କଟକ

ଲୋକଙ୍କୁ ହଇରାଣ କରୁଛି ପୋଲିସ; ପଦକ୍ଷେପ ନେବାକୁ …

କଟକ,୮୧(କାର୍ତ୍ତିକ ସାହୁ): କେତେଜଣ ପୋଲିସ ଅଧିକାରୀ ଯଥେଷ୍ଟ କାରଣ ନ ଥାଇ ଅଥବା ନିଜ ସ୍ବାର୍ଥ ସାଧନ ପାଇଁ ସାଧାରଣ ଲୋକଙ୍କୁ ହଇରାଣ କରୁଛନ୍ତି। ଏପରିକି ଗିରଫ କରିବାର ଭୟ ମଧ୍ୟ ଦେଖାଉଛନ୍ତି। ଏଭଳି ଏକ ମାମଲାର ଶୁଣାଣି କରି ହାଇକୋର୍ଟ…

ଅ, ଆ ରେ ରହିଯାଇଛନ୍ତି ମୁଖ୍ୟମନ୍ତ୍ରୀ: କାହିଁକି ଏମିତି କହିଲେ ଅରୁଣ ସାହୁ

କଟକ,୪ା୧(ଶିଳ୍ପା ପ୍ରିୟଦର୍ଶିନୀ):ଭୁବନେଶ୍ୱରରେ ଆୟୋଜିତ କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯେଉଁ ମନ୍ତବ୍ୟ ରଖିଛନ୍ତି ତାହା କେବଳ ଓଡ଼ିଆ ବର୍ଣ୍ଣବୋଧର ଅ, ଆ ରହିଯାଇଛନ୍ତି। ତାହାଠୁ କେବେ ଆଗକୁ ଯାଉନାହାନ୍ତି। ଏଭଳି କିଛି ଢଙ୍ଗରେ ବିଧାୟକ ତଥା ବିଜେଡି…

ନୂଆବର୍ଷରେ ବଡ଼ ଅଘଟଣ: ଜଳିପୋଡ଼ି ଛାରଖାର ହେଲା…

କଟକ,୧।୧: କଟକ ଜିଲା ନିଆଳି ମାଧବ ଅଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ ଘଟଇଛି। ନିଆଁରେ ୧୨ ବଖରା ଘର ଜଳି ଯାଇଛି। ନିଆଳି ଥାନା ଅନ୍ତଗର୍ତ ମାଧବ ପଞ୍ଚାୟତ ପ୍ରଧାନ ସାହିରେ ୧୨ଟି ପରିବାରର ଘର ପୋଡି ପାଉଁଶ ହୋଇଯାଇଛି । ଶଟସର୍କିଟ…

ନୂଆବର୍ଷରେ ଅଘଟଣ: ଦୁନିଆକୁ ଜାଣିବା ପୂର୍ବରୁ ଲିଭିଗଲା ଜୀବନ ଦୀପ

କଟକ,୧।୧: କୁନି ଝିଅ ଉପରେ ମାଡ଼ିଗଲା ହାଇୱା। ଏଭଳି ଅଭାବନୀୟ ଘଟଣା ଘଟିଛି ଯୋବ୍ରା ବ୍ୟାରେଜ ନିକଟରେ। ବାଇକ୍‌କୁ ହାଇୱା ଧକ୍କା ଦେବା ଫଳରେ ଏଭଳି ଘଟଣା ଘଟିଛି। କୁନି ଝିଅଟି ମଉସା ସହ ବାଇକେ୍‌ର ଯିବା ବେଳେ ହାଇୱା ଧକ୍କା…

ଛାତ୍ର ସଂସଦ ନିର୍ବାଚନ ଉପରେ ବଡ଼ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କଟକ, ୨୬।୧୨(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଜବାହରଲାଲ ନେହରୁ ଇଣ୍ଡୋର ଷ୍ଟାଡିୟମ ପରିସରରେ ଆରମ୍ଭ ହୋଇଛି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ୪୯ତମ ରାଜ୍ୟ ଅଧିବେଶନ । ଏହି ଅଧିବେଶନକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି । ଏହି ସମୟରେ…

ଏମିତି ବି ଆସେ ମୃତ୍ୟୁ: ସ୍ବାମୀଙ୍କ ଜୁଇ ନ ଲିଭୁଣୁ ଚାଲିଗଲା ସ୍ତ୍ରୀଙ୍କ ଜୀବନ

ନିଶ୍ଚିନ୍ତକୋଇଲି, ୨୫ା୧୨(ଅଶୋକ କୁମାର ମହାପାତ୍ର): ସ୍ବାମୀଙ୍କ ଜୁଇ ନ ଲିଭୁଣୁ ଚାଲିଗଲା ସ୍ତ୍ରୀଙ୍କ ଜୀବନ। ଏପରି ଦୁଃଖଦ ଘଟଣା ଦେଖିବାକୁ ମିଳିଛି କଟକ ଜିଲା ମାହାଙ୍ଗା ବ୍ଲକ ଅଢଙ୍ଗ ମହେଶ୍ୱର ଗ୍ରାମରେ । ସ୍ଥାନୀୟ ଲୋକ ଏହାକୁ ଅତୁଟ ବନ୍ଧନ ବୋଲି…

ମାର୍ଚ୍ଚ ସୁଦ୍ଧା ସବୁ ଥାନାରେ ସିସିଟିଭି କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

କଟକ,୨୫ା୧୨ (କାର୍ତ୍ତିକ ସାହୁ): ରାଜ୍ୟର ସମସ୍ତ ଥାନା ଓ ଫାଣ୍ଡିରେ ୨୦୨୫ ମାର୍ଚ୍ଚ ୩୧ ସୁଦ୍ଧା ସିସିଟିଭି ବ୍ୟବସ୍ଥା କାର୍ଯ୍ୟକ୍ଷମ କରାଇବାକୁ ହାଇକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ ଓ ବିଚାରପତି ସାବିତ୍ରୀ ରଥଙ୍କୁ ନେଇ…

ରାଜ୍ୟରେ ୪୦୦୦ ଖାଲି କନିଷ୍ଠ ଶିକ୍ଷକ ପଦବୀ ପୂରଣ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୩ା୧୨: ରାଜ୍ୟରେ କନିଷ୍ଠ ଶିକ୍ଷକ ପଦବୀ ନିଯୁକ୍ତିକୁ ନେଇ ଚାଲିଥିବା ବିବାଦରେ ପୁଣିଥରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି। ସଦ୍ୟତମ ବିକାଶରେ ହାଇକୋର୍ଟ ନୂତନ କଟ୍ ମାର୍କ ସ୍ଥିର କରି ୪୦୦୦ ଖାଲି କନିଷ୍ଠ ଶିକ୍ଷକ ପଦବୀ ପୂରଣ କରି ଦ୍ୱିତୀୟ ମେରିଟ୍…

ଏସ୍‌ସିବିରେ ସ୍ଥାନାନ୍ତର ହେବ ନନ୍‌ଟ୍ରମା କାଜୁଆଲ୍‌ଟି

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲର ନନ୍‌ଟ୍ରମା କାଜୁଆଲ୍‌ଟି ସ୍ଥାନାନ୍ତର ହେବ। ଏବେ କାଜୁଆଲ୍‌ଟି ଯେଉଁ ସ୍ଥାନରେ କାର୍ଯ୍ୟ କରୁଛି, ସେଠାରୁ ଉଠିଯାଇ ଭେଷଜ ୱାର୍ଡର ୟୁନିଟ୍‌-୬ରେ ପରିଚାଳିତ ହେବ। ଏସ୍‌ସିବି କର୍ତ୍ତୃପକ୍ଷ ଖୁବ୍‌ଶୀଘ୍ର ଏଭଳି ପଦକ୍ଷେପ ନେବାକୁ ଯାଉଛନ୍ତି। ଅପରପକ୍ଷରେ ଭେଷଜ…

ବଡ଼ଦିନ, ନୂଆବର୍ଷରେ ସ୍ବାଦିଷ୍ଟ ଖାଦ୍ୟର ମଜାନେବେ ସହରବାସୀ

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଦିନ କେଇଟା ପରେ ବଡ଼ଦିନ ଓ ନୂଆବର୍ଷ। ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ସହ ନୂତନ ବର୍ଷକୁ ସ୍ବାଗତ କରିବା ପାଇଁ ସହରବାସୀ ବେଶ୍‌ ଉତ୍ସାହିତ ଅଛନ୍ତି। ଏହି ଦିନରେ ଲୋକମାନେ ବିଭିନ୍ନ ସ୍ଥାନକୁ ଯାଇ ବୁଲାବୁଲି କରିବା…

ଚାକିରିରୁ ବଞ୍ଚିତ ପ୍ରାର୍ଥୀଙ୍କୁ ଓପିଏସ୍‌ସି ଦେବ ୧ ଲକ୍ଷ କ୍ଷତିପୂରଣ

କଟକ,୨୦ା୧୨ (କାର୍ତ୍ତିକ ସାହୁ):ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି)ର ତ୍ରୁଟି ଯୋଗୁ ୫ ବର୍ଷ ଧରି ଓଏଏସ୍‌ ଚାକିରିରୁ ବଞ୍ଚତ୍ତ ଜଣେ ଯୋଗ୍ୟ ପ୍ରାର୍ଥୀଙ୍କୁ ତାଙ୍କର ପ୍ରାପ୍ୟ ଦେବା ନିମନ୍ତେ ସାଧାରଣ ପ୍ରଶାସନ ବିଭାଗ ତତ୍ପରତା ପ୍ରକାଶ କରିଛି। ନିଯୁକ୍ତି, ବରିଷ୍ଠତା ସମେତ…

ଭାଇରାଲ ପରେ ଥାନା ଅଧିକାରୀଙ୍କ ଉପରେ ଆକ୍ସନ: ବଦଳିଲେ…

କଟକ,୧୯।୧୨: ଦଳିତ ଯୁବକଙ୍କୁ ରାସ୍ତା ଉପରେ ପକାଇ ପିଠି ଉପରେ ଚପଲ ମାଡ଼ି ଚଢ଼ିଯିବା ଘଟଣାର ଫଟୋ ଭାଇରାଲ ପରେ ଥାନା ଅଧିକାରୀଙ୍କୁ ମହଙ୍ଗା ପଡିଛି। କାର୍ଯ୍ୟାନୁଷ୍ଠାନ ସ୍ବରୂପ ବୈଦେଶ୍ୱର ଥାନା ଅଧିକାରୀ ପ୍ରିୟଦର୍ଶନ ସେଠୀଙ୍କୁ ଏସ୍‌ପିଙ୍କ ଅଫିସକୁ ବଦଳି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?