କଟକରେ ବିଜେଡିକୁ ଡବଲ୍ ଝଟ୍କା: ହାତରୁ ଗଲା ୨ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ପଦ
କଟକ,୨୧ା୬ (କାର୍ତ୍ତିକ ସାହୁ)- କଟକ ମହାନଗର ନିଗମ (ସିଏମ୍ସି)ର ୮ଟି ଷ୍ଟାଣ୍ଡିଂ କମିଟି ମଧ୍ୟରୁ ୨ଟି ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ପଦ ବିଜେଡି ହାତରୁ ଏଥର ଖସିଯାଇଛି। ୬ଟି କମିଟିରେ ପୂର୍ବ ଅଧ୍ୟକ୍ଷମାନେ ପୁନର୍ବାର ନିର୍ବାଚିତ ହୋଇଛନ୍ତି। ସିଏମ୍ସିର ବିଜୁ ଭବନ…
ଜୁଲାଇ ୨୨ରୁ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା, ପଢ଼ନ୍ତୁ କାର୍ଯ୍ୟସୂଚୀ…
କଟକ,୨୧ା୬ (କାର୍ତ୍ତିକ ସାହୁ)- ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍ ସପ୍ଲିମେଣ୍ଟାରି ପରୀକ୍ଷା ଆସନ୍ତା ଜୁଲାଇ ୨୨ରୁ ୩୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଉଭୟ ରେଗୁଲାର ଓ ଏକ୍ସ-ରେଗୁଲାର ପରୀକ୍ଷା ଗୋଟିଏ ସିଟିଂରେ ଏବଂ ଗୋଟିଏ ପ୍ରଶ୍ନପତ୍ରରେ…
ଶ୍ରୀମନ୍ଦିର ପ୍ରଶାସନ ଉପରେ ଜରିମାନା ଲଗାଇଲେ ଓଡ଼ିଶା ହାଇକୋର୍ଟ
ଭୁବନେଶ୍ୱର,୨୦।୬: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମ୍ପତ୍ତି ବିକ୍ରି ନେଇ ଜାରି ହୋଇଥିବା ଅଧ୍ୟାଦେଶ ବିରୋଧରେ ଆଗତ ମାମଲାରେ ନିର୍ଦ୍ଦେଶ ମୁତାବକ ଜବାବ ଦାଖଲ କରା ନ ଯିବାରୁ ଓଡ଼ିଶା ହାଇକୋର୍ଟ ଶ୍ରୀମନ୍ଦିର ପ୍ରଶାସନ ଉପରେ ୧୦ ହଜାର ଟଙ୍କା ଜରିମାନା ଧାର୍ଯ୍ୟ କରିଛନ୍ତି।…
ବାରବାଟୀକୁ ଫେରିଲା ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍: ଏହି ଦିନ ମ୍ୟାଚ୍ର ମଜା ନେବେ ଦର୍ଶକ
କଟକ,୨୦।୩: ଓଡ଼ିଶା କ୍ରିକେଟ୍ପ୍ରେମୀଙ୍କ ପାଇଁ ଖୁସି ଖବର। ପୁଣିଥରେ ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍। ୨୦୨୫ ମସିହାରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ମଧ୍ୟରୁ ଗୋଟିଏ ମ୍ୟାଚ୍…
ଅନୁଭବଙ୍କ ବିରୋଧରେ ଚାର୍ଜଫ୍ରେମ୍
କଟକ,୨୦ା୬: ଅଭିନେତା ଅନୁଭବ ମହାନ୍ତି-ବର୍ଷା ବିବାଦ ମାମଲାରେ ଗୁରୁବାର ଚାର୍ଜଫ୍ରେମ୍ ଦାଖଲ କରାଯାଇଛି। କଟକ ଜେଏମ୍ଏଫ୍ସି କୋର୍ଟରେ ଅନୁଭବ ହାଜର ପରେ ଚାର୍ଜଫ୍ରେମ କରାଯାଇଛି। ଅନୁଭବ ଓ ତାଙ୍କର ଦୁଇ ସହଯୋଗୀଙ୍କ ନାଁରେ ଚାର୍ଜଫ୍ରେମ୍ ଦାଖଲ ହୋଇଛି। ବର୍ଷାଙ୍କୁ ନିର୍ଯାତନା ନେଇ…
ଚୁଡ଼ାରେ ରଙ୍ଗ: ମାଲଗୋଦାମରେ ଚଢ଼ାଉ
କଟକ,୨୦ା୬ (କାର୍ତ୍ତିକ ସାହୁ)ସାଧାରଣ ଲୋକଠୁ ଆରମ୍ଭ କରି ସବୁବର୍ଗର ଲୋକଙ୍କ ଦ୍ୱାରା ଚୁଡ଼ା ଏକ ସହଜ, ସରଳ ତଥା ଗ୍ରହଣୀୟ ଖାଦ୍ୟ। ମାତ୍ର ସେହି ଚୁଡ଼ାରେ ଅପମିଶ୍ରଣ ହେଉଛି। ଏହାକୁ ନେଇ ପ୍ରଶାସନିକ ସ୍ତରରେ ତନାଘନା ଆରମ୍ଭ ହୋଇଛି। ଉପକୂଳ ଜିଲାର…
ଆହାର କେନ୍ଦ୍ର ଆଗରେ ଲମ୍ବା ଧାଡି
କଟକ,୨୦।୬(ଶିଳ୍ପା ପ୍ରିୟଦର୍ଶିନୀ)ଏସ୍ସିବି ମେଡିକାଲରେ ଯୋଜନାରେ ସୀମିତ ରହିଛି ଦ୍ୱିତୀୟ ଆହାର କେନ୍ଦ୍ର। ମେଡିକାଲ ପରିସରରେ ଥିବା ଗୋଟିଏ ଆହାର କେନ୍ଦ୍ର ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କ ଖାଦ୍ୟର ଚାହିଦା ପୂରଣ କରିପାରୁନାହିଁ। ଫଳରେ ଲମ୍ବା ଧାଡ଼ିରେ ସେମାନେ ଉକ୍ତ ଆହାର କେନ୍ଦ୍ର…
ପ୍ରକାଶ ପାଇଲା OSSTET ରେଜଲ୍ଟ, ଜାଣନ୍ତୁ କେମିତି କରିବେ ଡାଉନ୍ଲୋଡ୍
କଟକ,୧୯ା୬(କାର୍ତ୍ତିକ ସାହୁ): ବୁଧବାର ପ୍ରକାଶ ପାଇଛି ଓଏସ୍ଏସ୍ଟିଇଟି ରେଜଲ୍ଟ। (ODISHA SECONDARY SCHOOL TEACHER ELIGIBILITY TEST)। ଏହି ରେଜଲ୍ଟ ଜାଣିବା ପାଇଁ www.bseodisha.ac.inରେ ଲଗ୍ ଇନ୍ କରିବାକୁ କୁହାଯାଇଛି। ପରୀକ୍ଷାର୍ଥୀମାନେ ଓ୍ବେବ୍ସାଇଟ୍ରୁ ଡିଜିଟାଲ ସାର୍ଟିଫିକେଟ ବି ପାଇପାରିବେ । କିପରି…
ଶୁଟିଂ ସାରି ଫେରୁଥିବାବେଳେ ଅଘଟଣ: ଟ୍ରକ୍କୁ ପିଟିଲା କାର୍, ଜଣେ ମୃତ
କଟକ,୧୯।୬(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଜିଲା ତ୍ରିଶୁଳିଆ କାଜିପାଟଣା ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ଟ୍ରକ୍କୁ ପିଟିଦେଇଛି କାର୍। ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବାବେଳେ ୪ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ କଟକ ଏସସିବିରେ…
କାଠଯୋଡ଼ିରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ
କଟକ,୧୫ା୬(କାର୍ତ୍ତିକ ସାହୁ): କାଠଯୋଡ଼ି ନଦୀରେ ଗାଧୋଇବା ବେଳେ ପାଣିରେ ବୁଡ଼ିଯାଇ ନିଖୋଜ ଯୁବକଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ମୃତ ଯୁବକ ଜଣକ ହେଲେ ବାଦାମବାଡ଼ି ଥାନା ଅନ୍ତର୍ଗତ ପାଲାମଣ୍ଡପ ଅଞ୍ଚଳର ବିଶ୍ୱଜିତ୍ ପଲେଇ(୨୧)। ସୂଚନା ଅନୁସାରେ, ଶୁକ୍ରବାର ଅପରାହ୍ନରେ ବିଶ୍ୱଜିତ୍…
ବାଣ ବିସ୍ଫୋରଣରେ ହାବିଲଦାର ମୃତ ଘଟଣା: ୫୦ ଲକ୍ଷ କ୍ଷତିପୂରଣ ଦେବାକୁ ଓଏଚ୍ଆର୍ସିରେ ମାମଲା
କଟକ,୧୫ା୬(କାର୍ତ୍ତିକ ସାହୁ): କଟକ ସଦର ଥାନାର କାର୍ଯ୍ୟରତ ହାବିଲଦାର ପ୍ରଦୀପ କୁମାର ମଲ୍ଲିକ ଗତ ୧୪ ତାରିଖରେ ବାଣ ନିଷ୍କ୍ରିୟ କରୁଥିବା ବେଳେ ବିସ୍ଫୋରଣରେ ମୃତ୍ୟୁବରଣ କରିବା ଘଟଣାକୁ ନେଇ ଓଡ଼ିଶା ମାନବ ଅଧିକାର କମିଶନ(ଓଏଚ୍ଆର୍ସିରେ )ଙ୍କ ନିକଟରେ ଶନିବାର ଏକ…
ନିଷ୍କ୍ରିୟ ବେଳେ ଫୁଟିଲା ବୋମା, ହାବିଲଦାର ମୃତ
କଟକ/ଫୁଲନଖରା,୧୪ା୬(କାର୍ତ୍ତିକ ସାହୁ/ସତ୍ୟ ରଞ୍ଜନ ଦାସମହାପାତ୍ର): କଟକ ସଦର ଥାନା ଅନ୍ତର୍ଗତ ଗୋପାଳପୁର ବ୍ରିଜ ନିକଟରେ ବୋମା ନିଷ୍କ୍ରିୟ ଦଳ ବୋମା ନିଷ୍କ୍ରିୟ କରୁଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ କଟକ ରିଜର୍ଭ ପୋଲିସର ବାଣ ନିଷ୍କ୍ରିୟ ଟିମ୍ର ହାବିଲଦାର…
Archives


