କଟକ

କଟକ ସଦରରେ ଫୁଟିଲା ପଦ୍ମ

କଟକ,୪ା୬: କଟକ ସଦର ବିଧାନସଭା ଆସନରେ ଭାଜପା ପ୍ରାର୍ଥୀ ଇଂ ପ୍ରକାଶ ଚନ୍ଦ୍ର ସେଠୀ ବିଜୟ ଲାଭ କରିଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ଚନ୍ଦ୍ରସାରଥୀ ବେହେରାଙ୍କୁ ପରାସ୍ତ କରିଛନ୍ତି।

ହାରିଗଲେ ଅରିନ୍ଦମ: ସାଲେପୁରରେ ପ୍ରଶାନ୍ତ ବିଜୟୀ

କଟକ,୪।୬: ସାଲେପୁର ବିଧାନସଭା ଆସନରେ ଭାଜପା ପ୍ରାର୍ଥୀ ତଥା ଓଲିଉଡ୍‌ ଅଭିନେତା ଅରିନ୍ଦମ ରାୟଙ୍କୁ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ଏଠାରେ ବିଜେଡିର ପ୍ରଶାନ୍ତ ବେହେରା ବିଜୟୀ ହୋଇଛନ୍ତି। ଆରମ୍ଭରୁ ପ୍ରଶାନ୍ତ ଆଗୁଆ ରହିଥିଲେ ହେଁ ମଝିରେ କିଛି ରାଉଣ୍ଡରେ ଅରିନ୍ଦମ…

ସାଲେପୁର ବିଧାନସଭା ଆସନ: ୯ମ ରାଉଣ୍ଡରେ ଅରିନ୍ଦମଙ୍କୁ ପଛରେ ପକାଇଲେ ପ୍ରଶାନ୍ତ

କଟକ,୪ା୬(କାର୍ତ୍ତିକ ସାହୁ): ମଙ୍ଗଳବାର ସାରା ରାଜ୍ୟରେ ଚାଲିଛି ଭୋଟ୍‌ ଗଣତି। ଏହି ବିଧାନସଭା ଆସନରେ ଭାଜପା ଏବଂ ବିଜେଡି ମଧ୍ୟରେ କଡ଼ା ଟକ୍କର ଚାଲିଥିଲା। ତେବେ ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ବେହେରା ୩୨,୯୩୫ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ଭାଜପା…

କଟକ ସଦର ବିଧାନସଭା ଆସନ: ୧୦ମ ରାଉଣ୍ଡରେ ବିଜେଡି ଆଗୁଆ

କଟକ,୪ା୬(କାର୍ତ୍ତିକ ସାହୁ): କଟକ ସଦର ବିଧାନସଭା ଆସନରେ ମଙ୍ଗଳବାର ଭୋଟ୍‌ ଗଣତି ଜାରି ରହିଛି। ତେବେ ୧୦ମ ରାଉଣ୍ଡ ସୁଦ୍ଧା ବିଜେଡି ବଧାୟକ ପ୍ରାର୍ଥୀ ଚନ୍ଦ୍ର ସାରଥୀ ବେହେରା ୩୫,୨୯୬ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ଭାଜପାର ପ୍ରକାଶ ଚନ୍ଦ୍ର ସେଠୀ…

କଟକ ଲୋକ ସଭା ଆସନରେ ଭାଜପା ଆଗୁଆ

କଟକ,୪ା୬(କାର୍ତ୍ତିକ ସାହୁ): କଟକ ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ଭର୍ତ୍ତୃହରି ମହତାବ ୮ମ ରାଉଣ୍ଡ ସୁଦ୍ଧା ୧,୩୫,୫୬୧ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ସନ୍ତୃପ୍ତ ମିଶ୍ର ୧ ୨୪,୦୦୮ ଖଣ୍ଡ ଭୋଟ୍‌ ପାଇଛନ୍ତି। ସେହିପରି କଂଗ୍ରେସ ପ୍ରାର୍ଥୀ…

ବାଙ୍କୀରେ ବିଜେଡି ଆଗୁଆ

ଭୁବନେଶ୍ୱର,୪।୬: ସାଧାରଣ ନିର୍ବାଚନ ୨୦୨୪ ମତ ଗଣନା ଆରମ୍ଭ ହୋଇଛି। ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ, କଟକର ବାଙ୍କୀ ବିଧାନସଭା ଆସନରେ ବିଜେଡି ଆଗୁଆ ରହିଛି। ବାଙ୍କୀ ବିଜେଡିକୁ ୪୦୭୧, ଭାଜପା ୩୫୫୨, କଂଗ୍ରେସ ୨୯୨୭ ଭୋଟ ମିଳିଛି। ପ୍ରଥମ ରାଉଣ୍ଡରେ ବିଜେଡି…

ସାଲେପୁରରେ ନିର୍ବାଚନୀ ହିଂସା: ଭାଜପା ଏଜେଣ୍ଟଙ୍କୁ ପନିକିରେ ହାଣିଲେ

ଭୁବନେଶ୍ୱର,୧।୬: କେନ୍ଦ୍ରାପଡ଼ା ଲୋକସଭା ଅଧୀନ ସାଲେପୁର ମାଳଶାସନ ୧୮୪ ଏବଂ ୧୮୫ ନମ୍ବର ବୁଥରେ ନିର୍ବାଚନୀ ହିଂସା ଘଟିଛି। ଭାଜପା ବିଧାୟକ ପ୍ରାର୍ଥୀଙ୍କ ଏଜେଣ୍ଟ ଏବଂ ୩ଜଣ ସମର୍ଥକଙ୍କୁ ମାରଣାସ୍ତ୍ରରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଆକ୍ରମଣରେ ବିଜେଡି ସମର୍ଥକ ସାମିଲ ଥିବା…

ପ୍ରିଜାଇଡିଂ ଅଫିସର ନିଲମ୍ବିତ

କଟକ,୧ା୬(କାର୍ତ୍ତିକ ସାହୁ): କଟକ ଜିଲା ନିଆଳି ନିର୍ବାଚନ ମଣ୍ଡଳୀରେ ୭୫ନଂ ବୁଥ୍‌ରେ ନିୟୋଜିତ ପ୍ରିଜାଇଡିଂ ଅଧିକାରୀ ନିଲମ୍ବିତ ହୋଇଛନ୍ତି। କଟକ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଅରିନ୍ଦମ ଡାକୁଆ ପ୍ରିଜାଇଡିଂ ଅଫିସର ଭାବେ ନିୟୋଜିତ ଥିବା କଟକର ହରେକୃଷ୍ଣ ମହତାବ…

ରାତି ପାହିଲେ ମାହାଙ୍ଗା, ସାଲେପୁର, ନିଆଳିରେ ଭୋଟଗ୍ରହଣ: ୮୩୬ ବୁଥରେ ମତଦାନ କରିବେ ୭,୬୮,୦୯୧ ଭୋଟର

କଟକ,୩୧ା୫ (କାର୍ତ୍ତିକ ସାହୁ) ଚଳିତ ସାଧାରଣ ନିର୍ବାଚନର ଅନ୍ତିମ ପର୍ଯ୍ୟାୟ ଜୁନ୍‌ ୧ରେ ଭୋଟଗ୍ରହଣ ନିମନ୍ତେ କଟକ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। କଟକ ଜିଲାର ମାହାଙ୍ଗା, ସାଲେପୁର ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀରେ ଭୋଟଗ୍ରହଣ ପାଇଁ ଆବଶ୍ୟକ…

ପୁରୀ ବାଣ ବିସ୍ଫୋରଣ ମାମଲା: ଓଏଚ୍‌ଆର୍‌ସିରେ ପିଟିସନ୍‌

କଟକ,୩୧ା୫(କାର୍ତ୍ତିକ ସାହୁ): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାକୁ ନେଇ ଓଡ଼ିଶା ମାନବିକ ଅଧିକାରୀ ଆୟୋଗ(ଓଏଚ୍‌ଆର୍‌ସି)ରେ ଏକ ପିଟିସନ୍‌ ଶୁକ୍ରବାର ଦାୟର ହୋଇଛି। ବିସ୍ଫୋରଣରେ ମୃତକଙ୍କ ପରିବାରକୁ ପୁରୀ ଶ୍ରୀମନ୍ଦିର ପ୍ରଶାସନ ୩୦ ଲକ୍ଷ ଓ ଆହତଙ୍କୁ ପୁରୀ ଜିଲାପାଳ…

ଜୁନ୍‌ ୧ ଭୋଟଗ୍ରହଣ ପାଇଁ ୩୦ ତାରିଖ ସନ୍ଧ୍ୟାରୁ ୧୪୪ ଧାରା ଜାରି,୧୦୦ ମିଟର ମଧ୍ୟରେ ଫୋନ୍‌ ବ୍ୟବହାର ନିଷେଧ

କଟକ,୨୯ା୫ (କାର୍ତ୍ତିକ ସାହୁ): ଅନ୍ତିମ ପର୍ଯ୍ୟାୟ ଜୁନ୍‌ ୧ ତାରିଖ ଭୋଟ ପାଇଁ କଟକ ଜିଲାର ନିଆଳି, ସାଲେପୁର ଏବଂ ମାହାଙ୍ଗା ବିଧାନସଭା ନିର୍ବାଚନ ମଣ୍ଡଳୀର ଅଞ୍ଚଳରେ ୧୪୪ ଧାରା ଜାରି ହେବ । ଜିଲାପାଳ ଅରିନ୍ଦମ ଡାକୁଆ ଭାରତୀୟ ନିର୍ବାଚନ…

ମୋ ବସ୍‌ ଡ୍ରାଇଭରଙ୍କୁ ହାଣିଦେଲେ ଦୁର୍ବୃତ୍ତ

ଚୌଦ୍ୱାର,୨୯ା୫(ଆଶୁତୋଷ ଦାସ):ଚୌଦ୍ୱାର ଅଞ୍ଚଳରେ ମୋ ବସ୍‌ ଡ୍ରାଇଭରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣର ଶିକାର ହୋଇଥିବା ଡ୍ରାଇଭର ସୁକାନ୍ତ ଦାସଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମଙ୍ଗଳବାର ଅପରାହ୍ନରେ ମୋ ବସ୍‌ଟି କଟକରୁ ବାହାରି ଚୌଦ୍ୱାର ଆଗ୍ରାହାଟସ୍ଥିତ ଡିଏମ୍‌ଟିଆଇ ଛକରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri