କଟକ

ରୋଜ୍‌ଭ୍ୟାଲି ଚିଟ୍‌ଫଣ୍ଡ ମାମଲା: ହାଇକୋର୍ଟରେ ସିବିଆଇର ଚାର୍ଜଶିଟ୍‌ ଦାଖଲ

କଟକ ଅଫିସ, ୨୨ା୮: ରୋଜଭ୍ୟାଲି ଚିଟ୍‌ଫଣ୍ଡ ମାମଲାର ଶୁଣାଣି ବୁଧବାର ହାଇକୋର୍ଟରେ ହୋଇଥିଲା। ଏଥିରେ ସିବିଆଇ ଚାର୍ଜଶିଟ୍‌ ଦାଖଲ କରିଛି। ତେବେ ତଦନ୍ତରୁ କ’ଣ ମିଳିଛି ସେ ସମ୍ପର୍କରେ ସିବିଆଇ ହାଇକୋର୍ଟଙ୍କୁ କୌଣସି ସୂଚନା ଦେଇନାହିଁ। ଅନ୍ୟପକ୍ଷରେ ଗତ ୩ମାସ ଧରି…

୨୦ ବିଚାରପତିଙ୍କ ବଦଳି

କଟକ ଅଫିସ,୨୨ା୮: ଓଡ଼ିଶା ହାଇକୋର୍ଟ ପକ୍ଷରୁ ବିଭିନ୍ନ ଜିଲାରେ କାର୍ଯ୍ୟରତ ୨୦ ଜଣ ବିଚାରପତିଙ୍କୁ ବଦଳି କରାଯାଇଛି। ଏ ନେଇ ଗତ ୧୭ରେ ହାଇକୋର୍ଟଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ତଦନୁଯାୟୀ, ଶିଶିର କୁମାର ରଥଙ୍କୁ କଟକ ଜିଲା ଓ ସେସନ୍‌…

କଳ୍ପନାରୁ ବଡ଼ଗଡ଼ ରାସ୍ତା ହେବ ୪ ଲେନ୍‌

ଭୁବନେଶ୍ୱର/କଟକ ରୋଡ, ୨୨ା୮(ବ୍ୟୁରୋ/ଡି.ଏନ.ଏ.): କଳ୍ପନା ସିନେମା ହାଲ ଛକରୁ ବଡ଼ଗଡ଼ କେନାଲରୋଡକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାପାର୍ଶ୍ୱରୁ ବୁଧବାର ଜବରଦଖଲ ହଟିଛି। ରାସ୍ତାପାର୍ଶ୍ୱରେ ଥିବା ଜରି ଛପର ଘରୁଠାରୁ ଆରମ୍ଭ କରି ଅସ୍ଥାୟୀ ଦୋକାନ ମନ୍ଦିର ଓ ବଡ ଗଛଗୁଡ଼ିକୁ ଉଚ୍ଛେଦ…

ପୂର୍ବ ଶତ୍ରୁତାକୁ ନେଇ କଟକରେ ବୋମାମାଡ଼

କଟକ ଅଫିସ,୨୨ା୮: ଲାଲବାଗ ଥାନା ଅନ୍ତର୍ଗତ ଡଗରପଡା ଭୂତିଆସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୁଧବାର ବୋମାମାଡ ହୋଇଛି। ୩ଜଣ ଦୁର୍ବୃତ୍ତ ଦୁଇଟି ବାଇକ୍‌ରେ ଆସି ଗୋଲକ ପରିଡା(୪୦) ଓ ସମ୍ପର୍କୀୟ ଭାଇ ଲିକୁନା (୩୫)ଙ୍କ ଘର ଉପରକୁ ୪ ବୋମା ଫିଙ୍ଗିଛନ୍ତି।…

ଦବିଲା ପରମହଂଶ ନିକଟ ମାଛଗାଁ କେନାଲ ବନ୍ଧ: ମରାମତି କାର୍ଯ୍ୟ ଆରମ୍ଭ

କଟକ ସଦର, ୧୯।୮(ଡି.ଏନ୍‌.ଏ.): କଟକ ମାଛଗାଁ କେନାଲର ପରମହଂସ ନିକଟ ବାମପାର୍ଶ୍ୱ ବନ୍ଧଟି ସୋମବାର ରାତିରେ ହଠାତ୍‌ ଦବିଯାଇଥିଲା। ଫଳରେ ଜଗତ୍‌ସିଂହପୁର ଜଳ ସେଚନ ଡିଭିଜନର ଯନ୍ତ୍ରୀମାନେ ଘଟଣାସ୍ଥଳରେ ପହଞ୍ଚି ବିରିବାଟୀ ଲକ୍‌ ନିକଟରେ ଜଳ ପ୍ରବାହକୁ ହ୍ରାସ କରିଥିଲେ। ତେଣୁ…

ଖୁଦୁରୁକୁଣୀ ଓଷା ହେଲା କାଳ: ନଦୀରେ ବୁଡ଼ି ୨ ଭଉଣୀଙ୍କ ଜୀବନଗଲା

କଟକ ସଦର,୧୮।୮: କଟକ ଜିଲା କିଶନନଗର ଥାନା ଅନ୍ତର୍ଗତ ବାବୁଜଙ୍ଗ ପଞ୍ଚାୟତ ସଫିପୁର ଗ୍ରାମର ୨ ଭଉଣୀଙ୍କ ରବିବାର ଶୁକପାଇକା ନଦୀରେ ବୁଡ଼ି ମୃତ୍ୟୁ ଘଟିଛି। ସେମାନେ ହେଲେ ସୁଜାତା ଦାସ (୧୭), ଓ ସୁମନ ଦାସ (୧୬)। ସୂଚନାଯୋଗ୍ୟ, ଖୁଦୁରୁକୁଣୀ…

ରେଭେନ୍ସା ବିଶ୍ୱବିଦ୍ୟାଳୟରେ ସ୍ବାଧୀନତା ଦିବସ : ୫୦ ମିଟର ତ୍ରିରଙ୍ଗା ଧରି ପରିକ୍ରମା କଲେ ଛାତ୍ରୀଛାତ୍ର

କଟକ ଅଫିସ, ୧୫।୮: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଦ୍ୱାରା ୫୦ ମିଟରର ଏକ ବିଶାଳ ତ୍ରିରଙ୍ଗାକୁ ବିଶ୍ୱବିଦ୍ୟାଳୟ ପରିସରରେ ପରିକ୍ରମା କରିବା ସହ ବାଇକ ରାଲି କରାଯାଇଥିଲା। ଏଥିରେ…

ଲୁଟ୍‌ ଉଦ୍ୟମ ବିଫଳ: ଘର ମାଲିକଙ୍କ କାନ କାଟି ଫେରାର ହେଲେ ଦୁର୍ବୃତ୍ତ

କଣ୍ଟାପଡା,୧୪।୮(ଡି.ଏନ୍‌.ଏ.): କଟକ ଜିଲା ଓଲଟପୁର ଥାନା ଅନ୍ତର୍ଗତ ଅଡ଼ଶପୁର ଗ୍ରାମ ବେଢ଼ାସାହିର ଜଣେ ବ୍ୟକ୍ତିଙ୍କ ଘରୁ ମଙ୍ଗଳବାର ବିଳମ୍ବିତ ରାତିରେ ୨ ଦୁର୍ବୃତ୍ତ ଲୁଟ୍‌ ଉଦ୍ୟମ କରି ବିଫଳ ହୋଇଛନ୍ତି। ଏଯାବତ୍‌ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ବେଳେ…

ଇଦ୍‌-ଉଲ୍‌-ଜୁହା : ଜମୁଛି ଖାଦ୍ୟର ଆସର

ମୁସଲମାନ ସମ୍ପ୍ରଦାୟର ପ୍ରମୁଖ ଦୁଇ ପର୍ବ ହେଉଛି ଇଦ୍‌-ଉଲ-ଫିତର ଓ ଇଦ୍‌-ଉଲ-ଜୁହା। ସୋମବାର ଇଦ-ଉଲ-ଜୁହା। ପବିତ୍ର ରମଜାନ ମାସର ଶେଷ ଦିନ ପରେ ଇଦ୍‌-ଉଲ-ଫିତର ପାଳନ କରାଯାଉଥିବା ବେଳେ ଏହାର ପ୍ରାୟ ଦୁଇ ମାସ ପରେ ଇଦ୍‌-ଉଲ-ଜୁହା ପର୍ବ ଆସେ। ଏହି…

ଲୋକଙ୍କ ସମସ୍ୟା ବୁଝିଲେ ଜିଲାପାଳ

କଟକ ଅଫିସ,୧୨ା୮: ଗୋପଦ ଅଭିଯାନରେ ରବିବାର ସକାଳୁ ଜିଲାପାଳ ଭବାନୀ ଶଙ୍କର ଚୟନୀ, କଟକ ମହାନଗର ନିଗମ(ସିଏମ୍‌ସି) କମିଶନର ଅନନ୍ୟା ଦାସଙ୍କ ସମେତ ସିଡିଏମଓ କଟକ ସହରର ବିଭିନ୍ନ ସ୍ଥାନ ବୁଲି ଦେଖିଥିଲେ। ସହରର କନିକା ଛକଠାରୁ ବାହାରି ସିଦ୍ଧେଶ୍ୱର ସାହି,…

ଏମ୍‌ଭି ପଡ଼ିଆ ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ୪ ଗିରଫ

କଟକ ଅଫିସ,୧୨ା୮: ବାଦାମବାଡ଼ି ଥାନା ଅନ୍ତର୍ଗତ ଖାନ୍‌ନଗର ଏମ୍‌ଭି ପଡିଆରେ ଗତ ଜୁଲାଇ ୧ରେ ଘଟିଥିବା ଶୁଭ୍ରାଂଶୁ ଶତପଥୀ ହତ୍ୟାକାଣ୍ଡର ରବିବାର ପର୍ଦ୍ଦାଫାଶ କରିଛି ପୋଲିସ। ଏହି ଘଟଣାରେ ପୋଲିସ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟଚାଲାଣ କରିଛି।…

ଜଷ୍ଟିସ ଅରିଜିତ ପଶାୟତ ପାଇବେ ଭୂମି ଗୌରବ ସମ୍ମାନ

କଟକ ଅଫିସ, ୧୧।୮: ଆସନ୍ତା ୧୭ରେ କଟକ ସାରଳା ଭବନଠାରେ ବିଶିଷ୍ଟ ଆଇନଜ୍ଞ ତଥା ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଅରିଜିତ ପଶାୟତଙ୍କୁ ଭୂମି ଗୌରବ ସମ୍ମାନରେ ସମ୍ମାନିତ କରାଯିବ। ସାରଳା ସାହିତ୍ୟ ସଂସଦ ଏବଂ ଚେଳିତୋଳ କଲଚରାଲ ଏକାଡମୀ ପକ୍ଷରୁ ଜଷ୍ଟିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?