କଟକ

ପ୍ରାପ୍ୟ ନ ପାଇ ବ୍ଲକ ସମ୍ମୁଖରେ ଠିକାଦାରଙ୍କ ଧାରଣା

ନିଶ୍ଚିନ୍ତକୋଇଲି,୧୩ା୨(ଅଶୋକ ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ ଦୀର୍ଘଦିନ ହେବ ଅଚଳାବସ୍ଥା ଦେଖିବାକୁ ମିଳିଛି। କେଉଁଠି କାମ ହେଉନି ତ ଆଉ କେଉଁଠାରେ କାମ ହୋଇ ବିଲ୍‌ ମିଳୁନି। ବହୁ ପଞ୍ଚାୟତରେ ପୂର୍ବ ବିଲ୍‌ ଉପରେ ରୋକ ଲଗାଯାଇଛି। ଏପରି କି…

ସିଏମ୍‌ସି କାଉନ୍‌ସିଲ ବୈଠକ: ୧୨୦୦ କୋଟିର ଚିଠା ବଜେଟ ଉପସ୍ଥାପିତ

କଟକ,୧୩ା୨(କାର୍ତ୍ତିକ ସାହୁ): କଟକ ମହାନଗର ନିଗମ (ସିଏମ୍‌ସି)ର ୨୮ତମ କାଉନସିଲ ବୈଠକରେ ୨୦୨୫-୨୬ ଆର୍ଥିକ ବର୍ଷ ନିମନ୍ତେ ୧୨୦୦ କୋଟି ଟଙ୍କାର ଚିଠା ବଜେଟ ଉପସ୍ଥାପନ କରାଯାଇଛି। ୨୦୨୫-୨୬ ଆର୍ଥିକ ବର୍ଷ ନିମନ୍ତେ ସିଏମ୍‌ସି ବିଭିନ୍ନ କ୍ଷେତ୍ରରୁ ୧୨୧୬ କୋଟି ଟଙ୍କା…

ପପୁଲାର ନର୍ସିଂହୋମ୍‌ ସିଲ୍‌

କଟକ,୧୩ା୨(ଶିଳ୍ପା ପ୍ରିୟଦର୍ଶିନୀ):ମଙ୍ଗଳାବାଗ ଥାନା ଅଞ୍ଚଳରେ ବିନା ଫାୟାର ସେଫ୍ଟି ଓ ଲାଇସେନ୍ସରେ ଚାଲିଥିବା ପପୁଲାର ନର୍ସିଂହୋମ୍‌ ଆଣ୍ଡ୍‌ ହସ୍ପିଟାଲ୍‌କୁ ବୁଧବାର ସିଲ୍‌ କରାଯାଇଛି। କଟକ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲା ସ୍ବାସ୍ଥ୍ୟ ବିଭାଗର ଆସିଷ୍ଟାଣ୍ଡ ଡିଭିଜନାଲ ମେଡିକାଲ ଅଫସିର (ଏଫ୍‌ଡବ୍ଲ୍ୟୁ) ଡା. ଚିନ୍ତାମଣି…

ରାତି ସାଢ଼େ ୧ଟାରେ ଉଠିବ ମହାଦୀପ

ଖୁଣ୍ଟୁଣୀ,୧୩ା୨(ସଚ୍ଚିଦାନନ୍ଦ ପଣ୍ଡା): କଟକ ଜିଲା ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱରଙ୍କ ପୀଠରେ ଆସନ୍ତା ୨୬ ତାରିଖରେ ଜାଗରଯାତ୍ରା ଅନୁଷ୍ଠିତ ହେବ। ଏହାକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ପ୍ରଶାସନ ପକ୍ଷରୁ ବୁଧବାର ପୀଠର ସଭାଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ…

ନବ ଦାସ ହତ୍ୟା ତଦନ୍ତର ସ୍ଥିତି ଜଣାଅ

କଟକ,୧୩ା୨(କାର୍ତ୍ତିକ ସାହୁ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ବୁଧବାର ହୋଇଛି। ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଅରିନ୍ଦମ ସିହ୍ନା ଏବଂ ବିଚାରପତି ମୃଗାଙ୍କ ଶେଖର ସାହୁଙ୍କୁ ନେଇ ଗଠିତ…

ଏସ୍‌ସିବିରେ ଆଖିବୁଜିଲେ ଯକୃତ ପ୍ରତିରୋପିତ ମାନସ

କଟକ,୧୩ା୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଦ୍ୱିତୀୟ ଯକୃତ ପ୍ରତିରୋପିତ ନୟାଗଡ଼ ଅଞ୍ଚଳର ମାନସ ମୁଦୁଲି (୩୯) ବୁଧବାର ଆଖି ବୁଜିଛନ୍ତି। ସେ ଗତ ଜାନୁଆରୀ ୨୨ ତାରିଖରେ ଅସୁସ୍ଥ ହେବାରୁ ତାଙ୍କୁ ଏସ୍‌ସିବି ମେଡିକାଲର ସେଣ୍ଟ୍ରାଲ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ…

ପ୍ରାପ୍ୟ ନ ପାଇ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଲେ କ୍ୟାନସର ପୀଡ଼ିତ ରୋଗୀ

ନିଶ୍ଚିନ୍ତକୋଇଲି,୧୨ା୨(ଅଶୋକ ମହାପାତ୍ର): କ୍ୟାନ୍ସରରେ ପୀଡ଼ିତ ଶଯ୍ୟାଶାୟୀ ଜଣେ ବ୍ୟକ୍ତି କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ଧାରଣା ଦେବା ଘଟଣା ସମସ୍ତଙ୍କୁ ଚକିତ କରିଛି। ଏପରିକି ଡାକ୍ତର ମଧ୍ୟ ତାଙ୍କୁ ୬ ମାସ ସମୟ ଦେଇ ଥିବା ସୂଚନା…

ଅମାନିଆ ହୋଇଯାନ୍ତୁ ସାବଧାନ: ସବୁ ଗାଡ଼ିକୁ ଚେକିଂ କରୁଛି କମିଶନରେଟ ପୋଲିସ

କଟକ,୧୧।୨: ଦିନକୁ ଦିନ ଦୁର୍ଘଟଣା ବଢ଼ି ଚାଲିଥିବା ବେଳେ ଅତ୍ୟଧିକ ଯାନବାହନ ଚଳାଚଳ ପରିବେଶକୁ ପ୍ରଦୂଷିତ କରୁଛି। ବାୟୁମଣ୍ଡଳ ପ୍ରଦୂଷଣ ହେବା ସାଙ୍ଗକୁ ଭାରୀଯାନର ବିକଟାଳ ହର୍ଣ୍ଣ ଶବ୍ଦପ୍ରଦୂଷଣ କରିବାରେ ଲାଗିଛି। ଏ ନେଇ ସଜାଗ ହୋଇପଡ଼ିଛନ୍ତି ଟ୍ରାଫିକ୍‌ ପୋଲିସ। କଟକରେ…

ବାରବାଟୀ ଷ୍ଟାଡିୟମରେ ହଠାତ୍‌ ଫ୍ଲଡ ଲାଇଟ ବନ୍ଦ: ସୋଫିଆ ଫିର୍ଦ୍ଦୋଶ କହିଲେ…

ଭୁବନେଶ୍ୱର,୧୦।୨: କଟକ ବାରବାଟୀ ଷ୍ଟାଡିୟମରେ ରବିବାର ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ହଠାତ୍‌ ଫ୍ଲଡ ଲାଇଟ ବନ୍ଦ ହୋଇଯାଇଥିଲା। ଫଳରେ ମ୍ୟାଚ କିଛି ସମୟ ବନ୍ଦ ହୋଇଯାଇଥିଲା। ଏହାକୁ ନେଇ ସୋମବାର ରାଜନୀତି ତେଜିବାରେ ଲାଗିଛି। କ୍ରୀଡ଼ା ମନ୍ତ୍ରୀଙ୍କ…

ରୋହିତ ଶର୍ମାଙ୍କ ପାଇଁ ଶୁଭ ବାରବାଟୀ ଷ୍ଟାଡିୟମ: ମାତ୍ର ୨୪ ରନ୍‌ କଲେ ଭାଙ୍ଗିବେ ରେକର୍ଡ

କଟକ,୮।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ସମସ୍ତ ପ୍ରଶଂସକଙ୍କ ନଜର ଟିମ ଇଣ୍ଡିଆର ଅଧିନାୟକ ରୋହିତ ଶର୍ମାଙ୍କ ପ୍ରଦର୍ଶନ ଉପରେ ରହିବ। ଏହି ସିରିଜର ପ୍ରଥମ ମ୍ୟାଚ୍‌ରେ ରୋହିତ ବ୍ୟାଟ୍‌ରେ କିଛି ବିଶେଷ…

ବିଜେଡିକୁ ବଡ଼ ଝଟ୍‌କା: ବ୍ଲକ ଉପାଧ୍ୟାକ୍ଷ ପଦ ସାଙ୍ଗକୁ ଦଳରୁ ଇସ୍ତଫା ଦେଲେ ଅଶୋକ ଓଝା

ନିଶ୍ଚିନ୍ତକୋଇଲି,୭।୨(ଅଶୋକ ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଉପାଧ୍ୟାକ୍ଷା ଅଶୋକ ଓଝା ତାଙ୍କ ପଦବୀରୁ ଇସ୍ତପା ଦେଇଛନ୍ତି। ଏହା ସହ ସେ ମଧ୍ୟ ବିଜୁଜନତା ଦଳ ବ୍ଲକ ଉପସଭାପତି ପଦରୁ ଇସ୍ତପା ଦେଇଛନ୍ତି। ଶୁକ୍ରବାର ପୂର୍ବାହ୍ନରେ ଅଶୋକ ତାଙ୍କ ଇସ୍ତଫା ପତ୍ର…

India vs England: ମହଙ୍ଗା ପଡ଼ିଲା ଟିକେଟ କଳାବଜାରୀ: ୭ ଅଭିଯୁକ୍ତ ଗିରଫ

କଟକ,୭ା୨: ୯ରେ ବାରବାଟୀ ଲଢ଼େଇ। ଏନେଇ ଶୁକ୍ରବାର ସାରେ ଭାରତ ଏବଂ ଇଂଲଣ୍ଡ ଦଳର ଖେଳାଳି ଭୁବନେଶ୍ୱରରେ ପହଞ୍ଚିବେ। ପରେ ସେମାନେ ମେ’ଫେୟାର ହୋଟେଲକୁ ଯାଇ ରାତ୍ରି ଯାପନ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ କମିଶନରେଟ ପୋଲିସ ପକ୍ଷରୁ ଖେଳାଳିଙ୍କ ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?