ଭିଜିଲାନ୍ସ ଜାଲରେ ଏସ୍ଆଇ
କଟକ ଅଫିସ,୧୨।୧୨: ଭିଜିଲାନ୍ସ ଜାଲରେ ମୋଟର୍ ଟ୍ରାନ୍ସପୋର୍ଟ ଫିଟର୍ ଏସ୍ଆଇ ଜନ୍ମେଜୟ ମଲ୍ଲିକ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ କଟକ ଭିଜିଲାନ୍ସ ବିଭାଗ ପକ୍ଷରୁ ଜନ୍ମେଜୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। କଟକ ତୁଳସୀପୁରରେ ଥିବା ସରକାରୀ କ୍ୱାର୍ଟର୍ସ, ବିଡାନାସୀ…
ଲଘୁ ଖଣିଜ ଚୋରି ରୋକିବାକୁ ୧୦ ଜିଲାପାଳଙ୍କୁ ଚିଠି
କଟକ ଅଫିସ,୧୨।୧୨: କେନ୍ଦ୍ରାଞ୍ଚଳ ଅଧୀନ ୧୦ଟି ଜିଲାରେ ଆଖିବୁଜା ଲଘୁ ଖଣିଜଦ୍ରବ୍ୟ ଚୋରି ହେଉଛି। ଏହି ଚୋରିକୁ ରୋକିବା ପାଇଁ ଆର୍ଡିସି ଅନିଲ କୁମାର ସାମଲ ୧୦ ଜିଲାପାଳଙ୍କୁ ତାଗିଦ୍ କରିଛନ୍ତି। ବିଶେଷକରି ଉପଜିଲାପାଳ ଓ ତହସିଲଦାରମାନେ ଏଥିପ୍ରତି ଧ୍ୟାନ ଦେଉ…
ଏସ୍ସିବି ମେଡିକାଲରେ ଭିଜିଲାନ୍ସର ଖୋଳତାଡ: ୨୯୪ କର୍ମଚାରୀ ନିଯୁକ୍ତିକୁ ନେଇ ଅଡୁଆ ପରିସ୍ଥିତି
କଟକ ଅଫିସ,୧୨।୧୨: ଏସ୍ସିବି ମେଡିକାଲରେ ଏକ ଘରୋଇ ସଂସ୍ଥା ମାଧ୍ୟମରେ ୨୯୪ଜଣ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯାଇଥିଲା। ଏହି ନିଯୁକ୍ତିରେ ବ୍ୟାପକ ଜାଲିଆତି କରାଯାଇଥିବା ନେଇ ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଲୋକାୟୁକ୍ତଙ୍କ ନିର୍ଦ୍ଦେଶକ୍ରମେ ଏହି ଘଟଣାର ତଦନ୍ତ ଏବେ…
ଇଏ ମୋ ବୃତ୍ତି: ଏ କାର୍ତ୍ତିକ-ପ୍ରଭାତୀଙ୍କ ‘ରୁଟି’
କଟକ ଅଫିସ,୧୨।୧୨: ପେଟ ପୋଷେ ପରିଶ୍ରମ। ଭିନ୍ନ ଭିନ୍ନ ପ୍ରକାର ପରିଶ୍ରମକୁ ନେଇ ମଣିଷ ଏହାର ନାଁ ଦେଇଛି ବୃତ୍ତି। କୁଟୁମ୍ବ ପୋଷିବା ପାଇଁ ମଣିଷ ବାଧ୍ୟରେ ଏକ ବୃତ୍ତିରେ ବାନ୍ଧି ହୋଇ ରହେ। ସହରରେ ବୃତ୍ତିକୁ ଆବୋରି ବଞ୍ଚୁଥିବା ମଣିଷମାନଙ୍କ…
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ ବବ୍ଲୁ ଆହତ
କଟକ ଅଫିସ୍, ୧୧।୧୨: କଟକ ନାରାଜରେ ବୁଧବାର ସକାଳେ ପୋଲିସ ଏନକାଉଣ୍ଟର କରିଛି। ଚୌଦ୍ୱାର ପୋଲିସ ଓ ସ୍ପେଶାଲ ସ୍କ୍ବାଡର ମିଳିତ ଭାବେ କରାଯାଇଥିବା ଏହି ଏନକାଉଣ୍ଟରରେ କୁଖ୍ୟାତ ଡକାୟତ ସଚିନ ପାୱାର ଓରଫ ବବୁଲ ଆହତ ହୋଇଛନ୍ତି। ବବୁଲଙ୍କ ଡାହାଣ…
ଦାୟିତ୍ୱ ନେଲେ ଡିଜିପି ଅଭୟ: ୬ ଦିଗ ଉପରେ ଦେବେ ପ୍ରାଧାନ୍ୟ
କଟକ ଅଫିସ, ୧୦।୧୨:ରାଜ୍ୟରେ ଆଉ ଚାଲିବନି ମାଫିଆ ରାଜ। ଏମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ୧୯୮୬ ବ୍ୟାଚ୍ ଓଡ଼ିଶା କ୍ୟାଡର ଆଇପିଏସ୍ ଅଫିସର ଅଭୟ ସୋମବାର କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିବା…
ପୋଲିସ ଡିଜିପି ଭାବେ ଦାୟିତ୍ୱ ନେଲେ ଅଭୟ
କଟକ ଅଫିସ୍, ୯।୧୨:ସୋମବାର ନୂଆ ପୋଲିସ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଅଭୟ। କଟକ ପୋଲିସ ମୁଖ୍ୟାଳୟରେ ପହଞ୍ଚି ସେ ଦାୟିତ୍ୱଗ୍ରହଣ କରିଛନ୍ତି। ଅନ୍ତରୀଣ ଡିଜି ଭାବେ ଅବସ୍ଥାପିତ ସତ୍ୟଜିତ ମହାନ୍ତି ତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି। ନୂଆ ଡିଜିପିଙ୍କୁ…
ସାପକାମୁଡ଼ା ଜାଣିବା ପାଇଁ ନୂଆ ବ୍ୟବସ୍ଥା
କଟକ ଅଫିସ,୯ା୧୨: ସାପ କାମୁଡ଼ାରେ ମୃତ୍ୟୁବରଣ କରୁଥିବା ବ୍ୟକ୍ତିଙ୍କୁ ସରକାରୀ ସହାୟତା ଯୋଗାଇ ଦିଆଯାଉଛି। ତେଣୁ ଏହାର ଫାଇଦା କିଛି ଲୋକ ନେଉଛନ୍ତି। ହୃଦ୍ଘାତ କିମ୍ବା ବ୍ରେନ୍ ଷ୍ଟ୍ରୋକ୍ରେ ମୃତ୍ୟୁବରଣ କରୁଥିବା ରୋଗୀ ସାପ କାମୁଡ଼ାଜନିତ ଦର୍ଶାଇ ସରକାରୀ ସହାୟତା ହାତଉଛନ୍ତି।…
ଦାଦାବଟି ଆଦାୟ ଅଭିଯୋଗ: ଯୁବ କଂଗ୍ରେସ ନେତା ଗିରଫ
କଟକ ଅଫିସ, ୯ା୧୨: ଖ୍ରୀଷ୍ଟ ମହାବିଦ୍ୟାଳୟ ଓ ବକ୍ସିବଜାର ଅଞ୍ଚଳରେ ଆତଙ୍କରାଜ ଚଳାଇବା ଏବଂ ଦାଦାବଟି ଆଦାୟ କରିବା ଅଭିଯୋଗରେ କ୍ୟାଣ୍ଟନମେଣ୍ଟ ଥାନା ପୋଲିସ ଯୁବ କଂଗ୍ରେସ ନେତା ସେକ୍ ଗୁଲଜାର(୩୪)ଙ୍କୁ ଗିରଫ କରି ରବିବାର କୋର୍ଟଚାଲାଣ କରିଛି। ଏହାସହ ତାଙ୍କ…
ସାଧୁ ବେଶରେ ଚୋରି କରି ୨ ଗିରଫ
ଭୁବନେଶ୍ୱର,୯ା୧୨(ବ୍ୟୁରୋ): ଚୋରି ପାଇଁ ସାଧୁବେଶ ଭଳି ଅଭିନବ ଉପାୟ ଆପଣେଇବା ଶେଷରେ ମହଙ୍ଗା ପଡ଼ିଛି। ମିଠା କହି ଲୋକଙ୍କ ମନରେ ବିଶ୍ୱାସ ଜନ୍ମାଇ ଘରେ କଳାକନା ବୁଲାଉଥିବା ୨ ଅଭିଯୁକ୍ତଙ୍କୁ ରବିବାର ଚନ୍ଦ୍ରଶେଖରପୁର ଥାନା ପୋଲିସ ଗିରଫ କରିଛି। ସେମାନେ ହେଲେ…
କ୍ୟାମ୍ପସ୍ ହାଲଚାଲ୍: ପରୀକ୍ଷାଠୁ ପିକ୍ନିକ୍ ଯାଏ ଚାଲିଛି ଚର୍ଚ୍ଚା
କଟକ ଅଫିସ,୯ା୧୨- ସୋସିଆଲ ମିଡ଼ିଆ ସହ ଅଧିକ ମାତ୍ରାରେ ଜଡ଼ିତ ଯୁବପିଢ଼ି। ଏହି ଜରିଆରେ ଯୁବପିଢିଙ୍କ ପାଖରେ ଦେଶବିଦେଶର ଖବର ସବୁବେଳେ ମହଜୁଦ। ଘଟଣା ହେଉ କି ଦୁର୍ଘଟଣା, ଦେଶର ରାଜନୀତି ହେଉ କି ଅର୍ଥନୀତି। ସବୁ ପ୍ରସଙ୍ଗରେ ଯୁବପିଢି ଅଳ୍ପବହୁତେ…
ନୋଟ୍ ବଦଳ ପାଇଁ କମିଶନ ୨ଲକ୍ଷ ଠକେଇ: ୪ ଗିରଫ
କଟକ ଅଫିସ,୯ା୧୨: ପୁରୀସ୍ଥିତ ଏକ ମଠର କର୍ମଚାରୀ ପରିଚୟ ଦେଇ ନୋଟ୍ ଏକ୍ସଚେଞ୍ଜ କରିବା ପାଇଁ କମିଶନ ଦେବାକୁ କହି ୨ଲକ୍ଷ ଟଙ୍କା ଠକି ନେବା ଅଭିଯୋଗରେ ୪ ଆନ୍ତଃଜିଲା ଠକଙ୍କୁ ଚାଉଳିଆଗଞ୍ଜ ପୋଲିସ ଗିରଫ କରି ରବିବାର କୋର୍ଟଚାଲାଣ କରିଛି।…

