କନଷ୍ଟେବଳ ନିଯୁକ୍ତି ଆବେଦନ ତାରିଖ ବୃଦ୍ଧିକଲେ ହାଇକୋର୍ଟ, ଜାଣନ୍ତୁ କେତେ ପର୍ଯ୍ୟନ୍ତ ବଢ଼ିଲା…
କଟକ,୩୦ା୧୦: ଓଡ଼ିଶାର ବିଭିନ୍ନ ବାଟାଲିଅନରେ କନଷ୍ଟେବଳ/ସିପାହୀ ନିଯୁକ୍ତି ଆବେଦନ ତାରିଖ ବୃଦ୍ଧି ପାଇଛି। ଆବେଦନ ପାଇଁ ବୁଧବାର ଥିବା ଶେଷ ତାରିଖକୁ ମାନ୍ୟବର ହାଇକୋର୍ଟ ବୃଦ୍ଧି କରିଛନ୍ତି। ନଭେମ୍ବର ୧୫ ପର୍ଯ୍ୟନ୍ତ ଆବେଦନ କରିପାରିବେ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଗତ…
ମହିଳା ଯାତ୍ରୀଙ୍କୁ ଧକ୍କା ଦେଇ ଛାତି ଉପରେ ଚଢ଼ିଗଲା ‘ମୋ ବସ୍’
କଟକ,୨୯ା୧୦ (କାର୍ତ୍ତିକ ସାହୁ) କଟକ ନେତାଜୀ ବସ୍ ଟର୍ମିନାଲ (ସିଏନ୍ବିଟି) ଭିତରେ ମୋ ବସ୍ (ଓଡି-୩୩-ଭି-୨୮୯୫) ଚଢ଼ିଯିବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ସିଡିଏ ମର୍କତନଗର ଅଞ୍ଚଳର ସରସ୍ବତୀ ଗୋଚ୍ଛାୟତ(୬୦)। ଏହି ବିଷାଦପୂର୍ଣ୍ଣ ଘଟଣାଟି ମଙ୍ଗଳବାର ସନ୍ଧ୍ୟା…
ବରାହିପୁର ସରପଞ୍ଚ ନିଲମ୍ବିତ
ମାହାଙ୍ଗା,୨୮ା୧୦(ଯଯାତି ସିଂହ): କଟକ ଜିଲା ମାହାଙ୍ଗା ବ୍ଲକ ଅନ୍ତର୍ଗତ ବରାହିପୁର ପଞ୍ଚାୟତରେ ସରକାରୀ ଅର୍ଥ ତୋସାରପାତ ଅଭିଯୋଗରେ ସରପଞ୍ଚଙ୍କୁ ନିଲମ୍ବିତ କରାଯାଇଛି। ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ଚିଠି (ନଂ.୨୪୩୨୪/୨୪-୧୦-୨୦୨୪) ଅନୁସାରେ ସରପଞ୍ଚ ରଶ୍ମିତା ସ୍ବାଇଁଙ୍କୁ ପଦବୀରୁ ହଟାଇ…
ପ୍ରକାଶ ସେଠୀଙ୍କ ନାଁରେ ୩ ଏତଲା
କଟକ ସଦର,୨୮ା୧୦(ସୁଶାନ୍ତ କୁମାର ଜେନା): କଟକ ସଦରର ପୂର୍ବତନ ବିଧାୟକ ଚନ୍ଦ୍ରସାରଥି ବେହେରା ବିଜେଡି ଛାଡ଼ି ଭାଜପାର ସଦସ୍ୟତା ଗ୍ରହଣ କରିଥିବା ନେଇ ଏକ ହ୍ବାଟ୍ସଆପ୍ ମେସେଜ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଥିଲା। ହେଲେ ଏହା ନକଲି ମେସେଜ୍ ହୋଇଥିବାରୁ ଏନେଇ…
ତୁହାକୁ ତୁହା ବର୍ଷା ସାଙ୍ଗକୁ ଆରମ୍ଭ ହେଲାଣି ପବନ: ସ୍ଥିତି ଅନୁଧ୍ୟାନ କଲେ ଆଇନ ମନ୍ତ୍ରୀ
ନିଶ୍ଚିନ୍ତକୋଇଲି,୨୪।୧୦(ଅଶୋକ କୁମାର ମହାପାତ୍ର): ସାମୁଦ୍ରିକ ବାତ୍ୟା ଦାନା ମାଡି ଆସୁଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନ ବହିବା ଆରମ୍ଭ ହେଲାଣି। ବ୍ଲକ ପ୍ରଶାସନ ସମ୍ଭାବ୍ୟ ବିପନ୍ନଙ୍କୁ ବ୍ଲକ ପ୍ରଶାସନ ୪୧ଟି ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳରେ ରଖିଛନ୍ତି। ଅପରାହ୍ନତରେ ଆଇନ, ଅବକାରୀ…
ନିଶ୍ଚିତକୋଇଲିରେ ଯୋଗାଣ ବିଭାଗର ଜୋରଦାର ଚଢ଼ାଉ, ଦୋକାନୀଙ୍କୁ କରାଯାଉଛି ତାଗିଦ
ନିଶ୍ଚିନ୍ତକୋଇଲି,୨୪।୧୦(ଅଶୋକ କୁମାର ମହାପାତ୍ର ): ସାମୁଦ୍ରିକ ବାତ୍ୟା ‘ଦାନା’ ମାଡି ଆସୁଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନ ବହିବା ଆରମ୍ଭ କଲାଣି। ବାତ୍ୟାପାଇଁ ଲୋକେ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ କିଣୁଛନ୍ତି। ଏହାର ସୁଯୋଗ ନେଇ ହୋଲସେଲରଙ୍କଠାରୁ ଆରମ୍ଭ କରି ରିଟେଲରମାନେ…
ହୁ ହୁ ହୋଇ ଜଳିଗଲା ଗହଣା ଦୋକାନ, ୧୫ ଲକ୍ଷରୁ ଅଧିକ ଟଙ୍କାର ଅଳଙ୍କାର ପୋଡ଼ି ପାଉଁଶ
ସାଲେପୁର,୨୪।୧୦(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ମାଛୁଆତିଠାରେ ଥିବା ଗହଣା ଦୋକାନ ଶ୍ରୀରାମ ଜୁଏଲାରୀରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗିଥିବା ଯୋଗୁ ଦୋକାନଟି ସମ୍ପୂର୍ଣ୍ଣ ଭାବେ ପୋଡ଼ି ପାଉଁଶ ହୋଇଯାଇଛି। ଏଥିରେ ଦୋକାନରେ ଥିବା…
୨ ଦିନ ହାଇକୋର୍ଟ ଛୁଟି
କଟକ,୨୩ା୧୦ (କାର୍ତ୍ତିକ ସାହୁ): ସମ୍ଭାବ୍ୟ ବାତ୍ୟା ‘ଦାନା’ ପାଇଁ ହାଇକୋର୍ଟକୁ ୨ ଦିନ ଛୁଟି ଘୋଷଣା କରାଯାଇଛି। ହାଇକୋର୍ଟ ପକ୍ଷରୁ ବୁଧବାର ଜାରି ବିଜ୍ଞପ୍ତି ଅନୁଯାୟୀ, ଆଗାମୀ ଅକ୍ଟୋବର ୨୪ ଓ ୨୫ ତାରିଖ ଦୁଇ ଦିନ କୋର୍ଟ ଓ ହାଇକୋର୍ଟର…
ଅଫ୍ଲାଇନ୍ରେ ବାଲିଯାତ୍ରା ଷ୍ଟଲ୍ ପଞ୍ଜୀକରଣ ସ୍ଥଗିତ
କଟକ,୨୩ା୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି କଟକ ବାଲିଯାତ୍ରାରେ ଷ୍ଟଲ୍ ଖୋଲିବା ନିମନ୍ତେ ପ୍ଲଟ୍ ପଞ୍ଜୀକରଣ ଦୁଇ ଦିନ ପାଇଁ ବନ୍ଦ ରଖାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ବାରବାଟୀ ପ୍ୟାଲେସଠାରେ ଚାଲିଥିବା ଏହି ଅଫ୍ ଲାଇନ୍ ପଞ୍ଜୀକରଣ ପ୍ରକ୍ରିୟା ଆସନ୍ତା…
ଶିଶୁଭବନ ଅନ୍ଧାର, ଗରମରେ ଛଟପଟ ହେଲେ ଶିଶୁରୋଗୀ
କଟକ,୨୩ା୧୦(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଶିଶୁଭବନ ପୁରୁଣା ବିଲ୍ଡିଂରେ ଲାଇନ ନ ଥିବାରୁ କିଛି ସମୟ ଧରି ଅନ୍ଧାର ରହିଥିଲା। ଅନ୍ଧାରରେ ଶିଶୁରୋଗୀ ଓ ଅଭିଭାବକ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଗରମ ଯୋଗୁ ଛୋଟଛୋଟ ଶିଶୁ ରୋଗୀ ହଇରାଣ…
ପଇସା ପଛେ ଯାଉ ଆଳୁ ଘରେ ଥାଉ
କଟକ,୨୨।୧୦: ସମ୍ଭାବ୍ୟ ବାତ୍ୟା ପୂର୍ବରୁ ଲୋକ ଆତଙ୍କିତ ହୋଇ ଅଧିକା କିଣାକିଣି କରୁଛନ୍ତି। ଏହାର ଫାଇଦା ଉଠାଇ କେତେଜଣ ଅସାଧୁ ବେପାରୀ ଦର ବଢ଼ାଇ ଦେଇଛନ୍ତି। ବାତ୍ୟା ପୂର୍ବରୁ ପରିବା ମାର୍କେଟରେ ଆଳୁ, ପିଆଜ ସମେତ ବିଭିନ୍ନ ପନିପରିବା ଦର ହଠାତ୍…
କରୁଥିଲେ କଳାବଜାରୀ ଆଳୁ କିଲୋ ୫୦, ପିଆଜ ୭୦: ହଠାତ୍ ଛତ୍ରବଜାର ସବୁ ଦୋକାନରେ ପଶିଲା ଯୋଗାଣ ବିଭାଗ
କଟକ,୨୨।୧୦: ସମ୍ଭାବ୍ୟ ବାତ୍ୟା ପୂର୍ବରୁ ଲୋକ ଆତଙ୍କିତ ହୋଇ ଅଧିକା କିଣାକିଣି କରୁଛନ୍ତି। ଏହାର ଫାଇଦା ଉଠାଇ କେତେଜଣ ଅସାଧୁ ବେପାରୀ ଦର ବଢ଼ାଇ ଦେଇଛନ୍ତି। ବାତ୍ୟା ପୂର୍ବରୁ ପରିବା ମାର୍କେଟରେ ଆଳୁ, ପିଆଜ ସମେତ ବିଭିନ୍ନ ପନିପରିବା ଦର ହଠାତ୍…

