କଟକ

ନିଶାଣ, ମହତାପରେ ପୁରୁଣା ପରମ୍ପରା ଛାପ

କଟକ ଅଫିସ : ଆସନ୍ତା ଅକ୍ଟୋବର ୪ ତାରିଖରେ ମହାଷଷ୍ଠୀ। ଦଶହରା ଆରମ୍ଭକୁ କିଛି ଦିନ ରହିଲା। ତେବେ କଟକର ପ୍ରସିଦ୍ଧ ଦଶହରା କିଛି ନିର୍ଦ୍ଦିଷ୍ଟ କାରଣ ପାଇଁ ଭିନ୍ନ ଓ ଅନନ୍ୟ। ଏଠାରେ କେତେକ ସ୍ବତନ୍ତ୍ର ପରମ୍ପରା ଦେଖିବାକୁ...

ଓଡ଼ିଶା ଆସିବେ ଜଗା-କାଳିଆ: ଦିଲ୍ଲୀ ଗଲେ ଦୁଇ ଡାକ୍ତର

କଟକ ଅଫିସ,୫।୯: ଓଡ଼ିଶା ଆସିବେ ଜଗା-କାଳିଆ। ଅପରେଶନ ମାଧ୍ୟମରେ ଅଲଗା ହୋଇଥିବା କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ ଦିଲ୍ଲୀ ଏମ୍ସରୁ ସ୍ଥାନାନ୍ତର ହେବେ। ସେମାନଙ୍କୁ ଆଣିବା ଲାଗି ଗୁରୁବାର ଶିଶୁ ରୋଗ ବିଭାଗର ଦୁଇଜଣ ଡାକ୍ତର ଶିବ ଶଙ୍କର ବରିହା...

ଭୁଶୁଡ଼ିଲା ଅଧ୍ୟକ୍ଷ କାର୍ଯ୍ୟାଳୟର ସିଲିଂ

କଟକ ଅଫିସ,୫।୯: ଜାତୀୟ କବି ବୀର କିଶୋର (ଜେକେବିକେ) ସରକାରୀ କଲେଜର ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟର ସିଲିଂ ଭୁଶୁଡ଼ି ପଡିଛି। ବୁଧବାର କାର୍ଯ୍ୟାଳୟ ଖୋଲାଯିବା ପରେ ଅଧ୍ୟକ୍ଷଙ୍କ ରୁମ୍‌ ଭିତରେ ସିଲିଂଗୁଡ଼ିକ ବିଛାଡ଼ି ହୋଇ ପଡ଼ିଥିବା ଦେଖିବାକୁ ମିଳିଥିଲା। ଅଧ୍ୟକ୍ଷ ବସୁଥିବା...

ଚାକିରିଦେବା ନାଁରେ ଯୁବତୀଙ୍କୁ ବଳାତ୍କାର: ଫାଇନାନ୍ସ କମ୍ପାନୀର ରାଜ୍ୟ ମୁଖ୍ୟ ଗିରଫ

କଟକ ରୋଡ,୩।୯(ଡି.ଏନ୍‌.ଏ.): କିଛିଦିନ ପୂର୍ବରୁ ରାଜଧାନୀରେ ଜଣେ ଟ୍ୟୁଶନ ଛାତ୍ରୀଙ୍କୁ ଅସଦାଚରଣ ଘଟଣା ଚର୍ଚ୍ଚା ଥମି ନ ଥିବା ବେଳେ ପୁଣି ଚାକିରି ଦେବା ନାଁରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଛି। ମିଳିଥିବା ସୂଚନାନୁଯାୟୀ, ଛତିଶଗଡ଼ ରାଜ୍ୟ ରାୟପୁର ଅଞ୍ଚଳରେ...

ଚୌଦ୍ୱାର ଫରେଷ୍ଟରଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ : ଥାନା ଦ୍ୱାରସ୍ଥ ହେଲେ ମହିଳା କର୍ମଚାରୀ

ଚୌଦ୍ୱାର,୨ା୯(ଡି.ଏନ୍‌.ଏ.) : ଚୌଦ୍ୱାର ଫରେଷ୍ଟର ଜ୍ୟୋତିରଞ୍ଜନ ମହାପାତ୍ର କାର୍ଯ୍ୟରତ ଜଣେ ମହିଳା କର୍ମଚାରୀଙ୍କୁ ନିର୍ଯାତନା ଦେଇଥିବା ନେଇ ଶନିବାର ସ୍ଥାନୀୟ ଥାନାରେ ଅଭିଯୋଗ ହୋଇଛି। ଏ ନେଇ ଥାନାରେ ଏକ ମାମଲା(ନଂ.୨୯୧/୧୯) ରୁଜୁ ହୋଇଛି। ଅଭିଯୋଗ ଅନୁଯାୟୀ, ସମ୍ପୃକ୍ତ ମହିଳା...

ମାନସିକ ବିକାରଗ୍ରସ୍ତଙ୍କ ଥଇଥାନ ଓ ଚିକିତ୍ସା ବ୍ୟବସ୍ଥା କରାଯାଉ: ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ ଅଫିସ,୧ା୯: ମାନସିକ ବିକାରଗ୍ରସ୍ତ ଲୋକଙ୍କୁ ଥଇଥାନ କରିବା ଓ ସେମାନଙ୍କ ଚିକିତ୍ସା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବା ନେଇ ଓଡ଼ିଶା ଲିଗାଲ ଆଣ୍ଡ ସୋସିଆଲ ଆସୋସିଏଶନ(ଓଲ୍‌ସା) ପକ୍ଷରୁ ଆଇନଜୀବୀ ବିପିନ କୁମାର ଚୌଧୁରୀ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଏର...

ଶଯ୍ୟା ଅଭାବ, ଚଟାଣରେ ରୋଗୀ

କଟକ ଅଫିସ, ୩୧।୮ – କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଏବଂ ହସ୍ପିଟାଲ (ଏସ୍‌ସିବି)ରେ ଦିନକୁ ଦିନ ସମସ୍ୟା ବଢିବାରେ ଲାଗିଛି। ଏହି ହସ୍ପିଟାଲ ଉପରେ କଟକ ସହର ସମେତ ରାଜ୍ୟର ବହୁ ରୋଗୀ ନିର୍ଭର କରିଥାନ୍ତି।...

ଜାମିନ ସର୍ତ୍ତରେ କୋହଳ ଲାଗି ହାଇକୋର୍ଟରେ ସାରଥିଙ୍କ ଆବେଦନ

କଟକ ଅଫିସ, ୩୧ା୮: ପ୍ରାୟ ୪ ବର୍ଷ ଜେଲ୍‌ରେ ରହିବା ପରେ ସାରଥି ବାବା ଓରଫ ସନ୍ତୋଷ ରାଉଳ ଗତ ଜୁଲାଇ ୨୫ରେ ଜାମିନରେ ମୁକୁଳିଥିଲେ। ଏକାଧିକ ସର୍ତ୍ତ ରଖି ହାଇକୋର୍ଟ ସାରଥିଙ୍କୁ ଜାମିନ ଦେଇଥିଲେ। ତେବେ ଉକ୍ତ ସର୍ତ୍ତ...

ଇନ୍ଦ୍ରଜିତ ମହାନ୍ତି ହେବେ ରାଜସ୍ଥାନ ହାଇକୋର୍ଟ ମୁଖ୍ୟ ବିଚାରପତି

କଟକ ଅଫିସ, ୩୧ା୮: ରାଜସ୍ଥାନ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଏସ୍‌. ଏ. ରବୀନ୍ଦ୍ର ଭଟ୍ଟ ଖୁବ୍‌ଶୀଘ୍ର ସୁପ୍ରିମ୍‌କୋର୍ଟ ବିଚାରପତି ଭାବେ ଯୋଗଦେବେ। ଫଳରେ ରାଜସ୍ଥାନ ମୁଖ୍ୟ ବିଚାରପତିଙ୍କ ପଦ ଖାଲି ପଡ଼ିବ। ତେଣୁ ସୁପ୍ରିମକୋର୍ଟଙ୍କ କଲେଜିୟମ ଏହି ପଦବୀ...

ହାଇକୋର୍ଟରେ ମହିମାଙ୍କ ଜାମିନ ସଂକ୍ରାନ୍ତ ତଥ୍ୟ ଦାଖଲ

କଟକ ଅଫିସ, ୨୯।୮: ସିୱେଜ୍‌ ଶିପିଂ ପରିଚାଳକ ମହେନ୍ଦ୍ର ସ୍ବାଇଁ ହତ୍ୟା ମାମଲାରେ ଶିଳ୍ପପତି ମହିମାନନ୍ଦ ମିଶ୍ରଙ୍କ ଜାମିନ ଆବେଦନ ସମ୍ପର୍କିତ ତଥ୍ୟ ବୁଧବାର ହାଇକୋର୍ଟରେ ଦାଖଲ କରାଯାଇଛି। ଗତ ୧୪ ତାରିଖରେ ଅନୁଷ୍ଠିତ ଶୁଣାଣି ପରେ ବିଚାରପତି ଜଷ୍ଟିସ...

ହାଇକୋର୍ଟରେ ଭୁବନେଶ୍ୱର ରାମମନ୍ଦିର ପରିଚାଳନା ମାମଲା: ପରିଚାଳନା ଦାୟିତ୍ୱରେ ରହିବେ ନିର୍ବାହୀ ଅଧିକାରୀ

କଟକ ଅଫିସ, ୨୯।୮: ଭୁବନେଶ୍ୱର ରାମମନ୍ଦିର ପରିଚାଳନା କରିବାକୁ ଜଣେ ନିର୍ବାହୀ ଅଧିକାରୀଙ୍କୁ ହାଇକୋର୍ଟ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ଚୂଡ଼ାନ୍ତ ଶୁଣାଣି ଶେଷ ନ ହେବା ପର୍ଯ୍ୟନ୍ତ ନିର୍ବାହୀ ଅଧିକାରୀ ଭାବେ ବିମଳ କୁମାର ପାତ୍ର ଦାୟିତ୍ୱ ତୁଲାଇବେ ବୋଲି...

ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ କୁଳପତିଙ୍କ ଅଚାନକ ଚଢ଼ାଉ: ଧରାପଡ଼ିଲେ ୮ ଅଣଛାତ୍ର

କଟକ ଅଫିସ,୨୯।୮: ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ବୁଧବାର ରାତି ପ୍ରାୟ ୧୦ଟାରେ କୁଳପତି ପ୍ରଫେସର ଈଶାନ କୁମାର ପାତ୍ର ଅଚାନକ ଚଢ଼ାଉ କରିଛନ୍ତି। ଏହି ସମୟରେ ବିଶ୍ୱବିଦ୍ୟାଳୟ ପରିସରରେ ୮ଜଣ ଅଣଛାତ୍ର ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ପୋଲିସ ପଚରାଉଚରା କରି ଛାଡ଼ି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri