କଟକ

ଏସ୍‌ସିବି ଅଧୀକ୍ଷକଙ୍କ ଷ୍ଟେନୋ କୋଟିପତି: ଠାବହେଲା ୧ କୋଟି ୩ ଲକ୍ଷ ୬୪ ହଜାର ୮୮୦ ଟଙ୍କାର ସମ୍ପତ୍ତି

କଟକ ଅଫିସ, ୫ା୧୨: ଏସ୍‌ସିବି ମେଡିକାଲ ଅଧୀକ୍ଷକଙ୍କ ଷ୍ଟେନୋ ପ୍ରମୋଦ କୁମାର ବସନ୍ତରାଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। କଟକ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତଙ୍କ ପକ୍ଷରୁ ଜାରି ତଲାସି ୱାରେଣ୍ଟ ବଳରେ ଭିଜିଲାନ୍ସ କଟକ ଡିଭିଜନ ଅଧିକାରୀମାନେ…

‘କାଜି’ ପଦବୀରୁ କାଜିବଜାର

କଟକ ଅଫିସ, ୫ା୧୨: ବାଉନ ବଜାର ତେପନ ଗଳିର ସହର କଟକ। ଯଦିଓ ଏବେ ଏହି ଐତିହାସିକ ସହରରେ ଶହେ ବଜାର ହଜାରେ ଗଳି ସୃଷ୍ଟି ହେଲାଣି ତଥାପି କଟକ ସହିତ ଏହି ଢଗଟି ଚିରକାଳ ଧରି ରହିଆସିଛି। ଏହି ପ୍ରାଚୀନ…

ସେମିଷ୍ଟର ପରୀକ୍ଷା ବିରୋଧରେ ବିକ୍ଷୋଭ

କଟକ ଅଫିସ, ୪।୧୨: ରାଜାବଗିଚାସ୍ଥିତ ନେତାଜୀ ସୁଭାଷ ମେମୋରିଆଲ ସିଟି କଲେଜରେ ସେମିଷ୍ଟର ପରୀକ୍ଷା ପ୍ରତିବାଦରେ ବୁଧବାର ଛାତ୍ରୀଛାତ୍ରମାନେ କଳେଜ ମୁଖ୍ୟ ଫାଟକ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରେ ଅଧ୍ୟକ୍ଷ ଡ. ଦେବାଶିଷ ଜେନାଙ୍କୁ ଏକ ସ୍ମାରକପତ୍ର ଦେଇଥିଲେ। ଚଳିତ…

ଅଯୋଗ୍ୟଙ୍କୁ କାଟିବା, ଯୋଗ୍ୟଙ୍କୁ ସହାୟତା ଦାବିରେ ତହସିଲ ସମ୍ମୁଖରେ ଧାରଣା

କଣ୍ଟାପଡା,୪।୧୨(ଡି.ଏନ୍‌.ଏ.): ବାତ୍ୟା ଫନୀରେ ଆଦୌ ଘର ନ ଭାଙ୍ଗି ଚଞ୍ଚକତା କରି ସରକାରୀ ସହାୟତା ନେଇଥିବା ଅଯୋଗ୍ୟ ହିତାଧିକାରୀଙ୍କଠାରୁ ସହାୟତା ଅର୍ଥ ଫେରାଇଆଣି ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଦାନ ଓ ଘର ଭାଙ୍ଗିଥିଲେ ମଧ୍ୟ ଅଦ୍ୟାବଧି ସହାୟତା ନ ମିଳିବା ପ୍ରତିବାଦରେ କଣ୍ଟାପଡା…

ସୁନାରେ ଖାଦ ମିଶୁଥିବା କଥାକୁ ଖଣ୍ଡନ କଲା ରାଜ୍ୟ ଜୁଏଲେରୀ ସଂଘ

କଟକ ଅଫିସ,୪।୧୨: ରାଜ୍ୟର ଛୋଟରୁ ବଡ଼ ସୁନା ଦୋକାନୀମାନେ ଗ୍ରାହକଙ୍କୁ ଠକୁଥିବା ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯିବା ପରେ ଏହାକୁ ଖଣ୍ଡନ କରିଛି ରାଜ୍ୟ ଜୁଏଲେରୀ ସଂଘ। ବୁଧବାର କଟକରେ ଏକ ଖବରଦାତା ସମ୍ମିଳନୀରେ ବ୍ୟବସାୟୀମାନେ ଏହାକୁ ଖଣ୍ଡନ କରିବା ସହ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଏସ୍‌ସିବି ମେଡିକାଲର ବରିଷ୍ଠ ଷ୍ଟେନୋଗ୍ରାଫରଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

କଟକ ଅଫିସ,୪।୧୨: କଟକ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲ ଅଧୀକ୍ଷକଙ୍କ କାର୍ଯ୍ୟାଳୟର ବରିଷ୍ଠ ଷ୍ଟେନୋଗ୍ରାଫର ପ୍ରମୋଦ କୁମାର ବସନ୍ତରାୟଙ୍କ ଘରେ ବୁଧବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କର କଟକସ୍ଥିତ ବାସଘର ସମେତ…

କାଳ ସାଜିଛି ରଙ୍ଗ୍‌ ସାଇଡ୍‌ ଡ୍ରାଇଭିଂ:ଟୁଇନ୍‌ ସିଟିରେ ୨୦୦ ସ୍ଥାନ ଚିହ୍ନଟ, ୬୦ ଅତି ସମ୍ବେଦନଶୀଳ

ଭୁବନେଶ୍ୱର,୪ା୧୨(ବ୍ୟୁରୋ):ରଙ୍ଗ୍‌ ସାଇଡ୍‌ ଡ୍ରାଇଭିଂ ଯୋଗୁ ଅଧିକାଂଶ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ଡିସେମ୍ବର ୧ରୁ ରାଜ୍ୟରେ ନୂଆ ମୋଟର ଯାନ ଆଇନକୁ କଡ଼ାକଡ଼ି କରାଯାଇଥିବାବେଳେ ୧୦ ଟ୍ରଫିକ ନିୟମ ଉଲ୍ଲଂଘନକାରୀ ଧରପଗଡ଼ ଚାଲିଛି। ତେବେ କଟକ ଓ ଭୁବନେଶ୍ୱର ଟୁଇନ୍‌ସିଟିରେ…

ରେଭେନ୍‌ଶାରେ ଲୋକପ୍ରିୟ ନାଁ ‘ବୋପା’,୬୨ ବର୍ଷ ହେବ ବିକୁଛନ୍ତି ପାଉଁରୁଟି

କଟକ ଅଫିସ,୪ା୧୨:ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ‘ବୋପା’ ନାମ ସହ ଅନେକେ ପରିଚିତ। ଛାତ୍ରୀଛାତ୍ରଙ୍କଠାରୁ ଆରମ୍ଭ କରି ଅଧ୍ୟାପିକାଅଧ୍ୟାପକମାନେ ମଧ୍ୟ ତାଙ୍କୁ ସେହି ନାମରେ ଡାକନ୍ତି। ଏଠାରେ ଶିକ୍ଷାଲାଭ କରି ଏବେ ରାଜ୍ୟ ରାଜନୀତିର ମନ୍ତ୍ରୀ, ବିଧାୟକ ପଦବୀରେ ଥିବା ନେତାଙ୍କ ପାଖରେ ମଧ୍ୟ…

ପଶ୍ଚିମ ଓଡ଼ିଶା ବନ୍ଦ ମାମଲା:ଗୁମର ଖୋଲିଦେଲା ଆୟକର ବିଭାଗ, ରାଜ୍ୟ ସରକାରଙ୍କୁ ଜବାବ ଦାଖଲ ଆଦେଶ

କଟକ ଅଫିସ, ୪ା୧୨:ପଶ୍ଚିମ ଓଡ଼ିଶାରେ ଆଇନଜୀବୀଙ୍କ ପକ୍ଷରୁ ଚାଲିଥିବା ଆନ୍ଦୋଳନ ପରେ ବି ସେଠାରେ ସବୁ ଠିକ୍‌ଠାକ୍‌ ଚାଲିଥିବା ରାଜ୍ୟ ସରକାର ହାଇକୋର୍ଟଙ୍କୁ ସତ୍ୟପାଠ ମାଧ୍ୟମରେ ଅବଗତ କରାଇଥିଲେ। ମାତ୍ର ଏହି ଆନ୍ଦୋଳନ ଯୋଗୁ ସରକାରୀ କାର୍ଯ୍ୟାଳୟଗୁଡ଼ିକ କିଭଳି ବାଧାପ୍ରାପ୍ତ ହେଉଛି…

ଛତ୍ରବଜାରରେ ପିଆଜ ଦର ୧୨୦ ଛୁଇଁଲା

କଟକ ଅଫିସ୍‌,୪।୧୨: ଗଲା କିଛି ଦିନ ଧରି ପିଆଜର ଉତ୍କଟ ଅଭାବ ସୃଷ୍ଟି ହୋଇଥିବା ବେଳେ ବୁଧବାର ଦର ରେକର୍ଡ ଭାଙ୍ଗିଛି। ସପ୍ତାହକ ତଳେ ପିଆଜ କିଲୋ ପ୍ରତି ୮୦ରୁ ୧୦୦ ଟଙ୍କାରେ ବିକ୍ରି ହେଉଥିବା ବେଳେ ଶହେ ୧୨୦ ଟପିଛି।…

ସ୍ମିତାରାଣୀ ମୃତ୍ୟୁ ମାମଲା:ହାଇକୋର୍ଟରେ ରୂପେଶ ଭଦ୍ର

କଟକ ଅଫିସ, ୩ା୧୨:ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳ ମୃତ୍ୟୁ ମାମଲାରେ ଗିରଫ ହୋଇଥିବା ରୂପେଶ ଭଦ୍ର ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଗତ ଶୁକ୍ରବାର ଯାଜପୁର ଜିଲା ଓ ଦୌରାଜଜ ରୂପେଶଙ୍କ…

ଆନ୍ନାକୋଣ୍ଡାର ସ୍ବାସ୍ଥ୍ୟାବସ୍ଥା ପରଖିଲେ ମାଡ୍ରାସ ଚିକିତ୍ସକ

ବାରଙ୍ଗ,୩ା୧୨(ଡି.ଏନ୍‌.ଏ)- ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ନୂଆ ଅତିଥି ଭାବେ ଆସିଥିବା ଦୁଇଟି ଆନ୍ନକୋଣ୍ଡାର ମୃତ୍ୟୁ ଘଟଣାକୁ କର୍ତ୍ତୃପକ୍ଷ ଗୁରୁତର ସହ ନେଇଛନ୍ତି। ଏ ନେଇ ସୋମବାର ମାଡ୍ରାସ କ୍ରୋକୋଡାଇଲ ବ୍ୟାଙ୍କ ଟ୍ରଷ୍ଟରୁ ସହକାରୀ ନିର୍ଦ୍ଦେଶକ ତଥା କୁମ୍ଭୀର ବିଶେଷଜ୍ଞ ଡ.ଅଜୟ କାର୍ତ୍ତିକେୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri