କଟକ

ସ୍ବାବଲମ୍ବୀ ହେବାର ରାସ୍ତା ଦେଖାଉଛନ୍ତି ପ୍ରଭାତ: ଓଡ଼ିଆ ଡାଟା ସାଇଣ୍ଟିଷ୍ଟ

କଟକ ଅଫିସ,୩ା୧: କିଛିମାସ ତଳେ ଆମେରିକାର ହ୍ୟୁଷ୍ଟନ ସିଟିରେ ଆୟୋଜିତ ହାଓଡ଼ି ମୋଦି କାର୍ଯ୍ୟକ୍ରମରେ ଡାଟା(ତଥ୍ୟ)କୁ ନବ ଭାରତର ‘ସୁନା’ ଓ ‘ତୈଳ’ ସହ ତୁଳନା କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ପରିପ୍ରେକ୍ଷୀରେ ଶିଳ୍ପ ବିପ୍ଳବ ସ୍ତରରେ ଭାରତ ବିଶ୍ୱରେ…

ସଂଘର୍ଷର ସନ୍ତକ ଦେଲା ‘୧୯’

କଟକ ଅଫିସ, ୧-୧:ପିଲାଟି ବେଳୁ ସଂଘର୍ଷ କଲି। ସଂଘର୍ଷ ମୋ’ ପିଛା ଛାଡ଼ିନି କି କେବେ ସଂଘର୍ଷମୟ ଜୀବନ ବଞ୍ଚିବାକୁ ମୁଁ ଡରିନି। ବର୍ଷବର୍ଷ ଧରି ଗରିବ, ନିରାଶ୍ରୟ ଲୋକଙ୍କ ପାଇଁ କାମ କରିଥିଲି। ହେଲେ ଏଇ ୨୦୧୯ ହିଁ ମୋ…

ଟେକ୍ନୋଲୋଜି,ମହିଳା ଫ୍ରେଣ୍ଡ୍‌ଲି ଉପରେ ଅଧିକ ଗୁରୁତ୍ୱ ଦିଆଯିବ: ଡିଜିପି

କଟକ ଅଫିସ, ୩୧।୧୨: ୨୦୨୦ରେ ଓଡ଼ିିଶା ପୋଲିସ ଲୋକଙ୍କ ସହ ବନ୍ଧୁତ୍ୱ ସହକାରେ ନିଜ କାର୍ଯ୍ୟ କରିବ। ବିଶେଷକରି ନୂତନ ବର୍ଷରେ ପୋଲିସ ପକ୍ଷରୁ ଟେକ୍ନୋଲୋଜି ଓ ମହିଳା ଫ୍ରେଣ୍ଡ୍‌ଲି ଉପରେ ଅଧିକ ଗୁରୁତ୍ୱ ଦିଆଯିବ ବୋଲି ଡିଜିପି ଅଭୟ ମଙ୍ଗଳବାର…

ପରଲୋକରେ ଗୀତିକାର କୁଳମଣି ଦାସ

କଟକ ଅଫିସ, ୩୧ା୧୨- ଗୀତିକବି, ନୃତ୍ୟ ବିଷାରଦ, ଶିଶୁ ସାହିତି୍ୟକ, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ, ଆକାଶବାଣୀ ଓ ଦୂରଦର୍ଶନର ସ୍ବୀକୃତିପ୍ରାପ୍ତ ଗୀତିକାର ଏବଂ ମର୍ଦ୍ଦଳ ବାଦକ କୁଳମଣି ଦାସ(୬୯)ଙ୍କ କଟକ ତୁଳସୀପୁରସ୍ଥିତ ବାସଭବନରେ ସୋମବାର ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ଅସୁସ୍ଥ…

ମହିଳା ଖବରଦାତାଙ୍କୁ ଆକ୍ରମଣ ଘଟଣା: ପୋଲିସ ମହାନିର୍ଦ୍ଦେଶକଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଚୌଦ୍ୱାର,୩୧ା୧୨(ଡି.ଏନ୍‌.ଏ.): ଭୁବନେଶ୍ୱରରେ କାର୍ଯ୍ୟରତ ଜଣେ ମହିଳା ଖବରଦାତାଙ୍କୁ ଆକ୍ରମଣ ଘଟଣାକୁ ଅନ୍ତର୍ଜାତୀୟ ମାନବାଧିକାର ପରିଷଦ, ଓଡ଼ିଶା ଶାଖା, ଓଡ଼ିଶା ନାରୀ ସୁରକ୍ଷା ମଞ୍ଚ, ଆଦିଶକ୍ତି ଯୁବ ପରିଷଦର ସଦସ୍ୟମାନେ ନିନ୍ଦା କରିଛନ୍ତି। ଆକ୍ରମଣକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ସୋମବାର ମାନବାଧିକାର ପରିଷଦର…

ରାସ୍ତାରେ ଢ଼େଉ ମାରୁଛି ଡ୍ରେନ୍‌ପାଣି

ଚୌଦ୍ୱାର,୩୦।୧୨(ଡି.ଏନ.ଏ): ୫୫ ନମ୍ବର ଜାତୀୟ ରାଜପଥକୁ ସଂଯୋଗ କରୁଥିବା କଳିଙ୍ଗ ଛକ-ଶଙ୍କରପୁର ରାସ୍ତାର କଳିଙ୍ଗଛକ ନିକଟରେ ରାସ୍ତାରେ ହମ୍ପ୍‌ସ ନିର୍ମାଣ ଯୋଗୁ ଆଖପାଖ ରାସ୍ତାରେ ନିୟମିତ ପାଣି ଜମି ରହୁଥିବା ଦେଖିବାକୁ ମିଳିଛି । ରାସ୍ତାରେ ଭାରିଯାନ ସବୁବେଳେ ଚଳାଚଳ କରିଥାଏ।…

ଜିରୋ ଆଓ୍ବାର ପାଳନ ପ୍ରସ୍ତୁତି ଜୋର୍‌ଦାର: ବଲିଉଡ ଗାୟକଙ୍କ ସହ ରସିଆନ୍‌ ବେଲି ଡ୍ୟାନ୍ସ

କଟକ ଅଫିସ, ୩୦।୧୨- ବୁଧବାର ନୂଆବର୍ଷ। ପୁରୁଣା ବର୍ଷକୁ ବିଦାୟ ଦେବା ସହ ନୂତନ ବର୍ଷକୁ ଧୁମ୍‌ଧାମ୍‌ରେ ସ୍ବାଗତ କରିବେ ସହରବାସୀ। ଏଥିପାଇଁ କଟକର ବିଭିନ୍ନ କ୍ଲବରେ ଜୋର୍‌ଦାର୍‌ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଭିନ୍ନ କ୍ଲବ୍‌ରେ ବଲିଉଡ ଗାୟକଙ୍କ ସଙ୍ଗୀତ ସହ…

ବିଲ୍‌ ଆଦାୟ ପାଇଁ ତତ୍ପର ସେସୁ

କଟକ ସଦର,୨୯ା୧୨(ଡି.ଏନ୍‌.ଏ.): କଟକ ସଦର ବିଦ୍ୟୁତ୍‌ ଡିଭିଜନ ନଂ.୨ ଅନ୍ତର୍ଗତ ୩ଟି ବିଦ୍ୟୁତ୍‌ ସେକ୍ସନର ଉପଭୋକ୍ତାଙ୍କ ଉପରେ ପ୍ରାୟ ୧୪କୋଟି ୫୪ଲକ୍ଷ ଟଙ୍କାର ବିଦ୍ୟୁତ୍‌ ବିଲ୍‌ ବକେୟା ରହିଛି। ଜାନୁୟାରୀ ୧୫ ସୁଦ୍ଧା ବକେୟା ବିଲ୍‌ ଆଦାୟ ପାଇଁ ସେସୁ ପକ୍ଷରୁ…

ସନ୍ଧ୍ୟା ହେଲେ ମାତୁଛନ୍ତି ହାତୀ, ଘଉଡ଼ାଇବାରେ ବିଫଳ ବନ ବିଭାଗ

ଚୌଦ୍ୱାର, ୨୯ା୧୨(ଡି.ଏନ୍‌.ଏ.): ମଙ୍ଗଳପୁର କାଜୁ ଜଙ୍ଗଲରେ ରହିଥିବା ହାତୀ ପଲ ସନ୍ଧ୍ୟା ହେଲେ ଚୌଦ୍ୱାର ପୌରପାଳିକା ଓ ଏହାର ଆଖପାଖ ଗ୍ରାମାଞ୍ଚଳ ମୁହାଁଉଛନ୍ତି। ବ୍ୟାପକ ଫସଲ ନଷ୍ଟକରୁଥିବା ବେଳେ ଲୋକମାନେ ଭୟରେ ରହୁଛନ୍ତି। ହାତୀ ଘଉଡ଼ାଇ ଧନ ଜୀବନ ସୁରକ୍ଷା ଦିଗରେ…

ବ୍ୟାଙ୍କ ମ୍ୟାନେଜରଙ୍କୁ ମାଡ଼: ୩ ଗିରଫ

କଣ୍ଟାପଡ଼ା, ୨୯ା୧୨(ଡି.ଏନ୍‌.ଏ.): ଅଡ଼ଶପୁରସ୍ଥିତ କାନାରା ବ୍ୟାଙ୍କ ଶାଖା ମ୍ୟାନେଜରଙ୍କୁ ଗାଳିଗୁଲଜ ସହ ମାଡ଼ ମାରିବା ଅଭିଯୋଗରେ ଓଲଟପୁର ପୋଲିସ ଶନିବାର ୩ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ଅଡ଼ଶପୁର ଗ୍ରାମର ସ୍ମୃତିରଞ୍ଜନ ସାହୁ ଓରଫ ରମଣ, କଟକ ସଦର…

ଆଳୁ ୧୦, ପିଆଜ କିଲୋ ୫୦

କଟକ ସଦର,୨୮ା୧୨(ଡି.ଏନ୍‌.ଏ.): ରାଜ୍ୟରେ ଆଳୁ ଓ ପିଆଜ ଦର ଆକାଶଛୁଅଁ। ଥିବା ବେଳେ ଶୁକ୍ରବାର କଟକ ସଦର ବ୍ଲକ ଅନ୍ତର୍ଗତ କିଶୋରନଗର ହାଟରେ ଜଣେ ବେପାରୀ ଆଳୁ କିଲୋ ୧୦ଟଙ୍କା ଓ ପିଆଜ କିଲୋ ୫୦ଟଙ୍କା ବିକ୍ରି କରୁଥିବା ଦେଖିବାକୁ ମିଳିଥିଲା।…

ସିଏଏ, ଏନ୍‌ଆର୍‌ସି ବିରୋଧରେ ମାନବ ଶୃଙ୍ଖଳ

କଟକ ଅଫିସ, ୨୮ା୧୨: କେନ୍ଦ୍ର ସରକାର ବେକାରୀ, ଦରଦାମ୍‌ ବୃଦ୍ଧି ଓ ସାଧାରଣ ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରିବାରେ ବିଫଳ ହୋଇଛନ୍ତି। ସେହିପରି ଛାତ୍ର, ଯୁବକ, ମହିଳା, ଚାଷୀ, ଶ୍ରମିକଙ୍କ ସମସ୍ୟା ମଧ୍ୟ ଦୂର କରିପାରି ନାହାନ୍ତି। ଅନ୍ୟପକ୍ଷରେ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?