ଆରମ୍ଭ ହେଲା ଧରପଗଡ଼: ଯାଞ୍ଚବେଳେ ପୋଲିସ-ଜନତା ମୁହାଁମୁହିଁ
କଟକ ଅଫିସ,୨।୧୨: ଡିସେମ୍ବର ପହିଲାରୁ ଟ୍ରାଫିକ ଚେକିଂ ଜୋର୍ଦାର ହେବ ବୋଲି ପୂର୍ବରୁ ଘୋଷଣା ହୋଇଥିଲା। ସରକାର ଗାଡ଼ି କାଗଜପତ୍ର ଯାଞ୍ଚ ଉପରେ ୩ମାସ କୋହଳ ଘୋଷଣା କରିଥିଲେ ସୁଦ୍ଧା ୧୦ଟି ନିର୍ଦ୍ଦିଷ୍ଟ ନିୟମ ଉପରେ କଟକଣା ବଳବତ୍ତର ରଖିଛନ୍ତି। ଏହି…
ପରଲୋକରେ ଲୋକପ୍ରିୟ ତବଲା ବାଦକ ରାଧାକାନ୍ତ ନନ୍ଦ
କଟକ ଅଫିସ,୩୦।୧୧: ଲୋକପ୍ରିୟ ତବଲା ବାଦକ ରାଧାକାନ୍ତ ନନ୍ଦଙ୍କ ଶନିବାର ପରଲୋକ ଘଟିଛି। କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ଧରି କର୍କଟ ରୋଗରେ ପୀଡ଼ିତ ଥିଲେ। ଶୁକ୍ରବାର ହଠାତ୍ ସ୍ବାସ୍ଥ୍ୟାବସ୍ଥା…
ନିୟମ କଡ଼ାକଡ଼ି ହେବା ପୂର୍ବରୁ ଧରାପଡ଼ି ଗିରଫ ହେଲେ ମଦ୍ୟପ ଗାଡ଼ିଚାଳକ, ଦେବେ ୧୦ ହଜାର ଜରିମାନା
କଟକ ଅଫିସ,୩୦।୧୧: ରବିବାରଠାରୁ କଡ଼ାକଡ଼ି ହେବାକୁ ଯାଉଛି ନୂଆ ମୋଟର ଯାନ ଆଇନ। ଏହା ପୂର୍ବରୁ କଟକ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ବାଙ୍କୀସ୍ଥିତ ଜାତ ମୁଣ୍ଡିଆଛକରେ ଏମ୍ଭିଆଇ ଗାଡ଼ିଗୁଡ଼ିକୁ ଯାଞ୍ଚ କରାଯାଇଥିଲା। ଏହି ସମୟରେ ଜଣେ ମଦୁଆ ବାଇକ୍ ଚାଳକଙ୍କୁ…
ମଙ୍ଗଳାବାଗସ୍ଥିତ ଶ୍ରୀ ଗୋପାଳ ମେଡିସିନ ଆଣ୍ଡ ସର୍ଜିକାଲ ଗୋଦାମରେ ନିଆଁ: ପୋଡ଼ିଗଲା ୬୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ସାମଗ୍ରୀ
କଟକ ଅଫିସ, ୩୦।୧୧- ମଙ୍ଗଳାବାଗ ଥାନାଠୁ ମାତ୍ର ଶହେ ମିଟର ଦୂରରେ ଥିବା ଶ୍ରୀଗୋପାଳ ମେଡିସିନ୍ ଆଣ୍ଡ ସର୍ଜିକାଲ ଗୋଦାମରେ ଶନିବାର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଗୋଦାର ୫ଟି ଘରେ ମହଜୁଦ ଥିବା ୬୦ଲକ୍ଷ ଟଙ୍କା ମୂଲ୍ୟର ବିଭିନ୍ନ ସର୍ଜିକାଲ…
ସ୍ଥାଣୁ ପାଲଟିଛି ଭିଜିଲାନ୍ସର ସୋସିଆଲ ମିଡିଆ
କଟକ ଅଫିସ, ୩୦ା୧୧: ଓଡ଼ିଶା ଭିଜିଲାନ୍ସ ବିଭାଗରେ ଶତାଧିକ ଦୁର୍ନୀତି ଅଭିଯୋଗ ତଦନ୍ତ ନ ହୋଇ ପଡ଼ିରହିଛି। ଏପରି ସ୍ଥଳେ ରାଜ୍ୟରେ ଦୁର୍ନୀତି କମିଛି ବୋଲି ନିକଟରେ ଟ୍ରାନ୍ସପରେନ୍ସି ଇଣ୍ଟରନ୍ୟାଶନାଲ ଇଣ୍ଡିଆ (ଟିଆଇଆଇ) ନାମକ ଏକ ଅଣସରକାରୀ ସଂସ୍ଥାର ସର୍ଭେ ରିପୋର୍ଟ…
କନ୍ୟାକୁମାରୀରୁ କଟକ: ଏକତାର ମନ୍ତ୍ର ନେଇ ଥଙ୍ଗାରାଜାଙ୍କ ଦେଶ ପରିକ୍ରମା
କଟକ ଅଫିସ, ୩୦ା୧୧: ପଙ୍ଗୁ ଲଙ୍ଘୟତେ ଗିରି। ସଂସ୍କୃତରେ ଥିବା ଏହି ଶ୍ଳୋକକୁ ପ୍ରମାଣିତ କରିଛନ୍ତି କନ୍ୟାକୁମାରୀର ଆର୍. ଥଙ୍ଗାରାଜା(୪୦)। ଦୁଇଟି ଗୋଡ଼ ଅକର୍ମଣ୍ୟ ହୋଇଥିଲେ ମଧ୍ୟ ଏକ ସ୍ବତନ୍ତ୍ର ସ୍କୁଟରରେ ଦେଶ ପରିକ୍ରମାରେ ସେ ବାହାରିଛନ୍ତି। ରାଜଧାନୀ ଦିଲ୍ଲୀ ହେଉକି…
ପ୍ରଶଂସା ସାଉଣ୍ଟୁଛି ଆସାଦ୍ଙ୍କ ‘ଆଫିୟାନ୍ସ’
କଟକ ଅଫିସ,୩୦ା୧୧: ଆଜି କଟକ ସହରକୁ ଓଡ଼ିଆ ସଙ୍ଗୀତର ଅନ୍ତୁଡ଼ିଶାଳ ବୋଲି କୁହାଯାଉଛି। ହେଲେ ୮୦ ଦଶକ ପୂର୍ବରୁ ଏଭଳି ଚିତ୍ର ନ ଥିଲା। ସେତେବେଳେ କୋଲକାତା, ମାଡ୍ରାସ ଓ ବମ୍ବେ ସହର ଉପରେ ଓଡ଼ିଶା ସଙ୍ଗୀତ ଜଗତ ଭରସା କରୁଥିଲା।…
୨୮ ହାବିଲଦାରଙ୍କ ପଦୋନ୍ନତି
କଟକ ଅଫିସ, ୨୯।୧୧- ଓଡ଼ିଶା ପୋଲିସରେ କାର୍ଯ୍ୟରତ ୨୮ ଜଣ ହାବିଲଦାରଙ୍କୁ ହାବିଲଦାର ମେଜର ପଦବୀକୁ ପଦୋନ୍ନତି ଦିଆଯାଇଛି। ଏ ନେଇ ଶୁକ୍ରବାର ପୋଲିସ ମୁଖ୍ୟାଳୟ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଓଡ଼ିଶା ପୋଲିସର କେନ୍ଦ୍ରୀୟ ମନୋନୟନ…
ବାଇକ୍ ଚାଳକଙ୍କୁ ବଞ୍ଚାଇବାକୁ ଯାଇ ଓଲଟିଲା ଯାତ୍ରାପାର୍ଟି ଟ୍ରକ୍: ଜଣେ ଗୁରତର, ୧୫ରୁ ଊର୍ଦ୍ଧ୍ୱ ଆହତ
ଆଠଗଡ଼,୨୯।୧୧(ଡି.ଏନ୍.ଏ.): କଟକ ଜିଲା ଆଠଗଡ଼ ଥାନା ଅଧୀନ ପୁରୁଣା କଟକ- ସମ୍ବଲପୁର ରାସ୍ତାରେ ଶୁକ୍ରବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ଏକ ଯାତ୍ରାପାର୍ଟି ଟ୍ରକ୍ ସମ୍ମୁଖକୁ ବାଇକ୍ ଚାଲିଆସିବାରୁ ଭାରସାମ୍ୟ ହରାଇ ଟ୍ରକ୍ଟି ଓଲଟି ପଡ଼ିଥିଲା। ଫଳରେ ବାଇକ୍ ଚାଳକଙ୍କ ସହ…
ଗୁରୁଡ଼ିଝାଟିଆ ଆଇଆଇସିଙ୍କୁ ମହିଳାଙ୍କ ଠେଲାପେଲା, ଥାନା ସମ୍ମୁଖରେ ଧାରଣା
ଖୁଣ୍ଟୁଣୀ,୨୯।୧୧(ଡି.ଏନ୍.ଏ.): ଗୋଚର ଜମି ଉପରେ ପାଚେରୀ ନିର୍ମାଣକୁ ନେଇ ଗୁରୁବାର ଅପରାହ୍ନରେ ଗୁରୁଡ଼ିଝାଟିଆ ଥାନା ବାଳୀ ଗ୍ରାମର ୨ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟିଥିଲା। ଏଥିରେ ଗୋଟିଏ ପରିବାରର ସ୍ବାମୀସ୍ତ୍ରୀ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଥାନାରେ ଏନେଇ ଉଭୟ ପକ୍ଷରୁ…
ଦୁର୍ବୃତ୍ତଙ୍କ ଆକ୍ରମଣରେ ୨ ଯୁବକ ଗୁରୁତର
ସାଲେପୁର,୨୮।୧୧(ଡି.ଏନ୍.ଏ.): କଟକ ଜିଲା ସାଲେପୁର ବ୍ଲକ ମାଛୁଆତି ବଜାରରେ ଦୁର୍ବୃତ୍ତଙ୍କ ଆକ୍ରମଣରେ ଦୁଇଜଣ ଯୁବକ ଗୁରୁତର ହୋଇଛନ୍ତି। ସ୍ଥାନୀୟଲୋକେ ଯୁବକଦ୍ୱୟଙ୍କୁ ଉଦ୍ଧାର କରି ସାଲେପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କର ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ ମେଡିକାଲ…
ଏମ୍ପି ଅନୁଭବ-ମନୋଜିତ କଳି: ଏସ୍ଡିଜେଏମ୍ କୋର୍ଟରେ ବୟାନ ରେକର୍ଡ
କଟକ ଅଫିସ,୨୮ା୧୧: କେନ୍ଦ୍ରାପଡ଼ା ଏମ୍ପି ଅନୁଭବ ମହାନ୍ତିଙ୍କ ବିରୋଧରେ ଛାତ୍ର ବିଜେଡି ନେତା ମନୋଜିତ ଦାସ ଏସ୍ଡିଜେଏମ୍ କୋର୍ଟରେ ଏକ କମ୍ପ୍ଲେନ କେସ୍ ଦାଏର କରିଥିଲେ। ଉକ୍ତ ମାମଲାରେ ବୁଧବାର ମନୋଜିତ ସଦର ଏସ୍ଡିଜେଏମ୍ କୋର୍ଟରେ ଉପସ୍ଥିତ ହୋଇ ତାଙ୍କ ବୟାନ…
Archives


