ବାଙ୍କୀ ସ୍ବୟଂଶାସିତ କଲେଜରେ ବୋମାମାଡ଼; ଝରକା ଭାଙ୍ଗିଲା, କାନ୍ଥ ଫାଟିଲା
ବାଙ୍କୀ,୧୨ା୧୦(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ନିର୍ବାଚନକୁ ନେଇ ରବିବାର ରାତିରେ ବୋମାମାଡ଼ ହୋଇଛି। ବୋମାମାଡ଼ ଫଳରେ କଲେଜ ଆସବାବପତ୍ର ସହ ଝରକା ଏବଂ କବାଟ ଭାଙ୍ଗି ନଷ୍ଟ ହୋଇଯାଇଛି । କୌଣସି ପ୍ରକାର ଅପ୍ରୀତିକର ସ୍ଥିତି ଏଡ଼ାଇବା ପାଇଁ…
କିଶନନଗର ତହସିଲରେ ନୂଆ ନିଯୁକ୍ତିକୁ ନେଇ ବିବାଦ, କାର୍ଯ୍ୟାନୁଷ୍ଠାନ ଦାବି କଲା କଂଗ୍ରେସ
କଟକ ସଦର,୧୧।୧୦(ସୁଶାନ୍ତ କୁମାର ଜେନା): କଟକ ଜିଲା କିଶନ ନଗର ତହସିଲ କାର୍ଯ୍ୟାଳୟ ରେ ଜଣେ ଅଧିକାରିଣୀ ତହସିଲଦାର ଭାବେ ଯୋଗ ଦେଉଥିବା ଖବର ରବିବାର ଗଣମାଧ୍ୟମରେ ଭାଇରାଲ ହେବାରେ ଲାଗିଛି । ଏଠାରେ କାର୍ଯ୍ୟରତ ତହସିଲଦାର କ୍ଷୀରୋଦ ଚନ୍ଦ୍ର ଦାଶଙ୍କ…
ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍ଶାରେ ଉତ୍ତେଜନା
କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ ବିରୋଧ କରି ଆନ୍ଦୋଳନରତ ଛାତ୍ରୀଛାତ୍ରଙ୍କ ସହ ପୋଲିସର ବଚସା କାରଣରୁ ଏଭଳି ଉତ୍ତେଜନା…
୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ
କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ ପରୀକ୍ଷା ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳନା କରି ଆସୁଛନ୍ତି। ଏଥିରେ କୌଣସି ଦ୍ୱିଧା…
କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…
କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି। ଯୁବତୀଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଖବର ପାଇ ବାଦାମବାଡ଼ି ଥାନା ପୋଲିସ…
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଚୌଦ୍ୱାର ଜେଲ୍ର ନିଲମ୍ବିତ ବରିଷ୍ଠ ଅଧୀକ୍ଷକ
କଟକ,୭।୧୦(ପ୍ରଭୁକଲ୍ୟାଣ ପାଲ୍) ଚୌଦ୍ୱାର ଜେଲ୍ର ନିଲମ୍ବିତ ବରିଷ୍ଠ ଅଧୀକ୍ଷକ ସୁଜିତ କୁମାର ରାଉଳ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଜି ହାଇକୋର୍ଟରେ ଜାମିନ ଆବେଦନ ଦାୟର କରିଛନ୍ତି। ପୂର୍ବରୁ ସେପ୍ଟେମ୍ବର ୩୦ରେ କଟକ ଅତିରିକ୍ତ ଦୌରା ଜଜ୍ ତଥା…
ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି
କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ନମିଳିବା ପରେ ସେ ଏହି ଆବେଦନ…
SCB ମେଡିକାଲ୍ କ୍ୟାମ୍ପସ୍ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…
କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି ଉପରୁ ତଳକୁ ଡେଇଁପଡ଼ିଲେ । ତେବେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ହସ୍ପିଟାଲରେ…
ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ
କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର ପ୍ରତିବାଦରେ ସେମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ ସହ ଧର୍ମଘଟ ଆରମ୍ଭ କରିଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ,…
ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍ରେ ପିଟି ପିଟି ମାରିଦେଲେ
କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ପରିବାର ଲୋକ ମଙ୍ଗଳାବାଗ ଥାନାରେ ଅଭିଯୋଗ କରିଛନ୍ତି…
୩୦ରେ ହେବ ଓଏସ୍ଏସ୍ଟିଇଟି
କଟକ,୨୬ା୯(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଏଲିଜିବିଲିଟି ଟେଷ୍ଟ-୨୦୨୬ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସେପ୍ଟେମ୍ବର ୩୦ରେ ଅନୁଷ୍ଠିତ ହେବ। ସେଦିନ ସକାଳ ୯ଟାରୁ ପୂର୍ବାହ୍ନ ୧୧.୩୦ ପର୍ଯ୍ୟନ୍ତ ଗୋଟିଏ ସିଟିଂରେ…
ଲାଇଭ୍ ହେବ କଟକ ଦୁର୍ଗାପୂଜା: ୟୁଟ୍ୟୁବ୍-ୱେବସାଇଟ୍ରେ ସିଧା ପ୍ରସାରଣ ଦେଖିପାରିବେ ଶ୍ରଦ୍ଧାଳୁ
କଟକ,୨୪।୯: କଟକର ପ୍ରସିଦ୍ଧ ଦୁର୍ଗାପୂଜା ଓ ଭସାଣି ଉତ୍ସବକୁ ନେଇ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ କଟକ ଦୁର୍ଗାପୂଜା ଏବଂ ଭସାଣି ଶୋଭାଯାତ୍ରାର ସିଧା ପ୍ରସାରଣ (ଲାଇଭ୍ ଷ୍ଟ୍ରିମିଂ) କରାଯିବ। ଏ ସମ୍ପର୍କରେ କଟକ…

