ବିଦ୍ୟାଳୟରେ ଶିକ୍ଷୟିତ୍ରୀଙ୍କ ଗୋଡ଼ ମୋଡ଼ି ଦେଉଛନ୍ତି ଛାତ୍ରୀ! ଭିଡିଓ ଭାଇରାଲ୍
କଟକ,୨୫।୯: ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତିରଣପଡା ପ୍ରାଥମିକ ବିଦ୍ୟାଳୟରେ ଜଣେ ଛାତ୍ରୀ ଶିକ୍ଷୟିତ୍ରୀଙ୍କ ଗୋଡ଼ ମୋଡ଼ି ଦେଉଥିବାର ଭିଡିଓ ଭାଇରାଲ ହୋଇଛି। ବିଭିନ୍ନ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଏହି ଘଟଣାର ଏକ ଭିଡିଓ ଭାଇରାଲ ହୋଇଥିବା ଜଣାପଡିଛି। ଭିଡିଓରେ ଶିକ୍ଷୟିତ୍ରୀ ଜଣକ…
ଭାଇ ହତ୍ୟାକାରୀଙ୍କ ଗିରଫ ଦାବି କରି ମା-ବାପାଙ୍କ ସହ ଥାନା ସମ୍ମୁଖରେ ଧାରଣାରେ ବସିଲେ ଭଉଣୀ
ସାଲେପୁର,୨୫ା୯(ଅରବିନ୍ଦ ଭୂୟାଁ): ମୃତ ଭାଇଙ୍କ ହତ୍ୟାକାରୀମାନଙ୍କୁ ଗିରଫ କରି କଠୋରରୁ କଠୋର ଦଣ୍ଡ ବିଧାନ ଦାବି କରି କଟକ ଜିଲା ସାଲେପୁର ଥାନା ସମ୍ମୁଖରେ ମା’-ବାପାଙ୍କ ସହ ଭଉଣୀ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣା ଦେଇଛନ୍ତି। ଘଟଣାକୁ ୧୩ ଦିନ ବିତିଯାଇଥିଲେ…
ଏସ୍ସିବିରେ ନର୍ସିଂ ଅଫିସରଙ୍କ ଆନ୍ଦୋଳନ, ଦାବି ପୂରଣ ନ ହେଲେ…
କଟକ,୨୫ା୯(ଶିଳ୍ପା ପ୍ରିୟଦର୍ଶିନୀ): ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ପକ୍ଷରୁ ରାଜ୍ୟବ୍ୟାପୀ ୧୦ ଦଫା ଦାବିରେ କାର୍ଯ୍ୟବନ୍ଦ ଡାକରା ଦିଆଯାଇଛି। ସଂଘର ଏସ୍ସିବି ଶାଖା ପକ୍ଷରୁ ଏସ୍ସିବି ମେଡିକାଲର ଶ୍ରୀରାମଚନ୍ଦ୍ର ଭଞ୍ଜଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ବୁଧବାର ନର୍ସିଂ ଅଫିସରମାନେ ଧାରଣା ଦେଇଛନ୍ତି। ଜରୁରୀ…
ରାଜ୍ୟ ସରକାର, ନାଲ୍କୋ, ଇଡ୍କୋକୁ ନୋଟିସ
କଟକ,୨୫ା୯ (କାର୍ତ୍ତିକ ସାହୁ):କଳିଙ୍ଗ କୋଲ ମାଇନ୍ସ ପାଇଁ ଅଧିଗୃହୀତ ଜମି ନାଲକୋ ରେଲଓ୍ବେ ସାଇଡିଂ ନିମନ୍ତେ ବ୍ୟବହାର କରାଯିବା ବିରୋଧରେ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ହୋଇଛି। ହାଇକୋର୍ଟ ବିଚାରପତି ସଙ୍ଗମ କୁମାର ସାହୁ ଓ ବିଚାରପତି ଚିତ୍ତରଞ୍ଜନ ଦାଶଙ୍କୁ ନେଇ…
ମା’ କଟକ ଚଣ୍ଡୀଙ୍କ ଷୋଡ଼ଶ ପୂଜା ଆରମ୍ଭ
କଟକ,୨୪ା୯: ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତଥା ମୂଳାଷ୍ଟମୀ ଦ୍ୱିତୀୟା ଓଷା ମଙ୍ଗଳବାରଠାରୁ ବିଭିନ୍ନ ଦେବୀ ପୀଠରେ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କଟକର ଆରାଧ୍ୟ ଦେବୀ ମା’କଟକ ଚଣ୍ଡୀ ଏବଂ ଗଡଚଣ୍ଡୀଙ୍କ ଷୋଡ଼ଶ ଉପଚାର ପୂଜା…
ରାତିରେ ଘରକୁ ଫେରି ନ ଥିଲେ: ସକାଳୁ କେନାଲରୁ କାର୍ ସହ ମିଳିଲା ମୃତଦେହ
ଫୁଲନଖରା,୨୪।୯(ସତ୍ୟରଞ୍ଜନ ଦାସମହାପାତ୍ର): କଟକ ସଦର ଥାନା ଅଧୀନ ନୁଆକାଚରାମାଳ ସ୍ଥିତ କେନାଲରୁ ମଙ୍ଗଳବାର କାର୍ ସହ ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ବମ୍ପକୁଦ ଗାଁର ଅନିମେଶ ଜେନା ଓରଫ କାହ୍ନା ବୋଲି ଜଣାପଡିଛି। ଖବର ପାଇ କଟକ…
ବଢ଼ିପାରେ ମାଟ୍ରିକ ପରୀକ୍ଷା ଫି’!
କଟକ,୨୩।୯: ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ଫର୍ମ ପୂରଣ ବେଳେ ଏଥର ଦେୟ ଦେବାକୁ ପଡ଼ିପାରେ। କୋଭିଡ୍ ପରଠାରୁ ପରୀକ୍ଷାର୍ଥୀଙ୍କୁ ଫର୍ମ ପୂରଣ ବାବଦକୁ କୌଣସି ଦେୟ ଦେବାକୁ ପଡୁ ନ ଥିଲା। ୨୦୨୦ ପରଠୁ ବନ୍ଦ ଥିବା ପରୀକ୍ଷା ଫି’ ଚଳିତ ବର୍ଷଠୁ…
କଟକରେ ସୀମା ଟପିଲା କଳାବଜାର: ଏହି ସବୁ ଜିଲାରେ ହେଉଥିଲା ବିକ୍ରି
କଟକ,୨୩।୯: ଅତୀତରେ କଟକରୁ ଖାଇବା ଘିଅ, ଡିଟରଜେଣ୍ଟ ପାଉଡରଠାରୁ ଆରମ୍ଭ ନାନା ପ୍ରକାର ଖାଦ୍ୟ ସାମଗ୍ରୀର ଅପମିଶ୍ରଣ କରାଯାଉଥିବା ଦେଖିବାକୁ ମିଳିଥିଲା। ଏବେ କିଛି ଖଳ ପ୍ରକୃତିର ଲୋକେ ଏକ ଘରୋଇ କମ୍ପାନୀର ନାଁ’ରେ କଳାବଜାରୀ କରୁଥିବା କାରଖାନାକୁ ସିଲ୍ କରିଛି…
ବିରୂପା ବ୍ରିଜ୍ ଉପରେ ସାଇକେଲ୍ ମୋବାଇଲ ରଖି …
କଟକ,୨୩।୯: ବିରୂପା ନଦୀକୁ ଡେଇଁ ଜଣେ ଛାତ୍ର ନିଖୋଜ ଅଛନ୍ତି। ଏଯାବତ୍ ତାଙ୍କର କୌଣସି ପତ୍ତା ମିଳିନାହିଁ। ଏପରି ଦୁଃଖଦ ଘଟଣା ଘଟିଛି କଟକ ଜିଲାରେ। ନିଖୋଜ ଛାତ୍ର ହେଲେ ଚୌଦ୍ୱାର ୧୨ ନଂ ୱାର୍ଡର ପ୍ରଦୀପ କୁମାର ଦାସ। ସେ…
ମେଜର, ପୀଡ଼ିତାଙ୍କ ନାଁ ପ୍ରକାଶ ନ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
କଟକ,୨୩ା୯: ଭରତପୁର କାଣ୍ଡକୁ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର କରାଯାଇଛି। ପୀଡ଼ିତା ଓ ମେଜରଙ୍କ ନାଁ ଗଣମାଧ୍ୟମରେ ପ୍ରକାଶ କରିବାକୁ ବାରଣ କରିଛନ୍ତି ହାଇକୋର୍ଟ। ଏଥିସହିତ ସମସ୍ତ ଥାନାର ସିସିଟିଭି ସ୍ଥିତି ଜଣାଇବାକୁ ଏଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏଡିଜି…
ଓଡ଼ିଶା ଷ୍ଟେଟ ବାର୍ କାଉନ୍ସିଲ୍ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ଜାଲ୍ ଚିଠି
କଟକ,୨୨ା୯(କାର୍ତ୍ତିକ ସାହୁ): ଓଡ଼ିଶା ଷ୍ଟେଟ ବାର୍ କାଉନ୍ସିଲ୍ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ମିଥ୍ୟା ଚିଠି ପ୍ରେରଣ କରାଯାଇଛି। ଉକ୍ତ ଚିଠିରେ ଢେଙ୍କାନାଳ ଜିଲାର ବିଭିନ୍ନ ସ୍ବାସ୍ଥ୍ୟସେବା କେନ୍ଦ୍ରର ହାଉସ୍କିପିଂ ଟେଣ୍ଡରରେ ଅନିୟମିତତା କରାଯାଇଥିବା ଉଲ୍ଲେଖ କରାଯାଇଛି। ଏହାର ତଦନ୍ତ କରି ଟେଣ୍ଡରର ପୁନଃ…
ଗଛରେ ଝୁଲୁଛି ୨ ମୃତଦେହ
ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ ଓଢ଼ଣୀ ବନ୍ଧାଥିବା ଜଣେ ଯୁବକ ଏବଂ ଜଣେ ଯୁବତୀଙ୍କ ମୃତଦେହ ଝୁଲୁଥିବାର ସ୍ଥାନୀୟ ଲୋକମାନେ…

