ତା ୧୪ ତାରିଖରେ ଅନୁଷ୍ଠିତ ହେବାକୁ ଥିବା…

ଏରସମା ଫାଶୀ ଦଣ୍ଡାଦେଶ ମାମଲା:ଜାନୁୟାରୀ ୯ରେ ପରବର୍ତ୍ତୀ ଶୁଣାଣି

କଟକ ଅଫିସ,୧୩।୧୨:୨୦୧୮ ମାର୍ଚ୍ଚ ୨୦ରେ ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତ କାଳିଆ ମାନ୍ନାଙ୍କୁ ଜଗତ୍‌ସିଂହପୁର ପୋକ୍‌ସୋ କୋର୍ଟ ଗତ ସେପ୍ଟେମ୍ବର ୧୦ରେ ଫାଶୀ ଦଣ୍ଡାଦେଶ…

ପୁରୀ ଗଣବଳାତ୍କାର ଘଟଣା:ହାଇକୋର୍ଟରେ ଅଭିଯୁକ୍ତ

କଟକ ଅଫିସ,୧୩।୧୨:ରାଜ୍ୟର ବହୁଚର୍ଚ୍ଚିତ ପୁରୀ ଗଣବଳାତ୍କାର ଘଟଣା ଭିନ୍ନ ମୋଡ଼ ନେଇଛି। ଏହି ମାମଲାରେ ଅଭିଯୁକ୍ତ ଥିବା ରାଜେଶ କୁମାର ସେଠୀ ଗୁରୁବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଗଣବଳାତ୍କାରକୁ ନେଇ ଯେଉଁ ଅଭିଯୋଗ ହୋଇଛି ତାହା ଭିତ୍ତିହୀନ ଓ କପୋଳକଳ୍ପିତ। କେବଳ…

ଭିଜିଲାନ୍ସ ଜାଲରେ ଏସ୍‌ଆଇ

କଟକ ଅଫିସ,୧୨।୧୨: ଭିଜିଲାନ୍ସ ଜାଲରେ ମୋଟର୍‌ ଟ୍ରାନ୍ସପୋର୍ଟ ଫିଟର୍‌ ଏସ୍‌ଆଇ ଜନ୍ମେଜୟ ମଲ୍ଲିକ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ କଟକ ଭିଜିଲାନ୍ସ ବିଭାଗ ପକ୍ଷରୁ ଜନ୍ମେଜୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। କଟକ ତୁଳସୀପୁରରେ ଥିବା ସରକାରୀ କ୍ୱାର୍ଟର୍ସ, ବିଡାନାସୀ…

ଲଘୁ ଖଣିଜ ଚୋରି ରୋକିବାକୁ ୧୦ ଜିଲାପାଳଙ୍କୁ ଚିଠି

କଟକ ଅଫିସ,୧୨।୧୨: କେନ୍ଦ୍ରାଞ୍ଚଳ ଅଧୀନ ୧୦ଟି ଜିଲାରେ ଆଖିବୁଜା ଲଘୁ ଖଣିଜଦ୍ରବ୍ୟ ଚୋରି ହେଉଛି। ଏହି ଚୋରିକୁ ରୋକିବା ପାଇଁ ଆର୍‌ଡିସି ଅନିଲ କୁମାର ସାମଲ ୧୦ ଜିଲାପାଳଙ୍କୁ ତାଗିଦ୍‌ କରିଛନ୍ତି। ବିଶେଷକରି ଉପଜିଲାପାଳ ଓ ତହସିଲଦାରମାନେ ଏଥିପ୍ରତି ଧ୍ୟାନ ଦେଉ…

ଏସ୍‌ସିବି ମେଡିକାଲରେ ଭିଜିଲାନ୍ସର ଖୋଳତାଡ: ୨୯୪ କର୍ମଚାରୀ ନିଯୁକ୍ତିକୁ ନେଇ ଅଡୁଆ ପରିସ୍ଥିତି

କଟକ ଅଫିସ,୧୨।୧୨: ଏସ୍‌ସିବି ମେଡିକାଲରେ ଏକ ଘରୋଇ ସଂସ୍ଥା ମାଧ୍ୟମରେ ୨୯୪ଜଣ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯାଇଥିଲା। ଏହି ନିଯୁକ୍ତିରେ ବ୍ୟାପକ ଜାଲିଆତି କରାଯାଇଥିବା ନେଇ ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଲୋକାୟୁକ୍ତଙ୍କ ନିର୍ଦ୍ଦେଶକ୍ରମେ ଏହି ଘଟଣାର ତଦନ୍ତ ଏବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri