କଟକ

ପିଆଜ ପରେ ଆଳୁ ମାଡ: ୨ ଦିନ ମଧ୍ୟରେ ବଢିଲାଣି ୧୦ ଟଙ୍କା

କଟକ ଅଫିସ୍‌, ୧୮।୧୨: ପିଆଜ ପରେ ଏବେ ଆଳୁ ପାଳି। ପିଆଜର ଅହେତୁକ ମୂଲ୍ୟ ବୃଦ୍ଧିରେ ଗ୍ରାହକ ଅସନ୍ତୁଷ୍ଟ ଥିବାବେଳେ ଏବେ ଆଳୁ ମୂଲ୍ୟ ଧୀରେ ଧୀରେ ବୃଦ୍ଧି ପାଇବାରେ ଲାଗିଲାଣି। ୨ ଦିନ ମଧ୍ୟରେ ୧୦ ଟଙ୍କା ବଢିଲାଣି। ଗତ…

ଓଡ଼ିଶା ସମବାୟ ଗୃହ ନିର୍ମାଣ ନିଗମ ପରିଚାଳନା ପରିଷଦ ମାମଲା:ହାଇକୋର୍ଟଙ୍କ ରେକର୍ଡପତ୍ର ତଲବ

କଟକ ଅଫିସ,୧୮।୧୨:ଓଡ଼ିଶା ସମବାୟ ଗୃହ ନିର୍ମାଣ ନିଗମର ପରିଚାଳନା ପରିଷଦକୁ ରଦ୍ଦ କରାଯିବା ନେଇ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା। ରେଜିଷ୍ଟ୍ରାରଙ୍କ ପକ୍ଷରୁ ନିଗମର ପରିଷଦକୁ ଅସାମ୍ବିଧାନିକ ଭାବେ ରଦ୍ଦ କରାଯାଇଥିବା ନେଇ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ଉକ୍ତ ମାମଲାର…

କୋଣାର୍କ ମରାମତି ମାମଲା: ଏଏସ୍‌ଆଇକୁ ହାଇକୋର୍ଟଙ୍କ ପ୍ରଶ୍ନ,୧ ବର୍ଷରେ ପାରିଲନି, ୭ ଦିନରେ କେମିତି କରିବ

କଟକ ଅଫିସ,୧୮।୧୨:୨୦୧୮ ଡିସେମ୍ବରରୁ ୨୦୧୯ ଡିସେମ୍ବର ହେଲା। ଇତିମଧ୍ୟରେ ୧ବର୍ଷ ବିତିବାକୁ ବସିଛି। କିନ୍ତୁ ମରାମତି ଆରମ୍ଭ ହୋଇପାରିଲାନି। ଏବେ ୭ଦିନରେ କିଭଳି ଟେଣ୍ଡର ଡାକି ସବୁ କାମ ଆରମ୍ଭ କରିବ ବୋଲି ପ୍ରତିଶ୍ରୁତି ଦେଉଛ। କୋଣାର୍କ ସୂର୍ଯ୍ୟମନ୍ଦିର ମରାମତି ସମ୍ପର୍କିତ…

ଗୁଡ଼ି ସୂତାରେ ଯୁବକଙ୍କ ଗଳା କଟିଲା

କଟକ ଅଫିସ, ୧୭ା୧୨: କଟକ ସହରରେ ପ୍ରଶାସନ ପକ୍ଷରୁ କିଛିବର୍ଷ ହେବ ମାଞ୍ଜାସୂତା ଉପରେ କଟକଣା ଲଗାଯାଇଛି। ହେଲେ ଏହି କଟକଣାକୁ ଲୋକେ ମାନୁ ନାହାନ୍ତି। ଖୁଲମଖୁଲା ମାଞ୍ଜାସୂତାରେ ଗୁଡ଼ି ଉଡ଼ା ଚାଲିଛି। ଫଳରେ ଲୋକେ ମାଞ୍ଜାସୂତାର ଶିକାର ହେଉଛନ୍ତି। ମଙ୍ଗଳବାର…

ଓଡ଼ିଶା ସମବାୟ ଗୃହ ନିର୍ମାଣ ନିଗମ ପରିଚାଳନା ପରିଷଦ ମାମଲା: ହାଇକୋର୍ଟଙ୍କ ରେକର୍ଡପତ୍ର ତଲବ

କଟକ ଅଫିସ,୧୭ା୧୨: ଓଡ଼ିଶା ସମବାୟ ଗୃହ ନିର୍ମାଣ ନିଗମର ପରିଚାଳନା ପରିଷଦକୁ ରଦ୍ଦ କରାଯିବା ନେଇ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା। ରେଜିଷ୍ଟ୍ରାରଙ୍କ ପକ୍ଷରୁ ନିଗମର ପରିଷଦକୁ ଅସାମ୍ବିଧାନିକ ଭାବେ ରଦ୍ଦ କରାଯାଇଥିବା ନେଇ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ଉକ୍ତ…

ମିଳୁନି ଫନୀ ସହାୟତା: ତହସିଲ ଘେରିଲେ କ୍ଷତିଗ୍ରସ୍ତ

କଣ୍ଟାପଡା, ୧୭।୧୨(ଡି.ଏନ୍‌.ଏ.): ଗତ ମେ ମାସ ୩ ତାରିଖରେ ହୋଇଥିବା ବାତ୍ୟା ଫନୀ କ୍ଷତିଗ୍ରସ୍ତ ପରିବାରଗୁଡ଼ିକୁ ଅଦ୍ୟାବଧି ସହାୟତା ମିଳିପାରିନାହିଁ। ଏପରି କି ପ୍ରକୃତ କ୍ଷତିଗ୍ରସ୍ତଙ୍କ ପରିବର୍ତ୍ତେ ଅନ୍ୟମାନଙ୍କୁ ଫନୀ ସହାୟତା ମିଳିବା ପ୍ରତିବାଦରେ ବାଇରୋଇ ଓ ଶିଶୁଆ ଗ୍ରାମର ଶତାଧିକ…

ହାଇକୋର୍ଟର ନୂଆ ୱେବ୍‌ସାଇଟ୍‌ ଉଦ୍‌ଘାଟିତ

କଟକ ଅଫିସ,,୧୭ା୧୨: ଓଡ଼ିଶା ହାଇକୋର୍ଟର ନୂତନ ୱେବ୍‌ସାଇଟ୍‌ ସୋମବାର ଉଦ୍‌ଘାଟିତ ହୋଇଯାଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ କେ.ଏସ୍‌. ଝାବେରୀ ଅନ୍ୟ ବିଚାରପତିଙ୍କ ଉପସ୍ଥିତିରେ ଏହି ୱେବ୍‌ସାଇଟ୍‌କୁ ଉଦ୍‌ଘାଟନ କରିଥିଲେ। ଏହାର ନାମ ଜଷ୍ଟିସ୍‌ କ୍ଲକ୍‌ ରଖାଯାଇଛି। ୱେବ୍‌ସାଇଟ୍‌ରୁ ହାଇକୋର୍ଟରେ କାର୍ଯ୍ୟରତ…

ଏସ୍‌ସିବି ମେଡିକାଲରେ ନାହିଁ କୁକୁର କାମୁଡ଼ା ଇଞ୍ଜେକ୍‌ଶନ

କଟକ ଅଫିସ, ୧୭।୧୨: ଏସ୍‌ସିବି ମେଡିକାଲ ସମେତ ରାଜ୍ୟର ବିଭିନ୍ନ ସରକାରୀ ହସ୍ପିଟାଲରେ କୁକୁର କାମୁଡା ଇଞ୍ଜେକଶନ(ଆଣ୍ଟି ରାବିଜ୍‌ ଭ୍ୟାକସିନ)ର ଘୋର ଅଭାବ। ଗତ ୩ ଦିନ ହେବ ଏସ୍‌ସିବି ମେଡିକାଲରୁ ଏହି ଇଞ୍ଜେକଶନ ନ ପାଇ ଶତାଧିକ ରୋଗୀ ଫେରିଥିବା…

ମାଲକାନଗିରି ଜିଲାରେ ପୁଷ୍ଟିହୀନତା ସମସ୍ୟା:ପ୍ରତି ଜିଲାରେ ନିଯୁକ୍ତ ହେବେ ସ୍ବତନ୍ତ୍ର ଅଧିକାରୀ

କଟକ ଅଫିସ,୧୭।୧୨: ଅପପୁଷ୍ଟିକୁ ରୋକିବା ପାଇଁ ସରକାର ବହୁବିଧ ଯୋଜନା କରିଛନ୍ତି। ମାତ୍ର ଏହାର ପ୍ରଭାବ ମାଲକାନଗିରି ଜିଲାରେ ପଡୁନାହିଁ। ଉକ୍ତ ଜିଲାରେ ବହୁ ସଂଖ୍ୟକ ଶିଶୁ ପୁଷ୍ଟିହୀନତାର ଶିକାର ହେଉଛନ୍ତି। ଏପରି କି ଏହି ରୋଗର ଶିକାର ହୋଇ ଅନେକ…

କୁନ୍ଦୁଲି ଗଣବଳାତ୍କାର ମାମଲା: ହାଇକୋର୍ଟରେ ଷ୍ଟାଟସ୍‌ ରିପୋର୍ଟ ଦାଖଲ କଲା ଏସ୍‌ଆଇଟି

କଟକ ଅଫିସ,୧୬।୧୨: କୁନ୍ଦୁଲି ଗଣବଳାତ୍କାର ଘଟଣାର ତଦନ୍ତ ପାଇଁ ଗଠିତ ଏସ୍‌ଆଇଟି ସୋମବାର ହାଇକୋର୍ଟରେ ଷ୍ଟାଟସ ରିପୋର୍ଟ ଦାଖଲ କରିଛି। ସିଲ୍‌ କଭର ମଧ୍ୟରେ ଏହି ରିପୋର୍ଟ ଦାଖଲ କରାଯାଇଛି। ଖୁବ୍‌ଶୀଘ୍ର ତଦନ୍ତ ଶେଷ ହେବ ବୋଲି ଜଣାପଡ଼ିଛି। ଆସନ୍ତା ୨୩…

ଏସ୍‌ପିଙ୍କ ନାଁରେ ଯୌନ ନିର୍ଯାତନା ଆଣିଲେ ବୋହୂ

କଟକ ଅଫିସ,୧୬।୧୨: ଦକ୍ଷିଣ ଓଡ଼ିଶାରେ କାର୍ଯ୍ୟରତ ଜଣେ ଭାରପ୍ରାପ୍ତ ଏସ୍‌ପିଙ୍କ ନାଁରେ ତାଙ୍କ ବୋହୂ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏନେଇ କଟକ ଚାଉଳିଆଗଞ୍ଜ ଥାନାରେ ଅଭିଯୋଗ ହେବା ପରେ ଆଇପିସି ଦଫା ୩୪୨, ୩୨୩, ୩୫୪(ଏ), ୩୫୪(ଡି), ୫୦୬, ୫୦୯,…

ମିଳୁନି ବିଧବା ଭତ୍ତା: ଦୁଃଖରେ ଦିନ କାଟୁଛନ୍ତି ପୁଷ୍ପଲତା

ଆଠଗଡ, ୧୫।୧୨(ସ୍ବ.ପ୍ର.): ତିଗିରିଆ ବ୍ଲକ ଅନ୍ତର୍ଗତ ଭିରୁଡା ପଞ୍ଚାୟତର ଗୋଡିଝରିଆ ଗ୍ରାମର ପୁଷ୍ପଲତା ବାରିକ ବିଧବା ଭତ୍ତା ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ସେ ବର୍ଷେ ହେବ ଏଥି ପାଇଁ ପ୍ରଶାସନ ପାଖକୁ ଦୌଡୁଛନ୍ତି। ମାତ୍ର ଏ ପର୍ଯ୍ୟନ୍ତ ତାଙ୍କୁ ଭତ୍ତା ମିଳିପାରିନାହଁି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?