ଆଶୀର୍ବାଦ ଗିରଫ ହେବା ପ୍ରସଙ୍ଗ: ରିମାଣ୍ଡରେ ନେବନି ସିବିଆଇ; ପୁଅ ସଞ୍ଜୟ କହିଲେ ‘ଏହା ଷଡ଼ଯନ୍ତ୍ର’
କଟକ ଅଫିସ,୧୯।୯: ଆଗକୁ ଓଡ଼ିଶା କ୍ରିକେଟ୍ ଆସୋସିଏଶନ(ଓସିଏ)ର ନିର୍ବାଚନ ଥିବାବେଳେ ଗୁରୁବାର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ସିବିଆଇ ଗିରଫ କରିବା ଚର୍ଚ୍ଚାର ବିଷୟ ପାଲଟିଛି। ତାଙ୍କୁ ସିବିଆଇ ରିମାଣ୍ଡରେ ନେବନାହିଁ ବୋଲି ଜଣାପଡ଼ିଛି। ଏପରିସ୍ଥଳେ ଏହି ଗିରଫଦାରୀକୁ ନେଇ ପ୍ରତିକ୍ରିୟା…
ର଼୍ୟାଗିଂ ଘଟଣା: ୬ ଅନ୍ତେବାସୀ ହଷ୍ଟେଲରୁ ବହିଷ୍କୃତ ବହିଷ୍କାର ନିର୍ଦ୍ଦେଶ ପ୍ରତିବାଦରେ ଧାରଣା
କଟକ ଅଫିସ,୧୯।୯: ରେଭେନ୍ଶା ବିଶ୍ୱବିଦ୍ୟାଳୟ ଇଷ୍ଟ ହଷ୍ଟେଲରେ ମଙ୍ଗଳବାର ହୋଇଥିବା ର଼୍ୟାଗିଂ ଅଭିଯୋଗରେ ୬ଜଣ ଅନ୍ତେବାସୀଙ୍କୁ ହଷ୍ଟେଲରୁ ବହିଷ୍କାର ନିର୍ଦ୍ଦେଶ ହୋଇଛି। ଏହି ନିର୍ଦ୍ଦେଶକୁ ପ୍ରତିବାଦ କରି ବୁଧବାର ରାତିରେ ଇଷ୍ଟ ହଷ୍ଟେଲ ଅନ୍ତେବାସୀମାନେ ଧାରଣାରେ ବସିଥିଲେ। ଏପରି କି ମୁଖ୍ୟଫାଟକ…
ଗିରଫ ହେଲେ ଆଶୀର୍ବାଦ
କଟକ ଅଫିସ,୧୯।୯: ଓସିଏର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ଗୁରୁବାର ସକାଳେ ସିବିଆଇ ଗିରଫ କରିଛି।ଭୋରରୁ କଟକ ସ୍ଥିତ ତାଙ୍କ ବାସଭବନରେ ସିବିଆଇ ଚଢ଼ାଉ କରିବା ସହ ତାଙ୍କୁ ଗିରଫ କରିଛି। ଅନ୍ୟପଟେ ଜନୈକ ହୋଟେଲ ମାଲିକ କମଳାକାନ୍ତ ଦାସଙ୍କୁ ମଧ୍ୟ…
ଏସ୍ସିବି ମେଡିକାଲ: ଜଗା-କାଳିଆଙ୍କୁ ଭେଟିଲେ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା
କଟକ ଅଫିସ, ୧୯।୯: କଟକ ଏସ୍ସିବି ମେଡିକାଲରେ ଚିକିତ୍ସିତ ହେଉଥିବା ଜଗା- କାଳିଆଙ୍କୁ ବୁଧବାର ଓଡ଼ିଶା ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ ଭେଟିଛନ୍ତି। ଜଗା ସହ କଥା ହୋଇଥିବାବେଳେ ଉଭୟଙ୍କ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ଏସ୍ସିବି ସୁପରିଣ୍ଟେଣ୍ଡେଣ୍ଟ ଓ ଦାୟିତ୍ୱରେ…
ସାଲେପୁର ନାବାଳିକା ବଳାତ୍କାର ଓ ହତ୍ୟା ମାମଲା: ମହମ୍ମଦ ମୁସ୍ତାକ ଦୋଷୀ ସାବ୍ୟସ୍ତ
କଟକ ଅଫିସ, ୧୯।୯: କଟକ ଜିଲା ସାଲେପୁର ଥାନା ଅଞ୍ଚଳରେ ୨୦୧୮ରେ ଘଟିଥିବା ବହୁଚର୍ଚ୍ଚିତ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ ଅଭିଯୁକ୍ତ ମହମ୍ମଦ ମୁସ୍ତାକ(୩୨) ଦୋଷୀ ସାବ୍ୟସ୍ତ ହୋଇଛନ୍ତି। କଟକର ତୃତୀୟ ଅତିରିକ୍ତ ଜିଲା ଓ ଦୌରାଜଜ ତଥା ପୋକ୍ସୋ…
ଛୁରି ଭୁସିି ଯୁବକଙ୍କୁ ହତ୍ୟା
କଟକ ଅଫିସ,୧୯ା୯: ଲାଲବାଗ ଥାନା ଅନ୍ତର୍ଗତ ଚୁନଭାଟି ଗଳି ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ଜଣେ ଯୁବକଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ସେ ହେଲେ କାର୍ତ୍ତିକ ବାରିକ(୩୦) ଓରଫ ଗୁଡୁ। ସେହି ଅଞ୍ଚଳର ସଞ୍ଜୀବ ନାମକ ଯୁବକ କାର୍ତ୍ତିକଙ୍କୁ ହତ୍ୟା କରିଛନ୍ତି…
ନରସିଂହପୁର ଇଲେକ୍ଟ୍ରି ଡିଜିଏମ୍ଙ୍କ ଘରେ ଭିଜିଲାନ୍ସ ଚଢାଉ: ୧.୩୬ କୋଟିର ସମ୍ପତ୍ତି ଠାବ
କଟକ ଅଫିସ, ୧୯।୯: କଟକ ଜିଲା ନରସିଂହପୁର ଇଲେକ୍ଟ୍ରି ଗ୍ରୀଡ୍ର ଡେପୁଟି ଜେନେରାଲ ମ୍ୟାନେଜର (ଡିଜିଏମ୍) ରାମେଶ୍ୱର ମହଲାଙ୍କ ଘରୁ ଭିଜିଲାନ୍ସ ବିଭାଗ ୧ କୋଟି ୩୬ ଲକ୍ଷ ୫୩ ହଜାର ୧୧୨ ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ…
ଆବଶ୍ୟକ ଛାତ୍ରୀଛାତ୍ର ଥିବା ସତ୍ତ୍ୱେ ବିଦ୍ୟାଳୟ ବନ୍ଦ କଲା ପ୍ରଶାସନ
କଣ୍ଟାପଡ଼ା,୧୮।୯(ଡି.ଏନ୍.ଏ.): ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ପ୍ରାଥମିକ ଶିକ୍ଷାକୁ ଗୁରୁତ୍ୱ ଦେଉଥିବା ବେଳେ ଗଣଶିକ୍ଷା ବିଭାଗ ନିୟମ ଅନୁଯାୟୀ ଆବଶ୍ୟକ ଛାତ୍ରୀଛାତ୍ର ଥିବା ସତ୍ତ୍ୱେ କଣ୍ଟାପଡା ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟକୁ ମନମୁଖି ଭାବେ ବନ୍ଦ କରିଦିଆଯାଇଛି। ଏ ନେଇ…
ଅଜଣା ଗାଡ଼ି ଧକ୍କାରେ ମାଛ ବ୍ୟବସାୟୀ ମୃତ
ବାରଙ୍ଗ, ୧୮।୯(ଡି.ଏନ୍.ଏ.): କଟକ ନନ୍ଦନକାନନ ଥାନା ଅଧୀନ ରଘୁନାଥପୁର ଗ୍ରାମ ଦୁଲାଦେଇ ଛକ ରାସ୍ତାରେ ବୁଧବାର ସକାଳେ ଅଜଣା ଗାଡ଼ି ଧକ୍କାରେ ଜଣେ ମାଛ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ରଘୁନାଥପୁର ଗ୍ରାମରେ ଭଡ଼ା ଘରନେଇ ରହୁଥିବା ବିଜୟ କୁମାର…
ମହାନଦୀ ମଝିପଠାରେ ହାତୀପଲ, ଦେଖିବା ଲାଗି ଜମୁଛି ଲୋକଙ୍କ ଭିଡ଼
ନରାଜ,୧୭ା୯(ଡି.ଏନ.ଏ)- ମୁଣ୍ଡଳି ନିକଟସ୍ଥ ମହାନଦୀ ପଠାରେ ସୋମବାର ବିଳମ୍ବିତ ରାତିରେ ଏକ ହାତୀପଲ ଆସି ଅଟକି ଯାଇଥିବା ଦେଖାଯାଇଛି। ଏହି ହାତୀପଲରେ ୧୧ଗୋଟି ହାତୀ ଥିବାବେଳେ ସେଥିରୁ ମାଈ ୪ଟି, ପୁରୁଷ ୩ଟି ଓ ଛୁଆହାତୀ ୪ଟି ଅଛନ୍ତି। ହାତୀପଲ ଆଠଗଡ…
ଦୁର୍ନୀତିଖୋରଙ୍କୁ ଚପଲରେ ପିଟ: ପଞ୍ଚାୟତିରାଜ ମନ୍ତ୍ରୀ
ମାହାଙ୍ଗା,୧୭-୯(ସ୍ବ.ପ୍ର.):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫ଟି ଶୂନ ସହିଷ୍ଣୁତାକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଆହ୍ବାନ ଦେଇଛନ୍ତି। ଏପରିକିି ମାହାଙ୍ଗାରେ ଦୁର୍ନୀତିକୁ ପ୍ରଶ୍ରୟ ଦିଆଯିବ ନାହିଁ। ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏଥିସହ ଯେଉଁମାନେ ଦୁର୍ନୀତି…
କଲରାପତରିଆ ବାଘର ମୃତଦେହ ଉଦ୍ଧାର
ଆଠଗଡ଼, ୧୬।୯(ଡି.ଏନ୍.ଏ.): କଟକ ଜିଲା ଆଠଗଡ଼ ରେଞ୍ଜ ଅନ୍ତର୍ଗତ ତିଗିରିଆ ହରିଡ଼ାପଶି ଅଞ୍ଚଳର କୁଣ୍ଡଳୀ ଜଙ୍ଗଲରୁ ସୋମବାର ଏକ କଲରାପତରିଆ ବାଘର ମୃତଦେହ ଉଦ୍ଧାର ହୋଇଛି। ମୃତ ବାଘକୁ ଅଣାଯାଇ ତିଗିରିଆ ଫରେଷ୍ଟ ଅଫିସରେ ରଖାଯାଇଛି। ମୃତଦେହ ବ୍ୟବଚ୍ଛେଦ ପରେ ମୃତ୍ୟୁର…
Archives


