କଟକ

ବଣିଆବନ୍ଧ ସଂରକ୍ଷିତ ଜଙ୍ଗଲରେ ହାତୀ ଶାବକର ମୃତ୍ୟୁ

ଖୁଣ୍ଟୁଣି,୨୨।୯(ଡି.ଏନ୍‌.ଏ.): କଟକ ଜିଲା ଖୁଣ୍ଟୁଣି ବନାଞ୍ଚଳ ଅଧୀନ ବଣିଆବନ୍ଧ ସଂରକ୍ଷିତ ଜଙ୍ଗଲରେ ରବିବାର ଏକ ହାତୀ ଶାବକର ମୃତ୍ୟୁ ଘଟିଛି। ହାତୀ ଶାବକ ମୃତଦେହ ପଡିଥିବା ଦେଖି ସ୍ଥାନୀୟ ଖଣ୍ଡୁଆଳୀ ଗ୍ରାମର କେତେକ ଲୋକ ବନ ବିଭାଗକୁ ଖବର ଦେଇଥିଲେ। ବନ…

ଆଜିଠୁ ଷୋଡ଼ଶ ଉପଚାର ପୂଜା: ଚମକୁଛି ଚଣ୍ଡୀ ମନ୍ଦିର, ଦଶହରାରେ ଫଳରେ ସଜାଯିବ

କଟକ ଅଫିସ,୨୨।୯: କେବଳ କଟକରେ ସୀମିତ ନାହିଁ। ଏବେ କଟକଚଣ୍ଡୀ ମନ୍ଦିରକୁ ନେଇ ଚର୍ଚ୍ଚା ବିଦେଶ ପର୍ଯ୍ୟନ୍ତ ପହଞ୍ଚିଲାଣି। ବିଭିନ୍ନ ଟୁଇଟ୍‌ରେ ମନ୍ଦିରର ସାଜସଜ୍ଜାକୁ ସ୍ଥାନ ମିଳିଛି। ଦଶହରା ପୂର୍ବରୁ କଟକ ଚଣ୍ଡୀ ମନ୍ଦିର ଫୁଲରେ ସଜେଇ ହୋଇ ଚମକୁ ଥିବାବେଳେ…

ସାଲେପୁର ନାବାଳିକା ବଳାତ୍କାରୀଙ୍କୁ ଫାଶୀ ଘଟଣା: ଆଇଆଇସି, ସରକାରୀ ଓକିଲ ସମ୍ବର୍ଦ୍ଧିତ

କଟକ ଅଫିସ, ୨୨।୯: ସାଲେପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ କଟକ ଜିଲା ପୋକ୍ସୋ ଅଦାଲତ ଗୁରୁବାର ଅଭିଯୁକ୍ତ ମହମ୍ମଦ ମୁସ୍ତାକଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି। ମୁସ୍ତାକଙ୍କୁ ଦୋଷୀ ସାବ୍ୟସ୍ତ କରିବାରେ ସାଲେପୁର ଥାନା…

ଗ୍ୟାରେଜ୍‌ରୁ ଚୋରି ଘଟଣା: ୩ ଅଭିଯୁକ୍ତ ଗିରଫ, ସାମଗ୍ରୀ ଜବତ

ଫୁଲନଖରା,୨୧।୯(ଡି.ଏନ୍‌.ଏ.): କଟକ ଜିଲା ଗୋପାଳପୁର ଜାଗୁଳାଇ ସାହିରେ ଥିବା ଏକ ଗ୍ୟାରେଜ୍‌ରୁ ଚୋରି ଘଟଣାରେ କଟକ ସଦର ପୋଲିସ ଶୁକ୍ରବାର ୩ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଶନିବାର ସେମାନଙ୍କୁ କୋର୍ଟଚାଲାଣ କରାଯାଇଛି। ସେମାନେ ହେଲେ ଉକ୍ତ ଥାନା ଅନ୍ତର୍ଗତ ଗୋପାଳପୁର ଢିହସାହିର…

ବିଏସ୍‌ଏନ୍‌ଏଲ୍‌ ଟେଲିଫୋନ ଭବନରେ ଅଗ୍ନିକାଣ୍ଡ

କଟକ ଅଫିସ, ୨୧ା୯: କଟକ ବଜ୍ରକବାଟୀ ରୋଡ୍‌ସ୍ଥିତ ଭାରତୀୟ ସଞ୍ଚାର ନିଗମ ଲିମିଟେଡ (ବିଏସ୍‌ଏନ୍‌ଏଲ୍‌) ଭବନରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ କୋଟିଏ ଟଙ୍କାର ଯନ୍ତ୍ରାଂଶ ପୋଡ଼ି ନଷ୍ଟ ହୋଇଯାଇଛି। ଏହି ଅଗ୍ନିକାଣ୍ଡ ଯୋଗୁ କଟକ, ଯାଜପୁର, ଜଗତ୍‌ସିଂହପୁର ଓ…

କୁଆଖାଇ ନଦୀବନ୍ଧ ସଂଲଗ୍ନ ରାସ୍ତା ଜବରଦଖଲକୁ ବିରୋଧ: ହାଇକୋର୍ଟରେ ଜନସ୍ବାର୍ଥ ମାମଲ

କଟକ ଅଫିସ, ୨୧ା୯: କୁଆଖାଇ ନଦୀବନ୍ଧ ସଂଲଗ୍ନ ମଞ୍ଚେଶ୍ୱରଠାରୁ କାନପୁର ରାସ୍ତାର ଦକ୍ଷିଣ ପାର୍ଶ୍ୱକୁ ବେଆଇନ ଭାବେ ଜବରଦଖଲ କରାଯାଇଛି। ଏହାକୁ ବିରୋଧ କରି ଶୁକ୍ରବାର ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଏର ହୋଇଛି। ଆବେଦନକାରୀ ତଥା ଆଇନଜୀବୀ ଅନ୍ତର୍ଯାମୀ ସ୍ବାଇଁଙ୍କ ପକ୍ଷରୁ…

କୁଣ୍ଡଳୀ ଜଙ୍ଗଲରୁ କଲରାପତରିଆ ବାଘର ମୃତଦେହ ଉଦ୍ଧାର ଘଟଣା: ୨ ବନ କର୍ମଚାରୀ ସସ୍‌ପେଣ୍ଡ

ଆଠଗଡ଼,୧୬।୯(ଡି.ଏନ୍‌.ଏ.): କଟକ ଜିଲା ଆଠଗଡ଼ ରେଞ୍ଜ ତିଗିରିଆ ହରିଡ଼ାପଶି ଅଞ୍ଚଳର କୁଣ୍ଡଳୀ ଜଙ୍ଗଲରୁ ଗତ ସୋମବାର କଲରାପତରିଆ ବାଘର ମୃତଦେହ ଉଦ୍ଧାର କରାଯାଇଥିଲା। ଏହି ଘଟଣାରେ ଶୁକ୍ରବାର ୨ଜଣ ବନ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି। ବାଘର ମୃତଦେହକୁ ଲୁଚାଇ ରଖିଥିବା ଅଭିଯୋଗ…

ଚୁଡ଼ଙ୍ଗବସ୍ତିରୁ ମୃତଦେହ ଉଦ୍ଧାର ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ

ବାରଙ୍ଗ, ୨୦।୯(ଡି.ଏନ୍‌.ଏ): କଟକ ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ପଞ୍ଚୁପାଳ ଗ୍ରାମ ମୁଣ୍ଡତାରିଣୀ ମନ୍ଦିର ପାଖ ଚୁଡ଼ଙ୍ଗବସ୍ତିରୁ କିଛିଦିନ ତଳେ ମଣ୍ଟୁ ମଣ୍ଡଳଙ୍କ ମୃତଦେହ ପୋଲିସ ଉଦ୍ଧାର କରିଥିଲା। ଏହା ଏକ ହତ୍ୟାକାଣ୍ଡ ବୋଲି ଜାଣିବାକୁ ପାଇଥିଲା। ଏହି ଘଟଣାର ମୁଖ୍ୟଅଭିଯୁକ୍ତଙ୍କୁ…

ଷ୍ଟ୍ରେଚର ଅଭାବ, କାନ୍ଧରେ ବୁହା ହେଉଛନ୍ତି ରୋଗୀ

କଟକ ଅଫିସ, ୨୦-୯:କଟକ ଏସ୍‌ସିବି ମେଡିକାଲରେ ଦିନକୁ ଦିନ ରୋଗୀ ସଂଖ୍ୟା ବଢିବାରେ ଲାଗିଛି। ପ୍ରତିଦିନ ୫ହଜାରରୁ ଊର୍ଦ୍ଧ୍ୱ ରୋଗୀ ଚିକିତ୍ସା ପାଇଁ ଆସିଥାନ୍ତି। ସେମାନଙ୍କ ମଧ୍ୟରୁ ୫୦୦ରୁ ଊର୍ଦ୍ଧ୍ୱ ରୋଗୀ ହସ୍ପିଟାଲରେ ଆଡମିଶନ ହୋଇଥାନ୍ତି। ପ୍ରତିଦିନ ରୋଗୀ ସଂଖ୍ୟା ବଢୁଥିବାବେଳେ…

ସାଲେପୁର ନାବାଳିକା ବଳାତ୍କାର, ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ,୨ମାସରେ ୪ଜଣଙ୍କୁ ଫାଶୀ

କଟକ ଅଫିସ/ନିଶ୍ଚିନ୍ତକୋଇଲି,(ଡି.ଏନ୍‌.ଏ.),୨୦-୯:ବହୁଚର୍ଚ୍ଚିତ ସାଲେପୁର ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ଅଭିଯୁକ୍ତ ମହମ୍ମଦ ମୁସ୍ତାକଙ୍କୁ କଟକ ତୃତୀୟ ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ପୋକ୍‌ସୋ ଅଦାଲତ ଦୋଷୀ ସାବ୍ୟସ୍ତ କରି ଗୁରୁବାର ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି। ସ୍ବତନ୍ତ୍ର ପୋକ୍‌ସୋ…

ସାଲେପୁର ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ଫାଶୀ ପ୍ରସଙ୍ଗ: ନାବାଳିକାଙ୍କ ପରିବାର କହିଲେ ‘୧୭ ମାସ ପରେ ନ୍ୟାୟ ମିଳିଛି’

ନିଶ୍ଚିନ୍ତକୋଇଲି, ୧୯।୯(ସ୍ବ.ପ୍ର.): ୨୦୧୮ରେ ସାଲେପୁର ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଏବଂ ହତ୍ୟା ଘଟଣାରେ ଗୁରୁବାର ଦୋଷୀ ମହମ୍ମଦ ମୁସ୍ତାକଙ୍କୁ କଟକର ସ୍ବତନ୍ତ୍ର ପୋକ୍ସୋ କୋର୍ଟ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଏହି ରାୟ ପ୍ରକାଶ ପାଇବା ପରେ ନାବାଳିକାଙ୍କ ପରିବାର ପକ୍ଷରୁ…

ସାଲେପୁର ନାବାଳିକା ବଳାତ୍କାର, ହତ୍ୟା ମାମଲା: ଦୋଷୀ ମହମ୍ମଦ ମୁସ୍ତାକଙ୍କୁ ଫାଶୀ

କଟକ ଅଫିସ,୧୯।୯: ସାଲେପୁର ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ କଟକ ସ୍ପେଶାଲ ପୋକ୍ସୋ କୋର୍ଟ ଗୁରୁବାର ରାୟ ଶୁଣାଇଛନ୍ତି। ଦୋଷୀ ମହମ୍ମଦ ମୁସ୍ତାକଙ୍କୁ ଫାଶୀ ଦଣ୍ଡାଦେଶ ଦିଆଯାଇଛି। ୨୦୧୮ ଏପ୍ରିଲ ୨୧ ତାରିଖରେ ସାଲେପୁର ଅଞ୍ଚଳରେ ଉକ୍ତ ନାବାଳିକା ଭାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri