କଟକ

ସାଲେପୁର ନାବାଳିକା ବଳାତ୍କାର, ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ,୨ମାସରେ ୪ଜଣଙ୍କୁ ଫାଶୀ

କଟକ ଅଫିସ/ନିଶ୍ଚିନ୍ତକୋଇଲି,(ଡି.ଏନ୍‌.ଏ.),୨୦-୯:ବହୁଚର୍ଚ୍ଚିତ ସାଲେପୁର ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ଅଭିଯୁକ୍ତ ମହମ୍ମଦ ମୁସ୍ତାକଙ୍କୁ କଟକ ତୃତୀୟ ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ପୋକ୍‌ସୋ ଅଦାଲତ ଦୋଷୀ ସାବ୍ୟସ୍ତ କରି ଗୁରୁବାର ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି। ସ୍ବତନ୍ତ୍ର ପୋକ୍‌ସୋ…

ସାଲେପୁର ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ଫାଶୀ ପ୍ରସଙ୍ଗ: ନାବାଳିକାଙ୍କ ପରିବାର କହିଲେ ‘୧୭ ମାସ ପରେ ନ୍ୟାୟ ମିଳିଛି’

ନିଶ୍ଚିନ୍ତକୋଇଲି, ୧୯।୯(ସ୍ବ.ପ୍ର.): ୨୦୧୮ରେ ସାଲେପୁର ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଏବଂ ହତ୍ୟା ଘଟଣାରେ ଗୁରୁବାର ଦୋଷୀ ମହମ୍ମଦ ମୁସ୍ତାକଙ୍କୁ କଟକର ସ୍ବତନ୍ତ୍ର ପୋକ୍ସୋ କୋର୍ଟ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଏହି ରାୟ ପ୍ରକାଶ ପାଇବା ପରେ ନାବାଳିକାଙ୍କ ପରିବାର ପକ୍ଷରୁ…

ସାଲେପୁର ନାବାଳିକା ବଳାତ୍କାର, ହତ୍ୟା ମାମଲା: ଦୋଷୀ ମହମ୍ମଦ ମୁସ୍ତାକଙ୍କୁ ଫାଶୀ

କଟକ ଅଫିସ,୧୯।୯: ସାଲେପୁର ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ କଟକ ସ୍ପେଶାଲ ପୋକ୍ସୋ କୋର୍ଟ ଗୁରୁବାର ରାୟ ଶୁଣାଇଛନ୍ତି। ଦୋଷୀ ମହମ୍ମଦ ମୁସ୍ତାକଙ୍କୁ ଫାଶୀ ଦଣ୍ଡାଦେଶ ଦିଆଯାଇଛି। ୨୦୧୮ ଏପ୍ରିଲ ୨୧ ତାରିଖରେ ସାଲେପୁର ଅଞ୍ଚଳରେ ଉକ୍ତ ନାବାଳିକା ଭାଇ…

ଆଶୀର୍ବାଦ ଗିରଫ ହେବା ପ୍ରସଙ୍ଗ: ରିମାଣ୍ଡରେ ନେବନି ସିବିଆଇ; ପୁଅ ସଞ୍ଜୟ କହିଲେ ‘ଏହା ଷଡ଼ଯନ୍ତ୍ର’

କଟକ ଅଫିସ,୧୯।୯: ଆଗକୁ ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ(ଓସିଏ)ର ନିର୍ବାଚନ ଥିବାବେଳେ ଗୁରୁବାର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ସିବିଆଇ ଗିରଫ କରିବା ଚର୍ଚ୍ଚାର ବିଷୟ ପାଲଟିଛି। ତାଙ୍କୁ ସିବିଆଇ ରିମାଣ୍ଡରେ ନେବନାହିଁ ବୋଲି ଜଣାପଡ଼ିଛି। ଏପରିସ୍ଥଳେ ଏହି ଗିରଫଦାରୀକୁ ନେଇ ପ୍ରତିକ୍ରିୟା…

ର଼୍ୟାଗିଂ ଘଟଣା: ୬ ଅନ୍ତେବାସୀ ହଷ୍ଟେଲରୁ ବହିଷ୍କୃତ ବହିଷ୍କାର ନିର୍ଦ୍ଦେଶ ପ୍ରତିବାଦରେ ଧାରଣା

କଟକ ଅଫିସ,୧୯।୯: ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ଇଷ୍ଟ ହଷ୍ଟେଲରେ ମଙ୍ଗଳବାର ହୋଇଥିବା ର଼୍ୟାଗିଂ ଅଭିଯୋଗରେ ୬ଜଣ ଅନ୍ତେବାସୀଙ୍କୁ ହଷ୍ଟେଲରୁ ବହିଷ୍କାର ନିର୍ଦ୍ଦେଶ ହୋଇଛି। ଏହି ନିର୍ଦ୍ଦେଶକୁ ପ୍ରତିବାଦ କରି ବୁଧବାର ରାତିରେ ଇଷ୍ଟ ହଷ୍ଟେଲ ଅନ୍ତେବାସୀମାନେ ଧାରଣାରେ ବସିଥିଲେ। ଏପରି କି ମୁଖ୍ୟଫାଟକ…

ଗିରଫ ହେଲେ ଆଶୀର୍ବାଦ

କଟକ ଅଫିସ,୧୯।୯: ଓସିଏର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ଗୁରୁବାର ସକାଳେ ସିବିଆଇ ଗିରଫ କରିଛି।ଭୋରରୁ କଟକ ସ୍ଥିତ ତାଙ୍କ ବାସଭବନରେ ସିବିଆଇ ଚଢ଼ାଉ କରିବା ସହ ତାଙ୍କୁ ଗିରଫ କରିଛି। ଅନ୍ୟପଟେ ଜନୈକ ହୋଟେଲ ମାଲିକ କମଳାକାନ୍ତ ଦାସଙ୍କୁ ମଧ୍ୟ…

ଏସ୍‌ସିବି ମେଡିକାଲ: ଜଗା-କାଳିଆଙ୍କୁ ଭେଟିଲେ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା

କଟକ ଅଫିସ, ୧୯।୯: କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସିତ ହେଉଥିବା ଜଗା- କାଳିଆଙ୍କୁ ବୁଧବାର ଓଡ଼ିଶା ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ ଭେଟିଛନ୍ତି। ଜଗା ସହ କଥା ହୋଇଥିବାବେଳେ ଉଭୟଙ୍କ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ଏସ୍‌ସିବି ସୁପରିଣ୍ଟେଣ୍ଡେଣ୍ଟ ଓ ଦାୟିତ୍ୱରେ…

ସାଲେପୁର ନାବାଳିକା ବଳାତ୍କାର ଓ ହତ୍ୟା ମାମଲା: ମହମ୍ମଦ ମୁସ୍ତାକ ଦୋଷୀ ସାବ୍ୟସ୍ତ

କଟକ ଅଫିସ, ୧୯।୯: କଟକ ଜିଲା ସାଲେପୁର ଥାନା ଅଞ୍ଚଳରେ ୨୦୧୮ରେ ଘଟିଥିବା ବହୁଚର୍ଚ୍ଚିତ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ ଅଭିଯୁକ୍ତ ମହମ୍ମଦ ମୁସ୍ତାକ(୩୨) ଦୋଷୀ ସାବ୍ୟସ୍ତ ହୋଇଛନ୍ତି। କଟକର ତୃତୀୟ ଅତିରିକ୍ତ ଜିଲା ଓ ଦୌରାଜଜ ତଥା ପୋକ୍ସୋ…

ଛୁରି ଭୁସିି ଯୁବକଙ୍କୁ ହତ୍ୟା

କଟକ ଅଫିସ,୧୯ା୯: ଲାଲବାଗ ଥାନା ଅନ୍ତର୍ଗତ ଚୁନଭାଟି ଗଳି ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ଜଣେ ଯୁବକଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ସେ ହେଲେ କାର୍ତ୍ତିକ ବାରିକ(୩୦) ଓରଫ ଗୁଡୁ। ସେହି ଅଞ୍ଚଳର ସଞ୍ଜୀବ ନାମକ ଯୁବକ କାର୍ତ୍ତିକଙ୍କୁ ହତ୍ୟା କରିଛନ୍ତି…

ନରସିଂହପୁର ଇଲେକ୍ଟ୍ରି ଡିଜିଏମ୍‌ଙ୍କ ଘରେ ଭିଜିଲାନ୍ସ ଚଢାଉ: ୧.୩୬ କୋଟିର ସମ୍ପତ୍ତି ଠାବ

କଟକ ଅଫିସ, ୧୯।୯: କଟକ ଜିଲା ନରସିଂହପୁର ଇଲେକ୍ଟ୍ରି ଗ୍ରୀଡ୍‌ର ଡେପୁଟି ଜେନେରାଲ ମ୍ୟାନେଜର (ଡିଜିଏମ୍‌) ରାମେଶ୍ୱର ମହଲାଙ୍କ ଘରୁ ଭିଜିଲାନ୍ସ ବିଭାଗ ୧ କୋଟି ୩୬ ଲକ୍ଷ ୫୩ ହଜାର ୧୧୨ ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ…

ଆବଶ୍ୟକ ଛାତ୍ରୀଛାତ୍ର ଥିବା ସତ୍ତ୍ୱେ ବିଦ୍ୟାଳୟ ବନ୍ଦ କଲା ପ୍ରଶାସନ

କଣ୍ଟାପଡ଼ା,୧୮।୯(ଡି.ଏନ୍‌.ଏ.): ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ପ୍ରାଥମିକ ଶିକ୍ଷାକୁ ଗୁରୁତ୍ୱ ଦେଉଥିବା ବେଳେ ଗଣଶିକ୍ଷା ବିଭାଗ ନିୟମ ଅନୁଯାୟୀ ଆବଶ୍ୟକ ଛାତ୍ରୀଛାତ୍ର ଥିବା ସତ୍ତ୍ୱେ କଣ୍ଟାପଡା ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟକୁ ମନମୁଖି ଭାବେ ବନ୍ଦ କରିଦିଆଯାଇଛି। ଏ ନେଇ…

ଅଜଣା ଗାଡ଼ି ଧକ୍କାରେ ମାଛ ବ୍ୟବସାୟୀ ମୃତ

ବାରଙ୍ଗ, ୧୮।୯(ଡି.ଏନ୍‌.ଏ.): କଟକ ନନ୍ଦନକାନନ ଥାନା ଅଧୀନ ରଘୁନାଥପୁର ଗ୍ରାମ ଦୁଲାଦେଇ ଛକ ରାସ୍ତାରେ ବୁଧବାର ସକାଳେ ଅଜଣା ଗାଡ଼ି ଧକ୍କାରେ ଜଣେ ମାଛ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ରଘୁନାଥପୁର ଗ୍ରାମରେ ଭଡ଼ା ଘରନେଇ ରହୁଥିବା ବିଜୟ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?