ଛତ୍ରବଜାରରେ ପିଆଜ ଦର ୧୨୦ ଛୁଇଁଲା
କଟକ ଅଫିସ୍,୪।୧୨: ଗଲା କିଛି ଦିନ ଧରି ପିଆଜର ଉତ୍କଟ ଅଭାବ ସୃଷ୍ଟି ହୋଇଥିବା ବେଳେ ବୁଧବାର ଦର ରେକର୍ଡ ଭାଙ୍ଗିଛି। ସପ୍ତାହକ ତଳେ ପିଆଜ କିଲୋ ପ୍ରତି ୮୦ରୁ ୧୦୦ ଟଙ୍କାରେ ବିକ୍ରି ହେଉଥିବା ବେଳେ ଶହେ ୧୨୦ ଟପିଛି।…
ସ୍ମିତାରାଣୀ ମୃତ୍ୟୁ ମାମଲା:ହାଇକୋର୍ଟରେ ରୂପେଶ ଭଦ୍ର
କଟକ ଅଫିସ, ୩ା୧୨:ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳ ମୃତ୍ୟୁ ମାମଲାରେ ଗିରଫ ହୋଇଥିବା ରୂପେଶ ଭଦ୍ର ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଗତ ଶୁକ୍ରବାର ଯାଜପୁର ଜିଲା ଓ ଦୌରାଜଜ ରୂପେଶଙ୍କ…
ଆନ୍ନାକୋଣ୍ଡାର ସ୍ବାସ୍ଥ୍ୟାବସ୍ଥା ପରଖିଲେ ମାଡ୍ରାସ ଚିକିତ୍ସକ
ବାରଙ୍ଗ,୩ା୧୨(ଡି.ଏନ୍.ଏ)- ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ନୂଆ ଅତିଥି ଭାବେ ଆସିଥିବା ଦୁଇଟି ଆନ୍ନକୋଣ୍ଡାର ମୃତ୍ୟୁ ଘଟଣାକୁ କର୍ତ୍ତୃପକ୍ଷ ଗୁରୁତର ସହ ନେଇଛନ୍ତି। ଏ ନେଇ ସୋମବାର ମାଡ୍ରାସ କ୍ରୋକୋଡାଇଲ ବ୍ୟାଙ୍କ ଟ୍ରଷ୍ଟରୁ ସହକାରୀ ନିର୍ଦ୍ଦେଶକ ତଥା କୁମ୍ଭୀର ବିଶେଷଜ୍ଞ ଡ.ଅଜୟ କାର୍ତ୍ତିକେୟ…
୨୫୯ ଅଭିଯୋଗ ଶୁଣିଲେ ଜିଲାପାଳ
ନିଆଳି,୩ା୧୨(ଡି.ଏନ୍.ଏ)- ନିଆଳି ବ୍ଲକ ପରିସର ମଧ୍ୟରେ ଥିବା ରାଜୀବ ଭବନଠାରେି ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବିଡିଓ ଅଶୋକ କୁମାର ଲେଙ୍କାଙ୍କ ସଭାପତିତ୍ୱରେ ଜିଲାପାଳ ଭାବନୀ ଶଙ୍କର ଚଇନି ଏଥିରେ ଯୋଗଦେଇ ୨୫୯ଟି ଅଭିଯୋଗ ଶୁଣିଥିଲେ। ସେଥିମଧ୍ୟରୁ…
ବଜ୍ରକାପ୍ତା, ହାତୀଦାନ୍ତ ଚୋରାଚାଲାଣ ଜେଲ ଗଲେ ୭ ବେପାରୀ
ଖୁଣ୍ଟୁଣୀ,୩ା୧୨(ଡି.ଏନ୍.ଏ.): ଆଠଗଡ଼ ବନଖଣ୍ଡର ଖୁଣ୍ଟୁଣୀଠାରୁ ନରସିଂହପୁର ବନାଞ୍ଚଳରେ ବଜ୍ରକାପ୍ତା ଓ ହାତୀଦାନ୍ତ ଚୋରାଚାଲାଣ ଅଭିଯୋଗରେ ଖୁଣ୍ଟୁଣୀ ବନାଞ୍ଚଳ ୭ଜଣ ବେପାରୀଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ, ଆଠଗଡ଼ ଥାନା ହେମମାଳପୁର ଗ୍ରାମର ଅଶୋକ ଜେନା, ଚୌଦ୍ୱାରା…
ଅଗ୍ନିଶମ ବିଭାଗର ଡିଜି ଭାବେ ଦାୟିତ୍ୱ ନେଲେ ସୁନୀଲ ରାୟ
କଟକ ଅଫିସ୍,୨।୧୨:ଅଗ୍ନିଶମ ବିଭାଗର ଡିଜି ଭାବେ ସୋମବାର ଦାୟିତ୍ୱ ନେଇଛନ୍ତି ଆପିଏସ୍ ସୁନୀଲ ରାୟ। କଟକ ଅଗ୍ନିଶମ ବିଭାଗ ମୁଖ୍ୟାଳୟକୁ ଆସି ସେ କାର୍ଯ୍ୟଭାର ସମ୍ଭାଳିଛନ୍ତି। ଦାୟିତ୍ୱ ନେବା ପରେ ଡିଜି କହିଛନ୍ତି, ଟ୍ରାନ୍ସପରାନ୍ସି ଏବଂ ଟାଇମ୍ ବାଉଣ୍ଡ ଉପରେ ଗୁରୁତ୍ୱ…
ଆରମ୍ଭ ହେଲା ଧରପଗଡ଼: ଯାଞ୍ଚବେଳେ ପୋଲିସ-ଜନତା ମୁହାଁମୁହିଁ
କଟକ ଅଫିସ,୨।୧୨: ଡିସେମ୍ବର ପହିଲାରୁ ଟ୍ରାଫିକ ଚେକିଂ ଜୋର୍ଦାର ହେବ ବୋଲି ପୂର୍ବରୁ ଘୋଷଣା ହୋଇଥିଲା। ସରକାର ଗାଡ଼ି କାଗଜପତ୍ର ଯାଞ୍ଚ ଉପରେ ୩ମାସ କୋହଳ ଘୋଷଣା କରିଥିଲେ ସୁଦ୍ଧା ୧୦ଟି ନିର୍ଦ୍ଦିଷ୍ଟ ନିୟମ ଉପରେ କଟକଣା ବଳବତ୍ତର ରଖିଛନ୍ତି। ଏହି…
ପରଲୋକରେ ଲୋକପ୍ରିୟ ତବଲା ବାଦକ ରାଧାକାନ୍ତ ନନ୍ଦ
କଟକ ଅଫିସ,୩୦।୧୧: ଲୋକପ୍ରିୟ ତବଲା ବାଦକ ରାଧାକାନ୍ତ ନନ୍ଦଙ୍କ ଶନିବାର ପରଲୋକ ଘଟିଛି। କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ଧରି କର୍କଟ ରୋଗରେ ପୀଡ଼ିତ ଥିଲେ। ଶୁକ୍ରବାର ହଠାତ୍ ସ୍ବାସ୍ଥ୍ୟାବସ୍ଥା…
ନିୟମ କଡ଼ାକଡ଼ି ହେବା ପୂର୍ବରୁ ଧରାପଡ଼ି ଗିରଫ ହେଲେ ମଦ୍ୟପ ଗାଡ଼ିଚାଳକ, ଦେବେ ୧୦ ହଜାର ଜରିମାନା
କଟକ ଅଫିସ,୩୦।୧୧: ରବିବାରଠାରୁ କଡ଼ାକଡ଼ି ହେବାକୁ ଯାଉଛି ନୂଆ ମୋଟର ଯାନ ଆଇନ। ଏହା ପୂର୍ବରୁ କଟକ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ବାଙ୍କୀସ୍ଥିତ ଜାତ ମୁଣ୍ଡିଆଛକରେ ଏମ୍ଭିଆଇ ଗାଡ଼ିଗୁଡ଼ିକୁ ଯାଞ୍ଚ କରାଯାଇଥିଲା। ଏହି ସମୟରେ ଜଣେ ମଦୁଆ ବାଇକ୍ ଚାଳକଙ୍କୁ…
ମଙ୍ଗଳାବାଗସ୍ଥିତ ଶ୍ରୀ ଗୋପାଳ ମେଡିସିନ ଆଣ୍ଡ ସର୍ଜିକାଲ ଗୋଦାମରେ ନିଆଁ: ପୋଡ଼ିଗଲା ୬୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ସାମଗ୍ରୀ
କଟକ ଅଫିସ, ୩୦।୧୧- ମଙ୍ଗଳାବାଗ ଥାନାଠୁ ମାତ୍ର ଶହେ ମିଟର ଦୂରରେ ଥିବା ଶ୍ରୀଗୋପାଳ ମେଡିସିନ୍ ଆଣ୍ଡ ସର୍ଜିକାଲ ଗୋଦାମରେ ଶନିବାର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଗୋଦାର ୫ଟି ଘରେ ମହଜୁଦ ଥିବା ୬୦ଲକ୍ଷ ଟଙ୍କା ମୂଲ୍ୟର ବିଭିନ୍ନ ସର୍ଜିକାଲ…
ସ୍ଥାଣୁ ପାଲଟିଛି ଭିଜିଲାନ୍ସର ସୋସିଆଲ ମିଡିଆ
କଟକ ଅଫିସ, ୩୦ା୧୧: ଓଡ଼ିଶା ଭିଜିଲାନ୍ସ ବିଭାଗରେ ଶତାଧିକ ଦୁର୍ନୀତି ଅଭିଯୋଗ ତଦନ୍ତ ନ ହୋଇ ପଡ଼ିରହିଛି। ଏପରି ସ୍ଥଳେ ରାଜ୍ୟରେ ଦୁର୍ନୀତି କମିଛି ବୋଲି ନିକଟରେ ଟ୍ରାନ୍ସପରେନ୍ସି ଇଣ୍ଟରନ୍ୟାଶନାଲ ଇଣ୍ଡିଆ (ଟିଆଇଆଇ) ନାମକ ଏକ ଅଣସରକାରୀ ସଂସ୍ଥାର ସର୍ଭେ ରିପୋର୍ଟ…
କନ୍ୟାକୁମାରୀରୁ କଟକ: ଏକତାର ମନ୍ତ୍ର ନେଇ ଥଙ୍ଗାରାଜାଙ୍କ ଦେଶ ପରିକ୍ରମା
କଟକ ଅଫିସ, ୩୦ା୧୧: ପଙ୍ଗୁ ଲଙ୍ଘୟତେ ଗିରି। ସଂସ୍କୃତରେ ଥିବା ଏହି ଶ୍ଳୋକକୁ ପ୍ରମାଣିତ କରିଛନ୍ତି କନ୍ୟାକୁମାରୀର ଆର୍. ଥଙ୍ଗାରାଜା(୪୦)। ଦୁଇଟି ଗୋଡ଼ ଅକର୍ମଣ୍ୟ ହୋଇଥିଲେ ମଧ୍ୟ ଏକ ସ୍ବତନ୍ତ୍ର ସ୍କୁଟରରେ ଦେଶ ପରିକ୍ରମାରେ ସେ ବାହାରିଛନ୍ତି। ରାଜଧାନୀ ଦିଲ୍ଲୀ ହେଉକି…

