ବସ-ଟ୍ରକ୍ ଦୁର୍ଘଟଣା : ୧୫ ଆହତ, ଗୁରୁତରଙ୍କୁ କଟକ ମେଡିକାଲ ସ୍ଥାନାନ୍ତର
ଚୌଦ୍ୱାର,୨୭।୧୦(ଡି.ଏନ୍.ଏ.): କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥର ବ୍ୟାଙ୍କଛକଠାରେ ବସ୍-ଟ୍ରକ୍ ଧକ୍କାରେ ୧୫ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣ ଗୁରୁତର ଅଛନ୍ତି। ଘଟଣାସ୍ଥଳରେ ଟାଙ୍ଗୀ ପୋଲିସ ପହଞ୍ଚି ଆହତଙ୍କୁ ସ୍ଥାନୀୟ ଗୋଷ୍ଠୀ…
ଦକ୍ଷିଣକାଳୀଙ୍କ ପାଖରେ ଭୋଗ ହୁଏ ପୋହଳା ମାଛ
ରବିବାର କାଳୀ ପୂଜା। ମା’ଶ୍ୟାମାକାଳୀଙ୍କ ଆଗମନକୁ ନେଇ ପୀଠ ଓ ମଣ୍ଡପଗୁଡ଼ିକ ବେଶ୍ ଚଳଚଞ୍ଚଳ। ତେବେ କଟକର ପ୍ରସିଦ୍ଧ କାଳିଆବୁଦା ମଶାଣି କାଳୀଙ୍କ ଉପରେ ଏହି ସ୍ବତନ୍ତ୍ର ଉପସ୍ଥାପନା… କଟକର ମହାନଦୀ କୂଳରେ ରହିଛି କାଳିଆବୁଦା ମଶାଣି। ସେଠାରେ ଶ୍ୟାମାକାଳୀ ଓ…
ଆଜି ଦୀପାବଳି: କଟକରେ ଆଲୋକ ସୃଷ୍ଟିକାରୀ ବାଣର ଚାହିଦା ବେଶି
କଟକ ଅଫିସ, ୨୭ା୧୦: ଲଘୁଚାପଜନିତ ବର୍ଷା ପରେ ଗତ ଦୁଇଦିନ ହେଲା କଟକ ସହରର ବାଣ ଷ୍ଟଲ୍ଗୁଡ଼ିକରେ ଗ୍ରାହକଙ୍କ ଭିଡ଼ ଦେଖିବାକୁ ମିଳିଛି। ତେବେ ବାଣ ଦର ଜାଣିବା ପରେ ଗ୍ରାହକଙ୍କ ମୁହଁରେ ଚିନ୍ତା ଛାଇଯାଉଛି। ଗତବର୍ଷ ତୁଳନାରେ ଚଳିତ ବର୍ଷ…
ଏସ୍ସିବି ମେଡିକାଲ: ମୃତଦେହକୁ ନେଇ ସନ୍ଦେହ
କଟକ ଅଫିସ, ୨୭ା୧୦: ଏସ୍ସିବି ମେଡିକାଲରେ ମୃତ୍ୟୁ ଘଟୁଥିବା ଅସହାୟ ଓ ଅପରିଚିତ ରୋଗୀଙ୍କୁ ନେଇ ପୁଣି ବିବାଦ ଉପୁଜିଛି। ଦୁଇଟି ଆରଟିଆଇ ତଥ୍ୟକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ସାମାଜିକ କର୍ମୀ ଅଚ୍ୟୁତ କୁମାର ସାହୁ ୨୦୧୮ ଅକ୍ଟୋବର ଓ…
୨୩ ଜିଲାରେ ଡେଙ୍ଗୁ
କଟକ ଅଫିସ, ୨୭ା୧୦: ରାଜ୍ୟର କଳାହାଣ୍ଡି, କନ୍ଧମାଳ, ମାଲକାନଗିରି, ନବରଙ୍ଗପୁର, ରାୟଗଡା, ସମ୍ବଲପୁର ଓ ସୁନ୍ଦରଗଡ ଜିଲାକୁ ବାଦ୍ ଦେଲେ ବାକି ୨୩ଟି ଜିଲାରୁ ଏସ୍ସିବି ମେଡିକାଲକୁ ଡେଙ୍ଗୁ ରୋଗୀ ଆସିଛନ୍ତି। ଅର୍ଥାତ୍ ରାଜ୍ୟର ୯୦ ପ୍ରତିଶତରୁ ଅଧିକ ଜିଲା ଡେଙ୍ଗୁ…
ଅଲୋଡ଼ା କନ୍ୟା ସନ୍ତାନ: ମେଡିକାଲ ବେଡ୍ରେ ଛାଡ଼ି ପଳାଇଲେ ମା’
କଟକ ଅଫିସ, ୨୬।୧୦: ସମାଜରେ କନ୍ୟା ସନ୍ତାନଙ୍କ ପ୍ରତି ଥିବା ହୀନମନ୍ୟତା ବଢିବାରେ ଲାଗିଛି, ଯାହାର ଏକ ଉଦାହରଣ ଏସ୍ସିବି ମେଡିକାଲରେ ଦେଖିବାକୁ ମିଳିଛି। ଗତ ୩ରେ ଯାଜପୁର ଅଞ୍ଚଳର ଜଣେ ମହିଳା ପ୍ରସବ ନିମନ୍ତେ ଏସ୍ସିବି ମେଡିକାଲର ସ୍ତ୍ରୀ ଓ…
ଏମିତି ବି ଆସେ ମୃତ୍ୟୁ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଶାଶୁ, ୨ ବୋହୁଙ୍କ ଜୀବନ ଗଲା
ସାଲେପୁର,୨୫।୧୦(ଡି.ଏନ୍.ଏ.): କଟକ ଜିଲା ସାଲେପୁର ଥାନା ଅଧୀନ ବାରିଗୋଳ ପଞ୍ଚାୟତ ବେତେଇ ଗ୍ରାମ ଦଳିତ ସାହିରେ ଶୁକ୍ରବାର ଏକ ଅଘଟଣ ଘଟିଛି। ବିଦ୍ୟୁତ ସଂସ୍ପର୍ଶରେ ଆସି ଗୋଟିଏ ପରିବାରର ୩ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଶାଶୁ ସୀତା ମଲ୍ଲିକ(୭୦), ମଝିଆ…
୧୦ ବରିଷ୍ଠ ପୋଲିସ ଅଧିକାରୀଙ୍କ ବଦଳି
କଟକ ଅଫିସ,୨୫ା୧୦ : ପୋଲିସ ଡିଜି ବିଜୟ କୁମାର ଶର୍ମାଙ୍କ ଅଧ୍ୟକ୍ଷତାରେ ରାଜ୍ୟ ପୋଲିସ ଏଷ୍ଟାବ୍ଲିସ୍ମେଣ୍ଟ ବୋର୍ଡ ପକ୍ଷରୁ ଓପିଏସ୍ସ୍ତରରେ ୧୦ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ପଦୋନ୍ନତି ଦିଆଯାଇଛି। ସେମାନଙ୍କୁ ରାଜ୍ୟର ବିଭିନ୍ନ ଜିଲାରେ ଅବସ୍ଥାପିତ କରାଯାଇଥିବା ଗୁରୁବାର ପୋଲିସ ମୁଖ୍ୟାଳୟ…
ଆଇନଜୀବୀଙ୍କ ଆନ୍ଦୋଳନ ମାମଲାରେ ସୁପ୍ରିମକୋର୍ଟଙ୍କ କଡ଼ା ଆଭିମୁଖ୍ୟ : ହାଇକୋର୍ଟ ବାର୍ ସଭାପତି, ଓଡ଼ିଶା ବାର୍ କାଉନସିଲ ଅଧ୍ୟକ୍ଷଙ୍କୁ ବ୍ୟକ୍ତିଗତ ହାଜର ନୋଟିସ
କଟକ ଅଫିସ,୨୫ା୧୦ : ଆଇନଜୀବୀ ଆନ୍ଦୋଳନ ପ୍ରସଙ୍ଗକୁ ନେଇ ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ଦେଖାଇଛନ୍ତି। ଗୁରୁବାର ଏହି ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ବିଚାରପତି ସଞ୍ଜୟ କିଶାନ କୌଲ ଓ ବିଚାରପତି କେ.ଏମ୍. ଯୋଶେଫଙ୍କୁ ନେଇ ଗଠିତ ଖଣ୍ଡପୀଠ ଓଡ଼ିଶା ହାଇକୋର୍ଟ…
୧୦ ବରିଷ୍ଠ ପୋଲିସ ଅଧିକାରୀଙ୍କ ବଦଳି
କଟକ ଅଫିସ, ୨୪ା୧୦- ପୋଲିସ ଡିଜି ବିଜୟ କୁମାର ଶର୍ମାଙ୍କ ଅଧ୍ୟକ୍ଷତାରେ ରାଜ୍ୟ ପୋଲିସ ଏଷ୍ଟାବ୍ଲିସ୍ମେଣ୍ଟ ବୋର୍ଡ ପକ୍ଷରୁ ଓପିଏସ୍ସ୍ତରରେ ୧୦ ଜଣ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ପଦୋନ୍ନତି ଦିଆଯାଇଛି। ଏଥିସହ ସେମାନଙ୍କୁ ରାଜ୍ୟର ବିଭିନ୍ନ ଜିଲାରେ ଅବସ୍ଥାପିତ କରାଯାଇଥିବା ଗୁରୁବାର…
ଭିଜିଲାନ୍ସ ଟାର୍ଗେଟରେ ଦୁର୍ନୀତିଗ୍ରସ୍ତ ଅଧିକାରୀ: ପୋଲିସ ଇନ୍ସପେକ୍ଟରଙ୍କୁ ୫ବର୍ଷ ଜେଲ୍, ଜରିମାନା
କଟକ ଅଫିସ, ୨୪।୧୦: ଜୟପୁର ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ବୁଧବାର ଏକ ଲାଞ୍ଚ ମାମଲାର ପୂର୍ଣ୍ଣାଙ୍ଗ ଶୁଣାଣି କରି ଅଭିଯୁକ୍ତ ପୋଲିସ ଇନ୍ସପେକ୍ଟରଙ୍କୁ ୫ବର୍ଷ ସଶ୍ରମ ଜେଲ୍ ଓ ୫୦ହଜାର ଟଙ୍କା ଜରିମାନା ଦଣ୍ଡାଦେଶ ଦେଇଛନ୍ତି। ଜରିମାନା ଅନାଦାୟ କ୍ଷେତ୍ରରେ ଅଭିଯୁକ୍ତଙ୍କୁ…
କଟକ: ୧୯ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ
କଟକ ଅଫିସ, ୨୪।୧୦: ଗତ ୫ଦିନରେ କଟକ ସହରରେ ମୋଟ ୧୯ ଡେଙ୍ଗୁ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ବୁଧବାର ସନ୍ଧ୍ୟା ସୁଦ୍ଧା ଏସ୍ସିବି ମେଡିକାଲରେ ମୋଟ ୭୦ଜଣ ଡେଙ୍ଗୁ ରୋଗୀ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ମଧ୍ୟରୁ ୬୫ଜଣଙ୍କୁ ୱାର୍ଡରେ ଓ ୫ଜଣଙ୍କୁ…
Archives


