କଟକରେ ଏନକାଉଣ୍ଟର: ଅଭିଯୁକ୍ତ ବୁଦ୍ଧିଆ ଆହତ
କଟକ ଅଫିସ,୧୧ା୯: ପୂଜାକୁ ନେଇ କଟକ ସହର ଚଳଚଞ୍ଚଳ ହୋଇ ଉଠିଥିବାବେଳେ ବୁଧବାର ପୂର୍ବାହ୍ନରେ ଜଣେ ଅଭିଯୁକ୍ତଙ୍କୁ କମିଶନରେଟ୍ ପୋଲିସ ଏନ୍କାଉଣ୍ଟର କରିଛି। ଏଥିରେ ଅଭିଯୁକ୍ତ ସିଡ଼ିଏ ସେକ୍ଟର-୧୩ ମୁଣ୍ଡାସାହିର ବୁଦ୍ଧିଆ ଦାସ(୨୮) ଆହତ ହୋଇଛନ୍ତି। ତାଙ୍କ ନିକଟରୁ ଗୋଟିଏ ୯…
ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ
ବାରଙ୍ଗ/ନରାଜ,୧୧।୯(ଡି.ଏନ୍.ଏ.): କଟକ ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ପଞ୍ଚୁପାଳ ଗ୍ରାମମୁଣ୍ଡ ତାରିଣୀ ମନ୍ଦିର ନିକଟରୁ ବୁଧବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ତାଙ୍କ ମୁଣ୍ଡରେ କ୍ଷତ ଲାଗିଥିବା ବେଳେ ପରିଚୟ ମିଳିପାରି ନାହିଁ। ତେବେ ତାଙ୍କୁ ମାରି କେହି…
୫ ଦଫା ଦାବି: ସିଏମ୍ସି ସମ୍ମୁଖରେ ବସ୍ତି ବାସିନ୍ଦା ମିଳିତ ମଞ୍ଚର ବିକ୍ଷୋଭ
କଟକ ଅଫିସ, ୧୦।୯: ବସ୍ତି ବାସିନ୍ଦା ମିଳିତ ମଞ୍ଚ ପକ୍ଷରୁ ୫ଦଫା ଦାବି ନେଇ ମଙ୍ଗଳବାର କଟକ ମହାନଗର ନିଗମ (ସିଏମ୍ସି) ସମ୍ମୁଖରେ ଗଣ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିସହ ସିଏମ୍ସି କମିଶନର ଅନନ୍ୟା ଦାସଙ୍କୁ ଏକ ଦାବିପତ୍ର ଦିଆଯାଇଛି। ବିନା…
ରେଳଷ୍ଟେଶନ ନିକଟରୁ ୪ଲକ୍ଷ ଟଙ୍କାର ଭାଙ୍ଗ ଜବତ
କଟକ ରୋଡ,୧୦।୯(ଡି.ଏନ୍.ଏ.) : ଭୁବନେଶ୍ୱର ରେଲଓ୍ବ ଷ୍ଟେଶନ ନିକଟରୁ ରେଲଓ୍ବେ ପ୍ରୋଟେକ୍ସନ ଫୋର୍ସ(ଆରପିଏଫ) ସୋମବାର ୪ ବସ୍ତା ଭାଙ୍ଗ ଜବତ କରିଛି। ପରେ ଏହାକୁ ଭୁବନେଶ୍ୱର ଅବକାରୀ ମୋବାଇଲ ସ୍କ୍ବାଡ୍କୁ ହସ୍ତାନ୍ତର କରିଛି। ଜବତ ଭାଙ୍ଗର ଓଜନ ୨ କୁଇଣ୍ଟାଲ ହୋଇଥିବା…
ଘରୋଇ କଲେଜ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ:ହତ୍ୟା ଅଭିଯୋଗ ଆଣିଲେ ବାପା
ବଡ଼ମ୍ବା,୯ା୯(ଡି.ଏନ.ଏ.): କଟକ ଜିଲା ବଡ଼ମ୍ବା ବ୍ଲକ ଅଧୀନ ବିଧାରପୁରଠାରେ ଥିବା ଏକ ଘରୋଇ କଲେଜ ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରଙ୍କ ରବିବାର ରାତିରେ ଅସ୍ବାଭାବିକ ମୃତ୍ୟୁ ଘଟିଛି। ମୃତ ଛାତ୍ର ହେଲେ ସୂର୍ଯ୍ୟକାନ୍ତ ସାମଲ(୧୭)। କଲେଜ କର୍ତ୍ତୃପକ୍ଷ ଏହାକୁ ଆତ୍ମହତ୍ୟା…
ଜଗା ସୁସ୍ଥ, ପୂର୍ବପରି ରହିଛି କାଳିଆ ଅବସ୍ଥା:କିଛି ମାସ ଚିକିତ୍ସା ପରେ ଜଗା ସ୍କୁଲ ଯିବ
କଟକ ଅଫିସ, ୧୦।୯: କନ୍ଧମାଳ ଜିଲାର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ ଶନିବାର କଟକ ଏସ୍ସିବି ମେଡିକାଲରେ ପହଞ୍ଚତ୍ବା ପରେ ଚିକିତ୍ସା ଆରମ୍ଭ ହୋଇଯାଇଛି। ୧୪ ଜଣିଆ ଡାକ୍ତରୀ ଟିମ୍ ଉଭୟଙ୍କ ଖାଇବା, ଶୋଇବା ସହ ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛନ୍ତି। ଏସ୍ସିବିରେ ପହଞ୍ଚତ୍ବା…
ଓଡ଼ିଶା ଫେରିଲେ ଜଗା-କାଳିଆ
କଟକ ଅଫିସ,୭।୯: ଦିଲ୍ଲୀର ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍ (ଏମ୍ସ)ରେ ଚିକିତ୍ସିତ ହେଉଥିବା ଓଡ଼ିଶାର ଯୋଡା ମୁଣ୍ଡ ଶିଶୁ ଜଗା-କାଳିଆ ଶନିବାର ଓଡିଶା ଫେରିଛନ୍ତି। ରାଜଧାନୀ ଏକ୍ସପ୍ରେସରେ ସେମାନେ ପ୍ରଥମେ ବାଲେଶ୍ୱରରେ ପହଞ୍ଚିଥିବା ଖବର ଆସିଥିଲା। ଏବେ ସେମାନଙ୍କୁ…
ଆଜି ଓଡ଼ିଶା ପହଞ୍ଚିବେ ଜଗା-କାଳିଆ
ଭୁବନେଶ୍ୱର/ କଟକ ଅଫିସ୍, ୭ା୯(ବ୍ୟୁରୋ): କନ୍ଧମାଳ ଜିଲାର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ ଶନିବାର ଓଡ଼ିଶା ପହଞ୍ଚିବେ। ଶୁକ୍ରବାର ଜଗା-କାଳିଆଙ୍କୁୁ ଦିଲ୍ଲୀ ଏମ୍ସରୁ ଏକ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ରେଳ ଷ୍ଟେଶନକୁ ନିଆଯାଇଥିଲା। ସେଠାରୁ ସେମାନେ ସନ୍ଧ୍ୟାରେ ରାଜଧାନୀ ଏକ୍ସପ୍ରେସରେ ଓଡ଼ିଶା ଆସୁଛନ୍ତି।…
‘ଦୋଳଗୋବିନ୍ଦ ଥିଲେ କଟକର ଦ୍ୱିତୀୟ ସୁଭାଷ ଚନ୍ଦ୍ର’
କଟକ ସଦର, ୭ା୯(ଡି.ଏନ୍.ଏ.): ସମାଜ ପାଇଁ ମହାପୁରୁଷମାନେ ନିଜ ଜୀବନକୁ ଉତ୍ସର୍ଗ କରିଥାନ୍ତି। ସେହିପରି ସ୍ବର୍ଗତ ଦୋଳଗୋବିନ୍ଦ ପ୍ରଧାନ ମଧ୍ୟ ଲୋକଙ୍କ ପାଇଁ ଜୀବନକୁ ଉତ୍ସର୍ଗ କରିଥିଲେ। ସେଥିପାଇଁ ସେ କଟକର ଦ୍ୱିତୀୟ ସୁଭାଷ ଚନ୍ଦ୍ର ବୋଷ ବୋଲି ଶୁକ୍ରବାର ରାଜ୍ୟପାଳ…
ପୁରୀର ରାଘବ ଦାସ ମଠ ଉଚ୍ଛେଦ ମାମଲା: ନିୟମ ଅନୁଯାୟୀ ପଦକ୍ଷେପ ନେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ ଅଫିସ,୭ା୯: ପୁରୀ ଶ୍ରୀମନ୍ଦିରର ୭୫ମିଟର ଭିତରେ ଥିବା ମଠ ଏବଂ ଅନ୍ୟାନ୍ୟ ନିର୍ମାଣ ଗୃହଗୁଡିକୁ ପ୍ରଶାସନ ପକ୍ଷରୁ ଭଙ୍ଗାଯାଉଛି। ତେବେ ୭୫ମିଟର ବାହାରେ ଥିବା ରାଘବ ଦାସ ମଠର ଉଚ୍ଛେଦ ଆଶଙ୍କା କରି ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା।…
ଟ୍ରକ୍ ଧକ୍କାରେ ରେଭେନ୍ଶା ବିଶ୍ୱବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣା: କ୍ଷତିପୂରଣ ଦାବିରେ ଛାତ୍ରୀଛାତ୍ରଙ୍କ ରାସ୍ତାରୋକୋ
କଟକ ଅଫିସ,୭ା୯: ଟ୍ରକ ଧକ୍କାରେ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ରେଭେନ୍ଶା ବିଶ୍ୱବିଦ୍ୟାଳୟରେ ଶୁକ୍ରବାର ଉତ୍ତେଜନାମୂଳକ ପରିସ୍ଥିତି ଦେଖାଦେଇଥିଲା। ପୂର୍ବାହ୍ନରେ ଛାତ୍ରୀଛାତ୍ରମାନେ ବିଶ୍ୱବିଦ୍ୟାଳୟ ସମ୍ମୁଖ ଦୁଇପାର୍ଶ୍ୱ ରାସ୍ତାରେ ଧାରଣା ଦେଇଥିଲେ। ଏଥିଯୋଗୁ କିଛି ଘଣ୍ଟା ଧରି ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ…
ସିଡିଏରେ ପାଇପ୍ ଯୋଗେ ରନ୍ଧନ ଗ୍ୟାସ୍ ଯୋଗାଣ ଖୁବ୍ଶୀଘ୍ର
କଟକ ଅଫିସ, ୭ା୯: ହଜାର ବର୍ଷର ସହର କଟକ। ଏହା ଦେଶର ଅନ୍ୟତମ ସର୍ବପୁରାତନ ସହର ହୋଇଥିଲେ ମଧ୍ୟ ଏଠାରେ ଅନେକ ସମସ୍ୟା ରହିଛି। ତେବେ ସହରକୁ ସରସ ସୁନ୍ଦର କରି ଗଢ଼ି ତୋଳିବାରେ ଯାହା ଆବଶ୍ୟକ ହେବ କେନ୍ଦ୍ର ସରକାର…
Archives


