କଟକ

ବ୍ୟାପକ ହେଉଛି ଚୋରା ଗଞ୍ଜେଇ ଚାଷ: କ୍ଷତି ସହୁଛି ରାଜକୋଷ

କଟକ ଅଫିସ,୧୪-୧:ରାଜ୍ୟରେ ବଢୁଛି ଗଞ୍ଜେଇ ଚାଷ। ଏହି ଚାଷ ପାଇଁ କ୍ଷତି ସହୁଛି ରାଜ୍ୟ ରାଜକୋଷ। କାରଣ ଗଞ୍ଜେଇ ଚାଷକୁ ରୋକିବା ଓ ନଷ୍ଟ କରିବା ପାଇଁ ସରକାରଙ୍କ ପକ୍ଷରୁ ଅବକାରୀ, ପୋଲିସ, ରାଜସ୍ବ ଓ ଜଙ୍ଗଲ ବିଭାଗ ଅଧିକାରୀମାନଙ୍କୁ ନେଇ…

୩୦ଫୁଟ ତଳକୁ ଖସିଲା ଯାତ୍ରୀବାହୀ ବସ୍‌:୧୨ ଆହତ ୪ ଗୁରୁତର

ଆଠଗଡ,୧୩ା୧ (ସ୍ବ.ପ୍ର.)- ଖୁଣ୍ଟୁଣୀ-ନରସିଂହପୁର ୬୫ନଂ ରାଜ୍ୟ ରାଜପଥର ଆଠଗଡ଼ ଥାନା ଅନ୍ତର୍ଗତ ଗୁଣ୍ଡିଚାପୁର ଗ୍ରାମ ନିକଟରେ ସୋମବାର ଅପରାହ୍ନରେ ଏକ ଘରୋଇ ବସ୍‌ ଭାରସାମ୍ୟ ହରାଇ ୩୦ ଫୁଟ ତଳକୁ ଖସି ଧାନ ଜମିରେ ପଡ଼ିଛି। ଦୁର୍ଘଟଣାରେ ବସ୍‌ରେ ଥିତ୍ବା ୩୫…

ଓସ୍କାର ଦୌଡ଼ରେ ଥିବା ଚଳଚ୍ଚିତ୍ରରେ ଶୁଭ୍ରାଂଶୁ

କଟକ ଅଫିସ୧୩ା୧:: ଚଳିତବର୍ଷ ‘ଓସ୍କାର’ ଆୱାର୍ଡ ଦୌଡ଼ରେ ରହିଛି ବିଶ୍ୱର ୩୦୦ରୁ ଊର୍ଦ୍ଧ୍ୱ ଫିଲ୍ମ। ଏହି ଦୌଡରେ ସାମିଲ ହୋଇଛି ବଲିଉଡର ଏକ ଚଳଚ୍ଚିତ୍ର ‘ଲାଷ୍ଟ କଲର’। ବିକାଶ ଖାନାଙ୍କ ନିର୍ଦ୍ଦେଶନାରେ ପ୍ରସ୍ତୁତ ଏହି ଚଳଚ୍ଚିତ୍ରରେ ଡାଇରେକ୍ଟର ଅଫ୍‌ ଫଟୋଗ୍ରାଫି(ଡିଓପି) ତଥା…

ପ୍ରେମରେ ପ୍ରତାରଣା ପରେ ଆତ୍ମହତ୍ୟା ଘଟଣା: ଯୁବତୀଙ୍କ ବିରୋଧରେ ଅଭିଯୋଗ କଲେ ମୃତକଙ୍କ ଭାଇ

କଟକ ଅଫିସ, ୧୩ା୧: ଯୁବତୀଙ୍କ ନିକଟରୁ ପ୍ରତାରଣାର ଶିକାର ହେବା ପରେ ମନୋଜ ସ୍ବାଇଁ ନାମକ ଯୁବକ ଶନିବାର କଟକ ଜିଲା ମଧୁପାଟଣା ଥାନା ଅଧୀନ ତାଳଦଣ୍ଡା କେନାଲ ନିକଟ ଟ୍ରେନ୍‌ ଲାଇନରେ ଆତ୍ମହତ୍ୟା କରିଥିଲେ। ହେଲେ ମନୋଜଙ୍କ ବଡଭାଇ ବିନୋଦ…

ଜେଡ୍‌ଏସ୍‌ଆଇ ସହ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ଏମ୍‌ଓୟୁ: ଉଚ୍ଚଶିକ୍ଷା ପାଇଁ ବାଟ ଫିଟିଲା

କଟକ ଅଫିସ,୧୨ା୧: ଭାରତର ଏକ ପୁରାତନ ତଥା ୧୦୩ ବର୍ଷର ସଂସ୍ଥା ଜୁଲୋଜିକାଲ ସର୍ଭେ ଅଫ ଇଣ୍ଡିଆ(ଜେଡ୍‌ଏସ୍‌ଆଇ)ର ବିଶିଷ୍ଟ ବୈଜ୍ଞାନିକମାନଙ୍କ ନିକଟରୁ ଶିକ୍ଷା ହାସଲ କରିବାର ସୁଯୋଗ ଏବେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ର ପାଇବେ। ଏ ନେଇ ଜେଡ୍‌ଏସ୍‌ଆଇ ଓ ରେଭେନ୍‌ଶା…

ଟଙ୍କା ନେଇ ନିର୍ମାଣ କଲେନି ଗୃହ: ୨୨୭ ହିତାଧିକାରୀ ଫେରାଇଲେ ୩୩ ଲକ୍ଷ

କଟକସଦର,୧୨ା୧(ଡି.ଏନ୍‌.ଏ.): ଇନ୍ଦିରା ଆବାସ ନିର୍ମାଣ ପାଇଁ ୨୦୦୦ରୁ ୨୦୧୪ ମସିହା ମଧ୍ୟରେ କାର୍ଯ୍ୟାଦେଶ ଏବଂ ଅନୁଦାନ ପାଇବା ସତ୍ତ୍ୱେ ଯେଉଁମାନେ ଗୃହ ନିର୍ମାଣ କରିନାହାନ୍ତି, ସେମାନଙ୍କ ପାଇଁ ପ୍ରଶାସନ ପକ୍ଷରୁ ଏକ ସ୍ବତନ୍ତ୍ର ସୁବିଧା ଘୋଷଣା କରାଯାଇଥିଲା ା ନେଇଥିବା ଟଙ୍କା…

କୟଳପଡ଼ାରେ ହାତୀ, ଲୋକେ ଭୟଭୀତ

ଚୌଦ୍ୱାର,୧୨ା୧(ଡି.ଏନ୍‌.ଏ.): ଦୀର୍ଘଦିନ ଧରି ଚୌଦ୍ୱାର ଓ ଏହାର ଆଖପାଖ ଅଞ୍ଚଳରେ ପ୍ରାୟ ୨୨ଟି ହାତୀ ଉପଦ୍ରବ ଚଳାଇଥିଲେ। କିଛିଦିନର ନୀରବତା ପରେ ପୁଣି ଶୁକ୍ରବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ଦେଖି ଲୋକେ ଭୟଭୀତ ହୋଇପଡିଛନ୍ତି। ଚଷାପଡା ଗ୍ରାମର ସୁବ୍ରତ ରାଉତ…

ପରମହଂସ ସେତୁରେ ଲୁଟେରାଙ୍କ ଦୌରାତ୍ମ୍ୟ

କଟକସଦର,୧୨ା୧(ଡି.ଏନ୍‌.ଏ.): କାଠଯୋଡ଼ି ନଦୀର ପରମହଂସ ସେତୁରେ ରାତିରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ସନ୍ଧ୍ୟା ହେଲେ କେତେଜଣ ଯୁବକ ସେତୁ ଉପରେ ଆଡ୍ଡା ଜମାଉଛନ୍ତି। ଫଳରେ ପରମହଂସ, ଗୋବିନ୍ଦପୁର, ରାଉତ୍ରାପୁର, କଳପଡ଼ା ଅଞ୍ଚଳର ଲୋକମାନେ ଯିବା ଆସିବାରେ ନିରାପଦ…

ଆତ୍ମହତ୍ୟା ପୂର୍ବରୁ ଭିଡିଓ ଶୁଟିଂ କଲେ ଯୁବକ, ପ୍ରେମିକାଙ୍କ ପ୍ରତାରଣା ସହି ନ ପାରି ଏଭଳି କରିଥିବା କହିଲେ

କଟକ ଅଫିସ,୧୧।୧: ପ୍ରେମିକାଙ୍କ ପ୍ରତାରଣାକୁ ନେଇ ଟ୍ରେନ୍‌ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା। ଏପରିକି ଆତ୍ମହତ୍ୟା କରିବା ପୂର୍ବରୁ ସେ କାରଣ ଦର୍ଶାଇ ଏକ ଭିଡିଓ ଶୁଟିଂ କରିଛନ୍ତି। ତାଳଦଣ୍ଡା କେନାଲ ମାତୃଭବନ ନିକଟ ରେଳଧାରଣାରୁ ଜିଆର୍‌ପି ପୋଲିସ ସମ୍ପୃକ୍ତ ଯୁବକଙ୍କ…

ଏସ୍‌ସିବି ଆଇସିୟୁରୁ ହ୍ୟାଣ୍ଡକଫ୍‌ ଅବସ୍ଥାରେ ଅଭିଯୁକ୍ତ ଚମ୍ପଟ୍‌

କଟକ ଅଫିସ,୧୧।୧: ଏସ୍‌ସିବି ଆଇସିୟୁରୁ ହ୍ୟାଣ୍ଡକଫ୍‌ ଲାଗିଥିବା ଅବସ୍ଥାରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ଅଭିଯୁକ୍ତ ଚମ୍ପଟ୍‌ ମାରିଛନ୍ତି। ତାଙ୍କ ନାମ ହେଉଛି ଆଲୋକ କୁମାର ସାହୁ। ଆଲୋକଙ୍କୁ ଏକ ଚୋରି ମାମଲାରେ ଜଗତ୍‌ସିଂହପୁର ଜିଲା ରଘୁନାଥପୁର ଥାନା ପୋଲିସ ଗିରଫ…

ମାଞ୍ଜାସୂତାରେ ଗୁଡ଼ି ଉଡ଼ାଇବା ନିଷେଧ

କଟକ ଅଫିସ, ୧୧ା୧: କଟକରେ ମାଞ୍ଜାଦିଆ ସୂତା ଗୁଡ଼ିଉଡ଼ା ନିଷେଧ। ଗୁଡ଼ିଉଡାକୁ ପ୍ରଶାସନ ପକ୍ଷରୁ ବନ୍ଦ କରା ନ ଯାଇ ଗୁଡ଼ି ଉଡ଼ା ସମୟରେ କେତେକ ସାବଧାନତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି। ଗୁଡିଉଡା ପାଇଁ ପ୍ରଶାସନ ପକ୍ଷରୁ ୧୦ଟି ସ୍ଥାନ…

ମହାନଦୀରେ ଡଙ୍ଗା ବୁଡ଼ି ଜଣେ ପର୍ଯ୍ୟଟକ ନିଖୋଜ

ବଡମ୍ବା,୧୧ା୧(ଡି.ଏନ୍‌.ଏ.): ମହାନଦୀରେ ନୌବିହାର ବେଳେ ଡଙ୍ଗାବୁଡ଼ି ଜଣେ ପର୍ଯ୍ୟଟକ ନିଖୋଜ ହୋଇଯାଇଥିବାବେଳେ ୨ଜଣଙ୍କୁ ସ୍ଥାନୀୟ କେତେଜଣ ଲୋକ ଉଦ୍ଧାର କରିଛନ୍ତି। ବଡମ୍ବା ଥାନା ଅନ୍ତର୍ଗତ ମା’ଭଟ୍ଟାରିକାଙ୍କ ପୀଠ ନିକଟରେ ଶୁକ୍ରବାର ଅପରାହ୍ନରେ ଘଟିଛି ଏହି ଘଟଣା। ଦେଖଣାହାରୀଙ୍କ କହିବା ମୁତାବକ ସେମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?