କଟକ

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର ମାମଲାରେ ସମିତିର ନିଲମ୍ବିତ ସମ୍ପାଦକ ଶରତ କୁମାର ନାୟକଙ୍କୁ କଟକ ଭିଜିଲାନ୍ସ ବିଭାଗ…

ବାଙ୍କୀରେ ୧୬୩ ଧାରା ଉଲ୍ଲଂଘନ: ଭାଜପା-ବିଜେଡି ମୁହାଁମୁହିଁ, ୭ ଦିନିଆ ଚେତାବନୀ: ପ୍ରଶାସନିକ କାର୍ଯ୍ୟାନୁଷ୍ଠାନକୁ ନେଇ

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଖଣ୍ଡ ଡମପଡ଼ା ବ୍ଲକ ଏବଂ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବିଏନ୍‌ଏସ୍‌ର ୧୬୩ ଧାରା ଜାରି ହୋଇଥିବା ସତ୍ତ୍ବେ ଦୁଇ ପ୍ରମୁଖ ରାଜନୈତିକ ଦଳ (ଭାଜପା ଓ ବିଜେଡି) ମୁହାଁମୁହିଁ ହୋଇଛନ୍ତି। ପ୍ରଶାସନ ପକ୍ଷରୁ ୩…

ବାଙ୍କୀ-ଡମପଡ଼ା ବ୍ଲକରେ ଲାଗିଲା ୧୬୩ ଧାରା

ବାଙ୍କୀ,୧୧।୮: ବାଙ୍କୀ-ଡମପଡ଼ା ବ୍ଲକ ପରିସରରେ ମଙ୍ଗଳବାର BNSS ୧୬୩ ଧାରା ଲାଗୁ କରାଯାଇଛି। ବିଧାୟକ ଏବଂ ଭାଜପା ବିଧାୟକ ପ୍ରାର୍ଥୀଙ୍କ ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତ ହେବା ପୂର୍ବରୁ ଏହି କଟକଣା ଜାରି କରାଯିବା ସହ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ଆଶଙ୍କାରେ…

ବିବାହକୁ ପୂରିନି ମାସେ: ଜୁଲାଇ ୧୨ରେ ବାହାଘର ଅଗଷ୍ଟ ୫ରେ ହତ୍ୟା, ବାହାଘର ନା…

ନିଶ୍ଚିନ୍ତକୋଇଲି,୭।୮(ଅଶୋକ କୁମାର ମହାପାତ୍ର): ବାହାଘରକୁ ମାତ୍ର ୨୫ ଦିନ ହୋଇଥିବା ବେଳେ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ସ୍ବାମୀ ହତ୍ୟା କରିଛନ୍ତି। କଟକ ଜିଲା ନେମାଳ ଥାନା ଅନ୍ତର୍ଗତ ସହଦେବପୁର ଗାଁରେ ବୁଧବାର ବିଳମ୍ବିତ ରାତିରେ ଏହି ଦୁଃଖଦ ଘଟଣା କରିଛି। ମୃତା…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର ଏସ୍‌ସି/ଏସ୍‌ଟି କୋର୍ଟ ଜାମିନ ପ୍ରଦାନ କରିଛନ୍ତି । ଅଭିଯୁକ୍ତ କ୍ରାଇମବ୍ରାଞ୍ଚ ତଦନ୍ତରେ ସହଯୋଗ…

ବାଲିଅନ୍ତା ସୌମ୍ୟରଞ୍ଜନ ମର୍ଡର କେସ୍‌: ଚାର୍ଜଶିଟ୍‌ ଦାଖଲ କଲା କ୍ରାଇମ୍‌ବ୍ରାଞ୍ଚ

କଟକ,୫ା୮(ପ୍ରଭୁକଲ୍ୟାଣ ପାଲ୍‌): ବାଲିଅନ୍ତା କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟାକାଣ୍ଡ ଘଟଣାରେ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ୭୬୭ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଥିବାବେଳେ ୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟରେ ଚାର୍ଜଶିଟ୍‌ ଦାଖଲ…

ରେଭେନ୍ସା ୱାର୍ଡେନଙ୍କୁ ଦୁର୍ବ୍ୟବହାର କଲେ ବିଧାୟକ: ଇସ୍ତଫା ପରେ ରାଜରାସ୍ତାକୁ ଓହ୍ଲାଇଲେ ୱାର୍ଡେନ

କଟକ,୫।୮(ପ୍ରଭୁ କଲ୍ୟାଣ ପାଲ୍‌): ରେଭେନ୍ସା ବିଶ୍ୱବିଦ୍ୟାଳୟରେ ନ୍ୟାୟ ଦାବି ପାଇଁ ରାଜରାସ୍ତାକୁ ଓହ୍ଲାଇଛନ୍ତି ଶିକ୍ଷକ ଓ ୱାର୍ଡେନ। ପଦଯାତ୍ରା କରି କୁଳପତିଙ୍କୁ ଦାବି ଜଣାଇଛନ୍ତି ଆନ୍ଦୋଳନକାରୀ। ଗତକାଲି ରେଭେନ୍ସା ବିଶ୍ବବିଦ୍ୟାଳୟରେ ଏକାଧିକ ହଷ୍ଟେଲ ୱାର୍ଡେନ ଇସ୍ତଫା ଦେଇଥିଲେ। ହଷ୍ଟେଲ ସମସ୍ୟା ନେଇ…

ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ: ରାଷ୍ଟ୍ରପତି

କଟକ,୪।୮(କାର୍ତ୍ତିକ ସାହୁ): ଶିକ୍ଷା କେବଳ ଜ୍ଞାନ ଅର୍ଜନର ମାଧ୍ୟମ ନୁହେଁ ବରଂ ବ୍ୟକ୍ତିତ୍ୱ ଗଠନ, ସାମାଜିକ ପରିବର୍ତ୍ତନ ଏବଂ ରାଷ୍ଟ୍ରର ସମୃଦ୍ଧ ଭବିଷ୍ୟତ ନିର୍ମାଣର ଭିତ୍ତିପ୍ରସ୍ତର ବା ମୂଳଦୁଆ ଅଟେ ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମତବ୍ୟକ୍ତ କରିଛନ୍ତି । କଟକ…

ଓଡ଼ିଶା ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା, ତଦନ୍ତ କରିବ କ୍ରାଇମବ୍ରାଞ୍ଚ

କଟକ,୩।୮(ପ୍ରଭୁକଲ୍ୟାଣ ପାଲ୍): ଏମକେସିଜି ମେଡିକାଲ କଲେଜର ପିଜି ଶେଷ ବର୍ଷ ପରୀକ୍ଷା ସମୟରେ ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା । ଏହି ମାମାଲାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରାଯାଇଛି । ତଦନ୍ତ ପାଇଁ ସ୍ଵତନ୍ତ୍ର ଟିମ୍ ଗଠନ କରାଯିବ । ଏହି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ କରାଯାଇଛି। ମହାନଦୀରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଥିବାରୁ ଜନସାଧାରଣଙ୍କ ସୁରକ୍ଷା ଦୃଷ୍ଟିରୁ…

OSSTET-୨୦୨୬ ପରୀକ୍ଷା ତାରିଖ ଘୋଷଣା: ଏହିଦିନଠୁ ଆବେଦନ ପ୍ରକ୍ରିୟା ଆରମ୍ଭ!

କଟକ,୨୮।୭: ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ), ଓଡ଼ିଶା ପକ୍ଷରୁ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସଏସଟିଇଟି)-୨୦୨୬ର ତାରିଖ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି। ବିଏସଇ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଓଏସଏସଟିଇଟି-୨୦୨୬ ପରୀକ୍ଷା ସେପ୍ଟେମ୍ବର ୩୦, ୨୦୨୬ (ବୁଧବାର)…

କଟକ ଜିଲାପାଳଙ୍କ ଜନଶୁଣାଣୀ ବେଳେ ଅଭାବନୀୟ ଘଟଣା, ଦେହରେ କିରୋସିନ ଢ଼ାଳି ଆତ୍ମହତ୍ୟା ଉଦ୍ୟମ କଲେ….

କଟକ ସଦର,୨୭।୭(ସୁଶାନ୍ତ କୁମାର ଜେନା): କିଶନ ନଗର ତହସିଲ କାର୍ଯ୍ୟାଳୟରେ ସୋମବାର କଟକ ଜିଲାପାଳଙ୍କ ଜନଶୁଣାଣୀ ଶିବିର ଚାଲିଥିଲା । ଏହି ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଉତ୍ତରକୂଳ ଗ୍ରାମର ସବିତା ଜେନା ନାମ୍ନୀ ଜଣେ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?