ତ୍ରିଶୁଳିଆ ବ୍ରିଜ୍ ଉପରେ କାର, ଆଉ ଚପଲ: ନିଖୋଜ ପୂର୍ବରୁ ଘରକୁ ପଠାଇଲେ ସେଲଫି
କଟକ,୨।୮(କାର୍ତ୍ତିକ ସାହୁ): କଟକ ତ୍ରିଶୁଳିଆ ବ୍ରିଜ୍ରୁ ପୁଣି ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ଉକ୍ତ ଯୁବକ ଜଣକ ଗୁଜୁରାଟୀ ବ୍ୟବସାୟୀ ତୁଷାର ଭଟ୍ଟ। ସେ ବ୍ରିଜ ଉପରେ କାର ଓ ଚପଲ ଥୋଇ ବ୍ରିଜ ଉପରୁ କାଠଯୋଡି ନଦୀକୁ ଡେଇଁ ଆତ୍ମହତ୍ୟା…
ଶିଶୁପୁତ୍ରକୁ ଚୋରି କରି ନେଇଗଲେ ମାଉସୀ!
ଆଠଗଡ଼,୧ା୮: କଟକ ଜିଲା ଆଠଗଡ଼ର ଖୁଣ୍ଟୁଣୀ ମେଡିକାଲ ପରିସରରୁ ଶିଶୁପୁତ୍ର ଚୋରି ହୋଇଥିବା ଅଭିଯୋଗ ହୋଇଛି। ବୁଧବାର ୪ ମାସର ପୁଅକୁ ଆଣି ଖୁଣ୍ଟୁଣୀ ମେଡିକାଲ ଆସିଥିଲେ ଝିଆରୀ। ତେବେ ଝିଆରୀଙ୍କୁ ଔଷଧ ପାଇଁ ପଠାଇ ଶିଶୁପୁତ୍ରକୁ ନେଇ ପଳାଇଥିଲେ ମାଉସୀ।…
ବ୍ରିଜ୍ ଉପରେ ଥୁଆ ହୋଇଛି ସ୍କୁଟି, କାଠଯୋଡି ନଦୀକୁ କେହି ଡେଇଁପଡ଼ିଥିବା ସନ୍ଦେହ
କଟକ,୩୧।୭: (କାର୍ତ୍ତିକ ସାହୁ): କାଠଯୋଡି ନଦୀକୁ କେହି ଡେଇଁପଡ଼ିଥିବା ସନ୍ଦେହ କରାଯାଉଛି। ହେଲେ ଚାଳକଙ୍କ ପତ୍ତା ମିଳୁନି । ତେବେ ସେ ନଦୀକୁ ଡେଇଁ ପଡିଥିବା ଅନୁମାନ କରାଯାଉଛି। ଖବର ପାଇଁ ଘଟଣାସ୍ଥଳରେ ଅଗ୍ନିଶମ ଟିମ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଛି।…
ନାବାଳକ ଗାଡ଼ି ଚଳାଇଲେ ରଦ୍ଦ ହେବ ରେଜିଷ୍ଟ୍ରେଶନ
କଟକ,୩୧।୭ (କାର୍ତ୍ତିକ ସାହୁ): ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସ୍ଟିଏ) ପକ୍ଷରୁ ସୋମବାରଠାରୁ ଆରମ୍ଭ ହୋଇଥିବା ସ୍ବତନ୍ତ୍ର ଧରପଗଡ଼ ଅଭିଯାନରେ ବିଶେଷ ସଫଳତା ମିଳିଛି। ନାବାଳକ ଚାଳକଙ୍କୁ ଗାଡ଼ି ଚାଳନାରୁ ନିବୃତ୍ତ କରିବା ପାଇଁ ଏସ୍ଟିଏ ଏମ୍ଭି ଆକ୍ଟ ୧୯୯(କ) ଧାରାକୁ ପାଳନ କରିବା…
ନାବାଳକ ଗାଡ଼ି ଚଳାଇଲେ ରଦ୍ଦ ହେବ ରେଜିଷ୍ଟ୍ରେଶନ
କଟକ,୩୧ା୭ (କାର୍ତ୍ତିକ ସାହୁ): ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସ୍ଟିଏ) ପକ୍ଷରୁ ସୋମବାରଠାରୁ ଆରମ୍ଭ ହୋଇଥିବା ସ୍ବତନ୍ତ୍ର ଧରପଗଡ଼ ଅଭିଯାନରେ ବିଶେଷ ସଫଳତା ମିଳିଛି। ନାବାଳକ ଚାଳକଙ୍କୁ ଗାଡ଼ି ଚାଳନାରୁ ନିବୃତ୍ତ କରିବା ପାଇଁ ଏସ୍ଟିଏ ଏମ୍ଭି ଆକ୍ଟ ୧୯୯(କ) ଧାରାକୁ ପାଳନ କରିବା…
କେରଳରେ ଓଡ଼ିଆ ଡାକ୍ତର ନିଖୋଜ
ଚୌଦ୍ୱାର,୩୧ା୭(ଆଶୁତୋଷ ଦାସ): କେରଳ ବୁଲିବାକୁ ଯାଇଥିଲେ ୨ ଓଡ଼ିଆ ଡାକ୍ତର ଓ ସେମାନଙ୍କ ସ୍ତ୍ରୀ। ହେଲେ ସେଠାରେ ଘଟିଥିବା ଭୂସ୍ଖଳନରେ ଡାକ୍ତର ଦ୍ୱୟ ନିଖୋଜ ହୋଇଯାଇଥିବାବେଳେ ସେମାନଙ୍କ ସ୍ତ୍ରୀ ସ୍ଥାନୀୟ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ନିଖୋଜ ଡାକ୍ତରଙ୍କୁ ଉଦ୍ଧାର କରିବା ପାଇଁ…
ପିଲା ଗାଡ଼ି ଚଳାଇଲେ ମା’ବାପାଙ୍କୁ ଜେଲ
କଟକ,୩୦ା୭ (କାର୍ତ୍ତିକ ସାହୁ):ଏଣିକି ୧୬ ବର୍ଷରୁ କମ୍ ବୟସର ପିଲାଙ୍କ ଗାଡ଼ି ଚାଳନା ଉପରେ ଲାଗିବ ରୋକ୍। ଏହି ପିଲାମାନେ ଗାଡ଼ି ଚଳାଉଥିବାବେଳେ ଧରାପଡ଼ିଲେ ସେମାନଙ୍କ ମା’ ବାପା ଜେଲ ଯିବେ। ଏଥିସହ ସମ୍ପୃକ୍ତ ପିଲାଙ୍କୁ ୨୫ ବର୍ଷ ନ ହେବା…
କଟକ ମେୟରଙ୍କୁ ଓସିଏ ସମ୍ପାଦକଙ୍କ ଟାର୍ଗେଟ୍
କଟକ,୨୯।୭(ଶିଳ୍ପା ପ୍ରିୟଦର୍ଶିନୀ): ବାରବାଟୀ ଷ୍ଟାଡିୟମ ନବୀକରଣ କାର୍ଯ୍ୟ ନେଇ ଲାଗି ରହିଥିବା ବିବାଦ ବଢ଼ିବାରେ ଲାଗିଛି। ଏହି ପ୍ରସଙ୍ଗରେ କଟକ ମେୟର ସୁବାସ ସିଂଙ୍କୁ ଟାର୍ଗେଟ କରିଛନ୍ତି ଓସିଏ ସମ୍ପାଦକ ସଞ୍ଜୟ ବେହେରା। ସୁବାସ ଦ୍ୱନ୍ଦ୍ୱରେ ରହି ଗଣମାଧ୍ୟମ ସମ୍ମୁଖରେ ବିଭ୍ରାନ୍ତିକର…
କାଉଡ଼ିଆଙ୍କ ଉପରେ ମାଡ଼ିଗଲା କାର୍, ଜଣେ ମୃତ
ଭୁବନେଶ୍ୱର,୨୯।୭: ସକାଳୁ ସକାଳୁ କାଉଡ଼ିଆଙ୍କ ଉପରେ ମାଡ଼ିଗଲା, ଜଣେ ମୃତ। ସାଲେପୁର ନିଶ୍ଟିନ୍ତକୋଇଲି ତହସିଲ ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା। ବାବୁଜଙ୍ଗରୁ ୩୭ ଜଣ କାଉଡ଼ିଆ ମିଶି ପାଣି ନେଇ ପାଇକରାପୁର ଯାଉଥିବା ସମୟରେ ଏକ ଦ୍ରୁତଗାମୀ କାର୍ କଉଡିଆଙ୍କ…
ଗଡ଼ଗଡ଼ିଆ ଘାଟରେ ବୁଡ଼ିଗଲେ ୨ କାଉଡ଼ିଆ
କଟକ,୨୮ା୭(କାର୍ତ୍ତିକ ସାହୁ): କାଲି ଶ୍ରାବଣ ମାସର ଦ୍ୱିତୀୟ ସୋମବାର। ଏନେଇ ରବିବାର ନଦୀ, ପୋଖରୀ ଘାଟରୁ ପାଣି ଉଠାଇ ମହାଦେବଙ୍କ ନିକଟରେ ଜଳ ଲାଗି କରିବାକୁ ସବୁଠି କାଉଡିଆଙ୍କ ଭିଡ଼ ଜମିଛି। ଏଭଳି ସ୍ଥିତିରେ କଟକ ଗଡ଼ଗଡ଼ିଆ ଘାଟରେ ମଧ୍ୟ କାଉଡିଆଙ୍କ…
ବାରବାଟୀ ନବୀକରଣକୁ ସରକାର ନା କହିବା ଦୁର୍ଭାଗ୍ୟଜନକ: ସୁବାସ
କଟକ,୨୮।୭(ଶିଳ୍ପା ପ୍ରିୟଦର୍ଶିନୀ): ବିଜେଡି ସରକାର କଟକ ବାରବାଟୀ ଷ୍ଟାଡିୟମର ନବୀକରଣ କରିବା ସହ ଏହାକୁ ବିଶ୍ୱସ୍ତରୀୟ ରୂପ ଦେବାକୁ ୭୦୦ କୋଟି ଟଙ୍କାର ବ୍ୟୟବରାଦ କରିଥିଲେ। ତତ୍କାଳୀନ ସରକାରଙ୍କ ଦ୍ୱାରା ଏଥିପାଇଁ ଭିଭିପ୍ରସ୍ତର ସ୍ଥାପନ କରାଯାଇଥିଲା। ହେଲେ ବିଧାନସଭାରେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ…
ଦମ୍ରେ ଆଳୁ ନାହିଁ
କଟକ,୨୮ା୭(କାର୍ତ୍ତିକ ସାହୁ): ଖାଉଟିଙ୍କୁ ଘାଇଲା କରିଛି ବର୍ଦ୍ଧିତ ଆଳୁ ଦର। ଓଡ଼ିଶା ବଜାରକୁ ପଶ୍ଚିମବଙ୍ଗ ଆଳୁ ପର୍ଯ୍ୟାପ୍ତ ଭାବେ ନ ଆସିବା କାରଣରୁ ପରିସ୍ଥିତି ସଙ୍ଗିନ ହୋଇଛି। ଗୃହିଣୀଙ୍କ ହାଣ୍ଡିଶାଳଠାରୁ ଆରମ୍ଭକରି ରାସ୍ତାକଡ଼ ବ୍ୟବସାୟୀଙ୍କ ଖାଦ୍ୟ ବେପାର ପ୍ରଭାବିତ ହୋଇଛି। ବିଶେଷକରି…
Archives


