ମହାନଦୀ ମଝିପଠାରେ ହାତୀପଲ, ଦେଖିବା ଲାଗି ଜମୁଛି ଲୋକଙ୍କ ଭିଡ଼
ନରାଜ,୧୭ା୯(ଡି.ଏନ.ଏ)- ମୁଣ୍ଡଳି ନିକଟସ୍ଥ ମହାନଦୀ ପଠାରେ ସୋମବାର ବିଳମ୍ବିତ ରାତିରେ ଏକ ହାତୀପଲ ଆସି ଅଟକି ଯାଇଥିବା ଦେଖାଯାଇଛି। ଏହି ହାତୀପଲରେ ୧୧ଗୋଟି ହାତୀ ଥିବାବେଳେ ସେଥିରୁ ମାଈ ୪ଟି, ପୁରୁଷ ୩ଟି ଓ ଛୁଆହାତୀ ୪ଟି ଅଛନ୍ତି। ହାତୀପଲ ଆଠଗଡ…
ଦୁର୍ନୀତିଖୋରଙ୍କୁ ଚପଲରେ ପିଟ: ପଞ୍ଚାୟତିରାଜ ମନ୍ତ୍ରୀ
ମାହାଙ୍ଗା,୧୭-୯(ସ୍ବ.ପ୍ର.):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫ଟି ଶୂନ ସହିଷ୍ଣୁତାକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଆହ୍ବାନ ଦେଇଛନ୍ତି। ଏପରିକିି ମାହାଙ୍ଗାରେ ଦୁର୍ନୀତିକୁ ପ୍ରଶ୍ରୟ ଦିଆଯିବ ନାହିଁ। ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏଥିସହ ଯେଉଁମାନେ ଦୁର୍ନୀତି…
କଲରାପତରିଆ ବାଘର ମୃତଦେହ ଉଦ୍ଧାର
ଆଠଗଡ଼, ୧୬।୯(ଡି.ଏନ୍.ଏ.): କଟକ ଜିଲା ଆଠଗଡ଼ ରେଞ୍ଜ ଅନ୍ତର୍ଗତ ତିଗିରିଆ ହରିଡ଼ାପଶି ଅଞ୍ଚଳର କୁଣ୍ଡଳୀ ଜଙ୍ଗଲରୁ ସୋମବାର ଏକ କଲରାପତରିଆ ବାଘର ମୃତଦେହ ଉଦ୍ଧାର ହୋଇଛି। ମୃତ ବାଘକୁ ଅଣାଯାଇ ତିଗିରିଆ ଫରେଷ୍ଟ ଅଫିସରେ ରଖାଯାଇଛି। ମୃତଦେହ ବ୍ୟବଚ୍ଛେଦ ପରେ ମୃତ୍ୟୁର…
ଚାଉଳିଆଗଞ୍ଜ ପୂଜା କମିଟି : ଦଶମୀରେ ହୁଏ ଦହି ପଖାଳ
କଟକ ଅଫିସ,୧୬ା୯ : ଷୋଡ଼ଶ ଉପଚାରରେ ହୁଏ ଜନଗହଳି। କେବଳ ଗୋଟିଏ ଦିନ ନୁହେଁ, ସମ୍ପୂର୍ଣ୍ଣ ଷୋଡ଼ଶ ଉପଚାରରେ ଏଠାରେ ଜନଗହଳି ହୁଏ। ଚଳିତଥର ଷୋଡ଼ଶ ଉପଚାର ସମୟରେ ଶ୍ରଦ୍ଧାଳୁଙ୍କ ନିମନ୍ତେ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। କମିଟି ପକ୍ଷରୁ ଭାଇଚାରାକୁ ପ୍ରାଧାନ୍ୟ…
କଟକ: ୧୮ରେ ୧୨ ଘଣ୍ଟିଆ ବନ୍ଦ
କଟକ ଅଫିସ,୧୬ା୯ : ହିନ୍ଦୁସେନା ଓ କଟକ ସଦର ସୁରକ୍ଷା କମିଟି ପକ୍ଷରୁ ଆସନ୍ତା ୧୮ରେ କଟକ ବନ୍ଦ ଡାକରା ଦିଆଯାଇଛି। ଏ ନେଇ ରବିବାର ଜିଲା ରେଡ୍କ୍ରସ ଭବନଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି। କଟକ ସହରକୁ ଶ୍ରୀହୀନ…
ନନ୍ଦନକାନନରେ ଚନ୍ଦନର ମୃତ୍ୟୁ
ବାରଙ୍ଗ,୧୫।୯(ଡି.ଏନ୍.ଏ.): ନନ୍ଦନକାନନ ପ୍ରାଣୀଉଦ୍ୟାନର ହାତୀସଫାରୀରେ ଥିବା ୧୦ ବର୍ଷର ହାତୀ ଚନ୍ଦନର ଶନିବାର ରାତିରେ ମୃତ୍ୟୁ ଘଟିଛି। ଗତ ୩ ଦିନ ତଳେ ଚନ୍ଦନ ଅସୁସ୍ଥ ହୋଇପଡ଼ିଥିଲା। ସେ ଥଣ୍ଡା ସହ ସାମାନ୍ୟ ଜ୍ୱରରେ ଆକ୍ରାନ୍ତ ହୋଇଥିଲା। ଚନ୍ଦନ ୪ ମାସର…
ଦୁର୍ଗାପୂଜା ପ୍ରସ୍ତୁତି ବୈଠକକୁ ମୋକିମଙ୍କୁ ନା: ଡିସିପିଙ୍କ ବଦଳି ଦାବି କଲା ନଗର କଂଗ୍ରେସ
କଟକ ଅଫିସ,୧୫।୯: କମିଶନରେଟ୍ ପୋଲିସ ପକ୍ଷରୁ ଅନୁଷ୍ଠିତ ଦୁର୍ଗାପୂଜା ପ୍ରସ୍ତୁତି ବୈଠକକୁ ବାରବାଟୀ-କଟକ ବିଧାୟକ ଇଂ. ମହମ୍ମଦ ମୋକିମଙ୍କୁ ଡିସିପି ଅଖିଳେଶ୍ୱର ସିଂ ନ ଡାକିବାକୁ ନେଇ କଟକ ସହରରେ ଅସନ୍ତୋଷ ତେଜିବାରେ ଲାଗିଛି। ଐତିହାସିକ କଟକ ସହର ଭାଇଚାରା ଓ…
ହାଇକୋର୍ଟରେ ବାରବାଟୀ-କଟକ ବିଧାନସଭା ନିର୍ବାଚନ ମାମଲା: ଜବାବ ଦାଖଲ ପାଇଁ ମହଲତ ନେଲେ ବିଧାୟକ
କଟକ ଅଫିସ,୧୪ା୯: ବାରବାଟୀ-କଟକ ବିଧାନସଭା ନିର୍ବାଚନକୁ ନେଇ ହାଇକୋର୍ଟରେ ଚାଲିଥିବା ମାମଲାରେ ବିଧାୟକ ମହମ୍ମଦ ମୋକିମ ଶୁକ୍ରବାର ଜବାବ ଦାଖଲ ପାଇଁ ଅଦାଲତଙ୍କଠାରୁ ମହଲତ ନେଇଛନ୍ତି। ତେବେ ଆସନ୍ତା ୨୫ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବାକୁ ଥିବାବେଳେ ଏହା ପୂର୍ବରୁ ସତ୍ୟପାଠ…
ମହିଳା କର୍ମଚାରୀଙ୍କୁ ନିର୍ଯାତନା ଘଟଣା: ଫରେଷ୍ଟର ଗିରଫ
ଚୌଦ୍ୱାର,୧୪ା୯(ଡି.ଏନ୍.ଏ.): ଜଣେ କାର୍ଯ୍ୟରତ ମହିଳା କର୍ମଚାରୀଙ୍କୁ ନିର୍ଯାତନା ଦେବା ଅଭିଯୋଗରେ ଶୁକ୍ରବାର ଚୌଦ୍ୱାର ପୋଲିସ ଫରେଷ୍ଟର ଜ୍ୟୋତିରଞ୍ଜନ ମହାପାତ୍ରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସୂଚନା ଅନୁଯାୟୀ, ସମ୍ପୃକ୍ତ ମହିଳା କର୍ମଚାରୀଙ୍କ ସ୍ବାମୀ ଚୌଦ୍ୱାର ବନ ବିଭାଗରେ କାମ କରୁଥିଲେ।…
ସିଏମସି ପକ୍ଷରୁ ଜବରଦଖଲ ଉଚ୍ଛେଦ: ଭଙ୍ଗାଗଲା ଗୋବର୍ଦ୍ଧନ ଗୋ-ଧାମ
କଟକ ଅଫିସ, ୧୪ା୯: କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଗୁରୁବାର ମଙ୍ଗଳାବାଗସ୍ଥିତ ଗୋବର୍ଦ୍ଧନ ଗୋ-ଧାମ ପରିଦର୍ଶନ କରିଥିଲେ। ଗୋମାତାଙ୍କୁ ଏଠାରେ କିଭଳି ରଖା ଯାଉଛି ଏବଂ ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ଅବଗତ ହୋଇଥିଲେ। ମାତ୍ର କେନ୍ଦ୍ରମନ୍ତ୍ରୀଙ୍କ ପରିଦର୍ଶନ ୨୪ଘଣ୍ଟା ନପୂରୁଣୁ କଟକ…
ଏରସମା ଫାଶୀ ଦଣ୍ଡାଦେଶ ମାମଲା: ୨୬ରେ ରାୟ ଦେବେ ହାଇକୋର୍ଟ
କଟକ ଅଫିସ, ୧୪ା୯: ଜଗତସିଂହପୁର ଜିଲା ଏରସମା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ଏବଂ ହତ୍ୟା ଘଟଣାରେ ଅଭିଯୁକ୍ତ ଲବ ମାନ୍ନା ଓରଫ କାଳିଆଙ୍କୁ ଜଗତସିଂହପୁର ଅତିରିକ୍ତ ଜିଲା ଦୌରାଜଜ୍ ଗତ ୧୦ ତାରିଖରେ ଫାଶୀ ଦଣ୍ଡାଦେଶରେ ଦଣ୍ଡିତ କରିଥିଲେ। ଏହି…
ମହାନଦୀରେ ଲୀନ ହେବାକୁ ବସିଛି ସିଦ୍ଧେଶ୍ୱର ପୀଠ
ନରାଜ,୧୩।୯(ଡି.ଏନ.ଏ) : ବାରଙ୍ଗ ଥାନା ଅନ୍ତର୍ଗତ ତଳଗଡ ଓ ନରାଜର ମଧ୍ୟସ୍ଥ ଭାଗର ପର୍ବତରେ ସିଦ୍ଧେଶ୍ୱର ମନ୍ଦିର ଅବସ୍ଥିତ। ହେଲେ ପ୍ରତ୍ନତତ୍ତ୍ୱ ଓ ଦେବୋତ୍ତର ବିଭାଗର ଅଣଦେଖାରୁ ଏବେ ଏହି ପୁରାତନ ମନ୍ଦିରଟି ମହାନଦୀରେ ଲୀନ ହେବାକୁ ବସିଛି। ପ୍ରତିବର୍ଷ ବର୍ଷାଦିନେ…

