କଟକ

କୁନ୍ଦୁଲି ଗଣବଳାତ୍କାର, ଆତ୍ମହତ୍ୟା ମାମଲା: ୪ ସପ୍ତାହରେ ତଦନ୍ତ ଶେଷ କର

କଟକ ଅଫିସ, ୩ା୮: ବହୁଚର୍ଚ୍ଚିତ କୁନ୍ଦୁଲି ଗଣବଳାତ୍କାର ଓ ଆତ୍ମହତ୍ୟା ମାମଲାର ତଦନ୍ତ ୪ ସପ୍ତାହ ମଧ୍ୟରେ ଶେଷ କରିବାକୁ ଶୁକ୍ରବାର ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ତଦନ୍ତରେ ସନ୍ତୁଷ୍ଟ ନ ହେଲେ ସ୍ପେଶାଲ ଇନଭେଷ୍ଟିଗେଶନ ଟିମ୍‌ (ଏସ୍‌ଆଇଟି)…

ରୁପା, ଷ୍ଟୋନ୍‌ ରାଖୀର ଚାହିଦା ବେଶି

କଟକ ଅଫିସ,୨।୮: ଭାଇ ଭଉଣୀଙ୍କର ସ୍ନେହ ସମ୍ପର୍କ ଓ ଭଲ ପାଇବାର ପର୍ବ ରାଖୀପୂର୍ଣ୍ଣିମା। ଭାଇ ହାତରେ ଭଉଣୀ ରାଖୀ ବାନ୍ଧି ଶୁଭମନାସୀ ଥାଏ ଓ ଭଉଣୀକୁ ସୁରକ୍ଷା ଦେବାକୁ ଭାଇ ପ୍ରତିଶ୍ରୁତି ଦିଏ। ଆମ ସଂସ୍କୃତି ଓ ପରମ୍ପରାର ବାର୍ତ୍ତା…

ଖତ ଖାଉଛି ୫୦ ସିଟିବସ୍‌, ଆଖିବୁଜି ବସିଛି ସିଏମ୍‌ସି

କଟକ ଅଫିସ,୨।୮: ସହରବାସୀଙ୍କ ଉତ୍ତମ ଯାତାୟାତ ପାଇଁ ଆରମ୍ଭ ହୋଇଥିଲା ସିଟିବସ୍‌ ସେବା। ମାତ୍ର କଟକ ମହାନଗର ନିଗମ (ସିଏମ୍‌ସି)ର ଆନ୍ତରିକତା ଅଭାବ ଯୋଗୁ ବିକାଶ ଭବନ ପରିସରରେ ଖତ ଖାଉଛି ୫୦ଟି ସିଟିବସ୍‌। ଗୋଟିଏ ପଟେ ସହରବାସୀ ସିଟିବସ୍‌ ସେବାରୁ…

ଦେଶୀ ମାଛରୁ ପ୍ରସ୍ତୁତ ହେବ ମୂଲ୍ୟଯୁକ୍ତ, ପୁଷ୍ଟିକର ଖାଦ୍ୟ

କଟକ ଅଫିସ, ୨।୮ : ଓଡ଼ିଶାରେ ମଧୁରଜଳ ମାଛର ଚାହିଦା ଅଧିକ ଥିବାବେଳେ ଛୋଟ ମାଛଗୁଡ଼ିକ ଅଧିକ ପୁଷ୍ଟିଯୁକ୍ତ ଓ ଅନ୍ୟାନ୍ୟ ଖାଦ୍ୟସାରରେ ପରିପୂର୍ଣ୍ଣ। ତେଣୁ ଏହାର ଉତ୍ପାଦନ ସହିତ ଏଥିରୁ ମୂଲ୍ୟଯୁକ୍ତ ପଦାର୍ଥ ପ୍ରସ୍ତୁତ କରି ବଜାରରେ ଉପଲବ୍ଧ କରିବା ପାଇଁ…

ପ୍ରଥମ ମୁଖ୍ୟ ବିଚାରପତି ଜଷ୍ଟିସ ବୀରକିଶୋର ରାୟଙ୍କ ଶ୍ରାଦ୍ଧଦିବସ ପାଳିତ: ହାଇକୋର୍ଟ ପ୍ରତିଷ୍ଠାରେ ବୀରକିଶୋରଙ୍କ ଅବଦାନ ଅତୁଳନୀୟ

କଟକ ଅଫିସ,୨୭ା୭: ଓଡ଼ିଶା ହାଇକୋର୍ଟର ପ୍ରଥମ ମୁଖ୍ୟ ବିଚାରପତି ଜଷ୍ଟିସ ବୀରକିଶୋର ରାୟଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଶୁକ୍ରବାର ହାଇକୋର୍ଟ ବାର୍‌ କନଭେନଶନ ହଲ୍‌ରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି। ଜଷ୍ଟିସ ବୀରକିଶୋର ରାୟ ମେମୋରିଆଲ କମିଟି ଆନୁକୂଲ୍ୟରେ ଅନୁଷ୍ଠିତ ସଭାରେ କମିଟିର…

ମିଠାଦୋକାନ ଉପରକୁ ବୋମାମାଡ଼ ଘଟଣା: ୪୮ ଘଣ୍ଟା ବିତିଲା, ଅଭିଯୁକ୍ତଙ୍କ ପତ୍ତା ପାଉନି ପୋଲିସ

କଟକ ଅଫିସ,୨୭ା୭: ବାଦାମବାଡି ଥାନା ଅନ୍ତର୍ଗତ ଖାନ୍‌ନଗର ଅଞ୍ଚଳରେ ଥିବା ନାଥସାହୁ ମିଠା ଦୋକାନ ଉପରେ ବୁଧବାର ବୋମାମାଡ ହୋଇଥିଲା। ଏହି ଘଟଣାକୁ ୪୮ ଘଣ୍ଟା ବିତିଯାଇଥିଲେ ମଧ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ବିଫଳ ହୋଇଛି। ଏପରି ସ୍ଥଳେ ଖାନ୍‌ନଗର…

୧୯ବର୍ଷ ହେଲା ତଣ୍ଡ ଗଣୁଛନ୍ତି ହିତାଧିକାରୀ

କଟକ ଅଫିସ,୨୭ା୭: ମର୍କତନଗର ସେକ୍ଟର-୧୩ରେ ଜମି କିଣିଥିବା ହିତାଧିକାରୀ ଏବେ ବି ତଣ୍ଡ ଗଣୁଛନ୍ତି। ଜମି କିଣିବାକୁ ଇତିମଧ୍ୟରେ ୧୯ବର୍ଷ ପୂରଣ ହେଲାଣି। ବର୍ଗଫୁଟ ୫୦ପଇସା ହିସାବରେ ହିତାଧିକାରୀମାନେ ନିଜସ୍ବ ଜମିର ମାପକୁ ନେଇ ୧୯ବର୍ଷ ଧରି ଗ୍ରାଉଣ୍ଡ ରେଣ୍ଟ ଦେଉଛନ୍ତି।…

ଅନ୍ଧାରରେ ୭୦ ବିପିଏଲ ପରିବାର

ବାରଙ୍ଗ,୨୭ା୭(ଡି.ଏନ୍‌.ଏ.): ବାରଙ୍ଗ ବ୍ଲକର ଭୁବନପୁର ଗ୍ରାମବାସୀ ଦୀର୍ଘଦିନ ହେବ ଠିକଭାବେ ବିଦ୍ୟୁତ ସେବା ପାଉନାହାନ୍ତିି। ଏ ନେଇ ବିଭାଗୀୟ ଅଧିକାରୀଙ୍କୁ ଜଣାଇଥିଲେ ମଧ୍ୟ ସମାଧାନ ହେଉ ନ ଥିବା ଅଭିିଯୋଗ ହୋଇଛି। ଏହି ପ୍ରତିବାଦରେ ଗ୍ରାମବାସୀ ଖୁବଶୀଘ୍ର ରାଜରାସ୍ତାକୁ ଓହ୍ଲାଇ ପ୍ରତିବାଦ…

ପଲିଥିନ୍‌ ବଣ୍ଟନରେ ଅନିୟମିତତା : ତହସିଲ ସମ୍ମୁଖରେ ଧାରଣା ଦେଲେ ଗ୍ରାମବାସୀ

ନିଶ୍ଚିନ୍ତକୋଇଲି,୨୦ା୬(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଶାନ୍ତପୁର ପଞ୍ଚାୟତରେ ଫନି ବାତ୍ୟା କ୍ଷତିଗ୍ରସ୍ତକୁ ପଲିଥିନ୍‌ ବଣ୍ଟନରେ ଅନିୟମିତତା ହୋଇଥିବା ପ୍ରତିବାଦରେ ଗୁରୁବାର ଗ୍ରାମବାସୀ ନିଶ୍ଚିନ୍ତକୋଇଲି ତହସିଲ ସମ୍ମୁଖରେ ଧାରଣା ଦେଇଥିଲେ। ସୂଚନାଥାଉ କି, ଗତ ବୁଧବାର ଦୁଇ ରାଜସ୍ବ ନିରୀକ୍ଷକଙ୍କ ଉପସ୍ଥିତିରେ…

କାଜିହାଟ ମଦ୍ରାସାରେ ଇଦ୍‌ ପାଳିତ: ୧୫ ହଜାର ମୁସଲମାନଙ୍କ ସମୂହ ନମାଜ ପାଠ

ନିଶ୍ଚିନ୍ତକୋଇଲି,୫।୬(ସ୍ବ.ପ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଅଧୀନ ବିଭିନ୍ନ ମଦ୍ରାସା ଓ ମସ୍‌ଜିଦରେ ଇଦ୍‌ ପାଳିତ ହୋଇଛି। ଜୟରାମପୁର ପଞ୍ଚାୟତ କାଜିହାଟ ମଦ୍ରାସାରେ ୧୫ ହଜାର ମୁସଲମାନ ସମୂହ ନମାଜ ପାଠ କରିଛନ୍ତି। ପରେ ଏକ ମିଳନ ହୋଇଥିଲା। ଏଠାରେ ହିନ୍ଦୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri