କଟକ

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ, ସାଙ୍ଗମାନେ ମିଶି ଭୋଜି କଲା ବେଳେ ସ୍ପଷ୍ଟ…

ଏସ୍‌ସିବିରେ ଡ୍ୟୁଟି ସମୟରେ ଶୋଉଛନ୍ତି କର୍ମଚାରୀ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

କଟକ,୧୭।୨ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ ଏହାର ଚାଳକ ଓ କର୍ମଚାରୀଙ୍କ ମନମାନି ଦିନକୁ ଦିନ ବଢିବାରେ ଲାଗିଛି ।…

କଟକ ଜିଲାପାଳଙ୍କୁ ନୋଟିସ୍‌, ଦେବାଶିଷ ସାମନ୍ତରାୟଙ୍କ ଏହି ଅଭିଯୋଗ ନେଇ…

କଟକ,୧୪ା୨: କଟକ ଜିଲାପାଳ ଦତ୍ତାତ୍ରେୟ ଭାଓସାହେବ ସିନ୍ଧେଙ୍କୁ ନୋଟିସ୍‌ ଜାରି ହୋଇଛି। ରାଜ୍ୟ ସଭା ସଚିବାଳୟ ନିର୍ଦ୍ଦେଶକଙ୍କ ପକ୍ଷରୁ ନୋଟିସ୍‌ ହୋଇଛି। ଦେବାଶିଷ ସାମନ୍ତରାୟଙ୍କ ଲିଖିତ ଅଭିଯୋଗକୁ ଗ୍ରହଣ କରି ଏହି ନୋଟିସ୍‌ ହୋଇଛି। ନେତାଜୀ ଜୟନ୍ତୀ କାର୍ଯ୍ୟକ୍ରମରେ ଦେବାଶିଷଙ୍କୁ ଡକାଯାଇ…

ରତ୍ନଭଣ୍ଡାର ଗଣତି ମଣତି ପ୍ରସଙ୍ଗରେ ହାଇକୋର୍ଟଙ୍କ ନିର୍ଦ୍ଦେଶ, ୩ ମାସ ମଧ୍ୟରେ…

କଟକ,୧୨।୨: ରତ୍ନଭଣ୍ଡାର ଚାବି ହଜିବା ରିପୋର୍ଟ ନେଇ ହାଇକୋର୍ଟ ଆଜି ବଡ଼ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ବିଧାନସଭା ଅଧିବେଶନରେ ରିପୋର୍ଟ ଉପସ୍ଥାପନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଜଷ୍ଟିସ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ଉପସ୍ଥାପନ ପାଇଁ ନିର୍ଦ୍ଦେଶ ଦିଆଯାଇଛି…

କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ନିର୍ବାଚନୀ ମାମଲା ଉପରେ ରୋକ…

କଟକ,୧୧।୨:  କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି । ତାଙ୍କ ବିରୋଧରେ ହାଇକୋର୍ଟରେ ଚାଲିଥିବା ନିର୍ବାଚନୀ ମାମଲା ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ । ଏହା ସହ ବିଜେଡିର ପରାଜିତ ପ୍ରାର୍ଥୀ ସରୋଜ ମେହେରଙ୍କୁ ଜବାବ ଦାଖଲ ପାଇଁ ସୁପ୍ରିମକୋର୍ଟ ନୋଟିସ…

ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବାଙ୍କି , ୯।୨( ଶୁଭେନ୍ଦୁ ମହାପାତ୍ର): ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ । ଏଭଳି ଘଟଣା ବାଙ୍କି ଥାନା ଅନ୍ତର୍ଗତ ଭେଡା ରାମଚନ୍ଦ୍ରପୁର ପଞ୍ଚାୟତସ୍ଥିତ କୁମୁସର ଗ୍ରାମରେ ଘଟିଛି। ଜଣେ ବ୍ୟକ୍ତି ଆଇସକ୍ରିମ୍‌ କରୁଥିବା ବେଳେ ଗ୍ରାମର ପିଲାମାନେ ଖୁସିର…

ବିଧାୟକ ବାବୁ ସିଂଙ୍କ ଆବେଦନ ଖାରଜ କଲେ ହାଇକୋର୍ଟ

ଭୁବନେଶ୍ୱର,୯।୨: ବିଧାୟକ ବାବୁ ସିଂଙ୍କ ଆବେଦନ ହାଇକୋର୍ଟରେ ଖାରଜ କରାଯାଇଛି। ଭୁବନେଶ୍ୱର ଏକାମ୍ର ନିର୍ବାଚନୀ ମାମଲାରେ ଆବେଦନ ଖାରଜ କରାଯାଇଛି। ବିନା ଶୁଣାଣିରେ ମାମଲା ଖାରଜ କରିବାକୁ ବାବୁ ସିଂ ଆବେଦନ କରିଥିଲେ। ନିର୍ବଚନୀ ମାମଲାର ଶୁଣାଣି ହେବ କହିଲେ ହାଇକୋର୍ଟ।…

ବିଜେଡିର ବଡ଼ ନିଷ୍ପତ୍ତି: ୧୩ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

କଟକ,୯ା୨(ଶିଳ୍ପା ପ୍ରିୟଦର୍ଶିନୀ): ବିଜୁ ଜନତା ଦଳ ପକ୍ଷରୁ ଆସନ୍ତା ୧୩ ତାରିଖ ପୂର୍ୱାହ୍ନ ୧୦ଟାରେ କଟକ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯିବ। ଦୋଳମୁଣ୍ଡାଇସ୍ଥିତ କଟକ ଜିଲା ବିଜେଡି କାର୍ଯ୍ୟାଳୟରେ ଜିଲା ସଭାପତି ପ୍ରଫୁଲ୍ଲ କୁମାର ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ ଡାକ୍ତର, ନିକଟସ୍ଥ ହସ୍ପିଟାଲ, ଜରୁରିକାଳୀନ ଯୋଗାଯୋଗ ନମ୍ବର, ଏପରିକି ୧୦୮କୁ ସିଧାସଳଖ ଫୋନ୍‌…

ନାଚ ସାରି ଫେରୁଥିଲେ ମେଲୋଡି କଳାକାର, ରାସ୍ତାରେ ଅଟକାଇ ମାଡ଼ ମାରିଲେ…

ଆଠଗଡ଼,୩।୨: ନାଚ ସାରି ଫେରୁଥିଲେ ମେଲୋଡି କଳାକାର ରାସ୍ତାରେ ଅଟକାଇ ମାରିଲେ ଦୁବୃର୍ତ୍ତ। ଏଭଳି ଘଟଣା ଘଟିଛି କଟକ ଜିଲା ତିଗିରିଆ ଥାନା ପାଳପୁଟ ଗାଁରେ। ସୂଚନାଯୋଗ୍ୟ, ତିଗିରିଆ ଥାନା ଶୁଣ୍ଠିପାଳ ଗାଁକୁ ମେଲୋଡି ପାଇଁ କଳାକାର ଆସିଥିଲେ। ରାତିରେ ମେଲୋଡ଼ି…

ହାଇକୋର୍ଟଙ୍କ ବଡ଼ ରାୟ: ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…

କଟକ,୨।୨: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ। ବିବାହ ବିଚ୍ଛେଦ ଅଥବା ଛାଡପତ୍ର ହୋଇ ସାରିଥିବା ନିର୍ଭରଶୀଳ ଝିଅଙ୍କୁ ପରିବାର ପେନସନ ମିଳିବ । ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ତାଙ୍କ ଉପରେ ନିର୍ଭର କରୁଥିବା ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅ ପରିବାର ପେନସନ…

ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ଆଶ୍ବସ୍ତି

ଭୁବନେଶ୍ୱର,୩୦।୧: ଅଦାଲତ ଅବମାନନା ମାମଲାରୁ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ହାଇକୋର୍ଟରେ ସଚିବ ପାଢ଼ୀ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରି ଅଦାଲତ ଅବମାନନା ମାମଲାରୁ ମୁକ୍ତି ପାଇଛନ୍ତି। ଏହି ଅବସରରେ ସେ ହାଇକୋର୍ଟଙ୍କୁ ପୂର୍ବ ନିର୍ଦ୍ଦେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri