ନଭେମ୍ବର ୧୨ରୁ ବାଲିଯାତ୍ରା
କଟକ ଅଫିସ,୧୬।୧୦:ଜିଲା ପ୍ରଶାସନ, ଜିଲା ସଂସ୍କୃତି ପରିଷଦ ଏବଂ କଟକ ମହାନଗର ନିଗମ ମିଳିତ ଆନୁକୂଲ୍ୟରେ ଚଳିତବର୍ଷର ଐତିହାସିକ ବାଲିଯାତ୍ରା ଶାନ୍ତିଶୃଙ୍ଖଳା ସହ ସମ୍ପନ୍ନ କରିବା ନିମନ୍ତେ ମଙ୍ଗଳବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ଭବାନୀ ଶଙ୍କର…
ଚୌଦ୍ୱାରର ପ୍ରସିଦ୍ଧ ରୂପଯାତ୍ରା: ଯାତ୍ରା ପଡ଼ିଆରେ ମେଲଣ କଲେ ୪୦ ମେଢ଼
ଚୌଦ୍ୱାର,୧୬।୧୦(ଡି.ଏନ୍.ଏ.):ଚୌଦ୍ୱାରର ପ୍ରସିଦ୍ଧ ରୂପଯାତ୍ରାର ମେଲଣ ଉତ୍ସବ ମଙ୍ଗଳବାର ଯାତ୍ରା ପଡ଼ିଆରେ ଅନୁଷ୍ଠିତ ହୋଇଛି। ବିଭିନ୍ନ ପୂଜା ମଣ୍ଡପର ଦେବଦେବୀଙ୍କ ମୃଣ୍ମୟ ପ୍ରତିମା ସାହିବସ୍ତି ପରିକ୍ରମା କରିବା ସହିତ ଅପରାହ୍ନରେ ମେଲଣ ପଡ଼ିଆ ଅଭିମୁଖେ ଯାତ୍ରା କରିଥିଲେ। ଚଳିତ ବର୍ଷ ଶୋଭାଯାତ୍ରାରେ ଢୋଲ,…
ପ୍ରଥମ ଥର ହାଇକୋର୍ଟଙ୍କ ପୂର୍ଣ୍ଣ ଖଣ୍ଡପୀଠ ବସିଲା
କଟକ ଅଫିସ, ୧୬।୧୦:ନିକଟ ଅତୀତରେ ଓଡ଼ିଶା ହାଇକୋର୍ଟଙ୍କ ପୂର୍ଣ୍ଣ ଖଣ୍ଡପୀଠ ବସିବାର ନଜିର ନ ଥିବାବେଳେ ମଙ୍ଗଳବାର ପ୍ରଥମ ଥର ପୂର୍ଣ୍ଣାଙ୍ଗ ଖଣ୍ଡପୀଠ ଏକ ମାମଲାର ଶୁଣାଣି କରିଛନ୍ତି। ଓକିଲ ସଂଘଗୁଡ଼ିକର ଆନ୍ଦୋଳନ ଯୋଗୁ ଅଦାଲତରେ ବିଚାର ପ୍ରକ୍ରିୟା ବିଳମ୍ବିତ ହେଉଥିବା…
ଚୌଦ୍ୱାରରେ ଏନ୍କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଜିତୁ ଗୁରୁତର
ଚୌଦ୍ୱାର,୧୩ା୧୦(ଡି.ଏନ୍.ଏ.): କଟକ ଜିଲା ଚୌଦ୍ୱାର ଅଞ୍ଚଳରେ ରବିବାର ସକାଳେ ପୋଲିସ-ଅପରାଧୀ ମୁହଁାମୁହିଁ ହୋଇଛନ୍ତି। ଚୌଦ୍ୱାର ପୋଲିସ ଓ ସ୍ପେଶାଲ ସ୍କ୍ବାଡ ଏନ୍କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଚାଉଳିଆଗଞ୍ଜ ଥାନା ଅଧୀନ ଅପର୍ଣ୍ଣା ନଗରର ଅଜୟ ସାହୁ ଓରଫ ଜିତୁ (୨୮) ଗୁରୁତର ଆହତ…
ବେଆଇନ ଶ୍ରମିକ ଚାଲାଣ: ଗୋଟିଏ ଦିନରେ ୪୧ ମଧ୍ୟସ୍ଥ, ଦଲାଲ ଗିରଫ
କଟକ ଅଫିସ,୧୩।୧୦: ବେଆଇନ ଶ୍ରମିକ ଚାଲାଣ କରୁଥିବା ଅଭିଯୋଗରେ ୪୧ ଜଣ ମଧ୍ୟସ୍ଥ ଓ ଦଲାଲଙ୍କୁ ବଲାଙ୍ଗୀର, ନୂଆପଡ଼ା ଜିଲା ପୋଲିସ ଗିରଫ କରି ଶନିବାର କୋର୍ଟଚାଲାଣ କରିଛି। ଡିଜିପି ବି.କେ. ଶର୍ମାଙ୍କ ନିର୍ଦ୍ଦେଶକ୍ରମେ ଏହି ଦୁଇ ଜିଲାର ଏସ୍ପିଙ୍କ ନେତୃତ୍ୱରେ…
ଭେଡେନ ଗଣବଳାତ୍କାର, ହତ୍ୟା ମାମଲା: ତତ୍କାଳୀନ ଆଇଆଇସିଙ୍କ ସମେତ ୮ ଜଣଙ୍କ ନାଁରେ ମାମଲା
କଟକ ଅଫିସ, ୧୩।୧୦: ବରଗଡ଼ ଜିଲା ଭେଡେନ ଥାନା ଅଞ୍ଚଳରେ ୨୦୧୬ରେ ୩ ମହିଳାଙ୍କୁ ଅପହରଣ ଓ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାର ୩ ବର୍ଷ ପରେ ଅର୍ଥାତ୍ ଗତ ୩ ତାରିଖରେ ଭେଡେନ ଥାନାର ତତ୍କାଳୀନ ଆଇଆଇସି…
ଧଳାବାଘ ଶୁଭ୍ରାଂଶୁ ଅସୁସ୍ଥ
ବାରଙ୍ଗ,୧୩।୧୦(ଡି.ଏନ.ଏ): ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଅନ୍ୟତମ ଆକର୍ଷକ ଧଳାବାଘ ଶୁଭ୍ରାଂଶୁ ଦ୍ୱିତୀୟଥର ପାଇଁ ଅସୁସ୍ଥ ହୋଇଛି। ୫ବର୍ଷର ଏହି ବାଘ ଶନିବାର ଗୋଟିଏ ସ୍ଥାନରେ ପଡ଼ିରହିବା ସହ କୌଣସି ଖାଦ୍ୟ ଗ୍ରହଣ କରି ନ ଥିଲା। ଯାହାକୁ ନେଇ ନନ୍ଦନକାନନ କର୍ତ୍ତୃପକ୍ଷଙ୍କ…
ନଦୀରେ ଭାସିଗଲେ ୨ ଯୁବକ: ଜଣେ ଉଦ୍ଧାର, ଅନ୍ୟ ଜଣେ ନିଖୋଜ
ଚୌଦ୍ୱାର,୧୨ା୧୦ (ଡି.ଏନ୍.ଏ): ଶନିବାର ଅପରାହ୍ନରେ ବିରୁପା ନଦୀ ବ୍ୟାରେଜ ନିକଟରେ ଗାଧୋଉଥିବାବେଳେ ୨ଜଣ ଯୁବକ ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କୁ ଉଦ୍ଧାର କରାଯାଇଥିବାବେଳେ ଅନ୍ୟ ଜଣେ ନିଖୋଜ ହୋଇଯାଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଚୌଦ୍ୱାର ହିଙ୍ଗୁଳାଇସାହି ହରିଜନ ବସ୍ତିର ଅବିନାଶ ନାଏକ,…
ବେଆଇନ ଶ୍ରମିକ ଚାଲାଣ: ଗୋଟିଏ ଦିନରେ ୪୧ ମଧ୍ୟସ୍ଥି, ଦଲାଲ ଗିରଫ
କଟକ ଅଫିସ,୧୨ା୧୦- ବେଆଇନ ଶ୍ରମିକ ଚାଲାଣ କରୁଥିବା ୪୧ ଜଣ ମଧ୍ୟସ୍ଥି ଓ ଦଲାଲଙ୍କୁ ବଲାଙ୍ଗୀର, ନୂଆପଡ଼ା ଜିଲା ପୋଲିସ ଗିରଫ କରି ଶନିବାର କୋର୍ଟଚାଲାଣ କରିଛି। ଡିଜିପି ବି.କେ. ଶର୍ମାଙ୍କ ନିର୍ଦ୍ଦେଶକ୍ରମେ ଏହି ଦୁଇ ଜିଲାର ଏସ୍ପିଙ୍କ ନେତୃତ୍ୱରେ ଏକ…
ଏସ୍ସିବି ମେଡିକାଲରେ ଅଘଟଣ: ତିନି ମହଲାରୁ ଡେଇଁ ରୋଗୀ ମୃତ
କଟକ ଅଫିସ, ୧୨।୧୦: କଟକ ଏସ୍ସିବି ମେଡିକାଲର ତିନି ମହଲାରୁ ଡେଇଁ ଶନିବାର ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ନୂଆ ମେଡିସିନ ବିଭାଗ ନିରାଶ୍ରୟ ଓ୍ବାର୍ଡ ତିନି ମହଲାରେ ଥିବା ଏକ ଝରକା ଗ୍ରୀଲ ତାଡ଼ି ଜଣେ ରୋଗୀ ଡେଇଁପଡ଼ିଥିବା ଅନୁମାନ…
ଓଟିଇଟି ପ୍ରଶ୍ନପତ୍ରରେ ତ୍ରୁଟି ଘଟଣା: ପୁନଃ ମୂଲ୍ୟାୟନ ଅର୍ଥ କମ୍ ପାଇଁ ଦାବି
କଟକ ଅଫିସ, ୧୨।୧୦: ପ୍ରଶ୍ନପତ୍ର ତ୍ରୁଟି ଲାଗି ୨୦୧୮ରେ ଓଡ଼ିଶା ଟିଚର୍ସ ଏଲିଜିବିଲିଟି ଟେଷ୍ଟ(ଓଟିଇଟି)କୁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବାତିଲ କରି ଦିଆଯାଇଥିଲା। ସେହିପରି ଚଳିତବର୍ଷ ଜାନୁଆରୀରେ ଏହି ପରୀକ୍ଷା ହେବାକୁ ଥିଲା। ମାତ୍ର ଏହି ପରୀକ୍ଷା ଗତ ଅଗଷ୍ଟ…
ବିଶ୍ୱ ମାନସିକତା ଦିବସ : ଆଧ୍ୟାତ୍ମିକ ମାର୍ଗ ଉପରେ ବିଶ୍ୱାସ ରଖିବାକୁ ସଚେତନତା ବାର୍ତ୍ତା ପ୍ରଚାର
କଣ୍ଟାପଡ଼ା,୧୦।୧୦(ଡି.ଏନ୍.ଏ.): ମାନସିକସ୍ତରରେ ଦୁର୍ବଳ ହୋଇ ଆତ୍ମହତ୍ୟା ବଢ଼ୁଥିବା ନେଇ ସାରାବିଶ୍ୱ ଚିନ୍ତିତ ହୋଇପଡ଼ିଛି। ଏଥିପାଇଁ ସାଧାରଣ ଲୋକଙ୍କୁ ମାନସିକସ୍ତରରେ ଦୃଢ଼ ହେବା ପାଇଁ ଏକ ସଚେତନତା ଶୋଭାଯାତ୍ରା କଟକ ଜିଲାର ଓଲଟପୁରସ୍ଥିତ ଏସ୍ଭି ନିରତାରରେ ଅନୁଷ୍ଠିତ ହୋଇଯାଇଛି। ନିରତାର ନିର୍ଦ୍ଦେଶକ ଡା.ଶକ୍ତିପ୍ରସାଦ…

