ଷ୍ଟ୍ରେଚରରେ ୨ କି.ମି. ବୁହାହେଲେ ରୋଗୀ
ସାଲେପୁର,୫।୭(ଅରବିନ୍ଦ ଭୂୟାଁ): ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଗାଁ ରାସ୍ତାଗୁଡିକୁ ପକ୍କା କରିବା ଉପରେ ଗୁରୁତ୍ୱାରୋପ କରୁଥିବାବେଳେ ବିଭାଗୀୟ ଅଧିକାରୀ ଓ ସ୍ଥାନୀୟ ଲୋକପ୍ରତିନିଧିଙ୍କ ଅବହେଳା ଯୋଗୁ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କଟକ ଜିଲା ସାଲେପୁର ବ୍ଲକ ଅଞ୍ଚଳରେ…
ଲାଞ୍ଚ ନେଇ ସହକାରୀ ଆର୍ଆଇ ଗିରଫ
କଟକ,୪ା୭(କାର୍ତ୍ତିକ ସାହୁ): ପୁରୀ ତହସିଲ ଅଧୀନ ଚନ୍ଦନପୁର ଆର୍ଆଇ ସର୍କଲର ସହକାରୀ ଆର୍ଆଇ ପବିତ୍ର କୁମାର କାଣ୍ଡି ଲାଞ୍ଚ ନେବା ମାମଲାରେ ଗୁରୁବାର ଗିରଫ ହୋଇଛନ୍ତି। ଜଣେ ବ୍ୟକ୍ତିଙ୍କଠାରୁ ୫୧୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଅଧିକାରୀ ତାଙ୍କୁ ଧରିଥିଲେ।…
ହାଇକୋର୍ଟ ଗଲେ ଏଲିନା
କଟକ,୪।୭: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ। ଧର୍ମଶାଳାର ‘ବଲେ ବଲେ ଢାବା’ ତାଙ୍କ ନାଁରେ ନ ଥିବା ସେ କହିଛନ୍ତି। ମିଡିଆ ଓ ସୋସିଆଲ ମିଡିଆ ଖବର ଉପରେ ରୋକ ପାଇଁ ଏଲିନା ଆବେଦନ କରିବା ସହ…
ଗାଁ ମୁଣ୍ଡରୁ ମିଳିଲା ଭିଏଲ୍ଡବ୍ଲ୍ୟୁଙ୍କ ମୃତଦେହ
ଚୌଦ୍ୱାର,୪ା୭: କଟଜ ଜିଲା ଚୌଦ୍ବାର ଥାନା ଆଗ୍ରାହାଟ ପଞ୍ଚାୟତର ଏକ ଗାଁ ମୁଣ୍ଡରୁ ଜଣେ ଭିଏଲ୍ଡବ୍ଲ୍ୟୁଙ୍କ ମୃତଦେହ ଜବତ ହୋଇଛି। ମୃତକ ଜଣକ ଗଦାଧର ଗୁରୁ ବୋଲି ଜଣାପଡ଼ିଛି। ସେ ବିଷ ପିଇ ଆତ୍ମହତ୍ୟା କରିଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି।…
ପ୍ରଥମ ସ୍ତ୍ରୀ ଫେରି ଅଦିନରେ ପାଳିଲେ ସାବିତ୍ରୀ ବ୍ରତ, ଚିନ୍ତାରେ ଦ୍ୱିତୀୟ ସ୍ତ୍ରୀ
ସାଲେପୁର,୪।୭(ଅରବିନ୍ଦ ଭୂୟଁା)ପ୍ରଥମ ସ୍ତ୍ରୀ ନିଜ ସ୍ବାମୀଙ୍କୁ ଛାଡପତ୍ର ଦେଇ ଅନ୍ୟତ୍ର ପଳାଇ ଯିବାର ୧୫ ବର୍ଷ ପରେ ସ୍ବାମୀ ପାଖକୁ ଫେରି ଅଦିନରେ ସାବିତ୍ରୀ ବ୍ରତ ପାଳନ କରିଛନ୍ତି। ଏହାକୁ ନେଇ ଏବେ ଦ୍ୱିତୀୟ ସ୍ତ୍ରୀ ଚିନ୍ତାରେ ପଡିଯାଇଛନ୍ତି। ଏଭଳି ଦେଖିବାକୁ…
କୌଳିକ ବୃତ୍ତିରେ ବାପାଙ୍କ ସହ ଉଚ୍ଚଶିକ୍ଷିତା କନ୍ୟା
କଟକ,୪ା୭ (କାର୍ତ୍ତିକ ସାହୁ)ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମେତ ଚତୁର୍ଦ୍ଧାମୂର୍ତ୍ତି ଜ୍ୱରରୁ ଆରୋଗ୍ୟ ଲାଭ କରିଛନ୍ତି। ଆଉ ୨ ଦିନ ପରେ ନବଯୌବନ ଦର୍ଶନ। ଭକ୍ତମାନେ ଅତ୍ୟନ୍ତ ଆଗ୍ରହରେ ଅପେକ୍ଷା କରିଛନ୍ତି ଏହି ଦିନକୁ। ହେଲେ ଦେବସ୍ନାନ ପୂର୍ଣ୍ଣିମା ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଅଣସର ବା…
ଓଏସ୍ଏସ୍ସି ପରୀକ୍ଷାର୍ଥୀଙ୍କୁ ଅପହରଣ ପରେ ଲୁଟ୍: ଦୁଇ ଗିରଫ
କଟକ,୩ା୭(କାର୍ତ୍ତିକ ସାହୁ): ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ(ଓଏସଏସସି) ପରୀକ୍ଷା ଦେବାକୁ ଆସିଥିବା ଜଣେ ପରୀକ୍ଷାର୍ଥୀ ଅପହରଣ ପରେ ଲୁଟ୍ର ଶିକାର ହୋଇଛନ୍ତି। ପରୀକ୍ଷାର୍ଥୀଙ୍କ ଘର କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ଜାମୁଦା ଅଞ୍ଚଳରେ। ଏନେଇ ସିଡିଏ ଫେଜ ୨ ଥାନାରେ…
ବଡ଼ଶଙ୍ଖଠାରୁ ଗୁଣ୍ଡିଚା ମନ୍ଦିର ଯାଏ ହେବନି ସ୍ଥାୟୀ ନିର୍ମାଣ: ହାଇକୋର୍ଟ
କଟକ,୩ା୭ (କାର୍ତ୍ତିକ ସାହୁ): ପୁରୀ ବଡ଼ଶଙ୍ଖଠାରୁ ଗୁଣ୍ଡିଚା ମନ୍ଦିର ଯାଏ ମୁଖ୍ୟ ରାସ୍ତା ପାର୍ଶ୍ୱରେ କୌଣସି ସ୍ଥାୟୀ ନିର୍ମାଣ ହେବ ନାହିଁ। ଏପରିକି ବ୍ୟବସାୟିକ ଉଦ୍ଦେଶ୍ୟରେ କୌଣସି ଅସ୍ଥାୟୀ ନିର୍ମାଣ ପାଇଁ ମଧ୍ୟ ଅନୁମତି ମିଳିବ ନାହିଁ। ହାଇକୋର୍ଟର ମୁଖ୍ୟ ବିଚାରପତି…
କଟକର ସମସ୍ତ ବେଆଇନ ହସ୍ପିଟାଲ ବନ୍ଦ ପାଇଁ ନିର୍ଦ୍ଦେଶ
କଟକ,୨ା୭ (କାର୍ତ୍ତିକ ସାହୁ) :କଟକରେ ବିନା ରେଜିଷ୍ଟ୍ରେଶନରେ ଚାଲିଥିବା ଏକ ନିର୍ଦ୍ଦିଷ୍ଟ ହସ୍ପିଟାଲ ସମେତ ଅନ୍ୟ କେତେକ ହସ୍ପିଟାଲକୁ ତୁରନ୍ତ ବନ୍ଦ କରିବାକୁ ଜାତୀୟ ମାନବିକ ଅଧିକାର କମିଶନ (ଏନ୍ଏଚ୍ଆର୍ସି) ରାଜ୍ୟ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦିଷ୍ଟ ହସ୍ପିଟାଲକୁ ବନ୍ଦ…
ଭାଜପା-ବିଜେଡି କର୍ମୀ ମାର୍ପିଟ୍
ଖୁଣ୍ଟୁଣୀ,୨ା୭(ସଚ୍ଚିଦାନନ୍ଦ ପଣ୍ଡା):କଟକ ଜିଲା ଆଠଗଡ଼ ବ୍ଲକ ଅଧୀନ ଖୁଣ୍ଟୁଣୀ ସରକାରୀ ଡାକ୍ତରଖାନାର ନୂତନ ଗୃହ ନିର୍ମାଣ ପାଇଁ ସୋମବାର ଭୂମିପୂଜାବେଳେ ଭାଜପା ନେତା ଅଭୟ ବାରିକଙ୍କ ଉପସ୍ଥିତିକୁ ନେଇ ବିଜେଡି-ଭାଜପା କର୍ମୀ ମୁହାଁମୁହିଁ ହୋଇଥିଲେ। ଏପରି କି ବିଜେଡି କର୍ମୀଙ୍କୁ ଭାଜପା…
ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା ମୋ’ ବସ୍
କଟକ,୨୮ା୬: କଟକର ସିଡିଏ ସେକ୍ଟର-୯ରେ ମୋ’ ବସ୍ରେ ନିଆଁ ଲାଗିଯାଇଛି। ଫଳରେ ବସ୍ଟି ସମ୍ପୂର୍ଣ୍ଣ ଜଳିପୋଡ଼ି ଛାରଖାର ହୋଇଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ପ୍ରଥମେ ବସ୍ର ସମ୍ମୁଖ ଭାବରେ ନିଆଁ ଲାଗିଥିବା ଦେଖି ଚାଳକ…
ହାଜର ହେଲେ ଅନୁଭବ, ହେଲାନି ସାକ୍ଷ୍ୟ ଗ୍ରହଣ
କଟକ,୨୮ା୬(କାର୍ତ୍ତିକ ସାହୁ):ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ନିର୍ଯାତନା ମାମଲାରେ ଗୁରୁବାର କଟକ ଜେଏମ୍ଏଫ୍ସି (ଏମ୍ପି/ଏମ୍ଏଲ୍ଏ ସ୍ବତନ୍ତ୍ର କୋର୍ଟ)ରେ ଅଭିନେତା ତଥା ପୂର୍ବତନ ଏମ୍ପି ଅନୁଭବ ମହାନ୍ତି ଓ ତାଙ୍କ ଦୁଇ ସହଯୋଗୀ ହାଜର ହୋଇଛନ୍ତି। ପୂର୍ବ ଶୁଣାଣି ୨୫ ତାରିଖରେ ପ୍ରତିପକ୍ଷମାନେ କେହି…
Archives


