କଟକ

ଅନ୍‌ଲାଇନ୍‌ ଖଜଣା ଆଦାୟରେ ସମସ୍ୟା

କଟକ,୩୧।୭ (କାର୍ତ୍ତିକ ସାହୁ):ଜମି ଖଜଣା ଦେବାକୁ ନେଇ ଅଡୁଆରେ ପଡୁଛନ୍ତି ଯୁଗ୍ମଖାତାଧାରୀ। ଅନ୍‌ଲାଇନ୍‌ ଖଜଣା ଦେୟ ବ୍ୟବସ୍ଥାକୁ ନେଇ ଉପୁଜିଛି ସମସ୍ୟା। ଯୁଗ୍ମଖାତାର ଅଂଶୀଦାରମାନେ ନିଜ ଭାଗ ଜମିର ଖଜଣା ଦେଇପାରୁନାହାନ୍ତି। ପୂର୍ବରୁ ଗୋଟିଏ ଖାତାରେ ଅଂଶୀଦାର ଭାବେ ରହିଥିବା...

ଅବକାରୀ ଏଏସ୍‌ଆଇ, ଡ୍ରାଇଭରଙ୍କୁ ଗୋଡ଼ାଇ ହାଣିଲେ

ଖୁଣ୍ଟୁଣୀ, ୨୯ା୭ (ସଚ୍ଚିଦାନନ୍ଦ ପଣ୍ଡା): କଟକ ଜିଲା ଖୁଣ୍ଟୁଣୀ ବନାଞ୍ଚଳ ଅଧୀନ ଡାଳୁଆ ଓ ଖଣ୍ଡୁଆଳି ଗ୍ରାମ ନିକଟ ବଣିଆବନ୍ଧ ସଂରକ୍ଷିତ ଜଙ୍ଗଲରେ ବେଆଇନ ଭାବେ ଚାଲିଥିବା ଚୋରା ଦେଶୀ ମଦଭାଟି ଉପରେ ରାଜ୍ୟ ଫ୍ଲାଇଂ ସ୍କ୍ବାଡ୍‌, କଟକ ୟୁନିଟ୍‌-୧ର...

ଅବକାରୀ ଏଏସ୍‌ଆଇ, ଡ୍ରାଇଭରଙ୍କୁ ଗୋଡାଇ ହାଣିଲେ

ଖୁଣ୍ଟୁଣୀ, ୨୮ା୭ (ସଚ୍ଚିଦାନନ୍ଦ ପଣ୍ଡା)- କଟକ ଜିଲା ଖୁଣ୍ଟୁଣୀ ବନାଞ୍ଚଳ ଅଧୀନ ଡାଳୁଆ ଓ ଖଣ୍ଡୁଆଳି ଗ୍ରାମ ନିକଟ ବଣିଆବନ୍ଧ ସଂରକ୍ଷିତ ଜଙ୍ଗଲରେ ବେଆଇନ ଭାବେ ଚାଲିଥିବା ଚୋରା ଦେଶୀ ମଦଭାଟି ଉପରେ ରାଜ୍ୟ ଫ୍ଲାଇଂ ସ୍କ୍ବାର୍ଡ, କଟକ ୟୁନିଟ୍‌-୧ର...

ଫେବୃୟାରୀ ୨୦ରୁ ମାଟ୍ରିକ ପରୀକ୍ଷା

କଟକ,୨୭ା୭: ଆସନ୍ତାବର୍ଷ ଫେବୃୟାରୀ ୨୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏହି ପରୀକ୍ଷା ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ଚାଲିବ। ମାଟ୍ରିକ ସହ ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା  ହେବା ନେଇ ମଧ୍ୟ ବୋର୍ଡ ପକ୍ଷରୁ ଗୁରୁବାର ସୂଚନା...

୭ ଶ୍ରେଣୀ ପାଇଁ ଜଣେ ଶିକ୍ଷକ

ନିଶ୍ଚିନ୍ତକୋଇଲି,୨୭।୭(ଅଶୋକ କୁମାର ମହାପାତ୍ର)ନିଶ୍ଚିନ୍ତକୋଇଲି ଶିକ୍ଷାମଣ୍ଡଳ ଅଧୀନ ଖଣ୍ଡାୟତ ପଟିକିରା କ୍ଲଷ୍ଟରର ଓରତି ପଞ୍ଚାୟତରେ ଥିବା ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ବିଦ୍ୟାଳୟରେ ୭ଟି ଶ୍ରେଣୀ ଥିବାବେଳେ ୬୪ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି।ଏମାନଙ୍କୁ ଜଣେ ମାତ୍ର...

କେନ୍ଦୁପାଟଣା ଅସ୍ଥାୟୀ କୋଭିଡ୍‌ ହସ୍ପିିଟାଲ ଉଚ୍ଛେଦ

ନିଶ୍ଚିନ୍ତକୋଇଲି,୨୭।୭(ଅଶୋକ କୁମାର ମହାପାତ୍ର)କଟକ-ଚାନ୍ଦବାଲି ରାସ୍ତା କଡ଼ରେ ଥିବା କେନ୍ଦୁପାଟଣା ନିୟନ୍ତ୍ରିତ ବଜାର କମିଟି ପରିସରରେ କରୋନା ସମୟରେ କୋଟି କୋଟି ଟଙ୍କା ବ୍ୟୟରେ ଅସ୍ଥାୟୀ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍ପିଟାଲ ନିର୍ମାଣ କରାଯାଇଥିଲା। କରୋନା ଛାଡ଼ି ଯିବା ପରେ...

ଦିନକରେ ୭୫ ଫୌଜଦାରି ମାମଲାର ରାୟ ପ୍ରକାଶ

କଟକ,୨୫ା୭ (କାର୍ତ୍ତିକ ସାହୁ):ଓଡ଼ିଶା ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତିର ସୁଦୀର୍ଘ ଗରିମାମୟ ଇତିହାସରେ ଯୋଡ଼ିହୋଇଛି ଆଉ ଏକ ସ୍ବର୍ଣ୍ଣିମ ଫର୍ଦ୍ଦ। ହାଇକୋର୍ଟ ବିଚାରପତି ଦେବବ୍ରତ ଦାଶ ଓ ଡ. ସଞ୍ଜୀବ କୁମାର ପାଣିଗ୍ରାହୀଙ୍କ ଖଣ୍ଡପୀଠ ସୋମବାର ଗୋଟିଏ ଦିନରେ ୭୫ଟି...

ଗ୍ୟାଙ୍ଗଷ୍ଟର ଟିଟୋଙ୍କୁ ଗିରଫ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୫ା୭ (କାର୍ତ୍ତିକ ସାହୁ):ଗ୍ୟାଙ୍ଗଷ୍ଟର ଟିଟୋ ଓରଫ ସୟଦ ଉସ୍‌ମାନ ଅଲ୍ଲୀଙ୍କୁ ଗିରଫ କରିବା ପାଇଁ ହାଇକୋର୍ଟ ସୋମବାର କେନ୍ଦ୍ରାପଡ଼ା ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ବିଚାରପତି ସଙ୍ଗମ କୁମାର ସାହୁ ମାମଲାର ଶୁଣାଣି କରି ଟିଟୋ ହାଇକୋର୍ଟଙ୍କ ସର୍ତ୍ତ ଖିଲାପ...

ଖାର ପାଣିରେ ସିଝୁନି ଡାଲି, ଚାଉଳ

ବାଙ୍କୀ,୨୪ା୭(ଜ୍ଞାନେନ୍ଦ୍ର ମୋହନ ମିଶ୍ର): ବାଙ୍କୀ ବ୍ଲକ ବଳଭଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ଗଉଡଛେଲି ଗ୍ରାମରେ ପାଣିରେ ଡାଲି, ଚାଉଳ ସିଝୁନାହିଁ। ଏପରିକି ପାଣି ପାନୀୟ ଉପଯୋଗୀ ମଧ୍ୟ ହୋଇପାରୁନାହିଁ। ଏଠାକାର କୂପ ଓ ନଳକୂପର ଜଳ କ୍ଷାରିଆ ହୋଇଥିବା ଯୋଗୁ ଏଭଳି...

ଦାଉ ସାଧିଲା ସ୍ବଳ୍ପ, ଅନିୟମିତ ବୃଷ୍ଟିପାତ

ବଡ଼ମ୍ବା,୨୪।୭(ମାୟାଧର ମଲ୍ଲିକ): ବଡ଼ମ୍ବା ବ୍ଲକରେ ସ୍ବଳ୍ପ ଓ ଅନିୟମିତ ବୃଷିପାତ ଚଳିତ ବର୍ଷ କୃଷି ଓ କୃଷକଙ୍କ ଉପରେ ଦାଉ ସାଧିଛି। ଫଳରେ ଶତାଧିକ ଏକର ଚାଷ ଜମି ଚାଷ ହୋଇ ନ ପାରି ପଡ଼ିଆ ପଡ଼ିଛି। ବର୍ଷାକୁ ଚାହିଁ...

୫-ଟି ବିଦ୍ୟାଳୟରେ ଶିକ୍ଷକଙ୍କ ଅବହେଳା

ମାହାଙ୍ଗା,୨୩ା୭(ଯଯାତି ସିଂହ)ପିଲାମାନଙ୍କୁ ଉତ୍ତମ ଶିକ୍ଷା ଯୋଗାଇଦେବା ପାଇଁ ରାଜ୍ୟ ସରକାର ବିଦ୍ୟାଳୟଗୁଡ଼ିକୁ ୫-ଟି ଯୋଜନାରେ ରୂପାନ୍ତରଣ କରୁଥିବାବେଳେ ଶିକ୍ଷକମାନଙ୍କ ଅବହେଳା ପାଇଁ ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ବ୍ୟାଘାତ ହେଉଛି। ମାହାଙ୍ଗା ବ୍ଲକ ଅନ୍ତର୍ଗତ ଗୋତରା ପଞ୍ଚାୟତସ୍ଥିତ ଭବାନୀ ସରକାରୀ ବାଳିକା ଉଚ୍ଚ...

ପୋଲିସ ନିର୍ଯାତନା: ମହାନଦୀକୁ ଡେଇଁଥିବା ଯୁବକଙ୍କ ମୃତ୍ୟୁ

କଟକ,୨୩ା୭(କାର୍ତ୍ତିକ ସାହୁ)କଟକ କ୍ୟାଣ୍ଟନମେଣ୍ଟ ଥାନା ପୋଲିସ ହେପାଜତରୁ ଶୁକ୍ରବାର ଫେରାର ହୋଇଯାଇଥିବା ଜଣେ ଯୁବକଙ୍କ ମୃତଦେହ ଶନିବାର ସକାଳେ ମହାନଦୀରୁ ଉଦ୍ଧାର କରାଯାଇଛି। ଯୋବ୍ରା ଆନିକଟ ନିକଟରେ ଏକ ମୃତଦେହ ଭାସୁଥିବା ସୂଚନା ପାଇବାପରେ ଜଗତପୁର ଥାନା ପୋଲିସ ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri