କଟକ

ଗୁରୁଡ଼ିଝାଟିଆ ଆଇଆଇସିଙ୍କୁ ମହିଳାଙ୍କ ଠେଲାପେଲା, ଥାନା ସମ୍ମୁଖରେ ଧାରଣା

ଖୁଣ୍ଟୁଣୀ,୨୯।୧୧(ଡି.ଏନ୍‌.ଏ.): ଗୋଚର ଜମି ଉପରେ ପାଚେରୀ ନିର୍ମାଣକୁ ନେଇ ଗୁରୁବାର ଅପରାହ୍ନରେ ଗୁରୁଡ଼ିଝାଟିଆ ଥାନା ବାଳୀ ଗ୍ରାମର ୨ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟିଥିଲା। ଏଥିରେ ଗୋଟିଏ ପରିବାରର ସ୍ବାମୀସ୍ତ୍ରୀ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଥାନାରେ ଏନେଇ ଉଭୟ ପକ୍ଷରୁ…

ଦୁର୍ବୃତ୍ତଙ୍କ ଆକ୍ରମଣରେ ୨ ଯୁବକ ଗୁରୁତର

ସାଲେପୁର,୨୮।୧୧(ଡି.ଏନ୍‌.ଏ.): କଟକ ଜିଲା ସାଲେପୁର ବ୍ଲକ ମାଛୁଆତି ବଜାରରେ ଦୁର୍ବୃତ୍ତଙ୍କ ଆକ୍ରମଣରେ ଦୁଇଜଣ ଯୁବକ ଗୁରୁତର ହୋଇଛନ୍ତି। ସ୍ଥାନୀୟଲୋକେ ଯୁବକଦ୍ୱୟଙ୍କୁ ଉଦ୍ଧାର କରି ସାଲେପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କର ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ ମେଡିକାଲ…

ଏମ୍‌ପି ଅନୁଭବ-ମନୋଜିତ କଳି: ଏସ୍‌ଡିଜେଏମ୍‌ କୋର୍ଟରେ ବୟାନ ରେକର୍ଡ

କଟକ ଅଫିସ,୨୮ା୧୧: କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତିଙ୍କ ବିରୋଧରେ ଛାତ୍ର ବିଜେଡି ନେତା ମନୋଜିତ ଦାସ ଏସ୍‌ଡିଜେଏମ୍‌ କୋର୍ଟରେ ଏକ କମ୍ପ୍ଲେନ କେସ୍‌ ଦାଏର କରିଥିଲେ। ଉକ୍ତ ମାମଲାରେ ବୁଧବାର ମନୋଜିତ ସଦର ଏସ୍‌ଡିଜେଏମ୍‌ କୋର୍ଟରେ ଉପସ୍ଥିତ ହୋଇ ତାଙ୍କ ବୟାନ…

ଏସ୍‌ସିବି ମେଡିକାଲରୁ ଡିସ୍‌ଚାର୍ଜ ହେଲେ ଆଶୀର୍ବାଦ

କଟକ ଅଫିସ,୨୮ା୧୧: ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ତଥା ବରିଷ୍ଠ କ୍ରୀଡ଼ା ସଙ୍ଗଠକ ଆଶୀର୍ବାଦ ବେହେରା ବୁଧବାର ଏସ୍‌ସିବି ମେଡିକାଲରୁ ଡିସଚାର୍ଜ ହୋଇ ଘରକୁ ଫେରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଅର୍ଥତତ୍ତ୍ବ(ଏଟି) ଚିଟ୍‌ଫଣ୍ଡ ମାମଲାରେ ସିବିଆଇ ତାଙ୍କୁ ସେପ୍ଟେମ୍ବର ୧୯ରେ…

ପ୍ରେମିକଙ୍କ ବିବାହ ଅନ୍ୟତ୍ର ଠିକ ହେବାକୁ ନେଇ ପ୍ରେମିକାଙ୍କ ଷଡଯନ୍ତ୍ର: ଘର ନିକଟକୁ ଡାକି କଲେ ଏସିଡ୍‍ ମାଡ

କଟକ ଅଫିସ,୨୭।୧୧- ଜଗତପୁର ଥାନା ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ପ୍ରେମରେ ବିଫଳ ହେବା ପରେ ପ୍ରେମିକା ପ୍ରତିଶୋଧ ପରାୟଣ ହୋଇ ପ୍ରେମିକଙ୍କ ମୁହଁରେ ଏସିଡ୍‌ ପକାଇଛନ୍ତି । ଏଥିରେ ଯୁବକଜଣଙ୍କ ଗୁରୁତର ଆହତ…

ଲାଞ୍ଚ: ଧରାପଡ଼ିଲେ କନିଷ୍ଠ ଯନ୍ତ୍ରୀ

ନିଆଳି,୨୭-୧୧(ଡି.ଏନ୍‌.ଏ.):ନିଆଳି ବ୍ଲକରେ କାର୍ଯ୍ୟ କରୁଥିବା ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗର କନିଷ୍ଠ ଯନ୍ତ୍ରୀ ବିଦୁଲତା ରାଉତ ମଙ୍ଗଳବାର ୩୦ହଜାର ୧୦୦ ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତିି। ସେ ଏହି ଟଙ୍କା ଝାଡ଼ଖଣ୍ଡର ଠିକାଦାର ମହମ୍ମଦ୍‌ ମୋଜାମିଲ୍‌ ଶେଖ୍‌ଙ୍କଠାରୁ…

ଅନୁସୂଚିତ ଜନଜାତିଙ୍କ ଜମିରେ ନିର୍ମାଣ ମାମଲା: କାର୍ଯ୍ୟ ବନ୍ଦ ରଖିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୨୬ା୧୧- ରାଉରକେଲା ହାମିରପୁର ଅଞ୍ଚଳର ସୁବୋଧ କୁଲୁଙ୍କ ଜମି ଉପରେ ରାଉରକେଲା ମ୍ୟୁନିସିପାଲିଟିର ଚାଲିଥିବା ନିର୍ମାଣ କାର୍ଯ୍ୟ ବନ୍ଦ ରଖିବାକୁ ମଙ୍ଗଳବାର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାସଙ୍କ ଖଣ୍ଡପୀଠ ଉକ୍ତ ମାମଲାରେ ରାଜ୍ୟ ସରକାରଙ୍କ…

ଆଶୀର୍ବାଦଙ୍କୁ ମିଳିଲା ଜାମିନ

କଟକ ଅଫିସ, ୨୬।୧୧: ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ମଙ୍ଗଳବାର ହାଇକୋର୍ଟ ସର୍ତ୍ତମୂଳକ ଜାମିନ ଦେଇଛନ୍ତି। ଦେଢ଼ ଲକ୍ଷ ଟଙ୍କାର ଦୁଇ ଜାମିନଦାରଙ୍କ ବଦଳରେ ତାଙ୍କୁ ଜାମିନ ମିଳିଛି। ତାଙ୍କର ପାସ୍‌ପୋର୍ଟକୁ ସରେଣ୍ଡର କରିବାକୁ କୋର୍ଟ ନିର୍ଦ୍ଦେଶ…

ମାହାଙ୍ଗାରେ ଫନୀ କେଳେଙ୍କାରୀ ଜଣଙ୍କ ଆକାଉଣ୍ଟକୁ ଦୁଇଥର ୯୫ହଜାର

କଟକ ଅଫିସ/ମାହାଙ୍ଗା(ସ୍ବପ୍ର), ୨୬ା୧୧: କଟକ ଜିଲାରେ ଆବାସ ଦୁର୍ନୀତିକୁ ନେଇ ହୋହଲ୍ଲା ଚାଲିଥିବାବେଳେ ଏବେ ଫନୀ ସହାୟତାକୁ ନେଇ ବଡ଼ଧରଣର ଦୁର୍ନୀତି ମାହାଙ୍ଗା ତହସିଲରେ ଘଟିଛି। ଜଣେ ହିତାଧିକାରୀଙ୍କ ଆକାଉଣ୍ଟକୁ ଫନୀ ଘରଭଙ୍ଗା ସହାୟତା ବାବଦରେ ଦୁଇଥର ୯୫ହଜାର ଲେଖାଏ ଟଙ୍କା…

ବଡ଼ଭାଇଙ୍କ ଗୁପ୍ତାଙ୍ଗ କାଟିଲେ ସାନଭାଇ

କଟକ ଅଫିସ,୨୬ା୧୧: ବଡ଼ଭାଇଙ୍କ ଗୁପ୍ତାଙ୍ଗ କାଟିବା ଅଭିଯୋଗରେ ଲାଲବାଗ ପୋଲିସ ଅଭିଯୁକ୍ତ ସାନଭାଇ ସୁକାନ୍ତ ସାମଲଙ୍କୁ ଗିରଫ କରି ସୋମବାର କୋର୍ଟଚାଲାଣ କରିଛି। ଅଭିଯୋଗ ଅନୁଯାୟୀ, ଗତ ୨୧ ତାରିଖରେ ଉମାକାନ୍ତ ସାମଲଙ୍କ ସହ ସାନଭାଇ ସୁକାନ୍ତଙ୍କର କୌଣସି କାରଣକୁ ନେଇ…

ରାୟଗଡ଼ା ନିର୍ବାଚନ ମାମଲା: ୬ ସପ୍ତାହ ସମୟ ନେଲେ ବିଧାୟକ

କଟକ ଅଫିସ, ୨୬ା୧୧: ରାୟଗଡ଼ା ବିଧାନସଭା ନିର୍ବାଚନକୁ ନେଇ ହାଇକୋର୍ଟରେ ରୁଜୁ ମାମଲାରେ ବିଧାୟକ ମକରନ୍ଦ ମୁଦୁଲି ନିଜ ଓକିଲଙ୍କ ଜରିଆରେ ସୋମବାର ହାଜର ହୋଇଛନ୍ତି। ତେବେ ଜବାବ ରଖିବା ପାଇଁ ବିଧାୟକଙ୍କ ଓକିଲ ଗୋପାଳ ଅଗ୍ରୱାଲ ୬ ସପ୍ତାହ ସମୟ…

ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କୁ ନିବେଦିତା ପଟ୍ଟନାୟକ ସମ୍ମାନ

କଟକ ଅଫିସ,୨୫।୧୧: କଟକ ଶହୀଦ ଭବନରେ ପ୍ରତିଷ୍ଠିତ ନୃତ୍ୟ ଗ୍ରୁପ୍‌ ‘ଗୁଞ୍ଜନ ଡ୍ୟାନ୍ସ ଏକାଡେମୀ’ ଦ୍ୱାରା ଚାଲିଥିବା ୨୩ତମ ନୃତ୍ୟ ଓ ସଙ୍ଗୀତ ଉତ୍ସବ ରବିବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଛି। କହିବ ମୋ ପ୍ରାଣ, ନାଥ ରଘୁରାଣ, ପାଦପଦ୍ମେ ମୋର ମାଗୁଣି……

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?