କଟକ

କଟକରେ ନିର୍ବାଚନୀ ସଙ୍ଗୀତ ପ୍ରସ୍ତୁତି କରିଥିଲେ ମୋହନ

କଟକ, ୧୨ା୬(ଶିଳ୍ପା ପ୍ରିୟଦର୍ଶିନୀ):କେନ୍ଦୁଝରର ବିଧାୟକ ମୋହନ ଚରଣ ମାଝିଙ୍କୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ କରାଯିବା ପାଇଁ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ହୋଇଛି। ବୁଧବାର ବିଧିବଦ୍ଧ ଭାବେ ସେ ଶପଥ ଗ୍ରହଣ କରିବେ। ଏଥିପାଇଁ ରାଜ୍ୟର କୋଣ ଅନୁକୋଣରୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି। ଇତିମଧ୍ୟରେ…

‘ପାକିସ୍ତାନ ଜିନ୍ଦାବାଦ ନାରା’ ଅଭିଯୋଗକୁ ନେଇ ମୁହଁ ଖୋଲିଲେ ସୋଫିଆ

କଟକ, ୧୧ା୬: ବାରବାଟୀ-କଟକ ବିଧାନସଭା ନିର୍ବାଚନମଣ୍ଡଳୀର ନବନିର୍ବାଚିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସଙ୍କ ବିରୋଧରେ ଆସିଥିବା ଅଭିଯୋଗ ଉପରେ ସେ ମତ ରଖିଛନ୍ତି। ଏକ ଭିଡିଓ ଶେୟାର କରି ସେ କହିଛନ୍ତି, ବାରବାଟୀ-କଟକରେ ଏକ ନିନ୍ଦନୀୟ ଘଟଣା ଘଟିଛି। ୧୩ ନମ୍ବର…

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କାର୍ଯ୍ୟକାରୀ କର: ହାଇକୋର୍ଟ

କଟକ,୧୦ା୬(କାର୍ତ୍ତିକ ସାହୁ): ବେଆଇନ ଭାବେ ଗାଡ଼ିରେ ନାଲିବତୀ ବ୍ୟବହାରକୁ ବିରୋଧ କରି ରୁଜୁ ଜନହିତ ମାମଲାରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କାର୍ଯ୍ୟକାରୀ କରିବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ଆଦେଶ ଦେଇଛନ୍ତି। ଭାରତୀୟ ବିକାଶ ପରିଷଦ ପକ୍ଷରୁ  ରୁଜୁ ମାମଲାର  ଶୁଣାଣି କରି ମୁଖ୍ୟ…

ଶୈଳବାଳା ମହିଳା ସ୍ବୟଂଶାସିତ ମହାବିଦ୍ୟାଳୟ: ସ୍ନାତକ, ସ୍ନାତକୋତ୍ତର, ବିଏଡ୍‌ ପରୀକ୍ଷାଫଳ ପ୍ରକାଶ

କଟକ,୧୦ା୬(କାର୍ତ୍ତିକ ସାହୁ): ଶୈଳବାଳା ମହିଳା ସ୍ବୟଂଶାସିତ ମହାବିଦ୍ୟାଳୟର ସ୍ନାତକ, ସ୍ନାତକୋତ୍ତର ଓ ବିଏଡ୍‌ ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ସ୍ନାତକ ଶ୍ରେଣୀରେ ମୋଟ ୩୮୨ ଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୩୩୭ ଜଣ କୃତକାର୍ଯ୍ୟ ହୋଇଛନ୍ତି। ସ୍ନାତକୋତ୍ତରରେ ୨୫୮ ଜଣ ଛାତ୍ରୀ…

ସାମାଜିକ କର୍ମୀ ମିନତୀ ମହାନ୍ତିଙ୍କ ପରଲୋକ

କଟକ,୧୦।୬(କାର୍ତ୍ତିକ ସାହୁ): ଓଡ଼ିଶା ନାରୀ ସେବା ସଂଘର ଆଜୀବନ ସଦସ୍ୟା ତଥା ବିଶିଷ୍ଟ ସାମାଜିକ କର୍ମୀ ମିନତୀ ମହାନ୍ତି(୯୭)ଙ୍କ ସୋମବାର ପରଲୋକ ହୋଇଯାଇଛି। ଖବର ପାଇ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ମିଶନ୍‌ରୋଡ୍‌ସ୍ଥିତ ବାସଭବନରେ ପହଞ୍ଚି ଶେଷଦର୍ଶନ କରିବା ସହ ଶ୍ରଦ୍ଧାସୁମନ…

ସୋଫିଆଙ୍କ ବିରୋଧରେ ତେଜିଲା ସ୍ବର; ଦେଶ ବିରୋଧୀ ସ୍ଲୋଗାନ ପାଇଁ କାର୍ଯ୍ୟାନୁଷ୍ଠାନ ଦାବି କଲେ ଭାଜପା ଯୁବମୋର୍ଚ୍ଚା, ହିନ୍ଦୁସେନା

କଟକ, ୧୦ା୬(ଶିଳ୍ପା ପ୍ରିୟଦର୍ଶିନୀ): ବାରବାଟୀ-କଟକ ବିଧାନସଭା ନିର୍ବାଚନମଣ୍ଡଳୀର ନବନିର୍ବାଚିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସଙ୍କ ବିରୋଧରେ ଭାଜପା ଯୁବମୋର୍ଚ୍ଚା କଟକନଗର ପକ୍ଷରୁ ସ୍ବର ଉତ୍ତୋଳନ କରାଯାଇଛି। ଏଥିସହ ସୋଫିଆଙ୍କ ବିରୋଧରେ ଲାଲବାଗ ଥାନାରେ ଲିଖିତ ଅଭିଯୋଗପତ୍ର ଦିଆଯାଇଛି। ସେଥିରେ ଦର୍ଶାଯାଇଛି, କଟକ ମହାନଗର…

ପିସିସି ସଭାପତି, ପ୍ରଭାରୀଙ୍କ କୁଶପୁତ୍ତଳିକା ପୋଡ଼ିଲେ

କଟକ,୯।୬(ଶିଳ୍ପା ପ୍ରିୟଦର୍ଶିନୀ)କଟକ ଜିଲା କଂଗ୍ରେସ ସଭାପତି ମାନସ ଚୌଧୁରୀଙ୍କୁ ଶୁକ୍ରବାର ଦଳରୁ ନିଲମ୍ବନ କରାଯାଇଛି। ଏହାକୁ କଟକ ଜିଲା ଛାତ୍ର କଂଗ୍ରେସ ପକ୍ଷରୁ ବିରୋଧ କରାଯାଇଛି। ଜିଲା ଛାତ୍ର କଂଗ୍ରେସ ସଭାପତି ଆଶୁତୋଷ ରାଉତଙ୍କ ନେତୃତ୍ୱରେ ଶନିବାର ପୂର୍ବାହ୍ନରେ ଶତାଧିକ ଯୁବ-ଛାତ୍ର…

ମୋ ବସକୁ ଧକ୍କା ଦେଲା ଦୁଇଟି ଟ୍ରକ୍, ଦୁର୍ଘଟଣାରେ ୨୦ ଜଣ ଆହତ

ଭୁବନେଶ୍ୱର,୮ା୬: କଟକ ତେଲେଙ୍ଗାପେଣ୍ଠ ନିକଟରେ ଶନିବାର ମୋ ବସ ଦୁର୍ଘଟଣା ସମ୍ମୁଖୀନ ହୋଇଛି। ଏକାଥରକେ ଦୁଇଟି ଟ୍ରକ ମୋ ବସକୁ ଧକା ଦେବାରୁ ପ୍ରାୟ ୨୦ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ତୁରନ୍ତ କଟକ ଏସସିବି ମେଡିକାଲ ସ୍ଥାନାନ୍ତର…

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ ଗଡ଼ଚଣ୍ଡି ଆବିର୍ଭୁତ। କୁହାଯାଏ ରାଜାଙ୍କ ର ଶାସନ ଯେତେବେଳେ ଥିଲା ମା ସେବେଠୁ ଏଠାରେ…

ଭାରପ୍ରାପ୍ତ ଆଡ୍‌ଭୋକେଟ ଜେନେରାଲ ହେଲେ ଜ୍ୟୋତିପ୍ରକାଶ ପଟ୍ଟନାୟକ

କଟକ,୬ା୬(କାର୍ତ୍ତିକ ସାହୁ) ହାଇକୋର୍ଟର ସରକାରୀ ଓକିଲ ଜ୍ୟୋତିପ୍ରକାଶ ପଟ୍ଟନାୟକଙ୍କୁ ଭାରପ୍ରାପ୍ତ ଆଡ୍‌ଭୋକେଟ ଜେନେରାଲ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ ସେ ନିଜର ପୂର୍ବ ଦାୟିତ୍ୱ ସମ୍ଭାଳିବା ସହ ଅତିରିକ୍ତ…

ଅଟୋ ପଛକୁ ପିଟିଲା ଟ୍ରକ: ଚାଲିଗଲା ୮ ବର୍ଷ ବାଳକଙ୍କ ଜୀବନ, ୨ଗରୁତର

ଖୁଣ୍ଟୁଣୀ,୬।୬(ସଚିଦାନନ୍ଦ ପଣ୍ଡା): ୫୫ ନମ୍ବର ଜାତୀୟ ରାଜପଥର ଖୁଣ୍ଟୁଣୀ ଥାନା ନିକଟ ରାଧାଦାମୋଦରପୁର ଛକରେ ଗୁରୁବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଅଟୋ ପଛକୁ ଟ୍ରକ ଧକା ଦେବାରୁ ଘଟଣାସ୍ଥଳରେ ଜଣେ ୮ ବର୍ଷର ବାଳକଙ୍କ ମୃତ୍ୟୁ ଘଟିଛି ।…

ହାରିବା ପରେ ଭିଡିଓ ଜାରି କରି ସାଲେପୁରବାସୀଙ୍କୁ ଏମିତି କହିଲେ ଅରିନ୍ଦମ

ଭୁବନେଶ୍ୱର,୪।୬: ସାଲେପୁର ବିଧାନସଭା ଆସନରେ ଭାଜପା ପ୍ରାର୍ଥୀ ତଥା ଓଲିଉଡ ଅଭିନେତା ଅରିନ୍ଦମ ରାୟଙ୍କୁ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ଏଠାରେ ବିଜେଡିର ପ୍ରଶାନ୍ତ ବେହେରା ବିଜୟୀ ହୋଇଛନ୍ତି। ଆରମ୍ଭରୁ ପ୍ରଶାନ୍ତ ଆଗୁଆ ରହିଥିଲେ ହେଁ ମଝିରେ କିଛି ରାଉଣ୍ଡରେ ଅରିନ୍ଦମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri