କଟକ

ରାତି ଅଧରେ ରୋଗୀ ପାଇବେ ମାଗଣା ଔଷଧ

କଟକ ଅଫିସ,୨୨ା୧:ଏଣିକି ରାତି ଅଧରେ ଏସ୍‌ସିବି ମେଡିକାଲକୁ ଆସୁଥିବା ରୋଗୀଙ୍କୁ ସମସ୍ତ ପ୍ରକାର ସରକାରୀ ସହାୟତା ଯୋଗାଇ ଦିଆଯିବ। ରୋଗୀଙ୍କୁ ୨୪ ଘଣ୍ଟିଆ ସହାୟତା ଯୋଗାଇବା ପାଇଁ ଦିନରାତି ଖୋଲା ରହିବ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ)ର କାଉଣ୍ଟର। ରୋଗୀ…

ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ: ଅଧ୍ୟାପକଙ୍କୁ କୋର୍ଟଚାଲାଣ

କଣ୍ଟାପଡା,୨୧।୧(ଡି.ଏନ୍‌.ଏ.): ଟ୍ୟୁଶନ ଲାଗି କୋଚିଂ ସେଣ୍ଟରକୁ ଯାଇଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଓଲଟପୁର ପୋଲିସ ଜଣେ ଅଧ୍ୟାପକଙ୍କୁ ଗିରଫକରି ମଙ୍ଗଳବାର କୋର୍ଟଚାଲାଣ କରିଛି। ଗିରଫ ଅଧ୍ୟାପକ ହେଲେ କଟକ ଜିଲ୍ଲା ଅଡଶପୁର ଉଦୟନାଥ ମହାବିଦ୍ୟାଳୟ ବାଣିଜ୍ୟ ବିଭାଗ…

ଏସ୍‌ସିବି ପ୍ରସୂତି ରୋଗ ବିଭାଗ ହେବ ସେଣ୍ଟର ଅଫ ଏକ୍ସିଲେନ୍ସ

କଟକ ଅଫିସ, ୨୧। ୧: ଏସ୍‌ସିବି ମେଡିକାଲର ସ୍ତ୍ରୀ ଓ ପ୍ରସୂତି ରୋଗ ବିଭାଗ ଉତ୍କର୍ଷ ପ୍ରତିଷ୍ଠାନ ବା ସେଣ୍ଟର ଅଫ ଏକ୍ସିଲେନ୍ସ ମାନ୍ୟତା ପାଇବ। ୨୧୦ ବେଡ୍‌ ବିଶିଷ୍ଟ ଏହି ବିଭାଗରେ ଏବେ ବିଇଏମ୍‌ଓସି, ଇଏମ୍‌ଓସି, ଦକ୍ଷତା, ନବଜାତ ଶିଶୁ…

ସାର୍ବଜନୀନ ହେଉନି ଜଷ୍ଟିସ୍‌ ସି.ଆର. ପାଲ୍‌ କମିଶନ ରିପୋର୍ଟ: ହାଇକୋର୍ଟରେ ମାମଲା, ସରକାରଙ୍କୁ ନୋଟିସ

କଟକ ଅଫିସ,୨୧।୧ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନିମନ୍ତେ ରାଜ୍ୟର ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଆନ୍ଦୋଳନ ହୋଇଥିଲା। ଉପରୋକ୍ତ ଅଞ୍ଚଳରେ ବେଞ୍ଚ ପ୍ରତିଷ୍ଠା ସ୍ଥିତି ସମ୍ପର୍କରେ ଅନୁଧ୍ୟାନ ପାଇଁ ଜଷ୍ଟିସ୍‌ ସି.ଆର. ପାଲ୍‌ଙ୍କ ଅଧ୍ୟକ୍ଷତାରେ ୨୦୦୮ ମାର୍ଚ୍ଚ ୧୧ ତାରିଖରେ ଏକ କମିଶନ…

କ୍ଷୁଦ୍ର ଜଳବିଦ୍ୟୁତ୍‌ ପ୍ରକଳ୍ପକୁ ନେଇ ଏନ୍‌ଜିଟିରେ ମାମଲା: ତଦନ୍ତ ରିପୋର୍ଟ ମାଗିଲେ ଟ୍ରିବ୍ୟୁନାଲ

କଟକ ଅଫିସ,୨୦।୧: କୋରାପୁଟ ଜିଲା ଡୁମୋଜୋରି ନିକଟରେ ନିର୍ମାଣ ଚାଲିଥିବା କ୍ଷୁଦ୍ର ଜଳବିଦ୍ୟୁତ୍‌ ପ୍ରକଳ୍ପକୁ ନେଇ ଏନ୍‌ଜିଟିରେ ମାମଲା ରୁଜୁ ହୋଇଛି। ମାମଲାର ଶୁଣାଣି କରି ଏନ୍‌ଜିଟିଙ୍କ ପକ୍ଷରୁ କେନ୍ଦ୍ର ପରିବେଶ ମନ୍ତ୍ରଣାଳୟର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟକୁ ୩ ସପ୍ତାହ ମଧ୍ୟରେ…

ବାଲିଆପାଳ ଆବାସ ଯୋଜନା ଦୁର୍ନୀତି: ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ଅଫିସ,୧୮ା୧- ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ସରକାରଙ୍କ ଆବାସ ଯୋଜନା ବଣ୍ଟନରେ ବ୍ୟାପକ ଦୁର୍ନୀତି ହୋଇଛି। ଏଥିରେ ସରକାରୀ କର୍ମଚାରୀମାନଙ୍କ ଭୂମିକା ରହିଛି। ଏ ସମ୍ପର୍କରେ ସ୍ଥାନୀୟ ଲୋକେ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳି…

ବାରବାଟୀ-କଟକ ନିର୍ବାଚନୀ ମାମଲାରେ ମୋକିମଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ

କଟକ ଅଫିସ,୧୮ା୧: ବାରବାଟୀ-କଟକ ବିଧାନସଭା ନିର୍ବାଚନୀ ମାମଲାକୁ ନେଇ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାରେ ବିଧାୟକ ମହମ୍ମଦ ମୋକିମଙ୍କ ପକ୍ଷରୁ ବରିଷ୍ଠ ଆଡଭୋକେଟ ବିଦ୍ୟାଧର ମିଶ୍ର ଶୁକ୍ରବାର ଯୁକ୍ତି ଉପସ୍ଥାପନ କରିଥିଲେ। ଶୁକ୍ରବାର ଶୁଣାଣି ଅଧାରେ ରହିଥିଲା। ମାମଲାର ପରବର୍ତ୍ତୀ ଶୁଣାଣି…

ପୁଞ୍ଜିଲାଲଙ୍କ ଅଡୁଆ ବଢ଼ିଲା

କଟକ ଅଫିସ,୧୮ା୧: ବଲାଙ୍ଗୀର ଜିଲା ପାଟଣାଗଡ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ପାଇଁ ଅଡୁଆ ବଢିଛି। ପୁଞ୍ଜିଲାଲଙ୍କ ଜାମିନ ପାଇଁ ତାଙ୍କ ଓକିଲ ହାଇକୋର୍ଟ ଆସିଛନ୍ତି। ବିଚାରପତି ଜଷ୍ଟିସ ଅକ୍ଷୟ କୁମାର ମିଶ୍ର ଏହି ଜାମିନ ଆବେଦନର…

ଜାତୀୟ ଷ୍ଟ୍ରିଟ୍‌ ଫୁଡ୍‌ ଫେଷ୍ଟିଭାଲରେ ବାବୁଲା ଦହିବରା ପୁରସ୍କୃତ

କଟକ ଅଫିସ,୧୮ା୧: ନୂଆଦିଲ୍ଲୀର ଜବାହରଲାଲ ନେହେରୁ ଷ୍ଟାଡିୟମରେ ୧୧ତମ ଜାତୀୟ ଷ୍ଟ୍ରିଟ୍‌ ଫୁଡ୍‌ ଫେଷ୍ଟିଭାଲ ଅନୁଷ୍ଠିତ ହୋଇଯାଇଛି। ଏଥିରେ କଟକ ଦେଉଳସାହିର ପ୍ରଦୀପ୍ତ କୁମାର ସାହୁ ଓରଫ ବାବୁଲାଙ୍କ ଦହିବରା ଷ୍ଟଲ୍‌ ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକ ମଧ୍ୟରେ ପ୍ରଥମ ସ୍ଥାନ ହାସଲ କରିଛି।…

୮ ଟନ୍‌ ଚୋରି ହାର୍ଡ-କୋକ୍‌ ଜବତ

ଚୌଦ୍ୱାର,୧୮ା୧(ଡି.ଏନ୍‌.ଏ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ଚାନ୍ଦୋଳ ଅଞ୍ଚଳରୁ ଚୋରି ହୋଇଥିବା ଏକ ହାର୍ଡ-କୋକ୍‌ ଟ୍ରକ୍‌କୁ ଚୌଦ୍ୱାର ପୋଲିସ ୫୫ନମ୍ବର ଜାତୀୟ ରାଜପଥର କଜଳଖଣା ନିକଟସ୍ଥ ଏକ ଢାବା ସମ୍ମୁଖରୁ ଶୁକ୍ରବାର ଉଦ୍ଧାର କରିଛି। ଏହାସହ ଉକ୍ତ ଟ୍ରକ୍‌ରୁ ଚୋରି…

ନିଯୁକ୍ତି ଦାବିରେ କାରଖାନା ଆଗରେ ଧାରଣା

ଖୁଣ୍ଟୁଣୀ,୧୮ା୧( ଡି.ଏନ.ଏ .): ଖୁଣ୍ଟୁଣୀ ଥାନା ଅଧୀନ ରାଧାଶ୍ୟାମପୁରଠାରେ ପ୍ରତିଷ୍ଠିତ ଏକ ସିମେଣ୍ଟ କାରଖାନାକୁ ଜମି ଦେଇ ନିଯୁକ୍ତି ଓ ଅନ୍ୟାନ୍ୟ ସୁବିଧା ପାଇ ନ ଥିବା ୪୦ରୁ ଊର୍ଦ୍ଧ୍ୱ ପରିବାର ଶୁକ୍ରବାର କାରଖାନାର ମୁଖ୍ୟ ଫାଟକ ଆଗରେ ଧାରଣା ଦେଇଥିଲେ।…

ଖୁଣ୍ଟୁଣୀ କଲେଜରେ ସଡ଼କ ସୁରକ୍ଷା ସପ୍ତାହ

ଖୁଣ୍ଟୁଣୀ,୧୮ା୧( ଡି.ଏନ.ଏ.): ଖୁଣ୍ଟୁଣୀ କଲେଜ ପରିସରରେ ଶୁକ୍ରବାର ୩୧ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ପାଳିତ ହୋଇଯାଇଛି। ଏହି ଅବସରରେ ଛାତ୍ରୀଛାତ୍ରମାନେ ଏକ ସଚେତନତା ଶୋଭାଯାତ୍ରାରେ ବାହାରିଥିଲେ। କଟକ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ, ଖୁଣ୍ଟୁଣୀ ଟ୍ରକ୍‌ ମାଲିକ ସଂଘ ଏବଂ ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?