କଟକ

ମେ’ ଦ୍ୱିତୀୟ ସପ୍ତାହରେ ମାଟ୍ରିକ୍‌ ପରୀକ୍ଷାଫଳ

କଟକ,୯ା୪(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷର ମାଟ୍ରିକ୍‌ ପରୀକ୍ଷା ଖାତାଦେଖା କାର୍ଯ୍ୟ ଶେଷ ହେବାକୁ ଆଉ ୨ ଦିନ ସମୟ ଲାଗିବ। ପରେ ସମସ୍ତ ପ୍ରକ୍ରିୟା ଶେଷ କରାଯାଇ ଆସନ୍ତା ମେ’ ଦ୍ୱିତୀୟ ସପ୍ତାହରେ ମାଟ୍ରିକ୍‌ ପରୀକ୍ଷାଫଳ…

ରତ୍ନଭଣ୍ଡାର ଚାବି ହଜିବା ମାମଲା: ଦୁଇ ମାସ ମଧ୍ୟରେ ସାର୍ବଜନୀନ ହେବ  ତଦନ୍ତ କମିଶନଙ୍କ ରିପୋର୍ଟ

କଟକ,୭।୪: ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ମାମଲାର ଶୁଣାଣି ସୋମବାର ହାଇକୋର୍ଟରେ ହୋଇଛି। ତେବେ ଶୁଣାଣି ସମୟରେ ତଦନ୍ତ କମିଶନଙ୍କ ରିପୋର୍ଟ ଆଗାମୀ ଦୁଇ ମାସ ମଧ୍ୟରେ ରାଜ୍ୟ କ୍ୟାବିନେଟରେ ଉପସ୍ଥାପିତ ହେବ ବୋଲି ଆଡଭୋକେଟ୍‌ ଜେନେରାଲ କୋର୍ଟଙ୍କୁ ସୂଚନା ଦେଇଥିଲେ…

ଦେବାଶିଷଙ୍କୁ ସିଧା ଟାର୍ଗେଟ୍‌ କଲେ ସୋଫିଆ, କହିଲେ କଟକର ମୁସଲମାନଙ୍କୁ…

କଟକ,୭ା୪: ଏମ୍‌ପି ଦେବାଶିଷ ସାମନ୍ତରାୟଙ୍କୁ କଡ଼ା ଟାର୍ଗେଟ କରିଛନ୍ତି ବିଧାୟିକା ସୋଫିଆ ଫିର୍ଦୋସ। ଓ୍ବକଫ୍‌ ବିଲ୍‌ ଭୋଟ୍‌ ବେଳେ ଓ୍ବାକଆଉଟ୍‌କୁ ନେଇ ସିଧା ଟାର୍ଗେଟ କରିଛନ୍ତି ସୋଫିଆ। ସେ କହିଛନ୍ତି, ଓ୍ବାକଆଉଟ୍‌ ଅର୍ଥ ଦେବାଶିଷ ବାବୁ ଭାଜପାକୁ ସମର୍ଥନ କରିଛନ୍ତି। ଗୋଟିଏ…

କଟକ ବାଲିଯାତ୍ରା ପଡ଼ିଆରେ ହେବ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ

କଟକ, ୫।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ବାଲିଯାତ୍ରା ପଡ଼ିଆରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହେବ। ଏହି ଶୁଭାରମ୍ଭ କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ. ପି. ନଡ୍ଡା ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆନୁଷ୍ଠାନିକ ଭାବେ କାର୍ଡ ବଣ୍ଟନର ଶୁଭାରମ୍ଭ…

କେନାଲକୁ ଖସିଲା କାର୍‌: କଟକ ବିଜେଡି ଉପସଭାପତି ମୃତ

ମାଣିଆବନ୍ଧ,୨।୪ (ଅଖିଳ କୁମାର ସାହୁ):କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଗୋଡ଼ିଝରିଆସ୍ଥିତ ରେଙ୍ଗାଲି ଦକ୍ଷିଣ କେନାଲରେ ସୋମବାର ସନ୍ଧ୍ୟାରେ ଏକ କାର୍‌ କେନାଲ ଭିତରକୁ ଖସିପଡ଼ିଛି। ଫଳରେ ମାଣିଆବନ୍ଧ ଥାନା ଅନ୍ତର୍ଗତ ବାଙ୍ଗରସିଂହା ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା କଟକ ଜିଲା…

କଟକରେ ବଡଧରଣର ଅଗ୍ନିକାଣ୍ଡ: ସୁଟ୍‌କେସ୍‌ ସୋ’ରୁମ ସହ କପଡ଼ା ଗୋଦାମରେ ଲାଗିଲା ନିଆଁ

କଟକ, ୧ା୪: କଟକ ସହରର ଦୋଳମୁଣ୍ଡାଇ ଅଞ୍ଚଳରେ ଏକ ଦୋକାନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ରିପୋର୍ଟ ଅନୁଯାୟୀ, ସକାଳେ ସ୍ଥାନୀୟ ଲୋକମାନେ ପ୍ରଥମେ ଏକ କୋଠାର ଉପର ମହଲାରେ ଥିବା ଦୋକାନରୁ ଧୂଆଁ ବାହାରୁଥିବାର ଦେଖିଥିଲେ। ସୂଚନା ପାଇ ଅଗ୍ନିଶମ…

ମରାମତି କାମ ଶେଷ: ଟ୍ରାକ୍‌ରେ ଗଡ଼ିଲା ଟ୍ରେନ୍‌

କଟକ,୩୧।୩: ବେଙ୍ଗାଲୁରୁରୁ କାମାକ୍ଷା ଅଭିମୁଖେ ଯାଉଥିବା କାମାକ୍ଷା ଏକ୍ସପ୍ରେସ୍‌ କଟକ ଜିଲା ମଙ୍ଗୁଳି-ଚୌଦ୍ୱାର ପାସେଞ୍ଜର ହଲ୍ଟ ନିକଟରେ ରବିବାର ଲାଇନ୍‌ଚ୍ୟୁତ ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଟ୍ରେନ୍‌ର ୧୧ଟି ବଗି ଟ୍ରାକ୍‌ରୁ ବାହାରି ଯାଇଥିଲା। ଦୁର୍ଘଟଣାରେ ୧୬ଜଣ ଗୁରୁତର ହୋଇଥିଲେ। ଚିକିତ୍ସା ଲାଗି…

ସରିଲା ରେଲଓ୍ବେ ଟ୍ରାକ୍‌ ମରାମତି କାମ, ଖୁବ୍‌ଶୀଘ୍ର ଚାଲିବ ଟ୍ରେନ୍‌

ଚୌଦ୍ୱାର,୩୧।୩:କଟକ ଜିଲା ମଙ୍ଗୁଳି-ଚୌଦ୍ୱାର ପାସେଞ୍ଜର ହଲ୍ଟ ନିକଟରେ ଟ୍ରେନ୍‌ ଦୁର୍ଘଟଣା ଘଟଣାରେ ସୋମବାର ନୂଆ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ସକାଳ ୭.୧୫ ସୁଦ୍ଧାରେଲଓ୍ବେ ଟ୍ରାକ୍‌ ମରାମତି କାର୍ଯ୍ୟ ଶେଷ ହୋଇଛି। ଖୁବ୍‌ଶୀଘ୍ର ଟ୍ରେନ୍‌ ଚଳାଚଳ ହେବାନେଇ ରେଳ ବିଭାଗ ପକ୍ଷରୁ ସୂଚନା…

OPSC ପରିଚାଳିତ ପରୀକ୍ଷାରେ ପୁଣି ତ୍ରୁଟି ଅଭିଯୋଗ

କଟକ,୩୦ା୩: OPSC ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ରରେ ପୁଣି ତ୍ରୁଟି ହୋଇଥିବା ଅଭିଯୋଗ ହୋଇଛି। ସାମ୍ବାଦିକତା ଏବଂ ଗଣ ଯୋଗାଯୋଗ ପ୍ରଶ୍ନରେ ତ୍ରୁଟି ଥିବା ଅଭିଯୋଗ କରିଛନ୍ତି ପରୀକ୍ଷାର୍ଥୀ। ସେମାନେ ଅଭିଯୋଗ କରିଛନ୍ତି ଯେ, ୧୦୦ ମାର୍କ ପ୍ରଶ୍ନ ବଦଳରେ ରହିଛି ୯୪…

Train derail: କାମାକ୍ଷା ଏକ୍ସପ୍ରେସ୍‌ ଲାଇନଚ୍ୟୁତ ପରେ ଫସି ରହିଛନ୍ତି ଯାତ୍ରୀ, କରାଗଲା ସ୍ବତନ୍ତ୍ର ଟ୍ରେନ୍‌ ବ୍ୟବସ୍ଥା

ଚୌଦ୍ୱାର,୩୦।୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ରବିବାର କାମାକ୍ଷା ଏକ୍ସପ୍ରେସ୍‌ ଲାଇନ୍‌ଚ୍ୟୁତ ହୋଇଛି। ଏହି ଘଟଣାରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଆହତ ହୋଇଛନ୍ତି। ଆହତଙ୍କ ଚିକିତ୍ସା ଜାରି ରହିଥିବା ବେଳେ ଫସି ରହିଥିବା ଯାତ୍ରୀଙ୍କୁ ଗନ୍ତବ୍ୟ…

କାମାକ୍ଷା ଏକ୍ସପ୍ରେସ୍‌ ଲାଇନ୍‌ଚ୍ୟୁତ: ଜଣେ ଯାତ୍ରୀ ମୃତ, ୭ ଆହତ

ଚୌଦ୍ୱାର,୩୦ା୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିଠାରେ ରବିବାର ମଧ୍ୟାହ୍ନରେ କାମାକ୍ଷା ଏକ୍ସପ୍ରେସର ୧୧ଟି ବଗି ଲାଇନ୍‌ଚ୍ୟୁତ ହେବାରୁ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ୭ ଜଣ ହୋଇଛନ୍ତି। ଯାତ୍ରୀଙ୍କ ମୃତ୍ୟୁ ନେଇ ସୂଚନା ଦେଇଛନ୍ତି ଏସ୍‌ସିବି କର୍ତ୍ତୃପକ୍ଷ। ଅନ୍ୟ ଆହତମାନେ…

ବଦଳିଲା ଅନେକ ଟ୍ରେନ୍‌ର ଗତିପଥ

ଚୌଦ୍ୱାର,୩୦।୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ରବିବାର କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଛି। ୧୧ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ଏକାଧିକ ଯାତ୍ରୀ ଆହତ ହୋଇଛନ୍ତି। ପ୍ରବଳ ଖରା ହେଉଥିବାରୁ ଅନ୍ୟ ଯାତ୍ରୀମାନେ ହନ୍ତସନ୍ତ ହେଉଛନ୍ତି। ଅପରପକ୍ଷେ ଉଦ୍ଧାର କାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?