କଟକ

ସ୍ତ୍ରୀ ରୋଗ ବିଶେଷଜ୍ଞ ଡ. ପୂର୍ଣ୍ଣିମା କୁଅଁରଙ୍କ ପରଲୋକ

କଟକ,୨୩ା୫:(କାର୍ତ୍ତିକ ସାହୁ): ରାଜ୍ୟର ସୁନାମଧନ୍ୟ ପ୍ରସୂତି ଓ ସ୍ତ୍ରୀ ରୋଗ ବିଶେଷଜ୍ଞ ଡ. ପୂର୍ଣ୍ଣିମା କୁଅଁର(୮୬)ଙ୍କ ପରଲୋକ ହୋଇଯାଇଛି। ସେ ସେରିବ୍ରାଲ ଷ୍ଟ୍ରୋକ (ସିଭିଏ)ରେ ପୀଡ଼ିତ ଥାଇ ଏସ୍‌ସିବି ମେଡିକାଲର ମେଡିସିନ ବିଭାଗ ଆଇସିୟୁରେ ଚିକିତ୍ସିତ ହେଉଥିଲେ। ଦୁଇ ବର୍ଷ...

ବିଜେଡିକୁ ଆଶୀର୍ବାଦ କରନ୍ତୁ: ମୁଖ୍ୟମନ୍ତ୍ରୀ

କଟକ,୨୩ା୫(ଶିଳ୍ପା ପ୍ରିୟଦର୍ଶିନୀ): କଟକ ବାଲିଯାତ୍ରା ତଳପଡିଆ କଟକ-ଇନ୍‌-କଟକ ନିକଟରେ ବିଜେଡିର କଟକ ଜିଲା ଜନସମାବେଶ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ଉପସ୍ଥିତ ଲୋକ ଓ କର୍ମୀଙ୍କୁ ଆପଣମାନେ କେମିତି ଅଛନ୍ତି ପଚାରିବା ସହ ଗରମ ସତ୍ତ୍ୱେ...

ବିଜେଡି ଏମ୍‌ପି, ବିଧାୟକ ପ୍ରାର୍ଥୀଙ୍କ ଶୋଭାଯାତ୍ରା

ଆଠଗଡ,୨୩।୫(ସତ୍ୟ ପ୍ରସାଦ ରଥ):କଟକ ଲୋକସଭା କ୍ଷେତ୍ରର ବିଜୁଜନତା ଦଳ ପ୍ରାର୍ଥୀ ସଂତୃପ୍ତ ମିଶ୍ର ଓ ଆଠଗଡ଼ ବିଧାୟକ ପ୍ରାର୍ଥୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରଚାର କାର୍ଯ୍ୟ ଜୋରଦାର କରିଛନ୍ତି। ବୁଧବାର ଆଠଗଡ ବ୍ଲକର ଏକ ନମ୍ବର ଯୋନରେ ଏକ ବାଇକ...

ଆସନ୍ତାକାଲିଠାରୁ କଟକରେ ୧୪୪ ଧାରା ଜାରି

କଟକ,୨୨ା୫(କାର୍ତ୍ତିକ ସାହୁ): ଚଳିତ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ମେ’ ୨୫ରେ ହେବାକୁ ଥିବା ମତଦାନ ପାଇଁ କଟକ ଜିଲାର ୬ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ୧୪୪ ଧାରା ଜାରି କରିଛନ୍ତି। ଏହି ୧୪୪ ଧାରା ୨୩ ତାରିଖ ସନ୍ଧ୍ୟା ୫ଟାରୁ ଲାଗୁ...

ନକଲି ସାର୍ଟିଫିକେଟରେ ପୋଲିସ ଚାକିରି: ୨ ଅଭିଯୁକ୍ତଙ୍କୁ ୨ ବର୍ଷ ଲେଖାଏ ଜେଲ୍‌ଦଣ୍ଡ

କଟକ,୨୨ା୫(କାର୍ତ୍ତିକ ସାହୁ): ନକଲି ସାର୍ଟିଫିକେଟ ଦେଇ ପୋଲିସ ଚାକିରି କରିଥିବା ଢେଙ୍କାନାଳର ୨ ଅଭିଯୁକ୍ତ ବୁଧବାର ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ଅଭିଯୁକ୍ତଦ୍ୱୟ ହେଲେ ଅଦିତ କୁମାର ବିଶ୍ୱାଳ ଓ ଅଜିତ କୁମାର ବିଶ୍ୱାଳ। ଜୟପୁରର ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ...

ଅବକାରୀ ସାମଗ୍ରୀ ବିକ୍ରି ଉପରେ ନିଷେଧାଦେଶ

କଟକ,୨୨ା୫(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ କଟକ ଲୋକ ସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାରବାଟୀ-କଟକ, ଚୌଦ୍ୱାର-କଟକ, କଟକ ସଦର, ଆଠଗଡ଼, ବାଙ୍କୀ ଓ ବଡ଼ମ୍ବା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଶାନ୍ତିପୂର୍ଣ୍ଣ ଭୋଟଗ୍ରହଣକୁ ଗୁରୁତ୍ୱ ଦିଆଯାଇଛି। ଶାନ୍ତିପୂର୍ଣ୍ଣ ଭୋଟଗ୍ରହଣକୁ ସୁନିଶ୍ଚିତ...

ମୁଖ୍ୟମନ୍ତ୍ରୀଙ୍କ ବ୍ଲାଙ୍କ୍‌ ଚେକ୍‌ କଟକର ବିକାଶ ପାଇଁ ବିନିଯୋଗ କରିବି

୨୦ ବର୍ଷରୁ ଅଧିକ ହେବ ରାଜନୀତି, କଟକର ବିଭିନ୍ନ ସାମାଜିକ ଓ ସାଂସ୍କୃତିକ ସଙ୍ଗଠନ ସହ ଜଡିତ ରହିଛନ୍ତି ପ୍ରକାଶ ବେହେରା। ପୂର୍ବରୁ ସେ ସାଲେପୁରର ବିଧାୟକ ଥିଲେ। ୧୮ବର୍ଷ ବୟସରେ ଟ୍ରେଡ୍‌ ୟୁନିୟନରେ ସାମିଲ ହୋଇ ନିଜର ସାମାଜିକ...

ରୋଡ୍‌ ଶୋ’ ଅଧାରୁ ଚାଲିଗଲେ ହେମାମାଳିନୀ

କଟକ ସଦର, ୧୭ା୫(ସୁଶାନ୍ତ କୁମାର ଜେନା)- କଟକ ସଦର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କିଶୋରନଗରଠାରେ ଭାଜପା ପକ୍ଷରୁ ରୋଡ୍‌ ଶୋ’ ସହିତ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା। ଏହି ରୋଡ୍‌ ଶୋ’ରେ ମଥୁରା ଏମ୍‌ପି ତଥା ଅଭିନେତ୍ରୀ ହେମାମାଳିନୀ ଯୋଗଦେବାର କାର୍ଯ୍ୟକ୍ରମ...

ଖଲ୍ଲିକୋଟ ମର୍ଡର କେସ୍‌ର ତଦନ୍ତ କରିବ ଏସ୍‌ଆଇଟି

କଟକ,୨୭।୫(କାର୍ତ୍ତିକ ସାହୁ): ପୋଲିସ ମୁଖ୍ୟାଳୟ ପକ୍ଷରୁ ଗଠିତ ସ୍ବତନ୍ତ୍ର ତଦନ୍ତକାରୀ ଦଳ (ଏସ୍‌ଆଇଟି) ଖଲ୍ଲିକୋଟ ମର୍ଡର କେସ୍‌ର ତଦନ୍ତ କରିବ ବୋଲି ଜଣାପଡିଛି। ଏହି ସ୍ବତନ୍ତ୍ର ତଦନ୍ତକାରୀ ଦଳ ଅବଶିଷ୍ଟ ଅଭିଯୁକ୍ତମାନଙ୍କୁ ଖୁବ୍‌ଶୀଘ୍ର ଗିରଫ କରିବ। ଏଥିସହ ସାଇଣ୍ଟିଫିକ୍‌ ଫନେସିକ୍‌...

ଭୋଟର ତାଲିକାରେ ନାହିଁ ନାଁ, କଂଗ୍ରେସର ନିଆଳି ବିଧାୟକ ପ୍ରାର୍ଥୀଙ୍କ ନାମାଙ୍କନ ଖାରଜ

ଭୁବନେଶ୍ୱର,୧୭।୫: ଭୋଟର ତାଲିକାରେ ତାଙ୍କ ନାମ ନ ଥିବାରୁ କଂଗ୍ରେସର ନିଆଳି ବିଧାୟକ ପ୍ରାର୍ଥୀ ଜ୍ୟୋତି ରଂଜନ ମଲ୍ଲିକଙ୍କ ନାମାଙ୍କନ ଖାରଜ କରାଯାଇଛି। ଦୁଇ ଦିନ ପୂର୍ବେ ସେ କଟକ ଜିଲାପାଳଙ୍କ ନିକଟରେ ତାଙ୍କ ନାମାଙ୍କନପତ୍ର ଦାଖଲ କରିଥିଲେ। ତେବେ...

ଏହି ଦିନ ପ୍ରକାଶ ପାଇବ ମାଟ୍ରିକ୍‌ ଫରୀକ୍ଷାଫଳ

କଟକ,୧୭।୫: ମେ’ ଶେଷ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍‌ ଫରୀକ୍ଷାଫଳ। ମାଟ୍ରିକ ସହ ମଧ୍ୟମା ଓ ରାଜ୍ୟ ମୁକ୍ତବିଦ୍ୟାଳୟ ଫଳ ଏକକାଳୀନ ପ୍ରକାଶ ପାଇବ ବୋଲି ଜଣାପଡିଛି। ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ସବୁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ...

ଏନ୍‌ବିଡବ୍ଲ୍ୟୁରୁ ଆଶ୍ୱସ୍ତି ପାଇଲେ ଅନୁଭବ

କଟକ,୧୬ା୫ (କାର୍ତ୍ତିକ ସାହୁ): ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଜାମିନ୍‌ ବିହୀନ ଗିରଫ ପରୱାନା (ଏନ୍‌ବିଡବ୍ଲ୍ୟୁ)ରୁ ଗୁରୁବାର ଆଶ୍ୱସ୍ତି ପାଇଛନ୍ତି। କଟକ ଜେଏମ୍‌ଏଫ୍‌ସି କୋର୍ଟ ଅନୁଭବଙ୍କ ନାଁରେ ଜାରି କରିଥିବା ଏହି ଏନ୍‌ବିଡବ୍ଲ୍ୟୁ ଉପରେ ହାଇକୋର୍ଟ ସ୍ଥଗିତାଦେଶ ଦେଇଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri