ପୂର୍ବ ଶତ୍ରୁତାକୁ ନେଇ କଟକରେ ବୋମାମାଡ଼
କଟକ ଅଫିସ,୨୨ା୮: ଲାଲବାଗ ଥାନା ଅନ୍ତର୍ଗତ ଡଗରପଡା ଭୂତିଆସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୁଧବାର ବୋମାମାଡ ହୋଇଛି। ୩ଜଣ ଦୁର୍ବୃତ୍ତ ଦୁଇଟି ବାଇକ୍ରେ ଆସି ଗୋଲକ ପରିଡା(୪୦) ଓ ସମ୍ପର୍କୀୟ ଭାଇ ଲିକୁନା (୩୫)ଙ୍କ ଘର ଉପରକୁ ୪ ବୋମା ଫିଙ୍ଗିଛନ୍ତି।…
ଦବିଲା ପରମହଂଶ ନିକଟ ମାଛଗାଁ କେନାଲ ବନ୍ଧ: ମରାମତି କାର୍ଯ୍ୟ ଆରମ୍ଭ
କଟକ ସଦର, ୧୯।୮(ଡି.ଏନ୍.ଏ.): କଟକ ମାଛଗାଁ କେନାଲର ପରମହଂସ ନିକଟ ବାମପାର୍ଶ୍ୱ ବନ୍ଧଟି ସୋମବାର ରାତିରେ ହଠାତ୍ ଦବିଯାଇଥିଲା। ଫଳରେ ଜଗତ୍ସିଂହପୁର ଜଳ ସେଚନ ଡିଭିଜନର ଯନ୍ତ୍ରୀମାନେ ଘଟଣାସ୍ଥଳରେ ପହଞ୍ଚି ବିରିବାଟୀ ଲକ୍ ନିକଟରେ ଜଳ ପ୍ରବାହକୁ ହ୍ରାସ କରିଥିଲେ। ତେଣୁ…
ଖୁଦୁରୁକୁଣୀ ଓଷା ହେଲା କାଳ: ନଦୀରେ ବୁଡ଼ି ୨ ଭଉଣୀଙ୍କ ଜୀବନଗଲା
କଟକ ସଦର,୧୮।୮: କଟକ ଜିଲା କିଶନନଗର ଥାନା ଅନ୍ତର୍ଗତ ବାବୁଜଙ୍ଗ ପଞ୍ଚାୟତ ସଫିପୁର ଗ୍ରାମର ୨ ଭଉଣୀଙ୍କ ରବିବାର ଶୁକପାଇକା ନଦୀରେ ବୁଡ଼ି ମୃତ୍ୟୁ ଘଟିଛି। ସେମାନେ ହେଲେ ସୁଜାତା ଦାସ (୧୭), ଓ ସୁମନ ଦାସ (୧୬)। ସୂଚନାଯୋଗ୍ୟ, ଖୁଦୁରୁକୁଣୀ…
ରେଭେନ୍ସା ବିଶ୍ୱବିଦ୍ୟାଳୟରେ ସ୍ବାଧୀନତା ଦିବସ : ୫୦ ମିଟର ତ୍ରିରଙ୍ଗା ଧରି ପରିକ୍ରମା କଲେ ଛାତ୍ରୀଛାତ୍ର
କଟକ ଅଫିସ, ୧୫।୮: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଦ୍ୱାରା ୫୦ ମିଟରର ଏକ ବିଶାଳ ତ୍ରିରଙ୍ଗାକୁ ବିଶ୍ୱବିଦ୍ୟାଳୟ ପରିସରରେ ପରିକ୍ରମା କରିବା ସହ ବାଇକ ରାଲି କରାଯାଇଥିଲା। ଏଥିରେ…
ଲୁଟ୍ ଉଦ୍ୟମ ବିଫଳ: ଘର ମାଲିକଙ୍କ କାନ କାଟି ଫେରାର ହେଲେ ଦୁର୍ବୃତ୍ତ
କଣ୍ଟାପଡା,୧୪।୮(ଡି.ଏନ୍.ଏ.): କଟକ ଜିଲା ଓଲଟପୁର ଥାନା ଅନ୍ତର୍ଗତ ଅଡ଼ଶପୁର ଗ୍ରାମ ବେଢ଼ାସାହିର ଜଣେ ବ୍ୟକ୍ତିଙ୍କ ଘରୁ ମଙ୍ଗଳବାର ବିଳମ୍ବିତ ରାତିରେ ୨ ଦୁର୍ବୃତ୍ତ ଲୁଟ୍ ଉଦ୍ୟମ କରି ବିଫଳ ହୋଇଛନ୍ତି। ଏଯାବତ୍ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ବେଳେ…
ଇଦ୍-ଉଲ୍-ଜୁହା : ଜମୁଛି ଖାଦ୍ୟର ଆସର
ମୁସଲମାନ ସମ୍ପ୍ରଦାୟର ପ୍ରମୁଖ ଦୁଇ ପର୍ବ ହେଉଛି ଇଦ୍-ଉଲ-ଫିତର ଓ ଇଦ୍-ଉଲ-ଜୁହା। ସୋମବାର ଇଦ-ଉଲ-ଜୁହା। ପବିତ୍ର ରମଜାନ ମାସର ଶେଷ ଦିନ ପରେ ଇଦ୍-ଉଲ-ଫିତର ପାଳନ କରାଯାଉଥିବା ବେଳେ ଏହାର ପ୍ରାୟ ଦୁଇ ମାସ ପରେ ଇଦ୍-ଉଲ-ଜୁହା ପର୍ବ ଆସେ। ଏହି…
ଲୋକଙ୍କ ସମସ୍ୟା ବୁଝିଲେ ଜିଲାପାଳ
କଟକ ଅଫିସ,୧୨ା୮: ଗୋପଦ ଅଭିଯାନରେ ରବିବାର ସକାଳୁ ଜିଲାପାଳ ଭବାନୀ ଶଙ୍କର ଚୟନୀ, କଟକ ମହାନଗର ନିଗମ(ସିଏମ୍ସି) କମିଶନର ଅନନ୍ୟା ଦାସଙ୍କ ସମେତ ସିଡିଏମଓ କଟକ ସହରର ବିଭିନ୍ନ ସ୍ଥାନ ବୁଲି ଦେଖିଥିଲେ। ସହରର କନିକା ଛକଠାରୁ ବାହାରି ସିଦ୍ଧେଶ୍ୱର ସାହି,…
ଏମ୍ଭି ପଡ଼ିଆ ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ୪ ଗିରଫ
କଟକ ଅଫିସ,୧୨ା୮: ବାଦାମବାଡ଼ି ଥାନା ଅନ୍ତର୍ଗତ ଖାନ୍ନଗର ଏମ୍ଭି ପଡିଆରେ ଗତ ଜୁଲାଇ ୧ରେ ଘଟିଥିବା ଶୁଭ୍ରାଂଶୁ ଶତପଥୀ ହତ୍ୟାକାଣ୍ଡର ରବିବାର ପର୍ଦ୍ଦାଫାଶ କରିଛି ପୋଲିସ। ଏହି ଘଟଣାରେ ପୋଲିସ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟଚାଲାଣ କରିଛି।…
ଜଷ୍ଟିସ ଅରିଜିତ ପଶାୟତ ପାଇବେ ଭୂମି ଗୌରବ ସମ୍ମାନ
କଟକ ଅଫିସ, ୧୧।୮: ଆସନ୍ତା ୧୭ରେ କଟକ ସାରଳା ଭବନଠାରେ ବିଶିଷ୍ଟ ଆଇନଜ୍ଞ ତଥା ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଅରିଜିତ ପଶାୟତଙ୍କୁ ଭୂମି ଗୌରବ ସମ୍ମାନରେ ସମ୍ମାନିତ କରାଯିବ। ସାରଳା ସାହିତ୍ୟ ସଂସଦ ଏବଂ ଚେଳିତୋଳ କଲଚରାଲ ଏକାଡମୀ ପକ୍ଷରୁ ଜଷ୍ଟିସ…
ଖୁଣ୍ଟୁଣୀ ଆଇଟିଆଇ କଲେଜ ସମ୍ମୁଖରେ ଦୁର୍ଘଟଣା: ଦୁଇ କାର୍ ମୁହାଁମୁହିଁ, ୮ ଗୁୁରୁତର
ଖୁଣ୍ଟୁଣୀ,୧୦।୮(ଡି.ଏନ୍.ଏ.): ୫୫ନଂ ଜାତୀୟ ରାଜପଥର ଖୁଣ୍ଟୁଣୀ ଆଇଟିଆଇ କଲେଜ ସମ୍ମୁଖରେ ଶନିବାର ମଧ୍ୟାହ୍ନରେ ୨ କାର୍ ମୁହାଁମୁହିଁ ଧକ୍କା ହେବା ଫଳରେ ୮ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି। ଆହତମାନଙ୍କ ମଧ୍ୟରେ…
ଉଲିବୁରୁ ଖଣି ଦୁର୍ନୀତି: ଦୀପକ ଗୁପ୍ତାଙ୍କ ଜାମିନ ଆବେଦନ ଖାରଜ
କଟକ ଅଫିସ, ୮ା୮: ରାଜ୍ୟର ବହୁଚର୍ଚ୍ଚିତ କେନ୍ଦୁଝର ଜିଲା ଉଲିବୁରୁ ଖଣି ଦୁର୍ନୀତିର ମୁଖ୍ୟ ଅଭିଯୁକ୍ତ ଦୀପକ ଗୁପ୍ତାଙ୍କ ଜାମିନ ଆବେଦନ ପୁଣି ଖାରଜ ହୋଇଛି। ଜଷ୍ଟିସ୍ ଡି. ଦାସ ଦୀପକଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି। ଆସନ୍ତା ଡିସେମ୍ବର ସୁଦ୍ଧା…
ସ୍ୟାଟ୍ ଉଚ୍ଛେଦ ପ୍ରସଙ୍ଗ: କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ଉପରେ ମିଳିଲାନି ରହିତାଦେଶ; କେନ୍ଦ୍ର, ରାଜ୍ୟ ସରକାରଙ୍କୁ ନୋଟିସ
କଟକ ଅଫିସ,୮ା୮: ଓଡ଼ିଶା ପ୍ରଶାସନିକ ନ୍ୟାୟାଧିକରଣ(ସ୍ୟାଟ୍) ଉଚ୍ଛେଦ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶିତ ଗେଜେଟ୍ ନୋଟିଫିକେଶନକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ଏହି ମାମଲାର ଶୁଣାଣି କରି ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍ କେ.ଏସ୍. ଝାବେରୀ ଓ ଜଷ୍ଟିସ୍ କେ.ଆର୍. ମହାପାତ୍ରଙ୍କୁ…
Archives


