କଟକ

ପ୍ରେମରେ ପ୍ରତାରଣା ପରେ ଆତ୍ମହତ୍ୟା ଘଟଣା: ଯୁବତୀଙ୍କ ବିରୋଧରେ ଅଭିଯୋଗ କଲେ ମୃତକଙ୍କ ଭାଇ

କଟକ ଅଫିସ, ୧୩ା୧: ଯୁବତୀଙ୍କ ନିକଟରୁ ପ୍ରତାରଣାର ଶିକାର ହେବା ପରେ ମନୋଜ ସ୍ବାଇଁ ନାମକ ଯୁବକ ଶନିବାର କଟକ ଜିଲା ମଧୁପାଟଣା ଥାନା ଅଧୀନ ତାଳଦଣ୍ଡା କେନାଲ ନିକଟ ଟ୍ରେନ୍‌ ଲାଇନରେ ଆତ୍ମହତ୍ୟା କରିଥିଲେ। ହେଲେ ମନୋଜଙ୍କ ବଡଭାଇ ବିନୋଦ…

ଜେଡ୍‌ଏସ୍‌ଆଇ ସହ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ଏମ୍‌ଓୟୁ: ଉଚ୍ଚଶିକ୍ଷା ପାଇଁ ବାଟ ଫିଟିଲା

କଟକ ଅଫିସ,୧୨ା୧: ଭାରତର ଏକ ପୁରାତନ ତଥା ୧୦୩ ବର୍ଷର ସଂସ୍ଥା ଜୁଲୋଜିକାଲ ସର୍ଭେ ଅଫ ଇଣ୍ଡିଆ(ଜେଡ୍‌ଏସ୍‌ଆଇ)ର ବିଶିଷ୍ଟ ବୈଜ୍ଞାନିକମାନଙ୍କ ନିକଟରୁ ଶିକ୍ଷା ହାସଲ କରିବାର ସୁଯୋଗ ଏବେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ର ପାଇବେ। ଏ ନେଇ ଜେଡ୍‌ଏସ୍‌ଆଇ ଓ ରେଭେନ୍‌ଶା…

ଟଙ୍କା ନେଇ ନିର୍ମାଣ କଲେନି ଗୃହ: ୨୨୭ ହିତାଧିକାରୀ ଫେରାଇଲେ ୩୩ ଲକ୍ଷ

କଟକସଦର,୧୨ା୧(ଡି.ଏନ୍‌.ଏ.): ଇନ୍ଦିରା ଆବାସ ନିର୍ମାଣ ପାଇଁ ୨୦୦୦ରୁ ୨୦୧୪ ମସିହା ମଧ୍ୟରେ କାର୍ଯ୍ୟାଦେଶ ଏବଂ ଅନୁଦାନ ପାଇବା ସତ୍ତ୍ୱେ ଯେଉଁମାନେ ଗୃହ ନିର୍ମାଣ କରିନାହାନ୍ତି, ସେମାନଙ୍କ ପାଇଁ ପ୍ରଶାସନ ପକ୍ଷରୁ ଏକ ସ୍ବତନ୍ତ୍ର ସୁବିଧା ଘୋଷଣା କରାଯାଇଥିଲା ା ନେଇଥିବା ଟଙ୍କା…

କୟଳପଡ଼ାରେ ହାତୀ, ଲୋକେ ଭୟଭୀତ

ଚୌଦ୍ୱାର,୧୨ା୧(ଡି.ଏନ୍‌.ଏ.): ଦୀର୍ଘଦିନ ଧରି ଚୌଦ୍ୱାର ଓ ଏହାର ଆଖପାଖ ଅଞ୍ଚଳରେ ପ୍ରାୟ ୨୨ଟି ହାତୀ ଉପଦ୍ରବ ଚଳାଇଥିଲେ। କିଛିଦିନର ନୀରବତା ପରେ ପୁଣି ଶୁକ୍ରବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ଦେଖି ଲୋକେ ଭୟଭୀତ ହୋଇପଡିଛନ୍ତି। ଚଷାପଡା ଗ୍ରାମର ସୁବ୍ରତ ରାଉତ…

ପରମହଂସ ସେତୁରେ ଲୁଟେରାଙ୍କ ଦୌରାତ୍ମ୍ୟ

କଟକସଦର,୧୨ା୧(ଡି.ଏନ୍‌.ଏ.): କାଠଯୋଡ଼ି ନଦୀର ପରମହଂସ ସେତୁରେ ରାତିରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ସନ୍ଧ୍ୟା ହେଲେ କେତେଜଣ ଯୁବକ ସେତୁ ଉପରେ ଆଡ୍ଡା ଜମାଉଛନ୍ତି। ଫଳରେ ପରମହଂସ, ଗୋବିନ୍ଦପୁର, ରାଉତ୍ରାପୁର, କଳପଡ଼ା ଅଞ୍ଚଳର ଲୋକମାନେ ଯିବା ଆସିବାରେ ନିରାପଦ…

ଆତ୍ମହତ୍ୟା ପୂର୍ବରୁ ଭିଡିଓ ଶୁଟିଂ କଲେ ଯୁବକ, ପ୍ରେମିକାଙ୍କ ପ୍ରତାରଣା ସହି ନ ପାରି ଏଭଳି କରିଥିବା କହିଲେ

କଟକ ଅଫିସ,୧୧।୧: ପ୍ରେମିକାଙ୍କ ପ୍ରତାରଣାକୁ ନେଇ ଟ୍ରେନ୍‌ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା। ଏପରିକି ଆତ୍ମହତ୍ୟା କରିବା ପୂର୍ବରୁ ସେ କାରଣ ଦର୍ଶାଇ ଏକ ଭିଡିଓ ଶୁଟିଂ କରିଛନ୍ତି। ତାଳଦଣ୍ଡା କେନାଲ ମାତୃଭବନ ନିକଟ ରେଳଧାରଣାରୁ ଜିଆର୍‌ପି ପୋଲିସ ସମ୍ପୃକ୍ତ ଯୁବକଙ୍କ…

ଏସ୍‌ସିବି ଆଇସିୟୁରୁ ହ୍ୟାଣ୍ଡକଫ୍‌ ଅବସ୍ଥାରେ ଅଭିଯୁକ୍ତ ଚମ୍ପଟ୍‌

କଟକ ଅଫିସ,୧୧।୧: ଏସ୍‌ସିବି ଆଇସିୟୁରୁ ହ୍ୟାଣ୍ଡକଫ୍‌ ଲାଗିଥିବା ଅବସ୍ଥାରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ଅଭିଯୁକ୍ତ ଚମ୍ପଟ୍‌ ମାରିଛନ୍ତି। ତାଙ୍କ ନାମ ହେଉଛି ଆଲୋକ କୁମାର ସାହୁ। ଆଲୋକଙ୍କୁ ଏକ ଚୋରି ମାମଲାରେ ଜଗତ୍‌ସିଂହପୁର ଜିଲା ରଘୁନାଥପୁର ଥାନା ପୋଲିସ ଗିରଫ…

ମାଞ୍ଜାସୂତାରେ ଗୁଡ଼ି ଉଡ଼ାଇବା ନିଷେଧ

କଟକ ଅଫିସ, ୧୧ା୧: କଟକରେ ମାଞ୍ଜାଦିଆ ସୂତା ଗୁଡ଼ିଉଡ଼ା ନିଷେଧ। ଗୁଡ଼ିଉଡାକୁ ପ୍ରଶାସନ ପକ୍ଷରୁ ବନ୍ଦ କରା ନ ଯାଇ ଗୁଡ଼ି ଉଡ଼ା ସମୟରେ କେତେକ ସାବଧାନତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି। ଗୁଡିଉଡା ପାଇଁ ପ୍ରଶାସନ ପକ୍ଷରୁ ୧୦ଟି ସ୍ଥାନ…

ମହାନଦୀରେ ଡଙ୍ଗା ବୁଡ଼ି ଜଣେ ପର୍ଯ୍ୟଟକ ନିଖୋଜ

ବଡମ୍ବା,୧୧ା୧(ଡି.ଏନ୍‌.ଏ.): ମହାନଦୀରେ ନୌବିହାର ବେଳେ ଡଙ୍ଗାବୁଡ଼ି ଜଣେ ପର୍ଯ୍ୟଟକ ନିଖୋଜ ହୋଇଯାଇଥିବାବେଳେ ୨ଜଣଙ୍କୁ ସ୍ଥାନୀୟ କେତେଜଣ ଲୋକ ଉଦ୍ଧାର କରିଛନ୍ତି। ବଡମ୍ବା ଥାନା ଅନ୍ତର୍ଗତ ମା’ଭଟ୍ଟାରିକାଙ୍କ ପୀଠ ନିକଟରେ ଶୁକ୍ରବାର ଅପରାହ୍ନରେ ଘଟିଛି ଏହି ଘଟଣା। ଦେଖଣାହାରୀଙ୍କ କହିବା ମୁତାବକ ସେମାନେ…

ଦେୱାନ ମହମ୍ମଦଙ୍କ ନାମାନୁଯାୟୀ ମହମ୍ମଦିଆ ବଜାର

କଟକ ଅଫିସ,୧୦ା୧: ପ୍ରାଚୀନ ସହର କଟକ। ଏହି ସହରର ପ୍ରତ୍ୟେକ ଗଳିକନ୍ଦିରେ ଲୁଚି ରହିଛି ସାହିତ୍ୟ, ସଂସ୍କୃତି, ଐତିହ୍ୟର ଅଲିଭା ଛିଟା। ବାଉନ ବଜାର ତେପନ ଗଳିର ଏହି ସହରର ପ୍ରତ୍ୟେକ ସାହିବସ୍ତିର ନାଁ ପଛରେ ଲୁଚି ରହିଛି ଚମତ୍କାର କାହାଣୀ।…

ମହାରାଷ୍ଟ୍ରରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ବାଙ୍କୀ,୧୦।୧(ବି.ପ୍ର): ମହାରାଷ୍ଟ୍ରର ଏକ ଘରୋଇ କମ୍ପାନୀରେ କାମ କରୁଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ସୋମବାର ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସେ ହେଲେ ବାଙ୍କୀ ବ୍ଲକ ଅନ୍ତର୍ଗତ ସହଗଁା ଗୋପାଳପୁର ଗ୍ରାମର ସମୀର କୁମାର ସିଠ(୩୩)। ଏକ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ…

ଏରସମା ଫାଶୀଦଣ୍ଡ ମାମଲା:୨୪ରେ ପରବର୍ତ୍ତୀ ଶୁଣାଣି

କଟକ ଅଫିସ,୧୦।୧: ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅଞ୍ଚଳରେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣାରେ ଫାଶୀଦଣ୍ଡ ପାଇଥିବା କାଳିଆ ମାନା ମାମଲା ଉପରେ ଗୁରୁବାର ହାଇକୋର୍ଟରେ ଶୁଣାଣି ହୋଇଥିଲା। ଏହି ମାମଲାରେ ରାଜ୍ୟ ସରକାରଙ୍କ ପକ୍ଷରୁ କୋର୍ଟରେ ଜବାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?