ପଶ୍ଚିମ ଓଡ଼ିଶା ବନ୍ଦ ଘଟଣା: ଆଇନଜୀବୀଙ୍କୁ ସୁରକ୍ଷା ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ ଅଫିସ,୧୯ା୧୧:ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଆଇନଜୀବୀମାନେ ପଶ୍ଚିମ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି। ଦୀର୍ଘଦିନ ଧରି ଏହି ଆନ୍ଦୋଳନ ଚାଲୁ ରହିଥିବାରୁ ପଶ୍ଚିମ ଓଡ଼ିଶାରେ ଥିବା ବିଭିନ୍ନ ଅଦାଲତରେ ମାମଲା ପରିଚାଳନାରେ ଅସୁବିଧା ସୃଷ୍ଟି ହୋଇଛି। ଏ ନେଇ…
ପୁଅକୁ ତାଲା ପକାଇ ରଖୁଥିଲେ ମା’
କଟକ ଅଫିସ,୧୮ା୧୧: ୯ ବର୍ଷର ନାବାଳକଙ୍କୁ ଘର ଭିତରେ ରଖି ବାହାର ପଟୁ ତାଲା ଦେଇ କର୍ମକ୍ଷେତ୍ରକୁ ଯାଉଥିଲେ ମା’। ସିଡିଏ ବିରେନ ମିତ୍ର ପାର୍କ ନିକଟରେ ରବିବାର ଏଭଳି ଘଟଣା ଦେଖିବାକୁ ମିଳିଛି। ଦୈନିକ ମା’ ଜଣଙ୍କ ନାବାଳକଙ୍କୁ ତାଲା…
ବାଲିଯାତ୍ରା: ଦିନ ବିତୁଛି, ଭିଡ଼ ଜମୁଛି
କଟକ ଅଫିସ,୧୭।୧୧: ଐତିହାସିକ କଟକ ବାଲିଯାତ୍ରା ଶନିବାର ପଞ୍ଚମ ଦିନରେ ପହଞ୍ଚିଛି। ଦିନ ଯେତିକି ବିତିବାରେ ଲାଗିଛି ସେହି ଅନୁସାରେ ଲୋକଙ୍କ ଭିଡ ଜମିବାରେ ଲାଗିଛି। ସନ୍ଧ୍ୟା ହେଲେ ରଙ୍ଗବେରଙ୍ଗର ଆଲୋକମାଳାରେ ମହାନଦୀ ପଠା ଝଲସୁଛି। ଏଥିସହ ବାଲିଯାତ୍ରାର ଉପର ଓ…
ବାଦାମବାଡ଼ି ଥାନା ଅଧିକାରୀଙ୍କ ଅନୁଭୂତି: ଆଖି ସାମ୍ନାରେ ମାଓବାଦୀଙ୍କ ଗୁଳିରେ ଟଳିଥିଲେ ସାଥୀ
ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ପୋଲିସର ପ୍ରମୁଖ ଦାୟିତ୍ୱ। ଏହି ଦାୟିତ୍ୱ ସମ୍ପାଦନରେ ଅନେକ ପୋଲିସ କର୍ମଚାରୀ ନିଜ ଜୀବନ ଉତ୍ସର୍ଗ କରିଥିବା ନଜିର ରହିଛି। ଅନେକେ ନିଜର କର୍ତ୍ତବ୍ୟ ସମ୍ପାଦନା କରୁଥିବାବେଳେ ମୃତ୍ୟୁକୁ ଅତି ନିକଟରୁ ଦେଖିଛନ୍ତି। ଚାକିରି ଜୀବନରେ ଏଭଳି…
ଗାନ୍ଧିଜୀଙ୍କ ମୃତ୍ୟୁକୁ ନେଇ ପ୍ରକାଶିତ ଭୁଲତଥ୍ୟ ପ୍ରତିବାଦରେ ବିକ୍ଷୋଭ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର
କଣ୍ଟାପଡା,୧୬।୧୧(ଡି.ଏନ୍.ଏ.): ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ଓଡ଼ିଆ ପତ୍ରିକା ‘ଆମ ବାପୁଜୀ ଏକ ଝଲକ’ରେ ଗାନ୍ଧିଜୀଙ୍କ ମୃତ୍ୟକୁ ଆକସ୍ମିକ ବୋଲି ଦର୍ଶାଯାଇଥିଲା। ଏହାର ପ୍ରତିବାଦରେ ଗ୍ରାମୀଣ ସେବକ ସମାଜ ପକ୍ଷରୁ କଣ୍ଟାପଡା ତହସିଲଦାରଙ୍କ କାର୍ଯ୍ୟାଳୟ ସମ୍ମୁଖରେ…
ଡିସେମ୍ବର ୨୨ରେ ବାରବାଟୀରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍ ଦିନିକିଆ: ୫ରୁ ମିଳିବ ଟିକେଟ
କଟକ ଅଫିସ,୧୬।୧୧: ସ୍ଥାନୀୟ ବାରବାଟୀ ଷ୍ଟାଡିୟମ୍ରେ ଆସନ୍ତା ଡିସେମ୍ବର ୨୨ ତାରିଖରେ ଭାରତ ଓ ଓ୍ବେଷ୍ଟଇଣ୍ଡିଜ୍ ମଧ୍ୟରେ ଦିନିକିଆ କ୍ରିକେଟ ମ୍ୟାଚ୍ ଅନୁଷ୍ଠିତ ହେବ। ଏଥିଲାଗି ଡିସେମ୍ବର ୫ ତାରିଖରୁ ଅନ୍ଲାଇନରେ ଟିକେଟ ବିକ୍ରି ଆରମ୍ଭ ହେବ। ସେହିଭଳି ୧୯ରେ ଷ୍ଟାଡିୟମ…
ଗୋଟିଏ ନୃତ୍ୟରେ ଦୁଇଟି ରାଜ୍ୟର ସଂସ୍କୃତି
କଟକ ଅଫିସ,୧୬।୧୧: ବାଲିଯାତ୍ରାର ଚତୁର୍ଥ ସନ୍ଧ୍ୟାରେ ଗଣକବି ବୈଷ୍ଣବ ପାଣି ମଞ୍ଚରେ ଶ୍ରୀଜନ ଛାନ୍ଦ ଡ୍ୟାନ୍ସ ଗ୍ରୁପର ଗୋଟିଏ ନୃତ୍ୟରେ ଦୁଇଟି ରାଜ୍ୟର ସଂସ୍କୃତି ଓ ପରମ୍ପରା ଦେଖିବାକୁ ମିଳିଥିଲା। ପଶ୍ଚିମବଙ୍ଗ ଓ ଓଡ଼ିଶାର ସଂସ୍କୃତିକୁ ନେଇ ଗ୍ରୁପର କଳାକାରମାନେ ନୃତ୍ୟ…
ବାଲିଯାତ୍ରାର ଚତୁର୍ଥ ଦିବସ: ଫାଷ୍ଟଫୁଡ ଷ୍ଟଲ୍ରେ ଭିଡ଼
କଟକ ଅଫିସ, ୧୬।୧୧: ଶୁକ୍ରବାର ଥିଲା ଐତିହାସିକ କଟକ ବାଲିଯାତ୍ରାର ଚତୁର୍ଥ ଦିନ। ଦିନତମାମ ପଡିଆରେ ଗହଳି ଚହଳି ଲାଗି ରହିଥିଲା। କେତେକ ଲୋକ ଦିନରେ ବାଲିଯାତ୍ରା ବୁଲି ଘରକୁ ଫେରି ଯାଇଥିଲେ। ହେଲେ ଅସଲ ଭିଡ ଦେଖିବାକୁ ମିଳିଥିଲା ସନ୍ଧ୍ୟାରେ।…
ଏସ୍ସିବିକୁ ସ୍ବୟଂଶାସିତ ମାନ୍ୟତା ଦାବି: ଲିଖିତ ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହୃତ
କଟକ ଅଫିସ, ୧୬।୧୧: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ବୟଂଶାସିତ ମହାବିଦ୍ୟାଳୟ ଏବଂ ସ୍ବାସ୍ଥ୍ୟ ବିଶ୍ୱବିଦ୍ୟାଳୟ ମାନ୍ୟତା ଦାବିରେ ସ୍ନାତକ ଛାତ୍ରୀଛାତ୍ରଙ୍କ ଦ୍ୱାରା ଚାଲିଥିବା ଆନ୍ଦୋଳନ ଶୁକ୍ରବାର ପ୍ରତ୍ୟାହୃତ ହୋଇଛି। ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତି ଛାତ୍ରୀଛାତ୍ରଙ୍କ ସମସ୍ୟା…
ପଥ ଉତ୍ସବର ତୃତୀୟ ଦିବସ: ପ୍ରାତଃରେ ଭକ୍ତିଭାବର ପରିବେଶ
କଟକ ଅଫିସ, ୧୬।୧୧: ବାଲିଯାତ୍ରା ପଡିଆରେ ଅନୁଷ୍ଠିତ ପଥ ଉତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ସକାଳୁ ସକାଳୁ ପଥ ଉତ୍ସବକୁ ଉପଭୋଗ କରିବା ପାଇଁ ପହଞ୍ଚିଯାଇଥିଲେ ବହୁ କଟକିଆ। ପ୍ରାତଃ ଭ୍ରମଣ ସାଙ୍ଗକୁ ପଥ ଉତ୍ସବରେ ସଙ୍ଗୀତର ଆସର ସଭିଙ୍କୁ…
ଫାଷ୍ଟଫୁଡ ଷ୍ଟଲ୍ରେ ଚଢ଼ାଉ: ୨ କୁଇଣ୍ଟାଲ ଖାଦ୍ୟ ନଷ୍ଟ
କଟକ ଅଫିସ,୧୬।୧୧: କଟକ ମହାନଗର ନିଗମ(ସିଏମ୍ସି) ପକ୍ଷରୁ ଶୁକ୍ରବାର ବାଲିଯାତ୍ରାର ତଳ ଓ ଉପର ପଡ଼ିଆରେ ଥିବା ବିଭିନ୍ନ ଖାଦ୍ୟ ଷ୍ଟଲରେ ଚଢ଼ାଉ କରାଯାଇଥିଲା। ସମସ୍ତ ଖାଦ୍ୟ ଷ୍ଟଲ୍ରେ ଯାଞ୍ଚ ସହ ଖାଦ୍ୟ ନମୁନା ଟେଷ୍ଟିଂ କରାଯାଇ ପ୍ରାୟ ୨ କୁଇଣ୍ଟାଲ…
ଆଶୀର୍ବାଦଙ୍କ ଜାମିନ ଆବେଦନ ଶୁଣାଣି: ହାଇକୋର୍ଟରେ ଅତିରିକ୍ତ ସତ୍ୟପାଠ ଦାଖଲ
କଟକ ଅଫିସ, ୧୫ା୧୧- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କ ଜାମିନ ଆବେଦନର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ହୋଇଥିଲା। ଏହି ଶୁଣାଣିରେ ଆଶୀର୍ବାଦଙ୍କ ଓକିଲ ପ୍ରଭୁପ୍ରସନ୍ନ ବେହେରାଙ୍କ ତରଫରୁ ଅତିରିକ୍ତ ସତ୍ୟାପାଠ ଦାଖଲ କରାଯାଇଛି। ଏହି ସତ୍ୟପାଠରେ ଦର୍ଶାଯାଇଛି,…

