କଟକ

ଗୋଟିଏ ନୃତ୍ୟରେ ଦୁଇଟି ରାଜ୍ୟର ସଂସ୍କୃତି

କଟକ ଅଫିସ,୧୬।୧୧: ବାଲିଯାତ୍ରାର ଚତୁର୍ଥ ସନ୍ଧ୍ୟାରେ ଗଣକବି ବୈଷ୍ଣବ ପାଣି ମଞ୍ଚରେ ଶ୍ରୀଜନ ଛାନ୍ଦ ଡ୍ୟାନ୍ସ ଗ୍ରୁପର ଗୋଟିଏ ନୃତ୍ୟରେ ଦୁଇଟି ରାଜ୍ୟର ସଂସ୍କୃତି ଓ ପରମ୍ପରା ଦେଖିବାକୁ ମିଳିଥିଲା। ପଶ୍ଚିମବଙ୍ଗ ଓ ଓଡ଼ିଶାର ସଂସ୍କୃତିକୁ ନେଇ ଗ୍ରୁପର କଳାକାରମାନେ ନୃତ୍ୟ…

ବାଲିଯାତ୍ରାର ଚତୁର୍ଥ ଦିବସ: ଫାଷ୍ଟଫୁଡ ଷ୍ଟଲ୍‌ରେ ଭିଡ଼

କଟକ ଅଫିସ, ୧୬।୧୧: ଶୁକ୍ରବାର ଥିଲା ଐତିହାସିକ କଟକ ବାଲିଯାତ୍ରାର ଚତୁର୍ଥ ଦିନ। ଦିନତମାମ ପଡିଆରେ ଗହଳି ଚହଳି ଲାଗି ରହିଥିଲା। କେତେକ ଲୋକ ଦିନରେ ବାଲିଯାତ୍ରା ବୁଲି ଘରକୁ ଫେରି ଯାଇଥିଲେ। ହେଲେ ଅସଲ ଭିଡ ଦେଖିବାକୁ ମିଳିଥିଲା ସନ୍ଧ୍ୟାରେ।…

ଏସ୍‌ସିବିକୁ ସ୍ବୟଂଶାସିତ ମାନ୍ୟତା ଦାବି: ଲିଖିତ ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହୃତ

କଟକ ଅଫିସ, ୧୬।୧୧: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲକୁ ସ୍ବୟଂଶାସିତ ମହାବିଦ୍ୟାଳୟ ଏବଂ ସ୍ବାସ୍ଥ୍ୟ ବିଶ୍ୱବିଦ୍ୟାଳୟ ମାନ୍ୟତା ଦାବିରେ ସ୍ନାତକ ଛାତ୍ରୀଛାତ୍ରଙ୍କ ଦ୍ୱାରା ଚାଲିଥିବା ଆନ୍ଦୋଳନ ଶୁକ୍ରବାର ପ୍ରତ୍ୟାହୃତ ହୋଇଛି। ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତି ଛାତ୍ରୀଛାତ୍ରଙ୍କ ସମସ୍ୟା…

ପଥ ଉତ୍ସବର ତୃତୀୟ ଦିବସ: ପ୍ରାତଃରେ ଭକ୍ତିଭାବର ପରିବେଶ

କଟକ ଅଫିସ, ୧୬।୧୧: ବାଲିଯାତ୍ରା ପଡିଆରେ ଅନୁଷ୍ଠିତ ପଥ ଉତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ସକାଳୁ ସକାଳୁ ପଥ ଉତ୍ସବକୁ ଉପଭୋଗ କରିବା ପାଇଁ ପହଞ୍ଚିଯାଇଥିଲେ ବହୁ କଟକିଆ। ପ୍ରାତଃ ଭ୍ରମଣ ସାଙ୍ଗକୁ ପଥ ଉତ୍ସବରେ ସଙ୍ଗୀତର ଆସର ସଭିଙ୍କୁ…

ଫାଷ୍ଟଫୁଡ ଷ୍ଟଲ୍‌ରେ ଚଢ଼ାଉ: ୨ କୁଇଣ୍ଟାଲ ଖାଦ୍ୟ ନଷ୍ଟ

କଟକ ଅଫିସ,୧୬।୧୧: କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ଶୁକ୍ରବାର ବାଲିଯାତ୍ରାର ତଳ ଓ ଉପର ପଡ଼ିଆରେ ଥିବା ବିଭିନ୍ନ ଖାଦ୍ୟ ଷ୍ଟଲରେ ଚଢ଼ାଉ କରାଯାଇଥିଲା। ସମସ୍ତ ଖାଦ୍ୟ ଷ୍ଟଲ୍‌ରେ ଯାଞ୍ଚ ସହ ଖାଦ୍ୟ ନମୁନା ଟେଷ୍ଟିଂ କରାଯାଇ ପ୍ରାୟ ୨ କୁଇଣ୍ଟାଲ…

ଆଶୀର୍ବାଦଙ୍କ ଜାମିନ ଆବେଦନ ଶୁଣାଣି: ହାଇକୋର୍ଟରେ ଅତିରିକ୍ତ ସତ୍ୟପାଠ ଦାଖଲ

କଟକ ଅଫିସ, ୧୫ା୧୧- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କ ଜାମିନ ଆବେଦନର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ହୋଇଥିଲା। ଏହି ଶୁଣାଣିରେ ଆଶୀର୍ବାଦଙ୍କ ଓକିଲ ପ୍ରଭୁପ୍ରସନ୍ନ ବେହେରାଙ୍କ ତରଫରୁ ଅତିରିକ୍ତ ସତ୍ୟାପାଠ ଦାଖଲ କରାଯାଇଛି। ଏହି ସତ୍ୟପାଠରେ ଦର୍ଶାଯାଇଛି,…

ଦାଦାବଟି ମାଗିବା ଅଭିଯୋଗରେ ୬ ଗିରଫ: କାର, ବନ୍ଧୁକ, ଗୁଳି ଜବତ

କଟକ ଅଫିସ, ୧୪।୧୧- ଜଗତ୍‌ପୁର ଥାନା ଅଞ୍ଚଳର ଜନୈକ ବ୍ୟକ୍ତିଙ୍କୁ ମାରଣାସ୍ତ୍ର ଦେଖାଇ ଧମକ ଦେବା ଓ ଦାଦାବଟି ମାଗିବା ଅଭିଯୋଗରେ ପୋଲିସ ଏକ ଗ୍ୟାଙ୍ଗର ୬ ଜଣଙ୍କୁ ବୁଧବାର ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ଜଗତ୍‌ପୁର ଥାନା…

ମହିମାନନ୍ଦ ମିଶ୍ରଙ୍କୁ ଜାମିନ: ତଳକୋର୍ଟ ନିର୍ଦ୍ଧାରଣ କରିବେ ଜାମିନ ସର୍ତ୍ତ

କଟକ ଅଫିସ, ୧୪ା୧୧- ପାରାଦୀପ ସିୱେଜ ଶିପିଙ୍ଗ କମ୍ପାନୀ ମ୍ୟାନେଜର ମହେନ୍ଦ୍ର ସ୍ବାଇଁ ହତ୍ୟା ମାମଲାରେ ଗିରଫ ହୋଇ ଜେଲ୍‌ରେ ଥିବା ଶିଳ୍ପପତି ମହିମାନନ୍ଦ ମିଶ୍ରଙ୍କୁ ହାଇକୋର୍ଟ ଗୁରୁବାର ଜାମିନ ପ୍ରଦାନ କରିଛନ୍ତି। ଏଥିସହ ତଳକୋର୍ଟ ଜାମିନ ସର୍ତ୍ତ ରଖିବେ ବୋଲି…

ଜେଲ ଗଲେ ଗ୍ୟାଙ୍ଗ୍‌ଷ୍ଟର ରାଜା ଆଚାର୍ଯ୍ୟ

କଟକ ଅଫିସ/ଭୁବନେଶ୍ୱର, ୧୪।୧୧(ବ୍ୟୁରୋ): ଜେଲ ଗଲେ ଗ୍ୟାଙ୍ଗ୍‌ଷ୍ଟର ସନ୍ଦୀପ ଆଚାର୍ଯ୍ୟ ଓରଫ ରାଜା। କଟକ ସିଜେଏମ୍‌ କୋର୍ଟରେ ଗୁରୁବାର ହାଜର କରାଯିବା ପରେ ତାଙ୍କୁ ଜେଲ ପଠାଯାଇଛି। ସୂଚନାଯୋଗ୍ୟ, ୨୦୦୪ରେ ଏକ ହତ୍ୟା ଉଦ୍ୟମ ଅଭିଯୋଗ ନେଇ ରାଜାଙ୍କ ନାମରେ ମାଲଗୋଦାମ…

ଗ୍ୟାଙ୍ଗ୍‌ଷ୍ଟର ରାଜା ଆଚାର୍ଯ୍ୟ ଗିରଫ

କଟକ ଅଫିସ/ ଭୁବନେଶ୍ୱର (ବ୍ୟୁରୋ), ୧୪ା୧୧: ଗ୍ୟାଙ୍ଗ୍‌ଷ୍ଟର ସନ୍ଦୀପ ଆଚାର୍ଯ୍ୟ ଓରଫ ରାଜାଙ୍କୁ ବୁଧବାର ମଧ୍ୟାହ୍ନରେ କଟକ ମାଲଗୋଦାମ ଥାନା ପୋଲିସ ଭୁବନେଶ୍ୱରର ବରଗଡ଼ ଅଞ୍ଚଳରୁ ଗିରଫ କରିଛି। ୨୦୦୪ ମସିହାରେ ଏକ ହତ୍ୟା ଉଦ୍ୟମ ଅଭିଯୋଗ ନେଇ ରାଜାଙ୍କ ନାମରେ…

ବାଲିଯାତ୍ରାରେ ମୋ’ କଟକ ପାଭିଲିୟନ

କଟକ ଅଫିସ, ୧୪ା୧୧: ଚଳିତବର୍ଷ ବାଲିଯାତ୍ରାରେ ନିଆଯାଇଥିବା ନୂତନ ପଦକ୍ଷେପ ମଧ୍ୟରେ ମୋ’ କଟକ ପାଭିଲିୟନ ନୂତନ ଅଧ୍ୟାୟ ଯୋଡ଼ିଛି। ଜିଲା ପ୍ରଶାସନ ପକ୍ଷରୁ ଆୟୋଜିତ ଏହି ପାଭିଲିୟନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିଶେଷଜ୍ଞଙ୍କ ସହିତ ଆଲୋଚନା, ପର୍ଯ୍ୟାଲୋଚନା କରାଯିବା ସହ…

କଟକରେ ପ୍ରଥମ ଥର ପାଇଁ ଆୟୋଜନ ହେଲା ପଥ ଉତ୍ସବ

କଟକ ଅଫିସ, ୧୩ା୧୧:ବାଲିଯାତ୍ରା ଉପଲକ୍ଷେ କଟକ ସହରରେ ପ୍ରଥମ ଥର ପାଇଁ ଜିଲା ପ୍ରଶାସନ ପକ୍ଷରୁ ‘ପଥ ଉତ୍ସବ’ ଆୟୋଜିତ ହୋଇଛି। ବୁଧବାର ପ୍ରଥମ ଦିନରେ ଏଥିରେ ହାତଗଣତି ଲୋକ ଦେଖିବାକୁ ମିଳିଥିଲେ। ପ୍ରଚାର, ପ୍ରସାର ଅଭାବରୁ ଜନସମାଗମ ହୋଇ ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri