କଟକ

ପୁରୀର ରାଘବ ଦାସ ମଠ ଉଚ୍ଛେଦ ମାମଲା: ନିୟମ ଅନୁଯାୟୀ ପଦକ୍ଷେପ ନେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୭ା୯: ପୁରୀ ଶ୍ରୀମନ୍ଦିରର ୭୫ମିଟର ଭିତରେ ଥିବା ମଠ ଏବଂ ଅନ୍ୟାନ୍ୟ ନିର୍ମାଣ ଗୃହଗୁଡିକୁ ପ୍ରଶାସନ ପକ୍ଷରୁ ଭଙ୍ଗାଯାଉଛି। ତେବେ ୭୫ମିଟର ବାହାରେ ଥିବା ରାଘବ ଦାସ ମଠର ଉଚ୍ଛେଦ ଆଶଙ୍କା କରି ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା।…

ଟ୍ରକ୍‌ ଧକ୍କାରେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣା: କ୍ଷତିପୂରଣ ଦାବିରେ ଛାତ୍ରୀଛାତ୍ରଙ୍କ ରାସ୍ତାରୋକୋ

କଟକ ଅଫିସ,୭ା୯: ଟ୍ରକ ଧକ୍କାରେ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଶୁକ୍ରବାର ଉତ୍ତେଜନାମୂଳକ ପରିସ୍ଥିତି ଦେଖାଦେଇଥିଲା। ପୂର୍ବାହ୍ନରେ ଛାତ୍ରୀଛାତ୍ରମାନେ ବିଶ୍ୱବିଦ୍ୟାଳୟ ସମ୍ମୁଖ ଦୁଇପାର୍ଶ୍ୱ ରାସ୍ତାରେ ଧାରଣା ଦେଇଥିଲେ। ଏଥିଯୋଗୁ କିଛି ଘଣ୍ଟା ଧରି ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ…

ସିଡିଏରେ ପାଇପ୍‌ ଯୋଗେ ରନ୍ଧନ ଗ୍ୟାସ୍‌ ଯୋଗାଣ ଖୁବ୍‌ଶୀଘ୍ର

କଟକ ଅଫିସ, ୭ା୯: ହଜାର ବର୍ଷର ସହର କଟକ। ଏହା ଦେଶର ଅନ୍ୟତମ ସର୍ବପୁରାତନ ସହର ହୋଇଥିଲେ ମଧ୍ୟ ଏଠାରେ ଅନେକ ସମସ୍ୟା ରହିଛି। ତେବେ ସହରକୁ ସରସ ସୁନ୍ଦର କରି ଗଢ଼ି ତୋଳିବାରେ ଯାହା ଆବଶ୍ୟକ ହେବ କେନ୍ଦ୍ର ସରକାର…

ନିଶାଣ, ମହତାପରେ ପୁରୁଣା ପରମ୍ପରା ଛାପ

କଟକ ଅଫିସ : ଆସନ୍ତା ଅକ୍ଟୋବର ୪ ତାରିଖରେ ମହାଷଷ୍ଠୀ। ଦଶହରା ଆରମ୍ଭକୁ କିଛି ଦିନ ରହିଲା। ତେବେ କଟକର ପ୍ରସିଦ୍ଧ ଦଶହରା କିଛି ନିର୍ଦ୍ଦିଷ୍ଟ କାରଣ ପାଇଁ ଭିନ୍ନ ଓ ଅନନ୍ୟ। ଏଠାରେ କେତେକ ସ୍ବତନ୍ତ୍ର ପରମ୍ପରା ଦେଖିବାକୁ ମିଳେ,…

ଓଡ଼ିଶା ଆସିବେ ଜଗା-କାଳିଆ: ଦିଲ୍ଲୀ ଗଲେ ଦୁଇ ଡାକ୍ତର

କଟକ ଅଫିସ,୫।୯: ଓଡ଼ିଶା ଆସିବେ ଜଗା-କାଳିଆ। ଅପରେଶନ ମାଧ୍ୟମରେ ଅଲଗା ହୋଇଥିବା କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ ଦିଲ୍ଲୀ ଏମ୍ସରୁ ସ୍ଥାନାନ୍ତର ହେବେ। ସେମାନଙ୍କୁ ଆଣିବା ଲାଗି ଗୁରୁବାର ଶିଶୁ ରୋଗ ବିଭାଗର ଦୁଇଜଣ ଡାକ୍ତର ଶିବ ଶଙ୍କର ବରିହା ଏବଂ…

ଭୁଶୁଡ଼ିଲା ଅଧ୍ୟକ୍ଷ କାର୍ଯ୍ୟାଳୟର ସିଲିଂ

କଟକ ଅଫିସ,୫।୯: ଜାତୀୟ କବି ବୀର କିଶୋର (ଜେକେବିକେ) ସରକାରୀ କଲେଜର ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟର ସିଲିଂ ଭୁଶୁଡ଼ି ପଡିଛି। ବୁଧବାର କାର୍ଯ୍ୟାଳୟ ଖୋଲାଯିବା ପରେ ଅଧ୍ୟକ୍ଷଙ୍କ ରୁମ୍‌ ଭିତରେ ସିଲିଂଗୁଡ଼ିକ ବିଛାଡ଼ି ହୋଇ ପଡ଼ିଥିବା ଦେଖିବାକୁ ମିଳିଥିଲା। ଅଧ୍ୟକ୍ଷ ବସୁଥିବା ଚେୟାରର…

ଚାକିରିଦେବା ନାଁରେ ଯୁବତୀଙ୍କୁ ବଳାତ୍କାର: ଫାଇନାନ୍ସ କମ୍ପାନୀର ରାଜ୍ୟ ମୁଖ୍ୟ ଗିରଫ

କଟକ ରୋଡ,୩।୯(ଡି.ଏନ୍‌.ଏ.): କିଛିଦିନ ପୂର୍ବରୁ ରାଜଧାନୀରେ ଜଣେ ଟ୍ୟୁଶନ ଛାତ୍ରୀଙ୍କୁ ଅସଦାଚରଣ ଘଟଣା ଚର୍ଚ୍ଚା ଥମି ନ ଥିବା ବେଳେ ପୁଣି ଚାକିରି ଦେବା ନାଁରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଛି। ମିଳିଥିବା ସୂଚନାନୁଯାୟୀ, ଛତିଶଗଡ଼ ରାଜ୍ୟ ରାୟପୁର ଅଞ୍ଚଳରେ ସତ୍ୟ…

ଚୌଦ୍ୱାର ଫରେଷ୍ଟରଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ : ଥାନା ଦ୍ୱାରସ୍ଥ ହେଲେ ମହିଳା କର୍ମଚାରୀ

ଚୌଦ୍ୱାର,୨ା୯(ଡି.ଏନ୍‌.ଏ.) : ଚୌଦ୍ୱାର ଫରେଷ୍ଟର ଜ୍ୟୋତିରଞ୍ଜନ ମହାପାତ୍ର କାର୍ଯ୍ୟରତ ଜଣେ ମହିଳା କର୍ମଚାରୀଙ୍କୁ ନିର୍ଯାତନା ଦେଇଥିବା ନେଇ ଶନିବାର ସ୍ଥାନୀୟ ଥାନାରେ ଅଭିଯୋଗ ହୋଇଛି। ଏ ନେଇ ଥାନାରେ ଏକ ମାମଲା(ନଂ.୨୯୧/୧୯) ରୁଜୁ ହୋଇଛି। ଅଭିଯୋଗ ଅନୁଯାୟୀ, ସମ୍ପୃକ୍ତ ମହିଳା କର୍ମଚାରୀଙ୍କ…

ମାନସିକ ବିକାରଗ୍ରସ୍ତଙ୍କ ଥଇଥାନ ଓ ଚିକିତ୍ସା ବ୍ୟବସ୍ଥା କରାଯାଉ: ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ ଅଫିସ,୧ା୯: ମାନସିକ ବିକାରଗ୍ରସ୍ତ ଲୋକଙ୍କୁ ଥଇଥାନ କରିବା ଓ ସେମାନଙ୍କ ଚିକିତ୍ସା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବା ନେଇ ଓଡ଼ିଶା ଲିଗାଲ ଆଣ୍ଡ ସୋସିଆଲ ଆସୋସିଏଶନ(ଓଲ୍‌ସା) ପକ୍ଷରୁ ଆଇନଜୀବୀ ବିପିନ କୁମାର ଚୌଧୁରୀ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଏର କରିଛନ୍ତି।…

ଶଯ୍ୟା ଅଭାବ, ଚଟାଣରେ ରୋଗୀ

କଟକ ଅଫିସ, ୩୧।୮ – କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଏବଂ ହସ୍ପିଟାଲ (ଏସ୍‌ସିବି)ରେ ଦିନକୁ ଦିନ ସମସ୍ୟା ବଢିବାରେ ଲାଗିଛି। ଏହି ହସ୍ପିଟାଲ ଉପରେ କଟକ ସହର ସମେତ ରାଜ୍ୟର ବହୁ ରୋଗୀ ନିର୍ଭର କରିଥାନ୍ତି। ହେଲେ…

ଜାମିନ ସର୍ତ୍ତରେ କୋହଳ ଲାଗି ହାଇକୋର୍ଟରେ ସାରଥିଙ୍କ ଆବେଦନ

କଟକ ଅଫିସ, ୩୧ା୮: ପ୍ରାୟ ୪ ବର୍ଷ ଜେଲ୍‌ରେ ରହିବା ପରେ ସାରଥି ବାବା ଓରଫ ସନ୍ତୋଷ ରାଉଳ ଗତ ଜୁଲାଇ ୨୫ରେ ଜାମିନରେ ମୁକୁଳିଥିଲେ। ଏକାଧିକ ସର୍ତ୍ତ ରଖି ହାଇକୋର୍ଟ ସାରଥିଙ୍କୁ ଜାମିନ ଦେଇଥିଲେ। ତେବେ ଉକ୍ତ ସର୍ତ୍ତ ପରିବର୍ତ୍ତନ…

ଇନ୍ଦ୍ରଜିତ ମହାନ୍ତି ହେବେ ରାଜସ୍ଥାନ ହାଇକୋର୍ଟ ମୁଖ୍ୟ ବିଚାରପତି

କଟକ ଅଫିସ, ୩୧ା୮: ରାଜସ୍ଥାନ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଏସ୍‌. ଏ. ରବୀନ୍ଦ୍ର ଭଟ୍ଟ ଖୁବ୍‌ଶୀଘ୍ର ସୁପ୍ରିମ୍‌କୋର୍ଟ ବିଚାରପତି ଭାବେ ଯୋଗଦେବେ। ଫଳରେ ରାଜସ୍ଥାନ ମୁଖ୍ୟ ବିଚାରପତିଙ୍କ ପଦ ଖାଲି ପଡ଼ିବ। ତେଣୁ ସୁପ୍ରିମକୋର୍ଟଙ୍କ କଲେଜିୟମ ଏହି ପଦବୀ ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?