କଟକ

ଧ୍ୟାନ ଜୀବନକୁ ଶୃଙ୍ଖଳିତ, ରୋଗମୁକ୍ତ କରାଏ: ସର୍ବେଶ୍ୱର ଜୀ ମହାରାଜ

ଜୀବନରେ ଲୋଭ ରହିବା ଉଚିତ୍‌ ନୁହେଁ। ଶାନ୍ତି ଓ ମୋକ୍ଷ ଜୀବନର ମୂଳ ଲକ୍ଷ୍ୟ ରହିବା ଆବଶ୍ୟକ। ସଂସାର ମୋହମାୟାରେ ଛନ୍ଦି ହୋଇ ମଣିଷ ଆଦୌ ଧନସମ୍ପତ୍ତି ପ୍ରତି ପ୍ରଲୋଭିତ ନ ହୋଇ ସୁସ୍ଥ ଓ ଶାନ୍ତି ଜୀବନ ପାଇଁ ଆଧ୍ୟାତ୍ମିକ…

କଟକରେ ଚାଞ୍ଚଲ୍ୟ: ନଦୀପଠାରେ ମହିଳାଙ୍କୁ ଗଳାକାଟି ହତ୍ୟା

କଟକରେ,୧୩।୧୨: କଟକ କନ୍ଦରପୁର ଅଞ୍ଚଳରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନଦୀପଠାରେ ଜଣେ ମହିଳାଙ୍କୁ ଅତି ନିର୍ମମ ଭାବେ ଗଳା କାଟି ହତ୍ୟା କରାଯାଇଛି। ମହିଳାଙ୍କ ପରିଚୟ ମିଳି ନ ଥିବା ବେ ଳେ ବାମ ହାତରେ ଏକ ଟାଟୁ ରହିଛି।…

ଦୂତି ଚାନ୍ଦଙ୍କ କାର୍‌କୁ ପିଟିଲା ଟ୍ରକ୍‌: ଗୋଡ଼ାଇ ଗୋଡ଼ାଇ ଟ୍ରକ୍‌କୁ କଲେ କାବୁ…

କଟକ,୧୩ା୧୨ (କାର୍ତ୍ତିକ ସାହୁ):୧୬ ନମ୍ବର ଜାତୀୟ ରାଜପଥର କଟକ ମଧୁପାଟଣା ନିକଟରେ ଗୁରୁବାର ରାତି ପ୍ରାୟ ୮ଟାରେ ଅଲିମ୍ପିଆନ ଦୂତି ଚାନ୍ଦଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୂତି ସୁରକ୍ଷିତ ଥିବାବେଳେ ତାଙ୍କ କାର୍‌ କ୍ଷତିଗ୍ରସ୍ତ ହୋଇଛି। ଥାନାରେ ହୋଇଥିବା ଅଭିଯୋଗ ଅନୁଯାୟୀ,…

ଚାକିରି ଠକେଇରେ ଆଉଟ୍‌ସୋର୍ସିଂ କର୍ମଚାରୀ

କଟକ,୧୨ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଚାକିରି କରାଇ ଦେବାକୁ କହି ଆଉଟ୍‌ସୋର୍ସିଂ ସଂସ୍ଥାର କେତେଜଣ କର୍ମଚାରୀ ଲୋକଙ୍କଠାରୁ ଟଙ୍କା ନେଉଛନ୍ତି। ପରବର୍ତ୍ତୀ ସମୟରେ ସେମାନଙ୍କୁ ଚାକିରି ମିଳୁନି। ଫଳରେ ଠକେଇର ଶିକାର ହେଉଥିବା ଲୋକମାନେ ଥାନାରେ ଅଭିଯୋଗ କରୁଛନ୍ତି। ଏହିକ୍ରମରେ ସୁନ୍ଦରଗଡ଼…

ଡ୍ରେନ୍‌ ନିର୍ମାଣବେଳେ ଭୁଶୁଡ଼ିଲା ପାଚେରି, ଚାଲିଗଲା ଶ୍ରମିକଙ୍କ ଜୀବନ

କଟକ,୯ା୧୨ (କାର୍ତ୍ତିକ ସାହୁ): କଟକ ବିଡ଼ାନାସୀ ନାୟକସାହିରେ ରବିବାର ଡ୍ରେନ୍‌ ନିର୍ମାଣବେଳେ ଅଘଟଣ ଘଟିଛି। ଡ୍ରେନ୍‌ ପାର୍ଶ୍ୱରେ ଥିବା ଏକ ପୁରୁଣା ପାଚେରି ଭୁଶୁଡ଼ି ପଡିବାରୁ ଚାପି ହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପଟ୍ଟାପୋଲ ଅଞ୍ଚଳର ଏସ୍‌.…

ସରକାରୀ ଚାକିରି ପ୍ରତିଶ୍ରୁତି ଦେଇ ଆଶାୟୀଙ୍କୁ ୧୦ ଲକ୍ଷ ଟଙ୍କା ଠକେଇ, ଦୁଇ ଭାଇ ଗିରଫ

କଟକ, ୮।୧୨: ଚାକିରି ଠକେଇ ମାମଲାରେ ରବିବାର କଟକରୁ ୨ ଜଣଙ୍କୁ ଗିରଫ କରାଯାଇଛି। ସ୍ୱାସ୍ଥ୍ୟ ବିଭାଗରେ ଚାକିରି ଯୋଗାଇବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଠକେଇ ଅଭିଯୋଗରେ ଦୁଇ ଭାଇଙ୍କୁ ମଙ୍ଗଳାବାଗ ପୋଲିସ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ଭାଇ…

ପୁଣି କଟକରେ ଡ୍ରେନ୍ କାମ ନେଲା ଜୀବନ, ଜଣେ ମୃତ, ୨ ଗୁରୁତର

କଟକ,୮।୧୨: କଟକରେ ପୁଣି ଡ୍ରେନରେ ପଡି ଶ୍ରମିକ ମୃତ୍ୟୁ ବରଣ କରିଛନ୍ତି। ଏପ୍ରକାର ଘଟଣା ବାରମ୍ବାର ଘଟି ଚାଲିଥିଲେ ମଧ୍ୟ କଟକ ମୁନିସିପାଲିଟି କୌଣସି ଠୋସ ପଦକ୍ଷେପ ନେଇଥିବା ଦେଖାଯାଉନାହିଁ। ରବିବାର ବିଡ଼ାନାସୀ ଛକରେ ସିଏମସିର ଡ୍ରେନ୍ କାମ ବେଳେ ଅଘଟଣ…

ପ୍ରଭାତ ବିଶ୍ୱାଳ ବନାମ ନୟନ ମହାନ୍ତି

କଟକ,୮।୧୨ (କାର୍ତ୍ତିକ ସାହୁ): ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର କଟକ ରେଳ ଷ୍ଟେଶନର ଦ୍ୱିତୀୟ ପ୍ରବେଶ ପଥକୁ ଉଦ୍‌ଘାଟନ କରିଛନ୍ତି। ଏହି ଉଦ୍‌ଘାଟନୀ ସଭାରେ ବିଜେଡି ନେତା ତଥା ବିଧାୟକ ସୌଭିକ୍‌ ବିଶ୍ୱାଳ କହିଛନ୍ତି, ତାଙ୍କ ବାପା ଡ. ପ୍ରଭାତ ରଞ୍ଜନ…

ପ୍ରଭାତ ବିଶ୍ୱାଳ ବନାମ ନୟନ ମହାନ୍ତି

କଟକ,୮ା୧୨ (କାର୍ତ୍ତିକ ସାହୁ): ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର କଟକ ରେଳ ଷ୍ଟେଶନର ଦ୍ୱିତୀୟ ପ୍ରବେଶ ପଥକୁ ଉଦ୍‌ଘାଟନ କରିଛନ୍ତି। ଏହି ଉଦ୍‌ଘାଟନୀ ସଭାରେ ବିଜେଡି ନେତା ତଥା ବିଧାୟକ ସୌଭିକ୍‌ ବିଶ୍ୱାଳ କହିଛନ୍ତି, ତାଙ୍କ ବାପା ଡ. ପ୍ରଭାତ ରଞ୍ଜନ…

ପୂର୍ବତନ ଅବକାରୀ ଡେପୁଟି କମିଶନରଙ୍କୁ ୨ ବର୍ଷ ଜେଲ

କଟକ,୭ା୧୨(କାର୍ତ୍ତିକ ସାହୁ)- ସମ୍ବଲପୁର ନର୍ଥ ଡିଭିଜନର ପୂର୍ବତନ ଡେପୁଟି କମିଶନର ସ୍ବୟଂମ୍ଭୁ ପ୍ରସାଦ ମିଶ୍ର କଟକ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତରେ ଶନିବାର ଦଣ୍ଡିତ ହୋଇଛନ୍ତି। ଅଦାଲତ ତାଙ୍କୁ ୨ ବର୍ଷ ଜେଲଦଣ୍ଡ ସହ ୧ ଲକ୍ଷ ଟଙ୍କା ଜରିମାନା ପାଇଁ ଦଣ୍ଡାଦେଶ…

ବୋହୂ-ପୁଅଙ୍କୁ ନିଆଁ ଲଗାଇବା ଘଟଣା: ଚାଲିଗଲା ପୁଅଙ୍କ ଜୀବନ

ବାରଙ୍ଗ,୬।୧୨(ଲିଙ୍ଗରାଜ ରାଉତ): ବାରଙ୍ଗ ଥାନା ଅଧିନସ୍ତ ବାରଶୀଙ୍ଗା ଗାଁରେ ବୋହୁପୁଅକୁ ପେଟ୍ରୋଲ ଢାଳି ନିଆଁ ଲଗାଇବା ଘଟଣାରେ ଆଗରୁ ସ୍ତ୍ରୀର ମୃତ୍ୟୁ ଘଟିଥିବାବେଳେ ସ୍ବାମୀ ମୃତ୍ୟୁ ଘଟିଛି। ଗୁରୁବାର ବିଳମ୍ବିତ ରାତିରେ ଚିକିତ୍ସାଧିନ ଅବସ୍ଥାରେ ପୁଅ ଦୀନବନ୍ଧୁଙ୍କ ମୃତ୍ୟୁ ଘଟିଛି। ଗତ…

ପୁଅ-ବୋହୂଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଥିଲେ ନିଆଁ, ବୋହୂଙ୍କ ମୃତ୍ୟୁ ପରେ ବନ୍ଧା ହେଲେ…

ବାରଙ୍ଗ,୪ା୧୨: କଟକ ଜିଲା ବାରଙ୍ଗ ଥାନା ଗୋଡ଼ିସାହିଫାଣ୍ଡି ଅଧିନସ୍ଥ ବାରସିଙ୍ଗା ଗ୍ରାମରେ ପୁଅବୋହୂଙ୍କୁ ପେଟ୍ରୋ ଢାଳି ନିଆଁ ଲଗାଇବା ଘଟଣାର ମୁଖ୍ୟ ଅଭିଯୁକ୍ତ ବାପା ଗୋବର୍ଦ୍ଧନଙ୍କୁ ବୁଧବାର ପୋଲିସ କୋର୍ଟଚାଲାଣ କରିଛି। ସୂଚନାଯୋଗ୍ୟ, ନଭେମ୍ବର ୩୦ ତାରିଖ ରାତିରେ ବାରସିଙ୍ଗାଗାଁରେ ଘଟିଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?