କଟକ

କଟକ ବଳାତ୍କାର ମାମଲା: ଜଣାପଡିଲା ସାଂଘାତିକ ସତ, ହୁକା ବାର୍‌ ମାଲିକ ବି କରିଥିଲେ…

କଟକ,୮।୧୧: କଟକ ବଳାତ୍କାର ମାମଲାରେ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ଛାତ୍ରୀଙ୍କୁ ହୁକା ବାର୍‌କୁ ଆଣି କରାଯାଇଥିଲା ବଳାତ୍କାର। ହୁକା ବାରରେ ବୟଫ୍ରେଣ୍ଡ ସହ ଜନ୍ମଦିନ ପାଳିଥିଲେ ଛାତ୍ରୀ।ଏହି ସମୟରେ ବୟଫ୍ରେଣ୍ଡଙ୍କ ସହ ଅନ୍ତରଙ୍ଗ ଭିଡିଓ ସୁଟ୍‌ ହୋଇଥିଲା। ଆଉ ଭିଡିଓ…

ବାଲିଯାତ୍ରାକୁ ନେଇ ଉଠା ଦୋକାନୀଙ୍କ ଉପରେ ବଡ଼ ନିଷ୍ପତ୍ତି ନେଲା ପ୍ରଶାସନ

କଟକ,୮।୧୧: କଟକ ବାଲିଯାତ୍ରାରେ ଫୁଟ୍‌ପାଥରେ ବସି ପାରିବେ ନାହିଁ ଉଠା ଦୋକାନୀ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଶୁକ୍ରବାର କଟକ ଜିଲାପାଳ ଏକ ନିଷେଧାଦେଶ ଜାରି କରିଛନ୍ତି। ଏପରିକି ଫୁଟ୍‌ପାଥରେ ବ୍ୟବସାୟ ନିଷେଧ ପାଇଁ ୧୬୩ ଧାରା ଜାରି କରାଯାଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ…

ଓସିସିଏଲ ସିନିୟର ଆକାଉଣ୍ଟାଣ୍ଟ ନିଯୁକ୍ତି ପ୍ରକ୍ରିୟାକୁ ସ୍ଥଗିତ ରଖିଲେ ହାଇକୋର୍ଟ

କଟକ,୮।୧୧: ରାଜ୍ୟ ପିଏସୟୁରେ ବରିଷ୍ଠ ଆକାଉଣ୍ଟାଣ୍ଟ ପଦବୀ ପାଇଁ ନିଯୁକ୍ତି ପ୍ରକ୍ରିୟାକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ଓଡ଼ିଶା ହାଇକୋର୍ଟ ଓଡିଶା ନିର୍ମାଣ ନିଗମ ଲିମିଟେଡ (ଓସିସିଏଲ)କୁ ନୋଟିସ ଜାରି କରିଛନ୍ତି। ଜଷ୍ଟିସ ଏସ.କେ ପାଣିଗ୍ରାହୀଙ୍କ ଏକକ ଜଜ ବେଞ୍ଚ…

କଲେଜ ଛାତ୍ରୀ ଗଣବଳାତ୍କାର ମାମଲା: ଖୁବଶୀଘ୍ର ଦାଖଲ କରାଯିବ ଚାର୍ଜଶିଟ୍‌

କଟକ,୮ା୧୧: କଟକ ସହରରେ ଜଣେ ଦଳିତ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର ମାମଲାର ଖୁବଶୀଘ୍ର ଚାର୍ଜଶିଟ୍‌ ଦାଖଲ କରାଯିବ ବୋଲି ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ କଟକ ଡିସିପି ସୂଚନା ଦେଇଛନ୍ତି। ଘଟଣାରେ ସମ୍ପୃକ୍ତ ୬ ଜଣଙ୍କୁ ଗିରଫ ପରେ କୋର୍ଟ ଚାଲାଣ…

ଭାଜପା ରାଜ୍ୟରେ ସରକାର ଗଢ଼ିଛିି, ହେଲେ ସରକାର ଚଳାଇବା ନୀତି ଦଳକୁ ଜଣାନାହିଁ: ସୋଫିଆ

କଟକ ଜିଲା ବାରବାଟୀ-କଟକ ବିଧାନସଭା ନିର୍ବାଚନମଣ୍ଡଳୀରୁ ଚଳିତବର୍ଷ କଂଗ୍ରେସ ଟିକେଟରେ ଲଢ଼ି ସୋଫିଆ ଫିର୍ଦ୍ଦୋସ୍‌ ପ୍ରଥମଥର ପାଇଁ ବିଧାୟିକା ହୋଇଛନ୍ତି। ସେ ଭାଜପାର ଡା. ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ୮,୦୦୧ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି। ସୋଫିଆ ୫୩,୩୩୯ ଖଣ୍ଡ ଭୋଟ ପାଇଥିବା…

କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର, ଅଭିଯୁକ୍ତ ୬ ସାଙ୍ଗ କୋର୍ଟଚାଲାଣ

କଟକ,୮।୧୧(କାର୍ତ୍ତିକ ସାହୁ): କଟକ ସହରରେ ଜଣେ ଦଳିତ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଛି। ଦୁର୍ଗାପୂଜା ସମୟରେ ଏଭଳି ଏକ ଲଜ୍ଜାଜନକ ଘଟଣା ଘଟିଥିବାବେଳେ ୩ ଦିନ ତଳେ ଛାତ୍ରୀଜଣକ ବାଦାମବାଡ଼ି ଥାନାର ଦ୍ୱାରସ୍ଥ ହୋଇଛନ୍ତି। ପୀଡ଼ିତା ଛାତ୍ରୀଙ୍କ ପୁରୁଷବନ୍ଧୁ ଓ ତାଙ୍କ…

ବାଲିଯାତ୍ରାକୁ ନେଇ ବଡ଼ ରାୟ ଦେଲେ ହାଇକୋର୍ଟ: ଏଥର ଏମିତି ହେବ…

କଟକ,୭।୧୧(କାର୍ତ୍ତିକ ସାହୁ): ବାଲିଯାତ୍ରାକୁ ନେଇ ଗୁରୁବାର ବଡ଼ ରାୟ ଦେଇଛନ୍ତି ହାଇକୋର୍ଟ। ଚଳିତ ବର୍ଷ ଉଭୟ ଉପର ଓ ତଳ ପଡ଼ିଆରେ ବାଲିଯାତ୍ରା ପାଇଁ କୋର୍ଟ ଅନୁମତି ଦେଇଛନ୍ତି। ସୂଚନାଯୋଗ୍ୟ,ହାଇକୋର୍ଟ ବାଲିଯାତ୍ରା ପ୍ରସଙ୍ଗରେ ଶୁଣାଣି କରି ଉପର ପଡିଆରେ ବାଲିଯାତ୍ରା ପାଇଁ…

ଡାଟା ଏଣ୍ଟ୍ରି ଅପରେଟରଙ୍କ ଚାକିରି ସଂରକ୍ଷଣ ଓ ନିୟମିତ ମାମଲା: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୭ା୧୧ (କାର୍ତ୍ତିକ ସାହୁ): କମ୍ପ୍ୟୁଟର ପ୍ରୋଗ୍ରାମର ବା ଡାଟା ଏଣ୍ଟ୍ରି ଅପରେଟରଙ୍କ ଲାଗି ୩୦% ସଂରକ୍ଷଣ ଓ ଚାକିରି ନିୟମିତ ଆବେଦନକୁ ହାଇକୋର୍ଟ ଖାରଜ କରିଦେଇଛନ୍ତିି। ହାଇକୋର୍ଟ ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ ଓ ବିଚାରପତି ସାବିତ୍ରୀ ରଥଙ୍କୁ ନେଇ…

ଟ୍ରମ୍ପଙ୍କୁ ଶୁଭେଚ୍ଛା ଜଣାଇଲେ ସ୍ମୋକ୍‌ ଆର୍ଟିଷ୍ଟ ଦୀପକ କୁମାର, କହିଲେ ମୁଁ ଏହି…

କଟକ,୬ା୧୧: ଡୋନାଲ୍ଡ ଟ୍ରମ୍ପ ବୁଧବାର ହ୍ବାଇଟ୍‌ହାଉସ୍‌କୁ ବୃହତ, ଅଦ୍ୱିତୀୟ ତଥା ଶକ୍ତିଶାଳୀ ରାଜନୈତିକ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଟ୍ରମ୍ପ ରାଷ୍ଟ୍ରପତି ନିର୍ବାଚନରେ କମଲା ହାରିସ୍‌ଙ୍କୁ ପରାସ୍ତ କରି ବିଜୟ ଲାଭ କରିଛନ୍ତି। ତେବେ ଏହି ନିର୍ବାଚନରେ ଟ୍ରମ୍ପ ୨୭୭ ଖଣ୍ଡ ଭୋଟ୍‌ ପାଇଥିବାବେଳେ…

ଏସ୍‌ସିବି ମେଡିକାଲ କଲେଜରେ ରାଗିଂ ଅଭିଯୋଗ

କଟକ,୫ା୧୧(ଶିଳ୍ପା ପ୍ରିୟଦର୍ଶିନୀ): ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ୍‌ରେ ରାଗିଂ ଘଟଣାର କିଛିଦିନ ପରେ କଟକ ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ରାଗିଂ ଅଭିଯୋଗ ଆସିଛି। ଏମ୍‌ବିବିଏସ୍‌ର ଜଣେ ପ୍ରଥମ ବର୍ଷ ଛାତ୍ରଙ୍କୁ ଶେଷବର୍ଷର ଛାତ୍ରମାନେ ରବିବାର ରାଗିଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri