କଟକ

ନକଲି ସାର୍ଟିଫିକେଟରେ ପୋଲିସ ଚାକିରି: ୨ ଅଭିଯୁକ୍ତଙ୍କୁ ୨ ବର୍ଷ ଲେଖାଏ ଜେଲ୍‌ଦଣ୍ଡ

କଟକ,୨୨ା୫(କାର୍ତ୍ତିକ ସାହୁ): ନକଲି ସାର୍ଟିଫିକେଟ ଦେଇ ପୋଲିସ ଚାକିରି କରିଥିବା ଢେଙ୍କାନାଳର ୨ ଅଭିଯୁକ୍ତ ବୁଧବାର ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ଅଭିଯୁକ୍ତଦ୍ୱୟ ହେଲେ ଅଦିତ କୁମାର ବିଶ୍ୱାଳ ଓ ଅଜିତ କୁମାର ବିଶ୍ୱାଳ। ଜୟପୁରର ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ସେମାନଙ୍କୁ…

ଅବକାରୀ ସାମଗ୍ରୀ ବିକ୍ରି ଉପରେ ନିଷେଧାଦେଶ

କଟକ,୨୨ା୫(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ କଟକ ଲୋକ ସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାରବାଟୀ-କଟକ, ଚୌଦ୍ୱାର-କଟକ, କଟକ ସଦର, ଆଠଗଡ଼, ବାଙ୍କୀ ଓ ବଡ଼ମ୍ବା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଶାନ୍ତିପୂର୍ଣ୍ଣ ଭୋଟଗ୍ରହଣକୁ ଗୁରୁତ୍ୱ ଦିଆଯାଇଛି। ଶାନ୍ତିପୂର୍ଣ୍ଣ ଭୋଟଗ୍ରହଣକୁ ସୁନିଶ୍ଚିତ କରିବା…

ମୁଖ୍ୟମନ୍ତ୍ରୀଙ୍କ ବ୍ଲାଙ୍କ୍‌ ଚେକ୍‌ କଟକର ବିକାଶ ପାଇଁ ବିନିଯୋଗ କରିବି

୨୦ ବର୍ଷରୁ ଅଧିକ ହେବ ରାଜନୀତି, କଟକର ବିଭିନ୍ନ ସାମାଜିକ ଓ ସାଂସ୍କୃତିକ ସଙ୍ଗଠନ ସହ ଜଡିତ ରହିଛନ୍ତି ପ୍ରକାଶ ବେହେରା। ପୂର୍ବରୁ ସେ ସାଲେପୁରର ବିଧାୟକ ଥିଲେ। ୧୮ବର୍ଷ ବୟସରେ ଟ୍ରେଡ୍‌ ୟୁନିୟନରେ ସାମିଲ ହୋଇ ନିଜର ସାମାଜିକ ଯାତ୍ରା…

ରୋଡ୍‌ ଶୋ’ ଅଧାରୁ ଚାଲିଗଲେ ହେମାମାଳିନୀ

କଟକ ସଦର, ୧୭ା୫(ସୁଶାନ୍ତ କୁମାର ଜେନା)- କଟକ ସଦର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କିଶୋରନଗରଠାରେ ଭାଜପା ପକ୍ଷରୁ ରୋଡ୍‌ ଶୋ’ ସହିତ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା। ଏହି ରୋଡ୍‌ ଶୋ’ରେ ମଥୁରା ଏମ୍‌ପି ତଥା ଅଭିନେତ୍ରୀ ହେମାମାଳିନୀ ଯୋଗଦେବାର କାର୍ଯ୍ୟକ୍ରମ ରହିଥିଲା।…

ଖଲ୍ଲିକୋଟ ମର୍ଡର କେସ୍‌ର ତଦନ୍ତ କରିବ ଏସ୍‌ଆଇଟି

କଟକ,୨୭।୫(କାର୍ତ୍ତିକ ସାହୁ): ପୋଲିସ ମୁଖ୍ୟାଳୟ ପକ୍ଷରୁ ଗଠିତ ସ୍ବତନ୍ତ୍ର ତଦନ୍ତକାରୀ ଦଳ (ଏସ୍‌ଆଇଟି) ଖଲ୍ଲିକୋଟ ମର୍ଡର କେସ୍‌ର ତଦନ୍ତ କରିବ ବୋଲି ଜଣାପଡିଛି। ଏହି ସ୍ବତନ୍ତ୍ର ତଦନ୍ତକାରୀ ଦଳ ଅବଶିଷ୍ଟ ଅଭିଯୁକ୍ତମାନଙ୍କୁ ଖୁବ୍‌ଶୀଘ୍ର ଗିରଫ କରିବ। ଏଥିସହ ସାଇଣ୍ଟିଫିକ୍‌ ଫନେସିକ୍‌ ଓ…

ଭୋଟର ତାଲିକାରେ ନାହିଁ ନାଁ, କଂଗ୍ରେସର ନିଆଳି ବିଧାୟକ ପ୍ରାର୍ଥୀଙ୍କ ନାମାଙ୍କନ ଖାରଜ

ଭୁବନେଶ୍ୱର,୧୭।୫: ଭୋଟର ତାଲିକାରେ ତାଙ୍କ ନାମ ନ ଥିବାରୁ କଂଗ୍ରେସର ନିଆଳି ବିଧାୟକ ପ୍ରାର୍ଥୀ ଜ୍ୟୋତି ରଂଜନ ମଲ୍ଲିକଙ୍କ ନାମାଙ୍କନ ଖାରଜ କରାଯାଇଛି। ଦୁଇ ଦିନ ପୂର୍ବେ ସେ କଟକ ଜିଲାପାଳଙ୍କ ନିକଟରେ ତାଙ୍କ ନାମାଙ୍କନପତ୍ର ଦାଖଲ କରିଥିଲେ। ତେବେ ଯାଞ୍ଚ…

ଏହି ଦିନ ପ୍ରକାଶ ପାଇବ ମାଟ୍ରିକ୍‌ ଫରୀକ୍ଷାଫଳ

କଟକ,୧୭।୫: ମେ’ ଶେଷ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍‌ ଫରୀକ୍ଷାଫଳ। ମାଟ୍ରିକ ସହ ମଧ୍ୟମା ଓ ରାଜ୍ୟ ମୁକ୍ତବିଦ୍ୟାଳୟ ଫଳ ଏକକାଳୀନ ପ୍ରକାଶ ପାଇବ ବୋଲି ଜଣାପଡିଛି। ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ସବୁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି।…

ଏନ୍‌ବିଡବ୍ଲ୍ୟୁରୁ ଆଶ୍ୱସ୍ତି ପାଇଲେ ଅନୁଭବ

କଟକ,୧୬ା୫ (କାର୍ତ୍ତିକ ସାହୁ): ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଜାମିନ୍‌ ବିହୀନ ଗିରଫ ପରୱାନା (ଏନ୍‌ବିଡବ୍ଲ୍ୟୁ)ରୁ ଗୁରୁବାର ଆଶ୍ୱସ୍ତି ପାଇଛନ୍ତି। କଟକ ଜେଏମ୍‌ଏଫ୍‌ସି କୋର୍ଟ ଅନୁଭବଙ୍କ ନାଁରେ ଜାରି କରିଥିବା ଏହି ଏନ୍‌ବିଡବ୍ଲ୍ୟୁ ଉପରେ ହାଇକୋର୍ଟ ସ୍ଥଗିତାଦେଶ ଦେଇଛନ୍ତି। ଅନୁଭବ…

ବିପଦସଙ୍କୁଳ ଅବସ୍ଥାରେ ଶିଶୁ ଉଦ୍ୟାନ

ସାଲେପୁର,୧୭।୫(ଅରବିନ୍ଦ ଭୂୟାଁ): ସାଲେପୁରର ଏକମାତ୍ର ଶିଶୁ ଉଦ୍ୟାନ ଏବେ ବିପଦସଙ୍କୁଳ ହୋଇପଡ଼ିବା ସହ ଜରାଜୀର୍ଣ୍ଣ ହୋଇଯାଇଛି। ଏହି ଉଦ୍ୟାନ ଭିତରେ ନିୟମିତ ଛୋଟ ପିଲାମାନେ ଖେଳକୁଦ କରିବା ସହ ବ୍ୟାୟାମ କରିଥାନ୍ତି। କିନ୍ତୁ ରାଜନୈତିକ ଇଚ୍ଛାଶକ୍ତି ଅଭାବରୁ ଏହି ଏକମାତ୍ର ଶିଶୁ…

ସରକାର ଗଢ଼ିବାର ୬ଘଣ୍ଟାରେ ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବୁ

କଟକ,୧୬ା୫(ଶିଳ୍ପା ପ୍ରିୟଦର୍ଶିନୀ)ଓଡ଼ିଶାରେ ଏଥର ଭାଜପା ନିଶ୍ଚିତ ସରକାର ଗଠନ କରିବ ବୋଲି ଭାଜପାର ବରିଷ୍ଠ ନେତା ତଥା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କହିଛନ୍ତି। ବୁଧବାର କଟକରେ ରୋଡ୍‌ ଶୋ’ କରିବା ଅବସରରେ ଶାହା କହିଛନ୍ତି, ଭାଜପା ମୁଖ୍ୟମନ୍ତ୍ରୀ ଶପଥ ନେବାର ୬ଘଣ୍ଟା…

କଟକରେ ଶାହାଙ୍କ ରୋଡ୍‌ ଶୋ’

କଟକ,୧୫ା୫: ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା ଓଡ଼ିଶା ଗସ୍ତରେ ଆସି ଆଜି ପ୍ରଥମେ ଗଞ୍ଜାମରେ…

ମାହାଙ୍ଗା ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କଲେ ଅଙ୍କିତ

ଭୁବନେଶ୍ୱର,୧୪।୫: ମାହାଙ୍ଗା ବିଧାନସଭା ଆସନରୁ ବିଜେଡି ବିଧାୟକ ପ୍ରାର୍ଥୀ ଅଙ୍କିତ ପ୍ରତାପ ଜେନା ମଙ୍ଗଳବାର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ପ୍ରାର୍ଥୀପତ୍ର ଦାଖଲ ବେଳେ ବାପା ପ୍ରତାପ ଜେନାଙ୍କ ସହ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ରହିଥିଲେ। ସୂଚନା ଯୋଗ୍ୟ, ସୋମବାର ଅଙ୍କିତ ଶୋଭାଯାତ୍ରାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri