କଟକ

ବାରଙ୍ଗ କାଚ କାରଖାନା ପ୍ରତିଷ୍ଠାତାଙ୍କ ପରଲୋକ

ନରାଜ, ୨୧।୧୧(ଡି.ଏନ୍‌.ଏ.): ବାରଙ୍ଗ କାଚ କାରଖାନାର ପ୍ରତିଷ୍ଠାତା ଯୁଗଳ କିଶୋର ଝୁନଝୁନୱାଲାଙ୍କ ୮୯ ବର୍ଷରେ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଅପରାହ୍ନରେ ତାଙ୍କ ମୃତ୍ୟୁ ଘଟିଛି। କିଛି ଦିନ ହେବ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ଶିଳ୍ପପତି ଭାବେ…

ମନ ମୋହିଲା ରଙ୍ଗାରଙ୍ଗ କାର୍ଯ୍ୟକ୍ରମ

କଟକ ଅଫିସ, ୨୧।୧୧: ବାଲିଯାତ୍ରାର ଅନ୍ତିମ ସନ୍ଧ୍ୟାରେ ଗଣକବି ବୈଷ୍ଣବ ପାଣି ମଞ୍ଚ ଓ ମହାନଦୀ ମଞ୍ଚରେ ଓଡ଼ିିଶାର ସଂସ୍କୃତି, ପରମ୍ପରା ଓ ଐତିହ୍ୟକୁ ନେଇ ବିଭିନ୍ନ ନୃତ୍ୟ ଓ ଗୀତ ପରିବେଷଣ କରାଯାଇଥିଲା। ଲୋକେ ଏହି କାର୍ଯ୍ୟକ୍ରମର ମଜା ଉଠାଇଥିଲେ।…

ସରିଲା ବାଲିଯାତ୍ରା: ପୁଣି ଆସନ୍ତା ବର୍ଷକୁ ଅପେକ୍ଷା

କଟକ ଅଫିସ, ୨୧।୧୧: ୯ ଦିନ ଧରି ଚାଲିଥିବା ଐତିହାସିକ କଟକ ବାଲିଯାତ୍ରା ବୁଧବାର ଶେଷ ହୋଇଛି। ଏଥିରେ ୫ ଲକ୍ଷ ଲୋକଙ୍କ ସମାଗମ ହୋଇଥିବାବେଳେ ୯ ଦିନରେ ୫୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର କାରବାର ହୋଇଥିବା ପ୍ରାରମ୍ଭିକ ଆକଳନ କରାଯାଇଛି।…

ଶୌଚ ହେବାକୁ ଯାଇ ପୋଖରୀରେ ବୁଡ଼ିଗଲେ, ବୃଦ୍ଧ ମୃତ

କଣ୍ଟାପଡ଼ା,୨୦।୧୧(ଡି.ଏନ୍‌.ଏ.): କଟକ ଜିଲା ଓଲଟପୁର ଥାନା ଅନ୍ତର୍ଗତ ବରାହୀପୁର ଗ୍ରାମରେ ବୁଧବାର ପୋଖରୀରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ରାଜୀବ ନାୟକ(୬୦)। ରାଜୀବ ସକାଳେ ଶୌଚ ହେବାପାଇଁ ଗ୍ରାମ ନିକଟସ୍ଥ ଗୋବର ଗାଡ଼ିଆକୁ ଯାଇଥିଲେ। ସେଠାରେ ତାଙ୍କର…

ଆଜି ସରିବ ବାଲିଯାତ୍ରା

ଐତିହାସିକ କଟକ ବାଲିଯାତ୍ରାର ମଙ୍ଗଳବାର ଥିଲା ଅଷ୍ଟମ ଦିନ। ବିଭିନ୍ନ ସ୍ଥାନରୁ ଆସିଥିବା ଲୋକମାନେ ବାଲିଯାତ୍ରାରେ ବିଭିନ୍ନ ଷ୍ଟଲ ବୁଲିବା ସହ ଚାଟ୍‌, ଗୁପ୍‌ଚୁପ୍‌, ଠୁଙ୍କାପୁରୀ ଓ ଫାଷ୍ଟଫୁଡ ଖାଦ୍ୟର ମଜା ନେଇଥିଲେ। ତେବେ ପୂର୍ବଦିନ ଅପେକ୍ଷା ମଙ୍ଗଳବାର ଭିଡ କମ୍‌…

କେକେଙ୍କ ଗୀତରେ ଦର୍ଶକ ମତୁଆଲା

କଟକ ଅଫିସ, ୨୦-୧୧:‘ୟାରୋ ଦୋସ୍ତି ବଡିହି ହସିନ୍‌ ହେ, ୟେ ନା ହୋ ତୋ କ୍ୟା ଫିର ବୋଲୋ ୟେ ଜିନ୍ଦେଗି ହେ’ ଗୀତରେ ମତୁଆଲା ହୋଇଛନ୍ତି ଦର୍ଶକ। ବାଲିଯାତ୍ରା ପଡିଆର ଗଣକବି ବୈଷ୍ଣବ ପାଣି ମଞ୍ଚରେ ବଲିଉଡ କଣ୍ଠଶିଳ୍ପୀ କ୍ରିଷ୍ଣାକୁମାର…

ମହାନଦୀ ବସ୍‌ ଦୁର୍ଘଟଣାକୁ ବର୍ଷେ ପୂରିଲା: ସାର୍ବଜନୀନ ହୋଇନି ତଦନ୍ତ ରିପୋର୍ଟ

କଟକ ଅଫିସ, ୨୦-୧୧:୨୦୧୮ ନଭେମ୍ବର ୨୦। ସେଦିନ ଥାଏ ମଙ୍ଗଳବାର। ସନ୍ଧ୍ୟା ପାଖାପାଖି ସାଢେ ୬ଟା। ବଡ଼ଓଷା ପାଇଁ ଲୋକେ ପ୍ରସ୍ତୁତ ହେଉଥିବାବେଳେ ଆସିଲା ଅତ୍ୟନ୍ତ ଦୁଃଖଦାୟକ ଖବର। ତାଳଚେରରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ଏକ ଯାତ୍ରୀବାହୀ ବସ୍‌ (ନଂ. ଓଡି୩୫ଏ-୦୨୧୧)…

ପଶ୍ଚିମ ଓଡ଼ିଶା ବନ୍ଦ ଘଟଣା: ଆଇନଜୀବୀଙ୍କୁ ସୁରକ୍ଷା ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୧୯ା୧୧:ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଆଇନଜୀବୀମାନେ ପଶ୍ଚିମ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି। ଦୀର୍ଘଦିନ ଧରି ଏହି ଆନ୍ଦୋଳନ ଚାଲୁ ରହିଥିବାରୁ ପଶ୍ଚିମ ଓଡ଼ିଶାରେ ଥିବା ବିଭିନ୍ନ ଅଦାଲତରେ ମାମଲା ପରିଚାଳନାରେ ଅସୁବିଧା ସୃଷ୍ଟି ହୋଇଛି। ଏ ନେଇ…

ପୁଅକୁ ତାଲା ପକାଇ ରଖୁଥିଲେ ମା’

କଟକ ଅଫିସ,୧୮ା୧୧: ୯ ବର୍ଷର ନାବାଳକଙ୍କୁ ଘର ଭିତରେ ରଖି ବାହାର ପଟୁ ତାଲା ଦେଇ କର୍ମକ୍ଷେତ୍ରକୁ ଯାଉଥିଲେ ମା’। ସିଡିଏ ବିରେନ ମିତ୍ର ପାର୍କ ନିକଟରେ ରବିବାର ଏଭଳି ଘଟଣା ଦେଖିବାକୁ ମିଳିଛି। ଦୈନିକ ମା’ ଜଣଙ୍କ ନାବାଳକଙ୍କୁ ତାଲା…

ବାଲିଯାତ୍ରା: ଦିନ ବିତୁଛି, ଭିଡ଼ ଜମୁଛି

କଟକ ଅଫିସ,୧୭।୧୧: ଐତିହାସିକ କଟକ ବାଲିଯାତ୍ରା ଶନିବାର ପଞ୍ଚମ ଦିନରେ ପହଞ୍ଚିଛି। ଦିନ ଯେତିକି ବିତିବାରେ ଲାଗିଛି ସେହି ଅନୁସାରେ ଲୋକଙ୍କ ଭିଡ ଜମିବାରେ ଲାଗିଛି। ସନ୍ଧ୍ୟା ହେଲେ ରଙ୍ଗବେରଙ୍ଗର ଆଲୋକମାଳାରେ ମହାନଦୀ ପଠା ଝଲସୁଛି। ଏଥିସହ ବାଲିଯାତ୍ରାର ଉପର ଓ…

ବାଦାମବାଡ଼ି ଥାନା ଅଧିକାରୀଙ୍କ ଅନୁଭୂତି: ଆଖି ସାମ୍ନାରେ ମାଓବାଦୀଙ୍କ ଗୁଳିରେ ଟଳିଥିଲେ ସାଥୀ

ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ପୋଲିସର ପ୍ରମୁଖ ଦାୟିତ୍ୱ। ଏହି ଦାୟିତ୍ୱ ସମ୍ପାଦନରେ ଅନେକ ପୋଲିସ କର୍ମଚାରୀ ନିଜ ଜୀବନ ଉତ୍ସର୍ଗ କରିଥିବା ନଜିର ରହିଛି। ଅନେକେ ନିଜର କର୍ତ୍ତବ୍ୟ ସମ୍ପାଦନା କରୁଥିବାବେଳେ ମୃତ୍ୟୁକୁ ଅତି ନିକଟରୁ ଦେଖିଛନ୍ତି। ଚାକିରି ଜୀବନରେ ଏଭଳି…

ଗାନ୍ଧିଜୀଙ୍କ ମୃତ୍ୟୁକୁ ନେଇ ପ୍ରକାଶିତ ଭୁଲତଥ୍ୟ ପ୍ରତିବାଦରେ ବିକ୍ଷୋଭ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

କଣ୍ଟାପଡା,୧୬।୧୧(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ଓଡ଼ିଆ ପତ୍ରିକା ‘ଆମ ବାପୁଜୀ ଏକ ଝଲକ’ରେ ଗାନ୍ଧିଜୀଙ୍କ ମୃତ୍ୟକୁ ଆକସ୍ମିକ ବୋଲି ଦର୍ଶାଯାଇଥିଲା। ଏହାର ପ୍ରତିବାଦରେ ଗ୍ରାମୀଣ ସେବକ ସମାଜ ପକ୍ଷରୁ କଣ୍ଟାପଡା ତହସିଲଦାରଙ୍କ କାର୍ଯ୍ୟାଳୟ ସମ୍ମୁଖରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri