କଟକ

କାମାକ୍ଷା ଏକ୍ସପ୍ରେସ୍‌ ଲାଇନ୍‌ଚ୍ୟୁତ ଘଟଣା: ହେଲ୍ପଲାଇନ ନମ୍ବର ଜାରି କଲା ପୂର୍ବତଟ ରେଳପଥ

ଚୌଦ୍ୱାର,୩୦ା୩: ରବିବାର ମଧ୍ୟାହ୍ନରେ ବେଙ୍ଗାଲୁରୁ-କାମାକ୍ଷା ଏକ୍ସପ୍ରେସ ଲାଇନ୍‌ଚ୍ୟୁତ ହେବା ପରେ ହେଲ୍ପଲାଇନ୍‌ ନମ୍ବର ଜାରି କରିଛି ପୂର୍ବତଟ ରେଳପଥ। କଟକ ପାଇଁ ହେଲ୍ପ ଲାଇନ୍‌ ନମ୍ବର- ୮୯୯୧୧୨୪୨୩୮, କଟକ ପାଇଁ ମୋବାଇଲ ନଂ- ୭୨୦୫୧୪୯୫୯୧, ଭୁବନେଶ୍ବର ୧ନଂ ପ୍ଲାଟ୍‌ଫର୍ମରେ ହେଲ୍ପ ଡେସ୍କ…

Big Breaking: ନିର୍ଗୁଣ୍ଡିରେ ଲାଇନ୍‌ଚ୍ୟୁତ ହେଲା କାମାକ୍ଷା ଏକ୍ସପ୍ରେସର ୧୧ ବଗି

ଚୌଦ୍ୱାର,୩୦ା୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିଠାରେ ରବିବାର ମଧ୍ୟାହ୍ନରେ କାମାକ୍ଷା ଏକ୍ସପ୍ରେସର ୧୧ଟି ବଗି ଲାଇନ୍‌ଚ୍ୟୁତ ହୋଇଛି। ଟ୍ରେନ୍‌ ନଂ ୧୨୫୫୧ ବେଙ୍ଗାଲୁରୁରୁ କାମାକ୍ଷା ଯାଉଥିଲା। ଏନେଇ ପୂର୍ବତଟ ରେଲଓ୍ବେ ପକ୍ଷରୁ ସୂଚନା ମିଳିଛି। କିଛି ଯାତ୍ରୀ ଆହତ ହୋଇଥିବା…

ହାଇକୋର୍ଟ ବାର୍‌ ନିର୍ବାଚନ: ୭ଟି ପଦ ପାଇଁ ୪୦ପ୍ରାର୍ଥୀ

କଟକ,୨୯।୩: ଆଜି ଆଇନଜୀବୀମାନଙ୍କ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟରେ ଥିବା ସମସ୍ତ ବାର୍‌ରେ ଆଜି ନିର୍ବାଚନ ହେଉଛି। ୨୦୨୧ ମସିହା ଠାରୁ ପ୍ରତ୍ୟକ ବାର୍‌ରେ ଗୋଟିଏ ଦିନରେ ର୍ନିବାଚନ କରାଯାଉଛି। ସମସ୍ତ ବାରରେ ବିଭିନ୍ନ ପଦପଦବୀ ପାଇଁ ର୍ନିବାଚନ କରାଯାଉଛି।ବଡ଼କଥା ହେଉଛି…

୪ରେ ସାଧୁସନ୍ଥ ସମାବେଶ: ଯୋଗଦେବେ ପ୍ରମୁଖ ମଠ ଆଶ୍ରମ ମହନ୍ତ

କଟକ ସଦର,୨୮ା୩(ସୁଶାନ୍ତ କୁମାର ଜେନା)- ୪୨ ମୌଜା ଥାନା ଅନ୍ତର୍ଗତ ବ୍ରହ୍ମପୁରସ୍ଥିତ ଥାନପତି ମନ୍ଦିର ପ୍ରାଙ୍ଗଣରେ ଆସନ୍ତା ୪ ତାରିଖରେ ସାଧୁସନ୍ଥ ସମାବେଶ ଅନୁଷ୍ଠିତ ହେବ। ସନାତନି ସେନା ଆନୁକୂଲ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପ୍ରମୁଖ ମଠ ଓ ଆଶ୍ରମର ମହନ୍ତ,…

କଟକ ବୈଶାଖୀ ବାଣିଜ୍ୟ ମେଳା ଆରମ୍ଭ: ଏପ୍ରିଲ ୬ ଯାଏ ଚାଲିବ

କଟକ,୨୮୩(କାର୍ତ୍ତିକ ସାହୁ): ସାଧବ ପୁଅମାନେ କାର୍ତ୍ତିକ ମାସରେ ବିଦେଶକୁ ବାଣିଜ୍ୟ କରିବା ପାଇଁ ଯାଉଥିଲେ। ସେମାନେ ବିଦେଶରୁ ବାଣିଜ୍ୟ ସାରି ଫେରିବା ପରେ ବାଲିଯାତ୍ରା ପଡ଼ିଆରେ ବୈଶାଖ ମାସରେ ଲାଗୁଥିଲା ବାଣିଜି୍ୟକ ମେଳା। ଏହାକୁ ବୈଶାଖୀ ବାଣିଜ୍ୟ ମେଳା ବା ସାଧବ…

ବିଲରୁ ବିରି ଖାଇଦେଲା ବୋଲି ଶୁଆକୁ ଫାଶି ଦେଇ କରିଥିଲେ ରିଲ୍ସ: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର,୨୬।୩ (ବନ୍ଦନା ସେଠୀ ) – ବିଲରୁ ବିରି ଖାଇଦେବାରୁ ଶୁଆକୁ ଫାଶୀ ଦେବା ସହ ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ କରିବା ଘଟଣାକୁ ବନ ବିଭାଗ ଗୁରୁତ୍ୱର ସହ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହି ଘଟଣାର ରିଲ୍‌ସ…

ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ହରିଶ ଟଣ୍ଡନ

କଟକ,୨୬ା୩: ବୁଧବାର ଓଡ଼ିଶା ହାଇକୋର୍ଟର ୩୫ତମ ମୁଖ୍ୟ ବିଚାରପତି ଭାବରେ ଶପଥ ଗ୍ରହଣ କରିଛନ୍ତି ବରିଷ୍ଠ ବିଚାରପତି ଜଷ୍ଟିସ୍‌ ହରିଶ ଟଣ୍ଡନ। ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମ୍‌ପତି ତାଙ୍କୁ ଶପଥ ପାଠ କରାଇଛନ୍ତି। ହାଇକୋର୍ଟ ପରିସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ହାଇକୋର୍ଟର…

ବ୍ୟବସାୟୀଙ୍କଠୁ ଲୁଟିନେଲେ ୫ ଲକ୍ଷ 

କଟକ, ୨୫ା୩(ଶିଳ୍ପା ପ୍ରିୟଦର୍ଶିନୀ)- କଟକ ବାଦାମବାଡ଼ିସ୍ଥିତ ବିକାଶ ନଗର ଅଞ୍ଚଳରେ ଜଣେ ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ମାଡ଼ ମାରିବା ସହ ଦୁର୍ବୃତ୍ତମାନେ ୫ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଲୁଟ୍‌ର ଶିକାର ହୋଇଛନ୍ତି ମାଲଗୋଦାମର ମସଲା ବ୍ୟବସାୟୀ ନିରଞ୍ଜନ ଗୋଏଙ୍କା। ତାଙ୍କ…

ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ଝଟକା

କଟକ,୨୧।୩: ଝାରସୁଗୁଡ଼ା ବିଧାନସଭା ନିର୍ବାଚନୀ ମାମଲାରେ ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ଝଟକା ଲାଗିଛି। ବିଧାୟକଙ୍କ ବିରୋଧରେ ମାମଲା ଚାଲିବ ବୋଲି ହାଇକୋର୍ଟ ଶୁକ୍ରବାର ସ୍ପଷ୍ଟ କରିଛନ୍ତି। ବିନା ଶୁଣାଣିରେ ମାମଲା ଖାରଜ କରିବାକୁ ବିଧାୟକ ଟଙ୍କଧର ଯେଉଁ ଆବେଦନ କରିଥିଲେ ତାହାକୁ…

କଟକରେ ଚାଞ୍ଚଲ୍ୟ: ପୋଲିସ ପୋଷାକ ପିନ୍ଧି ମହାନଦୀକୁ ଡେଇଁ ପଡ଼ିଲେ…

କଟକ,୨୧।୩: କଟକ ମୁଣ୍ଡଳୀ ମହାନଦୀ ବ୍ରିଜ ଉପରେ ଶୁକ୍ରବାର ଜଣେ ଯୁବକଙ୍କ ହାଇଡ୍ରାମା ଦେଖିବାକୁ ମିଳିଛି। ବ୍ୟାରେଜ ଗେଟ ଉପରେ ଚଢି ଯୁବକ ଜଣକ କିଛି ସମୟ ବ୍ୟାୟାମ କରିଥିଲେ। ପରେ ସେ ମହାନଦୀକୁ ଡିଆଁ ମାରି ଆତ୍ମହତ୍ୟା ଉଦ୍ୟମ କରିଥିଲେ।…

କନଷ୍ଟେବଳ ନିଯୁକ୍ତି ମାମଲା: ମାର୍ଚ୍ଚ ୨୪ରେ ଚୂଡ଼ାନ୍ତ ଶୁଣାଣି

କଟକ,୨୦।୩: ବିଭିନ୍ନ ବାଟାଲିଆନରେ କନଷ୍ଟେବଳ ନିଯୁକ୍ତି ସମ୍ପର୍କିତ ମାମଲାରେ ଗୁରୁବାର ହାଇକୋର୍ଟ ଡିଭିଜନ ବେଞ୍ଚରେ ଶୁଣାଣି ଅସମାପ୍ତ ରହିଛି। ମାର୍ଚ୍ଚ ୨୪ ଅର୍ଥାତ୍‌ ଆସନ୍ତା ସୋମବାର ଚୂଡାନ୍ତ ଶୁଣାଣି ହେବ ବୋଲି ଜଣାପଡ଼ିଛି। ନିଯୁକ୍ତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ଅନ୍ତରୀଣ ଅଙ୍କୁଶ…

ଦୃଷ୍ଟିବାଧିତଙ୍କ ପାଇଁ ଖୁସିଖବର: କଟକରେ ପ୍ରତିଷ୍ଠା ହେବ ଦେଶର ପ୍ରଥମ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟ

କଟକ,୧୮।୩: କଟକରେ ପ୍ରତିଷ୍ଠା ହେବ ଦେଶର ପ୍ରଥମ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟ। ଜାପାନର ସୁକୁବା ବିଶ୍ବବିଦ୍ୟାଳୟ ଢାଞ୍ଚାରେ ଏହି ଅନୁଷ୍ଠାନ ପ୍ରତିଷ୍ଠା ହେବ । ସନ୍ଥକବି ଭୀମଭୋଇଙ୍କ ନାଁରେ ନାମିତ ହେବ ବିଶ୍ବବିଦ୍ୟାଳୟ ଦୃଷ୍ଟିବାଧିତଙ୍କ ଉଚ୍ଚଶିକ୍ଷା ପାଇଁ ରାଜ୍ୟ ସରକାର ଏଭଳି ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?