କଟକ

ଗୀତ ଅଧାରୁ ଷ୍ଟେଜ୍‌ରୁ ଓହ୍ଲାଇ ପଡ଼ିଲେ ବାଲିଯାତ୍ରା ସନ୍ଧ୍ୟାର ମୁଖ୍ୟ ଆକର୍ଷଣ ଅସୀମା ପଣ୍ଡା

କଟକ,୧୭।୧୧(ଶିଳ୍ପା ପ୍ରିୟଦର୍ଶିନୀ): ବାଲିଯାତ୍ରା ପଡିଆ ଗଣକବି ବୈଷ୍ଣବ ପାଣି ମଞ୍ଚରେ ସଙ୍ଗୀତ ଓ ପାରମ୍ପରିକ ନୃତ୍ୟ ପରିବେଷଣ କରାଯାଇଥିଲା। ହେଲେ ସନ୍ଧ୍ୟାର ମୁଖ୍ୟ ଆକର୍ଷଣ ସାଜିଥିବା ଓଲିଉଡ୍‌ କଣ୍ଠଶିଳ୍ପୀ ଅସୀମା ପଣ୍ଡା ସଙ୍ଗୀତ ପରିବେଷଣ କରିବାବେଳକୁ ପୋଲିସ ପ୍ରଶାସନ କାର୍ଯ୍ୟକ୍ରମ ବନ୍ଦ…

ରାଗରେ ନିଆଁବାଣ ହୋଇଗଲେ ମୁଖ୍ୟମନ୍ତ୍ରୀ: ଶେଷରେ ଚାଲିକି ଗଲେ…

କଟକ,୧୬।୧୧: ବାଲିଯାତ୍ରା ଉଦ୍‌ଘାଟନୀ କାର୍ଯ୍ୟକ୍ରମ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓ ଅନ୍ୟ ଅତିଥି ସିଲ୍‌ଭର୍‌ ସିଟି ବୋଟ୍‌ କ୍ଲବ୍‌ରୁ ବୋଇତ ଯୋଗେ ଗଡ଼ଗଡିଆ ଘାଟରେ ପହଞ୍ଚିଥିଲେ। ସେଠାରୁ ଅତିଥିଙ୍କୁ ଦକ୍ଷିଣ ଏସିୟ ପାଭିଲିୟନ ସମେତ…

ଆଜିଠୁ ଐତିହାସିକ କଟକ ବାଲିଯାତ୍ରା

କଟକ,୧୫।୧୧(ଶିଳ୍ପା ପ୍ରିୟଦର୍ଶିନୀ):ଏସିଆ ମହାଦେଶର ସର୍ବବୃହତ୍‌ ମୁକ୍ତାକାଶ ମେଳା ତଥା ଐତିହାସିକ କଟକ ବାଲିଯାତ୍ରା ଶୁକ୍ରବାରଠାରୁ ଆରମ୍ଭ ହେବ। ଅପରାହ୍ନ ୫ଟା ୩୦ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ବାଲିଯାତ୍ରା ମହୋତ୍ସବ-୨୦୨୪କୁ ଉଦ୍‌ଘାଟନ କରିବେ। ଏଥିସହ ୧୩ ରାଷ୍ଟ୍ରର ରାଷ୍ଟ୍ରଦୂତ ଏବଂ…

ଶିଶୁଦିବସ ପାଳନ ବେଳେ ଅଘଟଣ: ବକ୍ତବ୍ୟ ଦେଉଥିବା ବେଳେ ପ୍ରଧାନ ଶିକ୍ଷକଙ୍କ ସହ ଘଟିଲା ଏମିତି…

କଣ୍ଟାବାଞ୍ଜି,୧୪ା୧୧(ଗୁରୁଦୟାଲ ହଂସ): ବଲାଙ୍ଗୀର ଜିଲା ଉପାନ୍ତ ତୁରେକେଲା ଥାନା କୁଇବାହାଲ ଗ୍ରାମର ପଲ୍ଲୀ ବିକାଶ ପଞ୍ଚାୟତ ହାଇସ୍କୁଲରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଶିଶୁଦିବସ ପାଳନ ଅବସରରେ ବକ୍ତବ୍ୟ ଦେଉଥିବା ବେଳେ ସ୍କୁଲର ପ୍ରଧାନ ଶିକ୍ଷକ ପର୍ଶୁରାମ ଦାସ(୫୭) ହଠାତ୍‌…

ଆସନ୍ତାକାଲିଠାରୁ ଐତିହାସିକ ବାଲିଯାତ୍ରା: ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

କଟକ,୧୪ା୧୧(ଶିଳ୍ପା ପ୍ରିୟଦର୍ଶିନୀ): ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାରଠାରୁ ଆରମ୍ଭ ହେବ ଐତିହାସିକ କଟକ ବାଲିଯାତ୍ରା। ଏନେଇ ସମସ୍ତ ପ୍ରସ୍ତୁତି ନେଇ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି କଟକ ଜିଲାପାଳ ଦତ୍ତାତ୍ରୟ ଭାଉ ସାହେବ ସିନ୍ଦେ। ଶୁକ୍ରବାର ସନ୍ଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀ ଏହି ମେଳାକୁ…

ବାଲିଯାତ୍ରା ପାଇଁ ଟ୍ରାଫିକ୍‌ କଟକଣା

କଟକ,୧୪ା୧୧(କାର୍ତ୍ତିକ ସାହୁ): କଟକ ସହରରେ ଆସନ୍ତା ୧୫ରୁ ୨୨ ତାରିଖ ପର୍ଯ୍ୟନ୍ତ ବାଲିଯାତ୍ରା ଉତ୍ସବ ଅନୁଷ୍ଠିତ ହେବ। କମିଶନ୍‌ରେଟ୍‌ ପୋଲିସ ପକ୍ଷରୁ ସହରର ବିଭିନ୍ନ ରାସ୍ତାରେ ସୁନିୟନ୍ତ୍ରିତ ଗାଡ଼ି ଚଳାଚଳ, ଜନସାଧାରଣ ଓ ପଥଚାରୀଙ୍କ ସୁବିଧା ପାଇଁ ଟ୍ରାଫିକ୍‌ କଟକଣା ଲାଗୁ…

ବଡସିଂହାର ବେଶରେ ଦର୍ଶନ ବାବା ଧବଳେଶ୍ୱର: ଦେଖିବାକୁ ଭକ୍ତଙ୍କ ଲମ୍ବା ଲାଇନ 

କଟକ,୧୩।୧୧: ବଡ଼ଓଷା ପାଇଁ ଧବଳେଶ୍ୱରଙ୍କ ପୀଠ ବୁଧବାର ଚଳଞ୍ଚଳ ହୋଇ ଉଠିଛି। ବଡ଼ଓଷାରେ ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର । ରାତ୍ର ୩ଟାରେ ପହଡ଼ ଖୋଲାଯାଇ ସମସ୍ତ ପ୍ରକାର ନୀତିକାନ୍ତି ସରିବା ପରେ ସାଧାରଣ ଦର୍ଶନ ନିମନ୍ତେ ଦ୍ୱାରଫିଟା…

ମିଥ୍ୟା ସତ୍ୟପାଠ ମାମଲା: ହାଇକୋର୍ଟରେ ଜବାବ ଦାଖଲ ଅରୁଣ ସାହୁ

କଟକ,୧୨।୧୧(କାର୍ତ୍ତିକ ସାହୁ): ନୟାଗଡ଼ ବିଧାନସଭା ମିଥ୍ୟା ନିର୍ବାଚନୀ ମାମଲାରେ ମଙ୍ଗଳବାର ହାଇକୋର୍ଟରେ ଜବାବ ଦାଖଲ କରିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ। ଏହାସହ ଅରୁଣଙ୍କ ପକ୍ଷରୁ ୩ଟି ଅନ୍ତରୀଣ ପିଟିସନ ଦାୟର କରିଛନ୍ତି। ମୂଳ ନିର୍ବାଚନୀ ମାମଲାକୁ ଖାରଜ କରିବାକୁ ଅରୁଣ…

କଟକ ଗଣବଳାତ୍କାର: ଆଉ ଜଣଙ୍କ ରହିଛି ସମ୍ପୃକ୍ତି

କଟକ,୧୦।୧୧: କଟକ ଗଣବଳାତ୍କାର ଆଉ ଜଣଙ୍କ ସମ୍ପୃକ୍ତି ଥିବା ଡିସିପି ସୂଚନା ଦେଇଛନ୍ତି। ଆଉ ଜଣଙ୍କ ସମ୍ପୃକ୍ତି ନେଇ ପରିବାର ଲୋକେ ଜଣାଇଛନ୍ତି।ପୀଡ଼ିତା ପରିବାରକୁ ସମସ୍ତ ପ୍ରକାର ସୁରକ୍ଷା ବ୍ୟବସ୍ଥା କରାଯାଇଛି।କାଫେରେ ବେଆଇନ ଭାବେ ହୁକା ବ୍ୟବହାରର ଅଭିଯୋଗ ଆସିଛି।ପୁରୀଘାଟ ଥାନା…

ଶିଳାନ୍ୟାସ ନ କରି ବାଟରୁ ଫେରିଗଲେ ବିଧାୟକ

ମଙ୍ଗୁଳି-ଜଗତପୁର,୯ା୧୧(ମାନସ ସାମଲ):କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକ ଆଗ୍ରାହାଟ ପଞ୍ଚାୟତ ଅଧୀନ ଯାଜଭୈରବ ନୂଆଗଁାରେ ଯାଜଭୈରବ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ଶିଳାନ୍ୟାସ କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ହେଲେ ସ୍ଥାନୀୟ ବିଧାୟକ ସୌଭିକ୍‌ ବିଶ୍ୱାଳ ଏହାର ଶିଳାନ୍ୟାସ ନ କରି ବାଟରୁ ଫେରିଯାଇଥିବାବେଳେ…

କଟକ ବଳାତ୍କାର ମାମଲା: ଜଣାପଡିଲା ସାଂଘାତିକ ସତ, ହୁକା ବାର୍‌ ମାଲିକ ବି କରିଥିଲେ…

କଟକ,୮।୧୧: କଟକ ବଳାତ୍କାର ମାମଲାରେ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ଛାତ୍ରୀଙ୍କୁ ହୁକା ବାର୍‌କୁ ଆଣି କରାଯାଇଥିଲା ବଳାତ୍କାର। ହୁକା ବାରରେ ବୟଫ୍ରେଣ୍ଡ ସହ ଜନ୍ମଦିନ ପାଳିଥିଲେ ଛାତ୍ରୀ।ଏହି ସମୟରେ ବୟଫ୍ରେଣ୍ଡଙ୍କ ସହ ଅନ୍ତରଙ୍ଗ ଭିଡିଓ ସୁଟ୍‌ ହୋଇଥିଲା। ଆଉ ଭିଡିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?