କଟକ

ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଅଗ୍ନିକାଣ୍ଡ: ପ୍ରାୟ ୧୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ସୂଚନା

କଟକ ଅଫିସ,୭।୧୨: କଟକ ଜିଲା ବିଦ୍ୟାଧରପୁରରେ ଥିବା ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଶନିବାର ଅଗ୍ନିକାଣ୍ଡ ଘଟିଛି। ସର୍ଟଶର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଏଥିରେ କେହି ଆହତ ହୋଇ ନ ଥିବା ବେଳେ ପ୍ରାୟ ୧୦ଲକ୍ଷ ଟଙ୍କାର…

ଖେଳୁଥିବା ବେଳେ ଧକ୍କା ଦେଇ ଚଢ଼ିଗଲା ଟ୍ରକ୍‌, ଶିଶୁପୁତ୍ର ଗୁରୁତର

କଟକ ରୋଡ୍‌,୭।୧୨(ଡି.ଏନ୍‌.ଏ.): ଲକ୍ଷ୍ମୀସାଗର ଥାନା ଅଧୀନ ବୁଦ୍ଧନଗର ପିଡବ୍ଲୁ କଲୋନୀ ବସ୍ତିରେ ଟ୍ରକ୍‌ ଧକ୍କାରେ ଜଣେ ଶିଶୁ ଗୁରୁତର ହୋଇଛନ୍ତି। ସେ ହେଲେ କେ.ଶ୍ରୀନିବାସ ରେଡ୍ଡିଙ୍କ ପୁଅ ସାଇ ରେଡ୍ଡି(୫)। ଅପରାହ୍ନ ପ୍ରାୟ ୨ଟାରେ ବୁଦ୍ଧନଗର କଦଳୀଗୋଦାମକୁ ଆସିଥିବା ଏକ ରାଜ୍ୟ…

ବାରବାଟୀ ଦିନିକିଆ: ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଗୃହ ରାଷ୍ଟ୍ର ମନ୍ତ୍ରୀ

କଟକ ଅଫିସ,୭।୧୨: ବାରବାଟୀରେ ଆସନ୍ତା ୨୨ ତାରିଖରେ ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ଅନୁଷ୍ଠିତ ହେବ। ମ୍ୟାଚ୍‌ର ସଫଳ ଆୟୋଜନ ପାଇଁ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଉଛି। ଏହି କ୍ରମରେ ଶନିବାର ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର…

ସତ୍ୟ ଜାଣିବାର ଶକ୍ତି ରାଧାନାଥଙ୍କର ଥିଲା: ତଥାଗତ

କଟକ ଅଫିସ, ୭।୧୨: କେଉଁଟା ସତ କେଉଁଟା ମିଛ ତାହା ଜାଣିବାର ଶକ୍ତି ରାଧାନାଥ ରଥଙ୍କ ପାଖରେ ଥିଲା। ସେ ଜଣେ ବ୍ୟକ୍ତି ନ ଥିଲେ, ସେ ଥିଲେ ଏକ ଅନୁଷ୍ଠାନ। ସମାଜର ଚିନ୍ତାଧାରା ରାଧାନାଥଙ୍କଠାରୁ ହିଁ ଆରମ୍ଭ ହୋଇଥିଲା। ଏ…

ବ୍ଲକ୍‌ଗ୍ରାଣ୍ଟ କର୍ମଚାରୀଙ୍କୁ ମିଳିବ ପେନ୍‌ସନ ସୁବିଧା: ସରକାରଙ୍କୁ ହାଇକୋର୍ଟଙ୍କ ଆଦେଶ

କଟକ ଅଫିସ, ୭।୧୨: ବ୍ଲକ୍‌ଗ୍ରାଣ୍ଟ କର୍ମଚାରୀମାନଙ୍କୁ ଅବସର ପରେ ପେନ୍‌ସନ ସୁବିଧା ଯୋଗାଇଦେବାକୁ ହାଇକୋର୍ଟ ଆଦେଶ ଦେଇଛନ୍ତି। ଖୋର୍ଦ୍ଧା ଜିଲା ରଘୁନାଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅବସରପ୍ରାପ୍ତ ଲାଇବ୍ରେରିଆନ୍‌ ମାର୍କଣ୍ଡ ବେହେରାଙ୍କ ପକ୍ଷରୁ ରୁଜୁ କରାଯାଇଥିବା ଏହି ମାମଲାର ଶୁଣାଣି କରି…

ଇଷ୍ଟକୋଷ୍ଟର ଟିଟିଆଇ ପାର୍ବତୀ

କଟକ ଅଫିସ,୬।୧୨:ଟ୍ରେନ୍‌ ଟିକେଟ୍‌ ଇନ୍ସପେକ୍ଟର(ଟିଟିଆଇ) ଡ୍ୟୁଟି ଅତ୍ୟନ୍ତ କଷ୍ଟକର। ଡ୍ୟୁଟିବେଳେ ଅନେକ ସମୟରେ ପ୍ରତିକୂଳ ପରିସ୍ଥିତି ସାମ୍ନା କରିବାକୁ ପଡ଼ିଥାଏ। ଗୋଟିଏ ଜୋନ୍‌ରୁ ଅନ୍ୟ ଜୋନ୍‌କୁ ଯିବାକୁ ପଡ଼େ। ବିନା ଟିକେଟ୍‌ରେ ଯାତ୍ରା କରୁଥିବା ଯାତ୍ରୀଙ୍କ ସହ ପାଟିତୁଣ୍ଡ ହେବାର ମଧ୍ୟ…

ହାଣ୍ଡିଶାଳରୁ ହୋଟେଲ:ପିଆଜ ଉଭାନ

କଟକ ଅଫିସ,୬।୧୨:ଆକାଶଛୁଅଁା ପିଆଜର ଦର। ଖୁଚୁରା ବଜାରରେ କେଜି ପିଛା ପିଆଜ ୧୪୦ଟଙ୍କାରେ ବିକ୍ରି ହେଉଛି। ଆଉ କିଛିଦିନ ଗଲେ ଏହି ଦର ଦେଢଶହ ଟପିବ ବୋଲି ଆଶା କରାଯାଉଛି। ଅତ୍ୟଧିକ ଦରବୃଦ୍ଧି ଯୋଗୁ ହାଣ୍ଡିଶାଳରୁ ହୋଟେଲ ପର୍ଯ୍ୟନ୍ତ ପିଆଜ ଉଭାନ…

ଓପିଜିସି ଆଶ୍‌ପଣ୍ଡକୁ ନେଇ ଏନ୍‌ଜିଟିରେ ମାମଲା

କଟକ ଅଫିସ, ୬।୧୨:ଝାରସୁଗୁଡ଼ା ଜିଲା ତିଲିଆ ମୌଜାରେ ଥିବା ଓପିଜିସି (ଓଡ଼ିଶା ପାୱାର ଜେନେରେଶନ କର୍ପୋରେଶନ)ର ପାଉଁଶ ଗଦା (ଆଶ୍‌ପଣ୍ଡ)କୁ ନେଇ ଜାତୀୟ ସବୁଜ ପ୍ରାଧିକରଣ (ଏନ୍‌ଜିଟି)ରେ ମାମଲା ରୁଜୁ ହୋଇଛି। ଏହି ମାମଲାର ଶୁଣାଣି କରି ଏନ୍‌ଜିଟିର ମୁଖ୍ୟ ଖଣ୍ଡପୀଠ…

ଯୁବ ଆଇନଜୀବୀଙ୍କୁ ଷ୍ଟାଇପେଣ୍ଡ ପ୍ରଦାନ ପ୍ରସଙ୍ଗ: ହାଇକୋର୍ଟରେ ମାମଲା ରୁଜୁ

କଟକ ଅଫିସ,୬।୧୨ : ଆଇନକୁ ପେସା କରୁଥିବା ଯୁବ ଆଇନଜୀବୀଙ୍କୁ ଷ୍ଟାଇପେଣ୍ଡ ପ୍ରଦାନ ନେଇ ଆଡଭୋକେଟ ଆଶିଷ କୁମାର ମିଶ୍ର ହାଇକୋର୍ଟରେ ମାମଲା ରୁଜୁ କରିଛନ୍ତି। ଏହି ମାମଲାରେ ସେ ରାଜ୍ୟ ମୁଖ୍ୟ ଶାସନ ସଚିବ, ଆଇନ ଓ ଅର୍ଥ ସଚିବଙ୍କୁ ପକ୍ଷଭୁକ୍ତ…

ସ୍ୟାଟ୍‌କୁ ନେଇ ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି: ଜଣିକିଆ ଖଣ୍ଡପୀଠରେ ହେବ ମାମଲାର ଶୁଣାଣି

କଟକ ଅଫିସ, ୬।୧୨ :ସ୍ୟାଟ୍‌(ରାଜ୍ୟ ପ୍ରଶାସନିକ ଟ୍ରିବ୍ୟୁନାଲ) ଉଚ୍ଛେଦ ଉପରେ କେନ୍ଦ୍ର ମୋହର ଲଗାଇବା ପରେ ଏହା ଏକପ୍ରକାର ଅଚଳ ହୋଇପଡ଼ିଛି। ସ୍ୟାଟ୍‌ରେ ଅଚଳାବସ୍ଥା ଯୋଗୁ ଏଠାରେ ରୁଜୁ ହୋଇଥିବା ମାମଲାଗୁଡ଼ିକର ବିଚାରରେ ସମସ୍ୟା ଉପୁଜିଛି। ଏଭଳି ସ୍ଥିତିରେ ଗୁରୁବାର ସ୍ୟାଟ୍‌କୁ ନେଇ…

ଆର୍‌ଟିଓ ଅଫିସରୁ ଦଲାଲ ହଟାଯିବା ପ୍ରସଙ୍ଗ: ଏଜେଣ୍ଟଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ, ଥଇଥାନ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୫।୧୨(ବ୍ୟୁରୋ): ରାଜ୍ୟର ବିଭିନ୍ନ ଆର୍‌ଟିଓ ଅଫିସରୁ ଦଲାଲ ହଟାଯିବା ପ୍ରସଙ୍ଗରେ ଏଜେଣ୍ଟମାନଙ୍କ ଆବେଦନକୁ ହାଇକୋର୍ଟ ଅଗ୍ରାହ୍ୟ କରିଦେଇଛନ୍ତି। ଆର୍‌ଟିଓ ପରିସରରେ ବସିବା ପାଇଁ ଏଜେଣ୍ଟମାନଙ୍କ ପକ୍ଷରୁ କରାଯାଇଥିବା ଆବେଦନକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି। ତେବେ ସେମାନଙ୍କୁ ଯଥା ସମ୍ଭବ ଥଇଥାନ କରିବାକୁ…

ହାଇକୋର୍ଟକୁ ସ୍ଥାନାନ୍ତର ହେବ ସ୍ୟାଟ୍‌ ମାମଲା

କଟକ ଅଫିସ,୫।୧୨: ରାଜ୍ୟ ପ୍ରଶାସନିକ ଟ୍ରିବ୍ୟୁନାଲ(ସ୍ୟାଟ୍‌) ଉଚ୍ଛେଦ ପ୍ରକ୍ରିୟା ଆଉ ପାଦେ ଆଗେଇଛି। କଟକ, ଭୁବନେଶ୍ୱର, ବ୍ରହ୍ମପୁର, ସମ୍ବଲପୁର ବେଞ୍ଚରେ ପଡ଼ି ରହିଥିବା ମାମଲାକୁ ହାଇକୋର୍ଟକୁ ସ୍ଥାନାନ୍ତର କରିବା ପାଇଁ ଆଦେଶ ହୋଇଛି। ସାଟ୍‌ ଉଚ୍ଛେଦ ନେଇ ଆଗତ ମାମଲାର ଶୁଣାଣି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri