କଟକ

ଗ୍ୟାଙ୍ଗ୍‌ଷ୍ଟର ରାଜା ଆଚାର୍ଯ୍ୟ ଗିରଫ

କଟକ ଅଫିସ/ ଭୁବନେଶ୍ୱର (ବ୍ୟୁରୋ), ୧୪ା୧୧: ଗ୍ୟାଙ୍ଗ୍‌ଷ୍ଟର ସନ୍ଦୀପ ଆଚାର୍ଯ୍ୟ ଓରଫ ରାଜାଙ୍କୁ ବୁଧବାର ମଧ୍ୟାହ୍ନରେ କଟକ ମାଲଗୋଦାମ ଥାନା ପୋଲିସ ଭୁବନେଶ୍ୱରର ବରଗଡ଼ ଅଞ୍ଚଳରୁ ଗିରଫ କରିଛି। ୨୦୦୪ ମସିହାରେ ଏକ ହତ୍ୟା ଉଦ୍ୟମ ଅଭିଯୋଗ ନେଇ ରାଜାଙ୍କ ନାମରେ…

ବାଲିଯାତ୍ରାରେ ମୋ’ କଟକ ପାଭିଲିୟନ

କଟକ ଅଫିସ, ୧୪ା୧୧: ଚଳିତବର୍ଷ ବାଲିଯାତ୍ରାରେ ନିଆଯାଇଥିବା ନୂତନ ପଦକ୍ଷେପ ମଧ୍ୟରେ ମୋ’ କଟକ ପାଭିଲିୟନ ନୂତନ ଅଧ୍ୟାୟ ଯୋଡ଼ିଛି। ଜିଲା ପ୍ରଶାସନ ପକ୍ଷରୁ ଆୟୋଜିତ ଏହି ପାଭିଲିୟନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିଶେଷଜ୍ଞଙ୍କ ସହିତ ଆଲୋଚନା, ପର୍ଯ୍ୟାଲୋଚନା କରାଯିବା ସହ…

କଟକରେ ପ୍ରଥମ ଥର ପାଇଁ ଆୟୋଜନ ହେଲା ପଥ ଉତ୍ସବ

କଟକ ଅଫିସ, ୧୩ା୧୧:ବାଲିଯାତ୍ରା ଉପଲକ୍ଷେ କଟକ ସହରରେ ପ୍ରଥମ ଥର ପାଇଁ ଜିଲା ପ୍ରଶାସନ ପକ୍ଷରୁ ‘ପଥ ଉତ୍ସବ’ ଆୟୋଜିତ ହୋଇଛି। ବୁଧବାର ପ୍ରଥମ ଦିନରେ ଏଥିରେ ହାତଗଣତି ଲୋକ ଦେଖିବାକୁ ମିଳିଥିଲେ। ପ୍ରଚାର, ପ୍ରସାର ଅଭାବରୁ ଜନସମାଗମ ହୋଇ ନ…

ଦୁର୍ଦ୍ଦାନ୍ତ ଅପରାଧି ଗୁଗୁ ଖୁଣ୍ଟିଆ ଗିରଫ

କଟକ ଅଫିସ, ୧୩।୧୧: ମଧୁପାଟଣା ପୋଲିସ ମଙ୍ଗଳବାର ଜଣେ ପେସାଦାର ଅପରାଧୀଙ୍କୁ ଗିରଫ କରିଛି। ସେ ହେଲେ କଟକ ଜିଲା ତିନିଘରିଆ ଅଞ୍ଚଳର ଗୁଗୁ ଓରଫ ଶୁଭାଶିଷ ଖୁଣ୍ଟିଆ। ପୂର୍ବରୁ ଗୁଗୁଙ୍କ ନାମରେ ହତ୍ୟା ଧମକ, ଟେଣ୍ଡର ଫିକ୍ସିଂ, ଦାଦାବଟି, ଲୁଟ…

ଐତିହାସିକ କଟକ ବାଲିଯାତ୍ରା ଆରମ୍ଭ:ପଡ଼ିଆରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ଟ୍ରାଫିକ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

କଟକ ଅଫିସ, ୧୩।୧୧:କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ମଙ୍ଗଳବାର ଆରମ୍ଭ ହୋଇଛି ଐତିହାସିକ କଟକ ବାଲିଯାତ୍ରା। ପ୍ରଥମ ଦିନରେ ବାଲିଯାତ୍ରା ପଡିଆକୁ ଚାହିଁଲେ ଲୋକ ମାଳମାଳ। ବିଶେଷକରି ସନ୍ଧ୍ୟାରେ ମାତ୍ରେ ଭିଡ଼ ଅଧିକ ହୋଇଥିଲା। ଫଳରେ ଆଗକୁ ଯିବା ଭାରି ମୁସ୍କିଲ ହୋଇଥିଲା।…

ଐତିହାସିକ କଟକ ବାଲିଯାତ୍ରା ଉଦ୍‌ଘାଟିତ:‘ଇଣ୍ଡୋନେସିଆ କ୍ୟାଲେଣ୍ଡରରେ ରହିବ ବାଲିଯାତ୍ରା’

କଟକ ଅଫିସ, ୧୩-୧୧:ଓଡ଼ିଶା ହେଉଛି ଇଣ୍ଡୋନେସିଆବାସୀଙ୍କ ଦ୍ୱିତୀୟ ଘର। ଓଡ଼ିଶା ସହିତ ଆମର ସମ୍ପର୍କ ଅତି ନିବିଡ଼। ବାଣିଜି୍ୟକ, ଆଧ୍ୟାତ୍ମିକ କ୍ଷେତ୍ରରେ ଓଡ଼ିଶା ସହିତ ଇଣ୍ଡୋନେସିଆର ଅନେକ ସାମଞ୍ଜସ୍ୟ ରହିଛି। ଇଣ୍ଡୋନେସିଆ କ୍ୟାଲେଣ୍ଡରରେ ସ୍ଥାନ ପାଇବ କଟକ ବାଲିଯାତ୍ରା। ଇଣ୍ଡୋନେସିଆର ବିଭିନ୍ନ…

ରାତି ପାହିଲେ ବାଲିଯାତ୍ରା: ରିକ୍ସାଚାଳକଙ୍କୁ ମିଳିଲା ପରିଚୟପତ୍ର

କଟକ ଅଫିସ, ୧୧।୧୧ : ଆସନ୍ତା ୧୨ରେ ଐତିହାସିକ କଟକ ବାଲିଯାତ୍ରା। ଏଥିପାଇଁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହାକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ପ୍ରଶାସନ ପକ୍ଷରୁ ଜୋର୍‌ଦାର୍‌ ପ୍ରସ୍ତୁତି କରାଯାଉଛି। ବାଲିଯାତ୍ରା ପଡ଼ିଆରେ ଷ୍ଟଲ ନିର୍ମାଣ କାମ…

ଧବଳେଶ୍ୱର ପୀଠରେ ୬୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ଭିଡ଼

ଖୁଣ୍ଟୁଣୀ,୧୦।୧୧(ଡି.ଏନ୍‌.ଏ.): ବଡ଼ଓଷା ଉପଲକ୍ଷେ ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱରଙ୍କଠାରେ ରବିବାର ୬୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଛି। ଆଜି ପ୍ରତ୍ୟୁଷରେ ଠାକୁରଙ୍କ ପହଡ଼ ଖୋଲିବା ପରେ ମଙ୍ଗଳ ଆଳତି ଓ ପରେ ସ୍ନାନ ନୀତି ଏବଂ ବଡ଼ସିଂହାର ବେଶ ଅନୁଷ୍ଠିତ…

ଶିଶୁ ମୃତ୍ୟୁକୁ ନେଇ ଏସ୍‌ସିବି ମେଡିକାଲରେ ଉତ୍ତେଜନା

କଟକ ଅଫିସ,୧୦।୧୧: ଶିଶୁ ମୃତ୍ୟୁକୁ ନେଇ ଏସ୍‌ସିବି ମେଡିକାଲରେ ରବିବାର ଉତ୍ତେଜନା ପ୍ରକାଶ ପାଇଛି। ସିଡିଏ ୬ ନଂ ଅଞ୍ଚଳର ଜଣେ ୩ ବର୍ଷର ଶିଶୁ ତାଜାରୁ ଖସି ପଡି ଆହତ ହୋଇ ଏସ୍‌ସିବି କାଜୁଆଲଟିକୁ ଶନିବାର ରାତିରେ ଆସିଥିଲେ। କାଜୁଆଲଟି…

ଫାର୍ମହାଉସରୁ ଚୋରି : ୧୨ ଗିରଫ, ୯ ଗ୍ୟାସ ସିଲିଣ୍ଡର, ଲାପ୍‌ଟପ, ପାଣିପମ୍ପ ଜବତ

ବାରଙ୍ଗ,୯।୧୧(ଡି.ଏନ୍‌.ଏ.)- ଚନ୍ଦକା ଥାନା ଅନ୍ତର୍ଗତ ଏସ୍‌ଓଜି ନିକଟ ଏକ ଫାର୍ମହାଉସରୁ ଚୋରି ଅଭିଯୋଗରେ ପୋଲିସ ୧୨ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର କୋର୍ଟଚାଲାଣ କରିଛି। ପୋଲିସ ସେମାନଙ୍କଠାରୁ ମୋବାଇଲ ଫୋନ, ଘଣ୍ଟା, ଲାପ୍‌ଟପ, ୯ ଗ୍ୟାସ ସିଲିଣ୍ଡର ଓ ପାଣିପମ୍ପ ଆଦି…

ଲାଞ୍ଚ ନେଇ ପରିସଂଖ୍ୟାନ କିରାଣି ଗିରଫ

କଟକ ଅଫିସ, ୯ା୧୧: ୧ହଜାର ଟଙ୍କା ଲାଞ୍ଚ ନେଇ ନରସିଂହପୁର ବ୍ଲକ ଅଧୀନ କାନପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ପରିସଂଖ୍ୟାନ କିରାଣି ହୃଦାନନ୍ଦ ଲେଙ୍କା ଭିଜିଲାନ୍ସ ହାତରେ ଗିରଫ ହୋଇଛନ୍ତି। ନରସିଂହପୁର ଥାନା ଅନ୍ତର୍ଗତ ପାଇକପଡ଼ାପାଟଣା ଗ୍ରାମର ରଶ୍ମିରଞ୍ଜନ ସାମନ୍ତରାୟ ନାମକ…

ନାବାଳିକାଙ୍କୁ ଅନ୍ତଃସତ୍ତ୍ୱା କରିବା ମାମଲା: ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲଦଣ୍ଡ

କଟକ ଅଫିସ, ୯ା୧୧: ଦରଘାବଜାର ଥାନା ଅଞ୍ଚଳରେ ୨୦୧୪ରେ ଘଟିଥିବା ନାବାଳିକା ବଳାତ୍କାର ଓ ଅନ୍ତଃସତ୍ତ୍ୱା ଘଟଣାରେ କଟକ ତୃତୀୟ ଅତିରିକ୍ତ ସେସନ ଜଜ୍‌ ତଥା ପୋକ୍ସୋ ଅଦାଲତଙ୍କ ଜଜ୍‌ ବନ୍ଦନା କର ଜଣେ ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri