ଚିଟ୍ଫଣ୍ଡ ଠକେଇ ମାମଲା ଶାଖା ପରିଚାଳକଙ୍କୁ ଜେଲ୍, ଜରିମାନା
କଟକ ଅଫିସ,୨୪ା୧୨- ଜଗତ୍ସିଂହପୁର ଜିଲା ରଘୁନାଥପୁରଠାରେ ଥିବା ମାଇକ୍ରୋ ଫାଇନାନ୍ସ କ୍ରେଡିଟ କୋଅପରେଟିଭ ଲିମିଟେଡ୍ର ଶାଖା ପରିଚାଳକ ଅମୂଲ୍ୟ ମହାନ୍ତିଙ୍କୁ ଜେଲ୍ ଓ ଜରିମାନା ଦଣ୍ଡାଦେଶ ହୋଇଛି। କଟକ ସ୍ବତନ୍ତ୍ର ଚିଟ୍ଫଣ୍ଡ ଅଦାଲତ ମହାନ୍ତିଙ୍କୁ ଦୋଷୀ ସାବ୍ୟସ୍ତ କରି ୫ ବର୍ଷ…
ଗାଁରେ ଚୋରା ମଦ ବିକି ଯୁବକ ଗିରଫ
ଖୁଣ୍ଟୁଣୀ,୨୪।୧୨(ଡି.ଏନ୍.ଏ.)- ଗାଁ ଭିତରେ ଚୋରା ଦେଶୀ ମଦ ବିକ୍ରି କରିବା ଅଭିଯୋଗରେ ଗୁରୁଡିଝାଟିଆ ପୋଲିସ ସୋମବାର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ, ଏହି ଥାନା ଅନ୍ତର୍ଗତ କାଦୁଆ ନୂଆଗାଁ ଗ୍ରାମର ସଞ୍ଜୟ ପ୍ରଧାନ। ଏ ନେଇ…
ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର
ଚୌଦ୍ୱାର,୨୪ା୧୨(ଡି.ଏନ୍.ଏ.)- ଗତ ୭ଦିନ ହେବ ଘରୁ ନିଖୋଜ ଥିବା ଜଣେ ବୃଦ୍ଧଙ୍କ ମୃତଦେହ ସୋମବାର ଉଦ୍ଧାର ହୋଇଛି। ସେ ହେଲେ ଚୌଦ୍ୱାର ଅଞ୍ଚଳର ଓଟିଏମ୍ ଦୁର୍ଗା ବଜାରର ମାନ ଗୋବିନ୍ଦ ବଳ(୭୫)। ସୂଚନାଯୋଗ୍ୟ, ଗତ ୧୪ତାରିଖରେ ଘରେ କାହାକୁ କିଛି ନ…
କୁନ୍ଦୁଲି ଗଣବଳାତ୍କାର ଘଟଣା: ହାଇକୋର୍ଟରେ ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ କଲା ଏସ୍ଆଇଟି
କଟକ ଅଫିସ,୨୩।୧୨: କୁନ୍ଦୁଲି ଗଣବଳାତ୍କାର ଓ ମୃତ୍ୟୁ ମାମଲାରେ ସୋମବାର ହାଇକୋର୍ଟରେ ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ କରିଛି ଏସ୍ଆଇଟି। ରିପୋର୍ଟ ଦାଖଲ ପରେ ହାଇକୋର୍ଟ ଉକ୍ତ ମାମଲାର ଅନ୍ତ ଘଟାଇବା ସହିତ ଟ୍ରାଏଲ କୋର୍ଟରେ ମଧ୍ୟ ଉକ୍ତ ରିପୋର୍ଟକୁ ଦାଖଲ କରିବାକୁ…
ଭାରତ-ଓ୍ବେଷ୍ଟଇଣ୍ଡିଜ ତୃତୀୟ ଦିନିକିଆ: ବାରବାଟୀ ଷ୍ଟାଡିୟମ୍ରେ ପହଞ୍ଚିଲେ ଉଭୟ ଦଳର ଖେଳାଳି
କଟକ ଅଫିସ,୨୨।୧୨: କଟକ ବାରବାଟୀ ଷ୍ଟାଡିୟମ୍ରେ ରବିବାର ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ଖେଳାଯିବ। ଅପରାହ୍ନ ୧ଟା ୩୦ରେ ମ୍ୟାଚ୍ ଅନୁଷ୍ଠିତ ହେବାକୁ ଥିବା ବେଳେ ଉଭୟ ଦଳର ଖେଳାଳି କଡ଼ା ସୁରକ୍ଷା ମଧ୍ୟରେ ଷ୍ଟାଡିୟମ୍ରେ ପହଞ୍ଚିଛନ୍ତି। ନିର୍ଣ୍ଣାୟକ ମୁକାବିଲା ଜିତି…
କଟକରେ କ୍ରିକେଟ୍ କ୍ରେଜ୍: ସୀମା ଟପିଲା ଟିକେଟ କଳାବଜାର
କଟକ ଅଫିସ, ୨୨।୧୨: କଟକ ବାରବାଟୀ ଷ୍ଟାଡ଼ିୟମରେ ରବିବାର ଅନୁଷ୍ଠିତ ହେବ ଭାରତ-ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଅନ୍ତିମ ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍। ଏ ନେଇ ସହରରେ କ୍ରିକେଟ କ୍ରେଜ୍ ଦେଖିବାକୁ ମିଳିଛି। ଶନିବାର ଉଭୟ ଦଳ ବାରବାଟୀ ଷ୍ଟାଡ଼ିୟମରେ ଅଭ୍ୟାସ କରିଥିଲେ।…
ପୁରୀଘାଟ ଥାନା ଅଧିକାରୀଙ୍କ ଅନୁଭୂତି: ହୋଟେଲ ମାଲିକଙ୍କ ସୂଚନାରୁ ଫିଟିଥିଲା ହତ୍ୟା ରହସ୍ୟ
କେବଳ ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ନୁହେଁ, ଅପରାଧ ରୋକିବା ଏବଂ ଠିକ ଢଙ୍ଗରେ ତଦନ୍ତ ଚଳାଇ ଅପରାଧୀଙ୍କୁ ଧରିବା ପୋଲିସର ପ୍ରମୁଖ ଦାୟିତ୍ୱ। ଏହି ଗୁରୁଦାୟିତ୍ୱ ସମ୍ପାଦନ ବେଳର ଅନୁଭୂତି ଅନେକ ପୋଲିସ ଅଧିକାରୀଙ୍କ ପାଇଁ ଅପାସୋରା ହୋଇ ରହିଥାଏ। ଏଭଳି…
ବାରବାଟୀରେ ଭାରତୀୟ ଦଳର ଅଭ୍ୟାସ: କୋହଲିଙ୍କୁ ଦେଖିବାକୁ ଦର୍ଶକଙ୍କ ପ୍ରବଳ ଭିଡ଼
କଟକ ଅଫିସ,୨୧।୧୨: ରବିବାର ବାରବାଟୀରେ ଖେଳାଯିବ ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଚଳିତ ଦିନିକିଆ କ୍ରିକେଟ ସିରିଜର ଅନ୍ତିମ ତଥା ନିର୍ଣ୍ଣାୟକ ମ୍ୟାଚ୍। ଏହା ପୂର୍ବରୁ ଶନିବାର ବାରବାଟୀରେ ଅଭ୍ୟାସ ଆରମ୍ଭ କରିଛି ବିରାଟ ବାହିନୀ। ୪ଟି ନେଟ୍ସରେ ଭାରତୀୟ ଦଳ…
ସଙ୍କଟାପନ୍ନ ଅବସ୍ଥାରେ ୪୮ କିଡ୍ନୀ ରୋଗୀ
କଟକ ଅଫିସ,୨୧ା୧୨: କଟକ ଏସ୍ସିବି ମେଡିକାଲରେ ୪୮ ଜଣ କିଡ୍ନୀ ରୋଗୀଙ୍କ ଡାୟାଲିସିସ କରାଯାଉଛି। ମାତ୍ର ଡାୟାଲିସିସ୍ ପାଇଁ ଆବଶ୍ୟକ ଫ୍ଲୁଇଡ୍ ଏବେ ଏସ୍ସିବି ମେଡିକାଲରେ ମାଗଣାରେ ମିଳୁନି। ଅନ୍ୟପକ୍ଷରେ ସରକାରଙ୍କ ସହିତ ସହବନ୍ଧିତ ହୋଇଥିବା ଔଷଧ ଦୋକାନ ଡାୟାଲିସିସ୍ ଫ୍ଲୁଇଡ୍…
କନ୍ତୋଲରେ ବୋମାମାଡ଼, ଜଣେ ଗୁରୁତର
ଆଠଗଡ଼,୨୦।୧୨(ଡି.ଏନ୍.ଏ.): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କନ୍ତୋଲ ବଉଳ ମଣ୍ଡପ ସାହିର ପ୍ରକାଶ କୁମାର ନାୟକଙ୍କ ଘର ଉପରେ ବୋମାମାଡ଼ ହୋଇଛି। ଗୁରୁବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ପ୍ରକାଶଙ୍କ ଘର ଉପରକୁ ଲଗାତର ୩ଟି ବୋମା ଫିଙ୍ଗିଥିଲେ। ଫଳରେ ପ୍ରକାଶଙ୍କ…
ରବିବାର ବାରବାଟୀରେ ଖେଳାଯିବ ଭାରତ-ଓ୍ବେଷ୍ଟଇଣ୍ଡିଜ ଅନ୍ତିମ ଦିନିକିଆ, ସୁରକ୍ଷା ବ୍ୟବସ୍ଥା ତଦାରଖ କଲେ ପୋଲିସ ଡିଜି
କଟକ ଅଫିସ,୨୦।୧୨: ରବିବାର କଟକର ବାରବାଟୀରେ ଖେଳାଯିବ ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଅନ୍ତିମ ତଥା ୩ୟ ମ୍ୟାଚ୍। ଏହା ପୂର୍ବରୁ ଶୁକ୍ରବାର ପୋଲିସ ଡିଜି ଅଭୟ ଷ୍ଟାଡିୟମର ସୁରକ୍ଷା ବ୍ୟବସ୍ଥା ତଦାରଖ କରିଛନ୍ତି। ତାଙ୍କ ସହ ପୋଲିସ କମିଶନର, କଟକ ଡିସିପି ପ୍ରମୁଖ…
ଜେଲ୍ ଗଲେ ବିଡିଏ ସେକ୍ସନ ଅଫିସର
କଟକ ଅଫିସ,୨୦।୧୨: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ସେକ୍ସନ ଅଫିସର (ଏଷ୍ଟାବ୍ଲିଷମେଣ୍ଟ) ବିଭୂତି ଭୂଷଣ ରାୟଙ୍କୁ ଗୁରୁବାର ଗିରଫ କରି କୋର୍ଟଚାଲାଣ କରାଯାଇଥିଲା। କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଏ ନେଇ ଭୁବନେଶ୍ୱର ଭିଜିଲାନ୍ସ…

